Advertisment

ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମର, ଜଣେ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ […]

author-image
Rajalaxmi Sahoo
ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମର, ଜଣେ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି।

Advertisment

publive-image

ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୯୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୯୩୩ଜଣ ଚିକିତ୍ସାଧୀନ ଥିବାବେଳେ ୯,୮୬୪ ଜଣ ସୁସ୍ଥ ହୋଇଛନ୍ତି। ୭୭ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨୪ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

Advertisment

publive-image

ଆହୁରି ମଧ୍ୟ ପଢ଼ନ୍ତୁ: ଆଜିଠୁ ୧୯ ଯାଏ ଭିମ୍‌ସାର୍‌ର ସମସ୍ତ OPD ବନ୍ଦ

Corona Cases In Odisha Odisha Corona Update In Odia
Advertisment
Advertisment