• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

odisha
ସୋସିଆଲ୍‌ ମିଡିଆରେ ଫେକ୍‌ ନ୍ୟୁଜ୍ ଭାଇରାଲ୍‌ କରି ବନ୍ଧା ହେଲେ

ଯାଜପୁର: ଓଟିଭି ଲୋଗୋ ଓ ଗ୍ରାଫିକ୍ସ ପ୍ଲେଟ୍‌କୁ ବ୍ୟବହାର କରି ଯାଜପୁର ସଟ୍ ଡାଉନ୍ ନେଇ ସୋସିଆଲ୍‌ ମିଡିଆରେ ମିଛ ଖବର ପ୍ରଚାର ଅଭିଯୋଗରେ ଯାଜପୁର ପୁଲିସ୍‌ ଜଣଙ୍କୁ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ହିମାଂଶୁ ବରାଳଙ୍କୁ ପୁଲିସ୍‌ ଗିରଫ କରିଛି। ଏନେଇ ଯାଜପୁର ଏସ୍‌ପି ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କ ନାଁରେ ଦଫା ୧୮୮, ୨୬୯, ୨୭୦, ୫୦୫(ବି)ରେ ମାମଲା ରୁଜୁ ହୋଇଛି। ଏହାସହ ୩୪ IPC, ୩ ଇଡି ଆକ୍ଟ, ୫୪ଡିଏମ୍ ଆକ୍ଟରେ […]

  • Thursday, 22 July 2021
EW61ZkTXQAAr5Qu (1)
ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍‌, ୩୯ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଯାଜପୁର: କିଛି ସମୟ ପୂର୍ବରୁ ଯାଜପୁରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ଆଉ ଜଣେ ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ଖବର ସାମ୍ନାକୁ ଆସିଛି। ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତ କୋଲକାତାରୁ ଫେରିଥିଲେ। ଯାଜପୁରରୁ ଏହି  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଛୁଇଁଛି। ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ […]

  • Thursday, 22 July 2021
corona
ଯାଜପୁରରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ୨ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ଆଉ ୨ କରୋନା ଆକ୍ରାନ୍ତ‌ ଚିହ୍ନଟ ଖବର ସାମ୍ନାକୁ ଆସିଛି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଯାଜପୁରରୁ ଏହି ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮ […]

  • Thursday, 22 July 2021
91421093_3110305529059371_5797060119829151744_n
ବଲାଙ୍ଗିର ଛୁଇଁଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ଏହି ୨ ନୂଆ କରୋନା ଆକ୍ରାନ୍ତ ବଲାଙ୍ଗିର ଜିଲ୍ଲା ଲେଖାରିଆ ଗାଁର ବୋଲି ସୂଚନା ମିଳିଛି। ଏମାନେ ତାମିଲନାଡୁରୁ ଫେରିଥିଲେ। ଉଭୟ ପୁରୁଷ। ଜଣକର ବୟସ ୨୨ ବର୍ଷ ହୋଇଥିବାବେଳେ ଅନ୍ୟ ଜଣକ ବୟସ ୧୮ […]

  • Thursday, 22 July 2021
corona
ପଶ୍ଚିମବଙ୍ଗ ଫେରନ୍ତା ଗସ୍ତ ସମ୍ପର୍କରେ ନ ଲୁଚାଇବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ପଶ୍ଚିମବଙ୍ଗରୁ ଫେରିଥିବା ଲୋକମାନେ ସେମାନଙ୍କ ଗସ୍ତ ସମ୍ପର୍କରେ ନ ଲୁଚାଇବାକୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପରାମର୍ଶ ଦେଇଛି। ସେମାନେ ନମୁନା ପରୀକ୍ଷା ପାଇଁ ଆସିବାକୁ ପରାମର୍ଶ ଦିଆଯାଇଛି। ପଶ୍ଚିମବଙ୍ଗରୁ ଆସିଥିବା ବ୍ୟକ୍ତିମାନେ ସୁସ୍ଥ ଅନୁଭବ କରୁଥିଲେ ମଧ୍ୟ ସେମାନେ କରୋନା ଦ୍ୱାରା ସଂକ୍ରମଣ ହୋଇ ପାରିଥାନ୍ତି। ଏହାଦ୍ୱାରା ସେମାନେ ଅନ୍ୟମାନଙ୍କୁ ସଂକ୍ରମିତ କରିବାର ଆଶଙ୍କା ରହିଛି। ତେଣୁ ପଶ୍ଚିମବଙ୍ଗରୁ ଆସିଥିବା ବ୍ୟକ୍ତିମାନେ ହୋମ୍‌ ଆଇସୋଲେସନରେ ରହିବା ସହ ସ୍ଥାନୀୟ ବିଡିଓ, ତହସିଲଦାର […]

