ଭୁବନେଶ୍ୱର: ୧୯୯୯ ମସିହା ପରେ ବଙ୍ଗୋପସାଗରରେ ଆସିଛି ଦ୍ୱିତୀୟ ବଡ଼ ବାତ୍ୟା। ଏହା କହିଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଏବେ ସମୁଦ୍ରରେ ବାତ୍ୟା ରହିଛି। ପବନ ବେଗ ଘଣ୍ଟାପ୍ରତି ୨୪୦ କିମି ରହିଥିବା ବେଳେ ୧୫ କିମି ବେଗରେ ବାତ୍ୟା ଆଗକୁ ବଢୁଛି। ପାରାଦୀପଠୁ ୩୬୦ କିମି ଦୂରରେ ରହିଛି ଅମ୍ପନ। ଏହା ଉତ୍ତର- ଉତ୍ତର ପୂର୍ବକୁ ଗତି କରୁଛି। ସୁନ୍ଦରବନରେ ସ୍ଥଳଭାଗ ଛୁଇଁବ ବାତ୍ୟା। ଏତିକି ବେଳେ ପବନ ବେଗ ସର୍ବାଧିକ ୧୮୫ କିମି […]
ଭୁବନେଶ୍ୱର: ବାତ୍ୟା ଅମ୍ପନ୍ ପ୍ରଭାବରେ ବିଳମ୍ବିତ ରାତିରେ ହଠାତ ବଢ଼ିପାରେ ପବନ। ଆଜି ସଂଧ୍ୟାରୁ ଓଡ଼ିଶା ଉପକୂଳରେ ବର୍ଷା, ପବନ ହେବ ଏବଂ କାଲି ସକାଳୁ ଓଡ଼ିଶା ଉପକୂଳରେ ପବନର ବେଗ ବଢ଼ିବ। ବାଲେଶ୍ୱର ଜିଲ୍ଲାର ଭୋଗରାଇ, ତାଳସାରି ଅଞ୍ଚଳରେ ପବନ ବେଗ ଅଧିକ ରହିବ। ଏଠାରେ ୧୦୦ରୁ ୧୨୫ କିମି ଯାଏ ପବନ ହୋଇପାରେ ବୋଲି କିଛି ସମୟ ପୂର୍ବରୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସ୍ଆରସି ପ୍ରଦୀପ ଜେନା। ବାତ୍ୟା ଅପଡେଟ ନେଇ […]
ଭୁବନେଶ୍ୱର: ଇସ୍ରୋର ଓଡ଼ିଆ ବୈଜ୍ଞାନିକ ଡକ୍ଟର ସୁଷମା ପାଣିଗ୍ରାହୀଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇସ୍ରୋର ପ୍ରଥମ ଓଡ଼ିଆ ମହିଳା ବୈଜ୍ଞାନିକ ଭାବେ ସେ ଅର୍ଜନ କରିଥିବା ସୁନାମ ସର୍ବଦା ଅକ୍ଷୁର୍ଣ୍ଣ ରହିବ। ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ନବୀନ। ସେପଟେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବି ଦିବଂଗତ ସୁଷମାଙ୍କ ଉଦ୍ଦେଶ୍ୟରେ ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଦେହାନ୍ତ ଖବର […]
ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ନୀଳଗିରି ଅଞ୍ଚଳରେ ସକାଳୁ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି। ନୀଳଗିରି ଏନ୍ଏସିର ୨ ନମ୍ବର ୱାର୍ଡ ଅନ୍ତର୍ଗତ ଘାଟଘର ସାହିରେ ଏବେ ବି ଲୋକେ ମାଟି ଘରେ ଅସୁରକ୍ଷିତ ଭାବେ ରହୁଛନ୍ତି। କିନ୍ତୁ ସେମାନଙ୍କୁ ସ୍ଥାନାନ୍ତର ପାଇଁ ପ୍ରଶାସନ କୌଣସି ବ୍ୟବସ୍ଥା କରିନି। କେବଳ ମାଇକ୍ରେ ପ୍ରଚାର କରି କାମ ସାରି ଦେଇଥିବା ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବାତ୍ୟାକୁ ଆଖି ଆଗରେ ରଖି ବାଲେଶ୍ୱର ଜିଲ୍ଲାର ସୋର ଏବଂ ବାହାନଗା ବ୍ଲକର […]
