kjr
Advertisment
କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକର ମିରିଗିଖୋଳି ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ ଜଣ ଅସୁସ୍ଥ ହୋଇଛନ୍ତି। ୨ ନାତୁଣୀ ଓ ଜେଜେମାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Advertisment
ଗତକାଲି ଜେଜେମା ଜଙ୍ଗଲରୁ ଛତୁ ଆଣି ରୋଷେଇ କରିଥିଲେ। ରାତିରେ ତିନି ଜଣ ଯାକ ଏହି ଛତୁ ତରକାରି ଖାଇଥିଲେ। ଛତୁ ଖାଇବା ପରେ ୨ ନାତୁଣୀ ପ୍ରଥମେ ଅସୁସ୍ଥ ହୋଇପଡ଼ିଥିଲେ। ପରେ ଜେଜେମା ମଧ୍ୟ ଅସୁସ୍ଥ ହୋଇଥିଲେ। ତିନିଜଣଙ୍କୁ ପ୍ରଥମେ ପାଟଣା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/kjr-561_1626758487.jpg)