• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Schools Reopen
ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଆଜିଠୁ ଖୋଲିଲା ସ୍କୁଲ

କରୋନାର ଦ୍ୱିତୀୟ ଲହର ଭିତରେ ଆଜିଠୁ ଖୋଲିଲା ସ୍କୁଲ। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍‌ ଖୋଲିଛି। ସ୍କୁଲ୍‌ ଖୋଲିବା ପୂର୍ବରୁ ଭଲ ଭାବରେ ଶ୍ରେଣୀଗୃହ ଗୁଡ଼ିକ ସାନିଟାଇଜ୍‌ କରାଯାଇଛି।

jio
ସୂର୍ଯ୍ୟନଗର ଅଞ୍ଚଳବାସୀଙ୍କ ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ୱର: ସୂର୍ଯ୍ୟନଗର ଅଞ୍ଚଳରୁ କୋରନା ସଂକ୍ରମିତ ଚିହ୍ନଟ ପରେ ପୂରା ସୂର୍ଯ୍ୟନଗର ଅଞ୍ଚଳବାସୀ ପାଇଁ ନୂଆ ଗାଇଡଲାଇନ ଜାରି କଲା ବିଏମସି। ଜାରି ହୋଇଥିବା ଗାଇଡ୍‌ଲାଇନ୍‌ ଅନୁସାରେ, ସୂର୍ଯ୍ୟନଗର କୌଣସି ବାସିନ୍ଦାକୁ ବାହାରକୁ ଛଡ଼ା ଯିବନି। ସେହିଭଳି ବାହାର ଲୋକଙ୍କୁ ଏଠାକୁ ଆସିବାକୁ ବାରଣ କରାଯାଇଛି। ସଂପୃକ୍ତ ଅଞ୍ଚଳର ସମସ୍ତ ବାସିନ୍ଦା ହୋମ୍ କ୍ୱାରେଣ୍ଟାଇନରେ ରହିବେ। ସେମାନଙ୍କ ଘରେ ଥାଇ ପରିମଳ, ସ୍ୱାସ୍ଥ୍ୟ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ। ଘରକୁ ଘର ବୁଲି ମୋବାଇଲ ଭ୍ୟାନ୍ […]

  • Monday, 26 July 2021
bmv
ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ବିଏମ୍‌ସି

ଭୁବନେଶ୍ୱର: ରାଜ୍ୟର ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ଭୁବନେଶ୍ୱର ମହାନଗର ନିଗମ। ଜନହିତ ପାଇଁ ପରିଚୟ ଜଣାଇବା ଜରୁରୀ ବୋଲି କହିଲେ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ପଞ୍ଚମ କରୋନା ଆକ୍ରାନ୍ତଙ୍କ ନାଁ ପ୍ରଦୀପ୍ତ ଦଳବେହେରା। ତାଙ୍କ ଘର ସୂର୍ଯ୍ୟନଗର ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଭୁବନେଶ୍ୱର ୟୁନିଟ-୭ ସୂର୍ଯ୍ୟନଗର ସ୍ଥିତ ପ୍ଲଟ ନମ୍ବର ୩୭ରେ ତାଙ୍କ ଘର ବୋଲି କୁହାଯାଇଛି। ଆକ୍ରାନ୍ତ ବ୍ୟକ୍ତିଙ୍କ ପରିଚୟ ଜାଣାଇବା ସହିତ ସ୍ଥାନକୁ ସିଲ୍ କରାଯାଇଛି। ପଞ୍ଚମ […]

  • Monday, 26 July 2021
ୱୋଉମପଗ
ରାଜ୍ୟରେ କେମିତି ଅଛି କରୋନା ସ୍ଥିତି, ଜାଣନ୍ତୁ ପୂରା ତଥ୍ୟ

ଭୁବନେଶ୍ୱର: ରାଜ୍ୟର ପଞ୍ଚମ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୨୧ ଜଣ ବ୍ୟକ୍ତିଙ୍କୁ ଚିହ୍ନଟ କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ କରୋନା ସ୍ଥିତି ସୂଚିତ କଲାବେଳେ ଏଭଳି ସୂଚନା ଦେଇଛନ୍ତି କୋଭିଡ-୧୯ ମୁଖପାତ୍ର ସୁବ୍ରତ ବାଗଚୀ। ରାଜ୍ୟରେ ଏଯାବତ ୯ଶହ ସାମ୍ପଲ ଟେଷ୍ଟ ହୋଇଛି। ସେଥିମଧ୍ୟରୁ ୫ ପଜିଟିଭ ରିପୋର୍ଟ ଆସିଛି। ପଞ୍ଚମ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୨୧ ଜଣ ଚିହ୍ନଟ ହୋଇଛନ୍ତି। ପଞ୍ଚମ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନଙ୍କୁ ଖୋଜା ଚାଲିଛି। ଏବେ ସୁଦ୍ଧା ୧୦୪ […]

