Advertisment

ଓଡ଼ିଶାରେ ଦିନକରେ ୨,୮୯୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୭୦ ହଜାର ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୪୭୮ କରୋନା ଟେଷ୍ଟ ହୋଇଥିବା ବେଳେ ୨,୮୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଚିହ୍ନଟ ନୂଆ ୨,୮୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୭୯୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୦୬ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୫୨୪ ଜଣ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶାରେ ଦିନକରେ ୨,୮୯୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୭୦ ହଜାର ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା

corona updates in odisha

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୪୭୮ କରୋନା ଟେଷ୍ଟ ହୋଇଥିବା ବେଳେ ୨,୮୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

Advertisment

ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଚିହ୍ନଟ ନୂଆ ୨,୮୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୭୯୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୦୬ ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୫୨୪ ଜଣ ଚିହ୍ନଟ ହୋଇଛନ୍ତି।

Advertisment

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୦, ୦୨୦ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: କୋଭିଡ଼ ହସ୍ପିଟାଲ ବୁଲି ତଦାରଖ କରିବେ ସ୍ୱତନ୍ତ୍ର ଟେକ୍ନିକାଲ ଟିମ୍

Coronavirus Odisha News Corona Updates In Odisha
Advertisment
Advertisment