ମାମଲାର ଖୋଳତାଡ଼ ଚାଲିଥିବା ବେଳେ ସାମ୍ନାକୁ ଆସିଛନ୍ତି ଓଡିଆ ଅଭିନେତା ସ୍କେକ୍ସପିୟର ଚ୍ରିପାଠୀ। ୨ ବର୍ଷ ହେବ ସେକ୍ସପିୟର କୁନ୍ଦ୍ରାଙ୍କ ବ୍ୟାନରରେ ସକ୍ରିୟ ଭାବେ କାମ କରୁଥିଲେ। ତେବେ କୁନ୍ଦ୍ରା ଯେଉଁ ମାମଲାରେ ଗିରଫ ହୋଇଛନ୍ତି, ତା ସହ ତାଙ୍କ ଅଭିନୟ କି ଫିଲ୍ମର କୌଣସି ଲିଙ୍କ୍ ନଥିବା କହିଛନ୍ତି ସେକ୍ସପିୟର।
ବାଲେଶ୍ୱର ସିମୁଳିଆର ଏନକାଉଣ୍ଟର ସ୍ପଟରେ ସାଇଣ୍ଟିଫିକ୍ ଟିମ୍ ଓ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଛି। ଏହି ଯାଂଚ ବେଳେ ଘଟଣାସ୍ଥଳରୁ ୨ଟି ଖୋକା ମିଳିଛି। ୧୬ ନମ୍ବର ଜାତୀୟ ରାଜପଥ ଉପରେ ସିମୁଳିଆ କଲେଜ ଡାଇଭର୍ସନ ପାଖରେ ସକାଳୁ ସକାଳୁ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିଥିଲା।
ପୋଲିସ୍ ବିଦ୍ୟାଭାରତୀ ରହୁଥିବା ହଷ୍ଟେଲକୁ ଯାଇଥିଲା। ବିଦ୍ୟାଭାରତୀ ରହୁଥିବା ହଷ୍ଟେଲର ରୁମ୍ ନମ୍ବର-୧କୁ ପୋଲିସ୍ ସିଲ୍ କରିଥିଲା। ହଷ୍ଟେଲର ରୁମ୍ ନମ୍ବର-୧ରେ ତାଲା ପଡ଼ିଥିବାରୁ ରୁମ୍କୁ ସିଲ୍ କରାଯାଇଥିଲା ବୋଲି ପାରଳାଖେମୁଣ୍ଡି IIC ସୂଚନା ଦେଇଛନ୍ତି।
ବିଡିଏ ପକ୍ଷରୁ ଚନ୍ଦ୍ରଶେଖରପୁରରେ ପିପିପି ମୋଡରେ ନିର୍ମାଣ ହେଉଥିବା ହାଉସିଂ ପ୍ରକଳ୍ପ ଆସନ୍ତା ସେପ୍ଟେମ୍ବର ୨୦୨୨ ସୁଦ୍ଧା ଶେଷ କରାଯିବାକୁ ସ୍ଥିର ହୋଇଛି। ସେହିପରି ଇନଫୋସିଟିଠାରେ ଇନକ୍ୟୁବେସନ୍ ଟାଓ୍ବାର ପ୍ରକଳ୍ପ ନେଇ 5T ସଚିବ ଭି.କେ ପାଣ୍ଡିଆନ୍ ସମୀକ୍ଷା କରିଛନ୍ତି।
‘ପୁଅ-ବୋହୂ ଗୋଟିଏ ରୁମ୍ରେ ଥିଲେ। ପୁଅ ପୋଡ଼ିଗଲା, ହେଲେ ବୋହୂ କେମିତି ଜାଣିପାରିଲା ନାହିଁ ? ମୁଖ୍ୟ ଆସାମୀ ବୋହୂ। ବୋହୂକୁ ଗିରଫ କରାଗଲା ନାହିଁ କାହିଁକି ?’