  • Monday, 26 July 2021
lo
‘କରୋନା ଲକ୍ଷଣ ଦେଖାଦେଲେ ହସ୍‌ପିଟାଲ୍ ନ ଯାଇ ୧୦୪କୁ ଫୋନ୍ କରନ୍ତୁ’

ଭୁବନେଶ୍ୱର: କରୋନାର କିଛି ଯଦି ଲକ୍ଷଣ ଦେଖୁଛନ୍ତି ତାହେଲେ ନିଜେ ହସ୍ପିଟାଲ ଯାଅନି। ନିଜେ ନିଜେ ହସ୍ପିଟାଲକୁ ଯାଇ ଅନ୍ୟମାନଙ୍କୁ ବିପଦରେ ପକାନ୍ତୁନି। ଏନେଇ ସୂଚନା ଦେଇଛନ୍ତି ଏନଏଚ୍ଏମ୍  ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ। ଯେଉଁ ବ୍ୟକ୍ତି ବିଦେଶରୁ କିମ୍ବା ଅନ୍ୟ ରାଜ୍ୟରୁ ଫେରିଥିବେ ସେମାନେ ୧୪ ଦିନ ଘରେ ରହନ୍ତୁ।  ତାସହ ଘରେ ପରିବାର ସଦସ୍ୟଙ୍କଠାରୁ ଯଥେଷ୍ଟ ଦୂରତ୍ୱରେ ନିଜକୁ ରଖନ୍ତୁ। ୧୪ ଦିନ ପରେ ମଧ୍ୟ ଘରେ ନିଜକୁ ନିଜେ ପୁଣି ୧୪ ଦିନ ସର୍ବେକ୍ଷଣରେ […]

  • Monday, 26 July 2021
postal
ପୋଷ୍ଟ ଅଫିସ୍‌ରେ ଟଙ୍କା ଉଠାଇପାରିବେ ଅନ୍ୟ ବ୍ୟାଙ୍କ ଖାତାଧାରୀ

ଭୁବନେଶ୍ୱର: ପୋଷ୍ଟ ଅଫିସ୍ ଜରିଆରେ ଟଙ୍କା ଉଠାଇପାରିବେ ଅନ୍ୟାନ୍ୟ ବ୍ୟାଙ୍କରେ ଖାତା ଥିବା ଜମାକାରୀ। ଆଜି ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ସର୍କଲର ଚିଫ୍ ପୋଷ୍ଟମାଷ୍ଟର୍ ଜେନେରାଲ୍ ସୁବାସ ଚନ୍ଦ୍ର ବର୍ମା। କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର କିଛି ଦିନ ତଳେ ସମସ୍ତ ଜିଲ୍ଲାପାଳଙ୍କୁ ଏନେଇ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଅନୁସାରେ, ଅନ୍ୟ ବ୍ୟାଙ୍କରେ ଆଧାର ଲିଙ୍କ ଥିବା ଆକାଉଣ୍ଟ୍ ହୋଲ୍‌ଡରମାନେ ପୋଷ୍ଟ ଅଫିସ୍ ଜରିଆରେ ଟଙ୍କା ଉଠାଇବା ସହ ଅନ୍ୟ ସମସ୍ତ ସୁବିଧା […]

  • Monday, 26 July 2021
nijmaudiin
ଦିଲ୍ଲୀ ନିଜାମୁଦ୍ଦିନ ଧର୍ମୀୟ ସଭାକୁ ଖୋର୍ଦ୍ଧାରୁ ଯାଇଥିଲେ ୧୩