  • Thursday, 22 July 2021
odisha
ଯାଜପୁରରେ ଷ୍ଟେଟ୍ ରାପିଡ୍ ରେସ୍‌ପନ୍ସ ଟିମ୍

ଯାଜପୁର: ଷ୍ଟେଟ୍ ରାପିଡ୍ ରେସ୍‌ପନ୍ସର ୫ ଜଣିଆ ଟିମ୍ ଯାଜପୁର ଜିଲ୍ଲାରେ ପହଞ୍ଚିଛନ୍ତି। ଏହି ଟିମ୍‌ ହଟ୍‌ସ୍ପଟ୍‌ ଅଞ୍ଚଳ କୁହାଯାଉଥିବା କଟିକଟାକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ। କଣ୍ଟେନମେଣ୍ଟ ଜୋନ୍‌ରେ କିଭଳି ସ୍ଥିତି ରହିଛି, କଟକଣା କିଭଳି ପାଳନ କରାଯାଉଛି ସେ ସମ୍ପର୍କରେ ଅନୁଧ୍ୟାନ କରିବ ଏହି ଟିମ୍‌। ଗତକାଲି ଗୋଟିଏ ଦିନରେ କଟିକଟା ଅଞ୍ଚଳରୁ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଯାଜପୁର ଦଶରଥପୁର ବ୍ଲକ କଟିକଟା ପଞ୍ଚାୟତ ସମେତ ଗୋପାଳପୁର, ଦହନହଟା ପଞ୍ଚାୟତକୁ […]

  • Thursday, 22 July 2021
odisha
ବିପଦରେ ବ୍ରାହ୍ମଣୀ ସେତୁ ! ଦବିଲା ଲୁହା ପ୍ଲେଟ୍

ରାଉରକେଲା: ରାଉରକେଲା ବ୍ରାହ୍ମଣୀ ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଗତକାଲି ବିଳମ୍ବିତ ରାତିରେ ଦବି ଯାଇଛି। ଫଳରେ ବ୍ରିଜ୍‌ ଉପରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘଟଣା ସ୍ଥଳରେ ଟ୍ରାଫିକ୍ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରୁଛନ୍ତି। ଅନ୍ୟପକ୍ଷରେ, ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଦବିବା ଘଟଣାକୁ ରାଉରକେଲା NHAI ପ୍ରକଳ୍ପ ନିର୍ଦ୍ଦେଶକ ସ୍ୱୀକାର କରିଛନ୍ତି। ଯେଉଁ ସ୍ଥାନରେ ଲୁହା ପ୍ଲେଟ୍ ଦବିଛି, ତାହା ମରାମତି ଚାଲିଥିବା ପ୍ରକଳ୍ପ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

  • Thursday, 22 July 2021
odisha
ଲକ୍‌ଡାଉନ୍‌: ଭୁବନେଶ୍ୱରରେ ଏହିସବୁ ଦୋକାନ ଖୋଲା ରହିବ

ଭୁବନେଶ୍ୱର: ଲକ୍‌ଡାଉନ୍‌ ବେଳେ ରାଜଧାନୀ ଭୁବନେଶ୍ୱରରେ କେଉଁ ଦୋକାନ ଖୋଲା ରହିବ ଓ କେଉଁ ଦୋକାନ ଖୋଲା ରହିବ ନାହିଁ, ସେନେଇ ବ୍ୟବସାୟୀଙ୍କ ଦ୍ୱନ୍ଦ୍ୱ ଦୂର କରିଛନ୍ତି  ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ସକାଳ ୮ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁମତିପ୍ରାପ୍ତ ଦୋକାନ ଖୋଲା ରହିବ। କିନ୍ତୁ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ ହେବ। ଏହିସବୁ ଦୋକାନ ଖୋଲା ରହିବ… ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଠେଲା ଟିଫିନ ଷ୍ଟଲ, ଚା’, ପାନ, […]

