bjp
Advertisment
ଭୁବନେଶ୍ୱର: ବିଜେପିର ୩ ନେତାଙ୍କୁ ନୂଆ ସାଙ୍ଗଠନିକ ଦାୟିତ୍ୱ ମିଳିଛି। ଦଳରେ ଯୋଗ ଦେଇଥିବା ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ, ସୁବାଷ ଚୌହ୍ୱାନ ଓ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଲା ରାଜ୍ୟ ଉପସଭାପତି ଦାୟିତ୍ୱ।
Advertisment
ସାଧାରଣ ନିର୍ବାଚନ ପୂର୍ବରୁ ସାଂଗଠନିକ କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରିବାକୁ ରାଜ୍ୟ ସଭାପତି ବସନ୍ତ ପଣ୍ଡା ଏହି ତିନି ନେତାଙ୍କୁ ନୂଆ ଦାୟିତ୍ୱ ଦେଇଥିବା ବିଜେପି ମିଡିଆ ସେଲ୍ ପକ୍ଷରୁ ସୂଚନା ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bjp-12-2_1626758730.jpg)