Advertisment

ଦିନକରେ ଚିହ୍ନଟ ହେଲେ ୨,୯୪୯ ପଜିଟିଭ୍‌, ଓଡ଼ିଶାରେ ୮୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୬୦ ହଜାର ୯୦୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୯୪୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୨,୯୪୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୨୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୨୩ ରହିଛି। କଟକରୁ ସର୍ବାଧିକ ୫୮୯ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ […]

ଅଦ୍ୟତନ ହୋଇଛି
ଦିନକରେ ଚିହ୍ନଟ ହେଲେ ୨,୯୪୯ ପଜିଟିଭ୍‌, ଓଡ଼ିଶାରେ ୮୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

corona updates in odisha

Advertisment

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୬୦ ହଜାର ୯୦୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୯୪୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଚିହ୍ନଟ ନୂଆ ୨,୯୪୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୨୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୨୩ ରହିଛି।

କଟକରୁ ସର୍ବାଧିକ ୫୮୯ ଜଣ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୧, ୪୭୯ରେ ପହଞ୍ଚିଛି।

Advertisment
Coronavirus Odisha News Corona Updates In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