ଭୁବନେଶ୍ୱର: ଦିଲ୍ଲୀ ନିଜାମୁଦ୍ଦିନ ଧର୍ମୀୟ ସଭାକୁ ଖୋର୍ଦ୍ଧାରୁ ୧୩ ଜଣ ଯାଇଥିଲେ। ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ ରାଉତ ଓଟିଭିକୁ କହିଛନ୍ତି। ସେଠାରେ ୧୦ ଜଣ ରହିଥିବା ବେଳେ ଏଠାକୁ ଫେରି ଆସିଥିବା ୩ ଜଣଙ୍କୁ ଆଇସୋଲେସନରେ ରଖାଯାଇଛି। ସଂପୃକ୍ତ ୩ ଜଣଙ୍କ ସ୍ୱାବ୍ ନମୁନା ଗତକାଲି ଏମ୍ସକୁ ପଠାଯାଇଛି। ୧୦ ଜଣଙ୍କ ମଧ୍ୟରୁ ଜଟଣୀର ୭ ଜଣ ଏବଂ ଟାଙ୍ଗୀର ୩ ଜଣ ସେଠାରେ ଅଛନ୍ତି। ୯ ଜଣଙ୍କୁ ଦିଲ୍ଲୀରେ କ୍ୱାରେଣ୍ଟାଇନ ସେଣ୍ଟରରେ ଏବଂ ଜଣେ […]

  • Monday, 26 July 2021
ଲଗୋ
ଭୁବନେଶ୍ୱର ଏଜି ଛକ ଭେଣ୍ଡିଂ ଜୋନରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱର ଏଜି ଛକ ଭେଣ୍ଡିଂ ଜୋନରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୫ରୁ ଅଧିକ ଦୋକାନ ଜଳି ଯାଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡ଼ି ନଷ୍ଟ ହୋଇଯାଇଛି। ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ସିଗାରେଟ୍‌ ଝୁଲରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଆଜି ରାତି ପ୍ରାୟ ୯ଟା ସମୟରେ ରାଜମହଲରୁ ଏଜି ଛକ ଅଭିମୁଖେ ଗଲା ବେଳେ ବାମ ପାର୍ଶ୍ୱରେ ଥିବା ଭେଣ୍ଡିଂ ଜୋନ୍‌ରେ ନିଆଁ ଲାଗି ଯାଇଥିଲା। […]

  • Monday, 26 July 2021
nijamuddin
ହଜରତ୍ ନିଜାମୁଦ୍ଦିନରୁ ଫେରିଥିବା ରାଜ୍ୟର ୧୫ଜଣ କରୋନା ସଂକ୍ରମିତ ନୁହଁନ୍ତି

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରୀସ୍ତରରେ ବ୍ୟାପକ ପଦକ୍ଷେପ ନିଆଯାଇଥିବାବେଳେ ଦିଲ୍ଲୀର ହଜରତ୍ ନିଜାମୁଦ୍ଦିନରୁ ଓଡ଼ିଶା ଫେରିଥିବା ୨୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୫ଜଣଙ୍କ ଦେହରେ କରୋନା ସଂକ୍ରମିତ ଭୂତାଣୁ ନଥିବା ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଗଣମାଧ୍ୟମ ବିଜ୍ଞପ୍ତି ଅନୁସାରେ, ନିକଟରେ ହଜରତ୍ ନିଜାମୁଦ୍ଦିନରୁ ଓଡ଼ିଶା ଫେରିଥିବା ୨୦ଜଣ ଯାତ୍ରୀଙ୍କ ନମୂନା ସଂଗ୍ରହ କରାଯାଇ କୋଭିଡ୍‌-୧୯ ପରୀକ୍ଷା ନିମନ୍ତେ ପଠାଯାଇଥିଲା। ସେଥିରୁ ୧୫ଜଣ ଯାତ୍ରୀଙ୍କ ରିପୋର୍ଟ ହସ୍ତଗତ ହୋଇଛି। […]

  • Monday, 26 July 2021
jagannath
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ: ଦେଶରେ କରୋନା ସ୍ଥିତି ଜଟଳି ଥିବା ବେଳେ ପୁରୀରେ ପହଞ୍ଚିଛି ତୃତୀୟ ପର୍ଯ୍ୟାୟ ରଥ କାଠ। ନୟାଗଡ଼ ବନଖଣ୍ଡରରୁ ୮ ଖଣ୍ଡ ଫାସୀ କାଠ ପହଞ୍ଚିଛି। ଆସନ୍ତାକାଲି ରାମ ନବମୀ ଅବସରରେ କଟକ ଖପୁରିଆ ସ–ମିଲ୍‌ରେ କାଠ ଚିରଟ କରାଯିବା ପରମ୍ପରା ରହିଛି।   ଏପ୍ରିଲ ୨୬ ତାରିଖରେ ଅକ୍ଷୟ ତୃତୀୟ ଦିନ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ରଥଖଳାରେ ରଥନିର୍ମାଣ ହେବ। ରାଜ୍ୟରେ କରୋନା ଭୟ ଓ ଲକଡାଉନ ଲାଗିଥିଲେ ବି ସମସ୍ତ […]