ଭୁବନେଶ୍ୱର: ଦୁର୍ବଳ ହୋଇ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇଛି ବାତ୍ୟା ଅମ୍ପନ। ମହାବାତ୍ୟାରୁ ଖସି ଏହା ଅତି ଭୀଷଣ ବାତ୍ୟାକୁ ପରିବର୍ତ୍ତନ ହୋଇଛି। ଆକଳନ ଅନୁସାରେ ସମୁଦ୍ର ଭିତରେ ଅମ୍ପନର ମହାବାତ୍ୟା ରୂପ କମିଯାଇଛି। ଏବେ ପାରାଦୀପଠୁ ୪୨୦ କିମି ଦୂରରେ ରହିଛି ବାତ୍ୟା ଅମ୍ପନ। ଗତି ବଢ଼ାଇ ଏବେ ଘଣ୍ଟାକୁ ୧୭ କିମି ବେଗରେ ଆଗକୁ ବଢ଼ୁଛି। ବାତ୍ୟା ଅମ୍ପନର ପ୍ରଭାବ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଗଲାଣି। ଦକ୍ଷିଣ ଓଡ଼ିଶାରୁ ଆରମ୍ଭ କରି […]
ଭୁବନେଶ୍ୱର: ରାଜ୍ୟରେ ପ୍ରଥମ କରି ପୁଲିସ୍ କର୍ମୀଙ୍କ ଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଛି। ଏବେ ଏବେ ଭୁବନେଶ୍ୱରରେ ଦୁଇ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଏବେ ଭୁବନେଶ୍ୱରରେ ଜଣେ ପୁଲିସ୍ କର୍ମଚାରୀଙ୍କ ଠାରେ କରୋନା ପିଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏ ନେଇ କମିସନରଟେ ପୁଲିସ୍ ଟ୍ୱିଟ୍ କରି ସୂଚନା ଦେଇଛି। ସଂପୃକ୍ତ କର୍ମଚାରୀ ଛୁଟିରେ ଯାଇଥିଲେ। ଛୁଟିରୁ ଫେରିବା ପରେ ତାଙ୍କର କରୋନା ଟେଷ୍ଟ କରାଯିବାରୁ ତାଙ୍କ ଠାରେ କରୋନା ଭୂତାଣୁ ଥିବା […]
ଭୁବନେଶ୍ୱର: ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ପ୍ୟାକେଜ୍ ଘୋଷଣା ଲୋକଙ୍କୁ ଲୁଟ୍ ପାଇଁ ରାସ୍ତା। ଆଉ ତାର ଉଦାହରଣ ହେଉଛି ତେଲ ଦର ବୃଦ୍ଧି ବୋଲି କହିଛନ୍ତି ନିରଞ୍ଜନ। ଏହାଦ୍ୱାରା ଦରଦାମ୍ ବଢ଼ିବ। ଗ୍ରାହକ ଆହୁରି ହଇରାଣ ହେବେ। କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କୁ ସାହାଯ୍ୟ କରୁଛନ୍ତି ନା ଆର୍ଥିକ ଦଣ୍ଡ ଦେଉଛନ୍ତି ବୋଲି ପ୍ରଶ୍ନ କରିଛନ୍ତି […]
ଧର୍ମଗଡ଼: ଛତିଶଗଡ଼ ମହାସମୁନ୍ଦରେ ଟ୍ରକ ଚାପାରେ ୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ବ୍ଲକର ବୈଷ୍ଣବ ପୁଟେଲ ଏବଂ ଭୁପିନ୍ଦର ପୁଟେଲ। ଏହି ଦୁଇ ଶ୍ରମିକ ମୁମ୍ବାଇରୁ ଟ୍ରକରେ ଆସି ଛତିଶଗଡ଼ର ମହାସମୁନ୍ଦରେ ପହଞ୍ଚିଥିଲେ। ରାସ୍ତା ପାର ହେବା ବେଳେ ଗତ ରାତିରେ ସେମାନଙ୍କ ଉପରେ ଏକ ଟ୍ରକ ମାଡ଼ି ଯାଇଥିଲା। ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇବା ପରେ ଫେରାର ହୋଇ ଯାଇଛି ଟ୍ରକ […]
