Advertisment

୨୪ ଘଣ୍ଟାରେ ଓଡ଼ିଶାରେ ସର୍ବାଧିକ ୨,୯୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୨,୯୨୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ୨,୯୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୦୯ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୪୮୮ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ଓଡ଼ିଶାରେ ସର୍ବାଧିକ ୨,୯୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

corona

ଭୁବନେଶ୍ୱର: ଓଡ଼ିଶାରେ ୨,୯୨୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଚିହ୍ନଟ ନୂଆ୨,୯୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୦୯ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୪୮୮ ଜଣ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୦, ୦୫୦ରେ ପହଞ୍ଚିଛି।

Advertisment
Coronavirus Odisha News Corona Updates In Odisha
Advertisment
Advertisment