କୁଆଡେ ଗଲେ ଲୋକସେବା ଭବନ, ସଂସ୍କୃତି ବିଭାଗର ଡେସ୍କ ଅଫିସର ସନ୍ତୋଷ କୁମାର ଦଳବେହେରା ? ମାସେ ହେଲାଣି ତାଙ୍କର କୌଣସି ପତ୍ତା ମିଳୁନି।
ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ଗୌରପୁର ପଞ୍ଚାୟତର ଜୁଗଳ ଗ୍ରାମରେ ଅଭାବନୀୟ ଘଟଣା। ସ୍ୱାମୀ ଓ ସ୍ତ୍ରୀ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି। ସ୍ତ୍ରୀ ଘର ଭିତରେ ଆତ୍ମହତ୍ୟା କରିଥିବା ବେଳେ ସ୍ୱାମୀ ଘର ବାହାରେ ଏକ ଗଛରେ ଆତ୍ମହତ୍ୟା କରିଛନ୍ତି। ସ୍ୱାମୀଙ୍କ ନାମ ସାନ୍ତନୁ ଜେନା ହୋଇଥିବା ବେଳେ ସ୍ତ୍ରୀଙ୍କ ନାମ ସବିତା ଜେନା ବୋଲି ଜଣାପଡ଼ିଛି।
ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ତଦନ୍ତ ଚାଲି ଥିବାବେଳେ ଏବେ ବିଦ୍ୟାଭାରତୀଙ୍କ ଆଉ ଏକ ହାତଲେଖା ସାମ୍ନାକୁ ଆସିଛି।
ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏହାସହ ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୫୧୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ପଛରେ ପୁଣି ସସ୍ପେନ୍ସ। ଏହି ଘଟଣାରେ ନା ଡିଏଫ୍ଓ ନା ରୋଷେୟା ନା ଓଆଇସି କାହାର ବି ଭୂମିକା ନାହିଁ ବୋଲି ଗଜପତି ଏସ୍ପି କହିଛନ୍ତି।
ଏନ୍କାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦରର ମୃତ୍ୟୁ ପରେ କେନ୍ଦ୍ରାପଡ଼ାରେ ୧୪୪ ଧାରା ଲାଗୁ ହୋଇଛି। ହାଇଦରର ମୃତ୍ୟ ପରେ ନିରାପତ୍ତାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ସହରରେ ଜିଲ୍ଲାପାଳ ୧୪୪ ଧାରା ଜାରି କରିଛନ୍ତି।
ରାଜଙ୍କ ବିରୋଧରେ ଆସିଥିବା ପର୍ଣ୍ଣ ଫିଲ୍ମ ନିର୍ମାଣ, ପ୍ରସାରଣ ଅଭିଯୋଗ ରାକେଟ୍ ବିଷୟରେ ଶିଳ୍ପା ଅବଗତ ଥିଲେ କି ନାହିଁ, ସେ ସମ୍ପର୍କରେ ତାଙ୍କୁ ଜେରା କରାଯାଇଥିବା ସୂଚନା ମିଳିଛି। ଏପଟେ ଶିଳ୍ପା ରାଜଙ୍କ ଭିଆନ ଇଣ୍ଡଷ୍ଟ୍ରିଜ୍ ନିର୍ଦ୍ଦେଶକ ପଦରୁ କାହିଁକି ଇସ୍ତଫା ଦେଇଥିଲେ ତାର ବି ଯାଞ୍ଚ୍ କରୁଛି।
୨୦୦୫ରେ ଗ୍ୟାଙ୍ଗଷ୍ଟର ସୁଲେମାନର ଭାଇ ଚୁନାକୁ ହତ୍ୟା କରି ଚର୍ଚ୍ଚାକୁ ଆସିଥିଲା ହାଇଦର। ସେହିବର୍ଷ ତାକୁ ନାଗପୁରରୁ ଗିରଫ କରିଥିଲା ପୋଲିସ। ଏହି ମାମଲାରେ ସେ ଆଜୀବନ ସଜ୍ଜା ପାଇଥିଲା। ହେଲେ ଜେଲରେ ରହି ବି ସବୁ ପ୍ରକାର ଅପରାଧ ଚଳାଇବାରେ ସଫଳ ହେଉଥିଲା ହାଇଦର।
ପୋଲିସର ଓ୍ୱାର୍ଣ୍ଣିଂ ନମାନି ଖସି ଯିବାକୁ ଚେଷ୍ଟା କରିବାରୁ ହାଇଦରକୁ ଏନକାଉଣ୍ଟର କରିଥିଲେ ସୁରକ୍ଷାକର୍ମୀ। ଗୁଳି ସିଧା ଯାଇ ହାଇଦରର ପେଟରେ ବାଜିଥିଲା। ହାଇଦରକୁ ଗୋଟିଏ ହିଁ ଗୁଳି କରାଯାଇଥିଲା ବୋଲି କହିଛନ୍ତି ପୋଲିସ କମିଶନର।
ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଜାତୀୟ ହାର ତୁଳନାରେ ଆମ ରାଜ୍ୟରେ ସର୍ଭେ ରିପୋର୍ଟ ଭଲ ଅଛି। ବୟସ୍କ ଲୋକଙ୍କ ଶରୀରରେ ଅଧିକ ଆଣ୍ଟିବଡି ସୃଷ୍ଟି ହୋଇଛି। ଏବେ ରାଜ୍ୟର ସଂକ୍ରମଣ ହାର ୨ ଦଶମିକ ୪ ଥିଲେ ମଧ୍ୟ ଆମେ ବେଶି ଖୁସି ହେବା ଉଚିତ ନୁହେଁ।
