/odishatv-khabar/media/post_attachments/uploadimage/library/16_9/16_9_0/91301267_3106242399465684_2591553201635328000_n_1625371143.jpg)
corona
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।
Advertisment
Corona Updates In Odisha:
ଚିହ୍ନଟ ନୂଆ ୩,୦୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୪୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୮୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଖୋର୍ଦ୍ଧାରୁ ସର୍ବାଧିକ ୬୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/odishatv-khabar/media/post_attachments/wp-content/uploads/2020/09/Capture.jpg)
/odishatv-khabar/media/post_attachments/wp-content/uploads/2020/09/Capture-1.jpg)
/odishatv-khabar/media/post_attachments/wp-content/uploads/2020/09/Capture-2.jpg)
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)