  • Monday, 26 July 2021
surendra-kumar
ରାଜ୍ୟରେ ଖାଦ୍ୟ ସାମଗ୍ରୀର ଅଭାବ ନାହିଁ: ସୁରେନ୍ଦ୍ର କୁମାର

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ ହୋଇଥିବା ଲକ୍‌ଡାଉନ୍ ଯୋଗୁ ରାଜ୍ୟରେ ଖାଉଟି ସାମଗ୍ରୀର ଅଭାବ ନାହିଁ ଓ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରହିଛି ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ସମସ୍ତ ପ୍ରକାରର ମାଲବାହୀ ଯାନ ବିନା ପାସରେ ଚଳପ୍ରଚଳ କରୁଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କରୋନା ପାଇଁ ଖାଉଟି ସାମଗ୍ରୀ ମହଜୁଦ୍ ଓ ପରିବହନର ସମୀକ୍ଷା ସଂକ୍ରାନ୍ତ ଉଚ୍ଚସ୍ତରୀୟ କମିଟିର ଅଧ୍ୟକ୍ଷ ତଥା ଜଳସମ୍ପଦ ବିଭାଗ ସଚିବ ସୁରେନ୍ଦ୍ର […]

  • Monday, 26 July 2021
dd-1
ଖୁସି ଖବର: ଓଡ଼ିଶାରେ ଦ୍ୱିତୀୟ କରୋନା ରୋଗୀ ସୁସ୍ଥ ହୋଇ ହସ୍‌ପିଟାଲ୍‌ରୁ ଡିସ୍‌ଚାର୍ଜ

ଭୁବନେଶ୍ୱର: ସାରା ଦେଶରେ କରୋନା ସ୍ଥିତି ଜଟିଳ ଥିବା ବେଳେ ଓଡ଼ିଶା ପାଇଁ ଏକ ଖୁସୀ ଖବର ଆସିଛି। ଓଡ଼ିଶାର ଦ୍ୱିତୀୟ କରୋନା ରୋଗୀ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଭୁବନେଶ୍ୱର ଏମ୍‌ସ ହସ୍‌ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ତାଙ୍କ ବୟସ ୨୦ ।  ଆଜି ତାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। ମାର୍ଚ୍ଚ ୧୯ ତାରିଖରେ ରାଜ୍ୟରେ ଦ୍ୱିତୀୟ କରୋନା ଆକ୍ରାନ୍ତ […]

  • Monday, 26 July 2021
CORONA-TE
ହ୍ୱାଟ୍ସଆପ୍‌ରେ କରୋନା ସମ୍ପର୍କିତ ଏଭଳି ମେସେଜ୍‌ ଶେୟାର୍ କରୁଛନ୍ତି କି ? ସାବଧାନ !

ଭୁବନେଶ୍ୱର: କରୋନା ସମ୍ପର୍କିତ ଗୁଜବ ସୃଷ୍ଟିକାରୀଙ୍କୁ ଦେଶଦ୍ରୋହୀ କହିଲେ କୋଭିଡ୍-୧୯ ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ। ଏଥିସହିତ ଗୁଜବ ପ୍ରଚାର କରୁଥିବା ଲୋକଙ୍କୁ କଡ଼ା ଚେତାବନୀ ବି ଦେଲେ। ଏଭଳି ସଂକଟ ସ୍ଥିତିରେ ଗୁଜବ ସୃଷ୍ଟି କରୁଥିବା ଲୋକ ସମାଜ ଓ ରାଷ୍ଟ୍ରଦ୍ରୋହୀ ସହ ସମାନ ବୋଲି କହିଛନ୍ତି ବାଗ୍‌ଚୀ। ଭୁବନେଶ୍ୱରର ଏକ ଶିକ୍ଷାନୁଷ୍ଠାନର ବିଷୟରେ କିଛି ବ୍ୟକ୍ତି ଗୁଜବ କରିଛନ୍ତି, ଯାହାକି ଅତ୍ୟନ୍ତ ଘୃଣ୍ୟ ଓ ନିନ୍ଦନୀୟ  ଗୁଜବ ସୃଷ୍ଟିକାରୀଙ୍କ ବିରୋଧରେ ଅତ୍ୟନ୍ତ […]