ପରିସ୍ରା ଯିବା ବାହାନାରେ ସେ ଖସି ପଳାଇବାକୁ ଉଦ୍ୟମ କରିଥିଲା। ଏହାସହ ସେ ପୋଲିସ୍ ପାଖରେ ଥିବା ବନ୍ଧୁକ ଛଡାଇବାକୁ ଚେଷ୍ଟା କରିଥିଲା। ଏହାପରେ ଜଣେ କନେଷ୍ଟେବଳ ତା ଉପରକୁ ଫାୟାରିଂ କରିଥିଲେ।
ପରିସ୍ରା ଯିବା ବାହାନାରେ ସେ ଖସି ପଳାଇବାକୁ ଉଦ୍ୟମ କରିଥିଲା। ଏହାସହ ସେ ପୋଲିସ୍ ପାଖରେ ଥିବା ବନ୍ଧୁକ ଛଡାଇବାକୁ ଚେଷ୍ଟା କରିଥିଲା। ଯେତେ ୱାର୍ଣ୍ଣିଂ ଦିଆଯାଇଥିଲେ ବି ସେ ମାନି ନଥିଲା।
ଏପ୍ରିଲ ୧୬ରେ ସିଆଇଏସ୍ସିଇ ଆଇସିଏସ୍ଇ ୧୦ମ ଓ ଆଇଏସ୍ସି ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଆଇସିଏସ୍ଇ ୧୦ମ ବୋର୍ଡ ଓ ଦ୍ୱାଦଶ ପରୀକ୍ଷା ବାତିଲା କରିଥିଲା।
ଭୁବନେଶ୍ୱର କୁଆଖାଇ ନଦୀ ପଠାରୁ ଅଧାପୋତା ମୃତଦେହ ଉଦ୍ଧାର ଘଟଣାରେ ମୃତ ବ୍ୟକ୍ତିଙ୍କ ପରିଚୟ ଜାଣିବା ପାଇଁ ପୋଲିସ ପୋଷ୍ଟର ଜାରି କରିଛି। ମୃତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପୋଷ୍ଟରରେ ମୃତକଙ୍କ ମୁହଁ ଓ ଜବତ ହୋଇଥିବା ଅନ୍ୟ ବସ୍ତୁର ଫଟୋ ରହିଛି।
ରାତିର ଘନ ଅନ୍ଧାର ଭିତରେ ଚାଲୁଥାନ୍ତି । ଗୋଟିଏ ଆଶା, କାଳିଆ ପୁଅ ପାଖକୁ ଯିବି। ସେ ଆଶ୍ରୟ ଦେବ। ମଝିରେ ବର୍ଷା ବି ହେଉଥାଏ। ହେଲେ ସେଥିକି ଖାତିର ନ ଥାଏ। ଏହା କେଉଁ ଫିଲ୍ମର କାହାଣୀ ନୁହେଁ। ଜଣେ ହତଭାଗ୍ୟ ବାପାର ଦୁଃଖଭରା ଅନୁଭୂତି।
ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏବେବି ରହସ୍ୟ ଘେର ଭିତରେ ଥିବାବେଳେ ଦିନକୁ ଦିନ ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ଖୁଲାସା ହେଉଛି।
ଭୁବନେଶ୍ୱର: ଅଧାରୁ ଅଟକି ଗଲା କି ଚି’ଟ୍ପଣ୍ଡ ତଦନ୍ତ କମିଶନ? କାର୍ଯ୍ୟକାଳ ପୂରିବାର ମାସେ ହୋଇଥିଲେ ବି ସରକାର ଚୁପ୍ ବସିଛନ୍ତି। ତେଣୁ କାର୍ଯ୍ୟକାଳ ଆଉ ବଢ଼ିବ ନା ନାହିଁ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଣେ ତଦନ୍ତ କମିଶନଙ୍କ କାର୍ଯ୍ୟକାଳ ସରିଯାଇଥିବାରୁ ଆଉ ଶୁଣାଣି ହେବନି ବୋଲି ବିଜ୍ଞପ୍ତି ଜାରି କରିଛନ୍ତି କମିଶନଙ୍କ ସଚିବ। ଫଳରେ ଅନିଶ୍ଚିତତା ଭିତରେ ଜମାକାରୀଙ୍କ ଭାଗ୍ୟ। ଠକେଇର ଶିକାର ହୋଇ ସର୍ବସ୍ୱାନ୍ତ ହୋଇଥିବା ଲକ୍ଷ ଲକ୍ଷ ଜମାକାରୀ ଟଙ୍କା […]
ସୁନ୍ଦରଗଡ଼: ଆଖିରେ ଆଖିଏ ଲୁହ ଆଉ ଛାତିରେ ଅଜସ୍ର କୋହ। ପୁଅର ଜୀବନ ଭିକ୍ଷା ମାଗିବାକୁ ଯାଇ ବାପା ଧାଇଁ ଆସିଥିଲେ ରାଜ୍ୟ ମୁଖିଆଙ୍କ ନିକଟକୁ। ହାତରେ ଥିଲା ୩ବର୍ଷର ରୋଗିଣା ପୁଅ। ହେଲେ ମୁଖିଆଙ୍କୁ ଭେଟିବା ତ ଦୂରର କଥା, ବରଂ ଖାଇବାକୁ ପଡିଲା ଧକ୍କା ଓ ନିର୍ଧୂମ ଗାଳି। ଆଉ ଶେଷରେ ଭୋ ଭୋ ହୋଇ କାନ୍ଦି ପକାଇଥିଲେ ବାପା। ସୁନ୍ଦରଗଡ ଭାଲୁଲତା ଗାଁର କୁମୁଦ କିସାନଙ୍କ ୩ବର୍ଷର ପୁଅ ସମରଜିତ ଥାଲସେମିଆ ରୋଗରେ […]