କଟକ: ବାହାର ରାଜ୍ୟରୁ ଲୁଚା ଛପାରେ ଆସି କ୍ୱାରେଣ୍ଟିନକୁ ନ ଯାଇ ସିଧା ଗାଁକୁ ଯିବାରୁ ପୋଲିସ ସହାୟତାରେ ସେମାନଙ୍କୁ କ୍ୱାରେଣ୍ଟିନ ପଠାଇଲେ ବାଙ୍କୀ ବ୍ଲକ କାଳିପୋଇ ସରପଞ୍ଚ। ଏହାସହ ନିଜର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ପଞ୍ଚାୟତର ଉଆସପଲ୍ଲୀ ଗାଁକୁ ୪୮ ଘଣ୍ଟିଆ ସଟଡାଉନ ଘୋଷଣା କରିଛନ୍ତି ସେ। ଉଆସପଲ୍ଲୀ ଗାଁର କିଛି ଯୁବକ ପଶ୍ଚିମବଙ୍ଗରୁ ଫେରି ଲୁଚା ଛପାରେ ଗାଁକୁ ଯାଇ ପରିବାର ଲୋକଙ୍କ ସହ ରହିଥିଲେ। ଏନେଇ ଗାଁ ଲୋକଙ୍କ ଠାରୁ ଖବର […]
ସମ୍ବଲପୁର: ରାଜ୍ୟର କରୋନା ମ୍ୟାପରେ ସ୍ଥାନ ପାଇଲା ଆଉ ଏକ ଜିଲ୍ଲା। ସମ୍ବଲପୁରରେ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛନ୍ତି କରୋନା ଭୂତାଣୁ ସଂକ୍ରମିତ। ଆଜି ଚିହ୍ନଟ ହୋଇଥିବା ୯୧ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରରେ ଏହି ଆକ୍ରାନ୍ତ ଜଣଙ୍କ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦେଇଛି। ଆକ୍ରାନ୍ତ ଜଣକ ରେଢ଼ାଖୋଲ ଉପଖଣ୍ଡ ଅଞ୍ଚଳର ଓ ସେ ଏକ ସରକାରୀ କ୍ୱାରେଣ୍ଟିନ ସେଣ୍ଟରରେ ରହିଥିଲେ ସେ ଅହମ୍ମଦାବାଦରୁ ଫେରିଥିଲେ। ଏବେ […]
ଭୁବନେଶ୍ୱର: ରବିବାର ରାଜ୍ୟରେ ପୁଣି ୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ମଧ୍ୟ ବିଢ଼ିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରେ କରୋନାରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏଥିସହିତ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ହୋଇଛି। ଆଜିର ଦୁଇ ମୃତ୍ୟୁ ସଂଖ୍ୟାକୁ ମିଶାଇ କେବଳ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ […]
ଅନୁଗୁଳ: କରୋନାର ଭୟ ମଣିଷର ମଣିଷପଣିଆକୁ ମାରିଦେଉଥିବା ବେଳେ ଏବେବି କେଉଁଠି ନା କେଉଁଠି ବଞ୍ଚିଛି ମଣିଷ ପଣିଆ। ଏମିତି ମଣିଷପଣିଆର ଖବର ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖେମଳା ଗାଁରେ। ଏଠାରେ ଗାଁ ମୁଣ୍ଡ ରାସ୍ତା କଡ଼ରେ ଭଙ୍ଗା କୁଡ଼ିଆରେ ଜୀବନ ବିତାଉଥିବା ନିଃସହାୟ ଲୋକର ମୃତ୍ୟୁ ପରେ ଚାରି କାନ୍ଧ ଦେଇ ସଂସ୍କାର କରିଛନ୍ତି ଗ୍ରାମବାସୀ ଖେମଳା ଗାଁର ପୋଲସ୍ତି ଦେହୁରୀ ଜଣେ ନିରାଶ୍ରୟ ବ୍ୟକ୍ତି। ପରିବାର କହିଲେ କେହି […]