  • Monday, 26 July 2021
bagchhi
ଚିନ୍ତା ବଢ଼ାଇଲା ଓଡ଼ିଶାର ଚତୁର୍ଥ କରୋନା ରୋଗୀଙ୍କ ଯାତ୍ରା ବିବରଣୀ

ଭୁବନେଶ୍ୱର: ଚିନ୍ତା ବଢ଼ାଇଛି ରାଜ୍ୟର ଚତୁର୍ଥ କରୋନା ପଜିଟିଭଙ୍କ ଗସ୍ତ ବିବରଣୀ। ଦୁବାଇରୁ ଭଦ୍ରକ ଭାୟା କୋଲକାତା ହୋଇ ଆସିଥିଲେ ସେହି ବ୍ୟକ୍ତି। ସେଠାରୁ ଆସିଥିବା ସମୟରେ କେଉଁମାନଙ୍କ ସଂସ୍ପର୍ଶରେ ଆସିଥିବେ ତାହା ଏବି ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ, ଯୁବକ ଜଣକ ଗତ ୧୮ ତାରିଖରେ ଏମିରେଟ୍ସ ଫ୍ଲାଇଟ ନଂ- EKS 70 ବିମାନରେ ଦୁବାଇରୁ ଆସି କୋଲକାତାରେ ପହଞ୍ଚିଥିଲେ। କୋଲକାତା ଏୟାରପୋର୍ଟରୁ ଟ୍ୟାକ୍ସିରେ ହାଓଡ଼ା ଷ୍ଟେସନ ଆସିଥିଲେ। ହାଓଡ଼ା ଷ୍ଟେସନରୁ […]

  • Monday, 26 July 2021
bbh
ଦିଲ୍ଲୀ ନିଜାମୁଦ୍ଦିନ ସଭାରେ ଯୋଗ ଦେଇଥିବା ୨ ଓଡ଼ିଆ ଏଯାଏଁ ଫେରି ନାହାନ୍ତି

କୋରାପୁଟ: ଦିଲ୍ଲୀ ନିଜାମୁଦ୍ଦିନ ଧାର୍ମିକ ସଭାରେ  ଯୋଗା ଦେଇଥିବା ଦୁଇ ଓଡ଼ିଆ ଏଯାଏ ରାଜ୍ୟାକୁ ଫେରି ନାହାନ୍ତି। ଉଭୟ କୋରାପୁଟ ଜିଲ୍ଲାର। ଦୁହିଁଙ୍କ ମଧ୍ୟରୁ ଜଣେ କୋଟପାଡରୁ  ଓ ଅନ୍ୟ ଜଣେ ଜୟପୁରରୁ। କୋଟପାଡରୁ ଯାଇଥିବା ବ୍ୟକ୍ତି  ଜଣକ ଏବେ ଦିଲ୍ଲୀରେ କ୍ୱାରେଣ୍ଟାଇନରେ ରହିଥିବା ବେଳେ ଜୟପୁରରୁ ଯାଇଥିବା ବ୍ୟକ୍ତି ଜଣକ ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରେ ରହିଛନ୍ତି। ଏବେ ସେମାନଙ୍କୁ ଓଡ଼ିଶା ନଫେରିବାକୁ ପରିବାର ଲୋକଙ୍କୁ କୁହାଯାଇଛି। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର। ନିଜାମୁଦ୍ଦିନ […]

