Advertisment

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ଭୁବନେଶ୍ୱର: ଓଡ଼ିଶା ରେ କରୋନା ସ୍ଥିତିକୁ ନେଇ ILS ନିର୍ଦ୍ଦେଶକ ଅଜୟ ପରିଡ଼ା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୀତରେ କରୋନା ସଂକ୍ରମଣ ବଢ଼ିବାର ଆଶଙ୍କା ରହିଛି। କାରଣ ଶୀତ ସଂକ୍ରମଣ ବ୍ୟାପିବାରେ ସହାୟକ ହେବ। ତେଣୁ ସଜାଗ ନ ରହିଲେ ସଂକ୍ରମଣ ବଢ଼ିପାରେ। ସେ ଆହୁରି କହିଛନ୍ତି, ‘ବର୍ତ୍ତମାନ ସଂକ୍ରମଣ କମିଛି ଓ ଦୈନିକ ୧୫ଶହ ପାଖାପାଖି ରହିଛି। ପୂଜାରେ ସଂକ୍ରମଣ ବଢ଼ିବାର ଆଶଙ୍କା ଥିଲା, ତେବେ ଲୋକଙ୍କ ସହଯୋଗ ଯୋଗୁ ଏହା କମିଛି। […]

ଅଦ୍ୟତନ ହୋଇଛି
‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

corona 1

Advertisment

ଭୁବନେଶ୍ୱର: ଓଡ଼ିଶା ରେ କରୋନା ସ୍ଥିତିକୁ ନେଇ ILS ନିର୍ଦ୍ଦେଶକ ଅଜୟ ପରିଡ଼ା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୀତରେ କରୋନା ସଂକ୍ରମଣ ବଢ଼ିବାର ଆଶଙ୍କା ରହିଛି। କାରଣ ଶୀତ ସଂକ୍ରମଣ ବ୍ୟାପିବାରେ ସହାୟକ ହେବ। ତେଣୁ ସଜାଗ ନ ରହିଲେ ସଂକ୍ରମଣ ବଢ଼ିପାରେ।

Advertisment

ସେ ଆହୁରି କହିଛନ୍ତି, ‘ବର୍ତ୍ତମାନ ସଂକ୍ରମଣ କମିଛି ଓ ଦୈନିକ ୧୫ଶହ ପାଖାପାଖି ରହିଛି। ପୂଜାରେ ସଂକ୍ରମଣ ବଢ଼ିବାର ଆଶଙ୍କା ଥିଲା, ତେବେ ଲୋକଙ୍କ ସହଯୋଗ ଯୋଗୁ ଏହା କମିଛି। ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି। କିନ୍ତୁ ବହୁତ କମ୍। ILSରେ ଟେଷ୍ଟିଂରେ ୩/୪ ଜଣ ଲୋକଙ୍କୁ ରି-ଇନ୍‌ଫେକ୍‌ସନ୍ ହୋଇଥିବା ଜଣାପଡ଼ିଛି।

‘ପଜିଟିଭ୍‌ ପରେ ପୁଣି କାହିଁକି ରି-ଇନ୍‌ଫେକ୍‌ସନ୍ ହେଉଛି, ସେନେଇ ତର୍ଜମା ଚାଲିଛି। ରାଜ୍ୟରେ ସେକେଣ୍ଡ ୱେଭ୍‌ ସମ୍ଭାବନା ରହିଛି। ତେଣୁ ଲୋକେ ସଚେତନ ରହିବା ଦରକାର’ ବୋଲି ILS ନିର୍ଦ୍ଦେଶକ କହିଛନ୍ତି।

Advertisment

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

Corona Updates In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