Advertisment

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ଭୁବନେଶ୍ୱର: ଦିନକରେ ଆକ୍ରାନ୍ତ ହେଲେ ୩୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମଧ୍ୟରୁ ୯୦ କ୍ୱାରେଣ୍ଟାଇନ୍‌ରୁ ହୋଇ ଥିବା ବେଳେ ୨୧୫ ଲୋକାଲ୍‌ କେସ ରହିଛି । ଏନେଇ ଟ୍ୱିଟ୍‌ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। Bhubaneswar Corona News ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ?  ବଡ଼ଗଡ଼ ବ୍ରିଟ୍‌ କଲୋନୀରୁ ୩, ବାପୁଜୀ ନଗରରୁ ୪, ବମିଖାଲ୍‌ରୁ ୩, ବୁଦ୍ଧେଶ୍ୱର କଲୋନୀରୁ ୩, ଚନ୍ଦକାରରୁ ୫, ଚନ୍ଦ୍ରଶେଖରପୁର […]

author-image
Chandan Shishu
Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

bhubaneswar

ଭୁବନେଶ୍ୱର: ଦିନକରେ ଆକ୍ରାନ୍ତ ହେଲେ ୩୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମଧ୍ୟରୁ ୯୦ କ୍ୱାରେଣ୍ଟାଇନ୍‌ରୁ ହୋଇ ଥିବା ବେଳେ ୨୧୫ ଲୋକାଲ୍‌ କେସ ରହିଛି । ଏନେଇ ଟ୍ୱିଟ୍‌ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment

Bhubaneswar Corona News

ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ? 

ବଡ଼ଗଡ଼ ବ୍ରିଟ୍‌ କଲୋନୀରୁ ୩, ବାପୁଜୀ ନଗରରୁ ୪, ବମିଖାଲ୍‌ରୁ ୩, ବୁଦ୍ଧେଶ୍ୱର କଲୋନୀରୁ ୩, ଚନ୍ଦକାରରୁ ୫, ଚନ୍ଦ୍ରଶେଖରପୁର ଏଚ୍‌ବି କଲୋନୀରୁ ୩, ଟଙ୍କପାଣିରୋଡ଼ରୁ ୩, ବେସରକାରୀ ହସ୍ପିଟାଲ୍‌ର ୯ କର୍ମଚାରୀ, ଜୟଦେବ ବିହାରରୁ ୩, ଜାଗମରାରୁ ୪, ଭିଏସ୍‌ଏସ୍‌ ନଗରରୁ ୪, ହଂସପାଳରୁ ୫, ଗଙ୍ଗତ୍ରି ନଗରରୁ ୩, ଗଙ୍ଗନଗରରୁ ୩, ନୟାପଲ୍ଲୀରୁ ୮, ନୀଳାଦ୍ରି ବିହାରରୁ ୩, ପଳାସପଲ୍ଲୀରୁ ୩, ଆଇଆର୍‌ସି ଭିଲେଜରୁ ୯, ୟୁନିଟ୍‌-୯ରୁ ୪, ପାତ୍ରପଡ଼ାରୁ ୫, ପଟିଆରୁ ୫ ଲୋକାଲ୍‌ କେସ ଚିହ୍ନଟ ହୋଇଛନ୍ତି।

https://twitter.com/bmcbbsr/status/1306921248358719488?s=20

ବିଏମ୍‌ସି ଅଞ୍ଚଳରୁ ଆଜି ସୁଦ୍ଧା ୧୭୯୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩୬୩୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୨୧୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

Advertisment
Advertisment
Advertisment