  • Monday, 26 July 2021
auto
ଲୁଚିଛପି ସୀମା ପାର୍‌ ହେଉଥିବା ବେଳେ ଧରାପଡ଼ିଲେ

ବାରିପଦା: ଲକ୍‌ଡାଉନକୁ ଫାଙ୍କି ଡାକ ବିଭାଗ ଗାଡ଼ିରେ ଶ୍ରମିକଙ୍କୁ ବୋହୁଥିଲେ ଡ୍ରାଇଭର୍। ଏଭଳି ଘଟଣା ଘଟିଛି ବାରିପଦାରେ। ମୟୂରଭଞ୍ଜ ଜିଲ୍ଲାକୁ ଲାଗିଥିବା ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସୀମା ରାସ୍ତାରେ ଲୁଚିଛପି ସୀମା ପାର୍ ଲାଗି ଉଦ୍ୟମ ହେଉଥିବା ଘଟଣା ଦେଖିବାକୁ ମିଳିଛି। ବାରିପଦାରେ ଗୋଟିଏ ଡାକ ବିଭାଗ କଣ୍ଟେନରରେ ୩୦ରୁ ଅଧିକ ଲୋକ ସୀମା ପାର୍ ହେବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ସେମାନଙ୍କୁ ଅଟକ ରଖିଛି। ଅଭିଯୁକ୍ତ ଡ୍ରାଇଭରକୁ ଗିରଫ କରିଛି ବାରିପଦା ଟାଉନ ଥାନା […]

  • Monday, 26 July 2021
ait
ବାହାରୁ ଆସୁଥିବା ଗାଡ଼ି ଉପରେ କଡ଼ା ନଜର

ଭୁବନେଶ୍ୱର: କରୋନା ମୁକାବିଲା ନେଇ କ୍ୟାବିନେଟ୍ ସଚିବଙ୍କ ସହ ଆଜି ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ଆଶିତ ତ୍ରିପାଠୀ। ଭିଡିଓ କନଫରେନସିଂରେ ଏହି ଆଲୋଚନା ହୋଇଛି। ରାଜ୍ୟକୁ ଆସୁଥିବା ଗାଡ଼ିକୁ ଯାଞ୍ଚ କରିବା ସହ ଖାଲି ଗାଡ଼ିରେ କିଛି ଲୋକେ ଯାତାୟତ କରୁଥିବା ଘଟଣା ସାମ୍ନାକୁ ଆସିବା ପରେ ଏନେଇ ଆଲୋଚନା ହୋଇଛି। କିପରି ଏଭଳି ଘଟଣା ପୁଣି ଥରେ ହେବନି ସେ ନେଇ ଗୁରୁତ୍ୱ ଦିଆଯାଇଛି। ସେହିପରି ଲକ୍ ଡାଉନ୍‌କୁ କଡ଼ାକଡ଼ି ପାଳନ କରିବାକୁ ଏହି […]

  • Monday, 26 July 2021
dharmendra
କରୋନା ମୁକାବିଲା: ସାଂସଦ ପାଣ୍ଠିରୁ କୋଟିଏ ଟଙ୍କା ସହିତ ମାସକ ଦରମା ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ସାରା ଦେଶ ଏକ୍‌ଜୁଟ୍‌ ହୋଇଛି। ଦେଶର ଶିଳ୍ପପତିଙ୍କ ଠାରୁ ଆରମ୍ଭ କରି ନେତା, ଅଭିନେତା, ଖେଳାଳି ସମସ୍ତେ ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ କିଛି ସହାୟତା ଦେଉଛନ୍ତି। ଆଜି  କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନିଜ ସାଂସଦ ପାଣ୍ଠିରୁ ୧ କୋଟି ଟଙ୍କା ଦାନ କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ନେସନାଲ୍ ରିଲିଫ୍ ଫଣ୍ଡକୁ ମାସକର ଦରମା ବି ଦେଇଛନ୍ତି। କରୋନା ଭାଇରସ୍ ପାଇଁ ସମସ୍ୟାରେ ଥିବା ଲୋକଙ୍କୁ ଏହି ରାଶି […]

  • Monday, 26 July 2021
kulange
କରୋନା ପାଇଁ ସାଇକେଲ୍‌ରେ ବୁଲି ଲୋକଙ୍କୁ ସଚେତନ କଲେ ଜିଲ୍ଲାପାଳ