ପୁରୀ: ବଙ୍ଗୋପସାଗରରେ କେନ୍ଦ୍ରୀଭୁତ ହୋଇଥିବା ସାମୁଦ୍ରିକ ଝଡ଼ ଅମ୍ଫନ ପ୍ରଭାବରେ ପୁରୀରେ ୧୨୦ରୁ ୧୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ତା ସହିତ ପୁରୀ ଉପକୂଳ ନିକଟ ଦେଇ ବାତ୍ୟା ଗତି କରିବା ବେଳେ ଏହା ପ୍ରଭାବରେ ୧୮ ଓ ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ପୁରୀ ଜିଲ୍ଲାର ସମସ୍ତ ଥାନା ଅଧିକାରୀଙ୍କୁ ସତର୍କ ରହିବାକୁ ପୋଲିସ ମୁଖ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଥାନାଗୁଡ଼ିକ ନିଜ ନିଜ […]
ନୟାଗଡ଼: ମନରେ ଭିତରେ କ୍ରୋଧ ମଣିଷକୁ ପଶୁ ବନାଇ ଦିଏ। କ୍ରୋଧ ଓ ଈର୍ଷାରେ ମଣିଷ ନିଜର ହିତାହିତ ଜ୍ଞାନ ଭୁଲି ବିବେକ ବୁଦ୍ଧି ହୀନ ପଶୁ ଭଳି କାର୍ଯ୍ୟ କରିଥାଏ। ଠିକ୍ ଏଭଳି ଏକ ନୃଶଂସ ଓ ପାଶବିକ କାର୍ଯ୍ୟ ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଢୋଲମରା ପଞ୍ଚାୟତରେ। ଏଠାରେ ସରପଞ୍ଚଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ସରପଞ୍ଚ ସୁଶାନ୍ତ ବେହେରାଙ୍କୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଛି। ଗତକାଲି […]
ସୁନ୍ଦରଗଡ଼: କୌଣସି ଶ୍ରମିକଙ୍କୁ ରାସ୍ତାରେ ଚାଲିବାକୁ ଦିଆଯିବ ନାହିଁ ବୋଲି ପୋଲିସ ଡିଜି ଅଭୟ କହିଥିଲେ। ଏହାର ଦିନକ ପରେ ସୁନ୍ଦରଗଡ଼ରୁ ଆସିଛି ଅଭାବନୀୟ ଚିତ୍ର। ରାସ୍ତାରେ ଶହ ଶହ କିଲୋମିଟର ଚାଲି ଚାଲି ନିଜ ନିଜ ଘରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ। ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ବ୍ଲକ ଟେନସାର ଶ୍ରମିକମାନେ କାମ କରିବା ପାଇଁ ବିଶାଖାପାଟଣା ଯାଇଥିଲେ। ସେଠାରେ ଲକ୍ଡାଉନ୍ ଯୋଗୁ ଦେଢ଼ମାସ ଫସିରହିବା ପରେ ଏବେ ନିଜ ଖର୍ଚ୍ଚରେ ନିଜ ନିଜ ଗାଁକୁ ବସ୍ […]
ଭୁବନେଶ୍ୱର: ବାତ୍ୟା ପାଇଁ ପ୍ରସ୍ତୁତି ଚଳାଇଛି ଏନ୍ଡିଆର୍ଫ୍ ଟିମ୍। ବାତ୍ୟାର ମୁକାବିଲା ଓ ଉଦ୍ଧାର କାର୍ଯ୍ୟ ଲାଗି ଭଦ୍ରକ ଜିଲ୍ଲାରେ ପହଞ୍ଚିଛନ୍ତି ୧୨ ଜଣିଆ ଏନ୍ଡିଆର୍ଏଫ୍ ଟିମ୍। ଏହି ଟିମ୍ ଜିଲ୍ଲାରେ ପହଞ୍ଚିବା ପରେ ସେମାନଙ୍କୁ ଧାମରା ପଠାଇ ଦିଆଯାଇଛି। ସେପଟେ ବାତ୍ୟା ମୁକାବିଲା ପାଇଁ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଯାଇଛି। ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। ଅଗ୍ନିଶମ ଅଧିକାରୀ, ଏନଡିଆର୍ଫ୍ ଏବଂ […]