ଗଞ୍ଜାମ: କରୋନା ମୁକାବିଲା ପାଇଁ ଲକ୍‌ଡାଉନ୍ ପିରିୟଡ଼ ଚାଲିଥିବା ବେଳେ ଗଞ୍ଜାମ ଜିଲ୍ଲାପାଳଙ୍କ ଅଭିନବ ସଚେତନତା ସାଇକେଲ୍‌ରେ ବୁଲି ବୁଲି ଲୋକଙ୍କୁ ଘରୁ ବାହାରକୁ ନବାହାରିବାକୁ ନିବେଦନ କରୁଛନ୍ତି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ। ଲୋକଙ୍କୁ ସଚେତନ କରିବାର ଦିଲ୍ଲାପାଳଙ୍କ ଏଭଳି ଉଦ୍ୟମକୁ ସମସ୍ତେ ପ୍ରଶଂସା ମଧ୍ୟ କରୁଛନ୍ତି। ତେବେ ଲୋକଙ୍କୁ ସଚେଚନ କରିବା ସହିତ ଗଞ୍ଜାମ ଜିଲ୍ଲାର ଛତ୍ରପୁରରେ ଲୋକେ କେତେ ସଚେତନ ଅଛନ୍ତି, ତାର ତଦାରଖ ମଧ୍ୟ କରିଛନ୍ତି। ରାସ୍ତାରେ ଯେଉଁ ଲୋକଙ୍କୁ ବାହାରେ […]

  • Monday, 26 July 2021
dd
ଭୁବନେଶ୍ୱରରେ ସାମାଜିକ ଦୂରତ୍ୱ ନିୟମକୁ ଫୁ

ଭୁବନେଶ୍ୱର: ସାରା ଦେଶରେ ଏବେ ଜାରି ରହିଛି ୨୧ ଦିନିଆ ଲକ୍‌ଡାଉନ୍। ଲୋକଙ୍କୁ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। କିନ୍ତୁ ଖୋଦ୍ ରାଜଧାନୀ ଭୁବନେଶ୍ୱରରେ ନିୟମକୁ ଫୁ କରି ଲୋକେ ମୁହଁକୁ ମୁହଁ ଯୋଡ଼ି ମାର୍କେଟିଂ କରୁଛନ୍ତି। ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟର ଲୋକଙ୍କ ଭିଡ଼ ଦେଖିଲେ ଲୋକେ କିଭଳି ସାମାଜିକ ଦୂରତ୍ୱ ଉପରେ ଗୁରୁତ୍ୱ ଦେଉଛନ୍ତି ତାହା ସ୍ପଷ୍ଟ ଜଣାପଡ଼ୁଛି। ଆଜି ରବିବାର ଆମିଷ ବାରି ଥିବାରୁ ମାଛ, ମାଂସ କିଣିବାକୁ ଲୋକଙ୍କ ମଧ୍ୟରେ […]

  • Monday, 26 July 2021
tea
କରୋନା ପାଇଁ କାର୍ଯ୍ୟରତ ପୁଲିସ୍‌ ଓ ମିଡିଆ କର୍ମୀଙ୍କୁ ବାଇକ୍‌ରେ ବୁଲିବୁଲି ମାଗଣରେ ଚା ପିଆଉଛନ୍ତି

ଭୁବନେଶ୍ୱର: କରୋନାକୁ ନେଇ ସାରା ଦେଶରେ ୨୧ ଦିନ ଲକ୍‌ଡାଉନ୍‌ ହୋଇଛି। ଫଳରେ ଦୋକାନ ବଜାର ସବୁ ବନ୍ଦ ରହିଛି। ଏହି ସମୟରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଛକରେ କାର୍ଯ୍ୟରତ ଥିବା ପୁଲିସ୍ କର୍ମଚାରୀମାନଙ୍କୁ ମାଗଣାରେ ଚା ଦେଉଛନ୍ତି ଧୀରେନ୍ ବାରିକ। ସେ ଜଣେ ଚା’ ଦୋକାନୀ। ତେବେ ଲକ୍‌ଡାଉନ୍‌ ଯୋଗୁ ତାଙ୍କ ଦୋକାନ ଏବେ ବନ୍ଦ ରହିଛି। ତେଣୁ ସେ ଘରେ ଚା’ ପ୍ରସ୍ତୁତ କରୁଛନ୍ତି ଓ ବାଇକ୍‌ରେ ବୁଲି ବିଭିନ୍ନ ଛକରେ ମୁତୟନ ହୋଇଥିବା […]

  • Monday, 26 July 2021
ପାତଜ ତଗଲା ଲହସୱାଈ
ଏହି ହେଲ୍‌ପ ଲାଇନ୍‌ ନମ୍ବରକୁ କଲ୍‌ କରି ନିଜର ସମସ୍ୟା ଜଣାନ୍ତୁ