ଭୁବେଶ୍ୱର: ମାଡ଼ି ଆସୁଛି ବାତ୍ୟା ଅମ୍ପନ। ଏବେ ପାରାଦୀପର ଦକ୍ଷିଣରେ ହଜାର କିମି ଦୂରରେ ରହିଛି। ଦିଘା ଠାରୁ ଦକ୍ଷିଣ ଦକ୍ଷିଣପଶ୍ଚିମରେ ୧୧୬୦ କିମି ଦୂରରେ ରହିଛି ଏହି ବାତ୍ୟା। ଆସନ୍ତା ୧୨ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୬ ଘଣ୍ଟା ପୂର୍ବରୁ ଘଣ୍ଟାକୁ ୬ କିମି ବେଗରେ ଗତି କରୁଛି ବାତ୍ୟା ଅମ୍ପନ। ବାତ୍ୟା ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି […]
ଡ୍ରଗ୍ସ ବେପାରର ଆଡ୍ଡାସ୍ଥଳୀ ପାଲଟିଛି ବାଲେଶ୍ୱର । ବିଭିନ୍ନ ସମୟରେ ବ୍ରାଉନସୁଗାର, ଗଞ୍ଜେଇ, ମଦ ଆଦି ଏଠାରୁ ଜବତ ସହ ଅପରାଧୀଙ୍କ ଲିଙ୍କ୍ ବାହାରିଛି । ଏପରି ସ୍ଥଳେ ସହରର ତଥା ଜିଲ୍ଲାର ଏକମାତ୍ରା ଆଦର୍ଶ ଥାନାରେ ମାସେ ହେଲାଣି ନାହାନ୍ତି ଆଇଆଇଓ । ପୂର୍ବରୁ ଥିବା ଆଇଆଇସିଙ୍କ ପଦୋନ୍ନତି ପରେ ଫାଙ୍କା ପଡିଛି ପଦବୀ
ଭୁବନେଶ୍ୱର: ସାହୁକାର ଭଳି ଋଣ ଦିଅନି, ଗରିବଙ୍କୁ ସିଧାସଳଖ ସେମାନଙ୍କ ଆକାଉଣ୍ଟରେ ଟଙ୍କା ଦିଅ। ୪ରୁ ୫ ମାସ ପାଇଁ ଟଙ୍କା ପଠାଯାଉ। କରୋନା ମୁକାବିଲାରେ କେନ୍ଦ୍ର ସରକାରଙ୍କୁ ଏହା କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ଦେଶର ପ୍ରମୁଖ ଆଞ୍ଚଳିକ ଗଣମାଧ୍ୟମର ସାମ୍ବାଦିକଙ୍କ ସହ ଆଲୋଚନା ବେଳେ ଏପରି କହିଛନ୍ତି ରାହୁଲ। ଓଟିଭି ନ୍ୟୁଜ୍ ଏଡିଟର୍ ରାଧାମାଧବ ମିଶ୍ରଙ୍କ ପ୍ରଶ୍ନର ବି ଉତ୍ତର ଦେଇଥିଲେ କଂଗ୍ରେସ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ […]
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଦକ୍ଷିଣ, ଉପକୂଳ, ଉତ୍ତର ଓଡ଼ିଶାର ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। କିନ୍ତୁ ବନ୍ୟା ଭୟ ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର କହିଛନ୍ତି। ଆବଶ୍ୟକ ହେଲେ ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇପାରେ। ଏଥିପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳଙ୍କୁ କୁହାଯାଇଛି। ଯାହାର କଚ୍ଚା ଘର ରହିଛି ତାଙ୍କୁ ସ୍ଥାନାନ୍ତରିତ କରାଯିବ। ସମସ୍ତ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି […]
ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ୯୮ ବର୍ଷ ବୟସରେ ପରଲୋକ ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ବିୟୋଗ ହୋଇଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମେ ମାସ ୧୧ ତାରିଖରେ ପୁରୀ ଜିଲ୍ଲାର ନିମାପଡ଼ାଠାରେ ଜନ୍ମ ହୋଇଥିଲେ। ସେ ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ୧୯୪୨ ମସିହାରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗ ଦେଇଥିଲେ। ଏଥିସହିତ ସେ ତିନିଥର […]
ନୂଆଦିଲ୍ଲୀ: ଦୁବାଇରୁ ଆସୁଛନ୍ତି ପ୍ରବାସୀ ଓଡ଼ିଆ। ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ୱଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ପ୍ରବାସୀ ଭାରତୀୟଙ୍କୁ ନେଇ ଦୁବାଇରୁ ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର ବିମାନ ଭାରତ ଆସୁଛି। କିଛି ସମୟ ପୂର୍ବରୁ ଦୁବାଇ ବିମାନ ବନ୍ଦର ବିମାନ ଛାଡ଼ିଥିବା ନେଇ ସୂଚନା ମିଳିଛି। ଆଜି ରାତିରେ ଏହା ଭୁବନେଶ୍ୱର ପହଞ୍ଚିବା ସୂଚନା ରହିଛି। ଦୁବାଇରୁ ପ୍ରାୟ ଦେଢ଼ ଶହ ଯାତ୍ରୀଙ୍କୁ ନେଇ ଫେରୁଛି ଏହି […]
ଭୁବନେଶ୍ୱର: କରୋନା ଏମରଜେନ୍ସି ନମ୍ବରକୁ ପୁଣି ଆସିଲାଣି ଫେକ୍ କଲ୍। କରୋନା ଭାଇରସ ସମ୍ପର୍କରେ ତଥ୍ୟ ଏବଂ ସହାୟତା ପାଇଁ ଜାରି ୧୦୪ ହେଲ୍ପ ଲାଇନ୍ ନମ୍ବରକୁ ଫେକ୍ କଲ୍ କରୁଛନ୍ତି କିଛି ଆସାମାଜିକ ଯୁବକ। ସହାୟତା କେନ୍ଦ୍ରର ମହିଳା କର୍ମଚାରୀଙ୍କୁ ହଇରାଣ ହରକତ କରୁଥିବା ଅଭିଯୋଗ ଆସିଛି। ପୂର୍ବରୁ ମଧ୍ୟ ୧୦୪ ଏମର୍ଜେନ୍ସୀ ନମ୍ବରକୁ ଫେକ୍ କଲ୍ ଆସୁଥିବା ନେଇ ଓଟିଭିରେ ଖବର ପ୍ରସାରଣ ପରେ ଫେକ୍ କଲରଙ୍କ ବିରୋଧରେ ୧୦୪ ପରିଚାଳନାକାରୀ ଜିକିଜା ହେଲ୍ଥ […]
କଟକ: ପ୍ରବାସୀ ଓଡ଼ିଆଙ୍କ ପଞ୍ଜିକରଣ ପାଇଁ କେବଳ ଆଧାର ନୁହେଁ , ସମସ୍ତ ସରକାରୀ ପରିଚୟ ପତ୍ର ଲାଗୁ ହେବ। ଏପରିକି କୌଣସି କାଗଜ ପତ୍ର ନଥିବା ଲୋକମାନେ ମଧ୍ୟ ସରପଞ୍ଚଙ୍କ ସ୍ୱୀକୃତି ପତ୍ର ଜରିଆରେ ପଞ୍ଜିକୃତ କରିପାରିବେ ବୋଲି କହିଛନ୍ତି ହାଇକୋର୍ଟ। ଆବେଦନକାରୀ ମହେନ୍ଦ୍ର ପରିଡ଼ାଙ୍କ ପକ୍ଷରୁ ଆଗତ ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହା କହିଛନ୍ତି। ପୂର୍ବରୁ ପ୍ରବାସୀଙ୍କ ପାଇଁ ପଞ୍ଜୀକରଣ ବ୍ୟବସ୍ଥାରେ ଆଧାର କାର୍ଡ ଏକ ମାତ୍ର ପରିଚୟ ପତ୍ର […]