ଓଡ଼ିଶା: ଦେଶର ବିଭିନ୍ନ ଅଞ୍ଚଳରେ ଫସି ରହିଛନ୍ତି ଓଡ଼ିଆ। କାମ ଓ ପେଟ ପାଟଣା ସନ୍ଧାନରେ ବିଭିନ୍ନ ରାଜ୍ୟରେ କାମ କରୁଥିବା ଓଡ଼ିଆ ଏବେ ଘରକୁ ଫେରିବାକୁ ନିବେଦନ କରୁଛନ୍ତି। କନ୍ଧମାଳ ଜିଲ୍ଲାର ବହୁ ଲୋକେ ଏବେ କେରଳରେ ଅଟକି ରହିଛନ୍ତି। ଫିରିଙ୍ଗିଆ, ତୁମୁଡ଼ିବନ୍ଧ, ବାଲିଗୁଡ଼ା ସମେତ ଅନ୍ୟ ଅଞ୍ଚଳରେ ଏମାନେ ଫସି ରହିଛନ୍ତି। ଲକ୍‌ଡାଉନ୍‌ ପରେ କାମ ହରାଇବା ସହ ଅସୁବିଧା ଭୋଗୁଥିବା ଏମାନେ କହିଛନ୍ତି। ସେହିପରି ଭଦ୍ରକ ଜିଲ୍ଲା ତିହିଡି, ଚାନ୍ଦବାଲି, ଧାମରା ଅଞ୍ଚଳର […]

  • Monday, 26 July 2021
school
ସ୍କୁଲ୍‌ ଓ କଲେଜ୍‌ରେ ରହିବେ ବାହାରୁ ଆସୁଥିବା ଶ୍ରମିକ

ଭୁବନେଶ୍ୱର: ବାହାରୁ ଆସୁଥିବା ଶ୍ରମିକମାନଙ୍କୁ ବନ୍ଦ ପଡ଼ିଥିବା ସ୍କୁଲ ଓ କଲେଜରେ ରଖିବା ଲାଗି ନିଷ୍ପତ୍ତି ହୋଇଛି। ଏଥିପାଇଁ ତୁରନ୍ତ ବ୍ୟବସ୍ଥା କରିବା ପାଇଁ ସବୁ ଜିଲ୍ଲାକୁ ନିର୍ଦ୍ଦେଶ ଦେଇଛି ସାଧାରଣ ପ୍ରଶାସନ ବିଭାଗ। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ଶ୍ରମିକଙ୍କୁ ସେମାନଙ୍କ ନିଜ ଅଞ୍ଚଳକୁ ଫେରାଇ ଆଣିବାକୁ ସରକାର ନିଷ୍ପତ୍ତି ନେବା ପରେ ଆଜି  ବିଭାଗ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି ହୋଇଛି। ଏ ନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ମୁନସିପାଲ କମିଶନରମାନେ […]

  • Monday, 26 July 2021
ambulance
ଗାଡ଼ି ମିଳିଲାନି, ଆମ୍ୱୁଲାନ୍ସରେ ଆସିଲେ ଲୋକେ

ଭଦ୍ରକ: କରୋନା ମୁକାବିଲା ଲାଗି ସାରା ଦେଶରେ ଲକ୍‌ଡାଉନ୍ ଘୋଷଣା ହୋଇଥିବାବେଳେ ଭଦ୍ରକରେ ‌ଏହାର ଉଲ୍ଲଂଘନ ହେଉଥିବା ଦେଖିବାକୁ ମିଳିଛି। ଗାଡ଼ି ନ ପାଇ ହଇରାଣ ହେଉଥିବାବେଳେ ଆମ୍ବୁଲାନ୍ସରେ ଯିବା ଆସିବା କରୁଛନ୍ତି। ଭଦ୍ରକ ଚରମ୍ପା ପାଖରେ ଯାତ୍ରୀମାନଙ୍କୁ ବୋହୁଥିବା ଗୋଟିଏ ଆମ୍ବୁଲାନ୍ସକୁ ଟାଉନ ଥାନା ପୋଲିସ ଜବତ କରି ଆରଟିଓକୁ ହସ୍ତାନ୍ତର କରିଛି। ଏହାସହ ଆମ୍ବୁଲାନ୍ସ ଉପରେ ୩୧ ହଜାର ୫୦୦ ଟଙ୍କାର ଜରିମାନା କରିଛି ଆରଟିଓ। ଆମ୍ବୁଲାନ୍ସରୁ ୮ ଜଣ ଲୋକ ଓହ୍ଲାଇବା ପରେ […]

  • Monday, 26 July 2021