  • Thursday, 22 July 2021
corona
୩ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଚିହ୍ନଟ ହୋଇଥିବା ୩ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ରାଜ୍ୟ ସରକାର ତଥ୍ୟ ପ୍ରଦାନ କରିଛନ୍ତି। ଯାଜପୁର ଜିଲ୍ଲାରୁ ସମସ୍ତ ୩ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ ପୁରୁଷ ଓ ଜଣେ ଯୁବତୀ ଅଛନ୍ତି। ଜଣେ ୫୬ ବର୍ଷୀୟ ବ୍ୟକ୍ତି ଅନ୍ୟ ଜଣେ ୧୮ ବର୍ଷୀୟ ଯୁବତୀ ଜିଲ୍ଲାର କଣ୍ଟେନମେଣ୍ଟ ଘୋଷଣା ହୋଇଥିବା କଟିକଟା ଅଞ୍ଚଳର ଉଭୟ ପୂର୍ବରୁ ଚିହ୍ନଟ ହୋଇଥିବା ଜଣେ ପଜିଟିଭ ସଂସ୍ପର୍ଶରେ ଆସିଥିଲେ। ଚିହ୍ନଟଙ୍କ ମଧ୍ୟରେ ଆଉ ଜଣେ ୬୫ ବର୍ଷୀୟ ବୃଦ୍ଧ […]

  • Thursday, 22 July 2021
odisha
ଫୁଲବାଣୀର ପୂର୍ବତନ ବିଧାୟକଙ୍କ ଗାଡ଼ି ଉପରକୁ ଗୁଳିମାଡ଼

ଫୁଲବାଣୀ: ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଗାଡ଼ି ଉପରକୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଗାଡ଼ିର ପଛ କାଚ ଭାଙ୍ଗି ଯାଇଛି। ସୂଚନା ଅନୁସାରେ, ଟାଉନ୍ ଥାନା ଇରିଗେସନ୍ କଲୋନୀରେ ଥିବା ଜଣେ ସମ୍ପର୍କୀୟଙ୍କ ଘରକୁ ଗତକାଲି ଦେବେନ୍ଦ୍ର ଯାଇଥିଲେ। ଏହି ସମୟରେ ତାଙ୍କ ଗାଡ଼ିି ଉପରକୁ ଗୁଳି ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ, ଏହି ଘଟଣାକୁ ନେଇ ଦେବେନ୍ଦ୍ର ଟାଉନ୍ ଥାନାରେ ଅଭିଯୋଗ […]

  • Thursday, 22 July 2021
odisha
ପରୀକ୍ଷାକୁ ନେଇ ମନ୍ତ୍ରୀଙ୍କ ସୂଚନା-ଜୁନ୍ ୧୭ ପରେ ଯେକୌଣସି ସମୟରେ ହେବ, ଛାତ୍ରଛାତ୍ରୀ ପ୍ରସ୍ତୁତ ରୁହନ୍ତୁ

ଭୁବନେଶ୍ୱର: “ଜୁନ୍ ୧୭ ପରେ ଯେକୌଣସି ସମୟରେ ପରୀକ୍ଷା ହେବ। ଏଥିପାଇଁ ଛାତ୍ରଛାତ୍ରୀ ପ୍ରସ୍ତୁତ ରୁହନ୍ତୁ। ଲକ୍‌ଡାଉନ୍‌କୁ ଛାତ୍ରଛାତ୍ରୀ ସୁଯୋଗ ଭାବେ ଗ୍ରହଣ କରନ୍ତୁ” ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ସେହିପରି ୟୁଜିସିର ଗାଇଡ୍‌ଲାଇନ୍ସକୁ ନେଇ ସେ ପ୍ରତିକ୍ରିୟା ରଖି କହିଛନ୍ତି, “ତର୍ଜମା ହେବ, ଓଡ଼ିଶା ପରିପ୍ରେକ୍ଷୀରେ ଯାହା ଠିକ୍ ହେବ, ତାହା ଆମେ କରିବୁ। ଏନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରାଯିବ।” ଯେଉଁ ରାଜ୍ୟରେ କରୋନା ସଂକ୍ରମଣର ପ୍ରଭାବ କମ୍ ରହିଛି […]

  • Thursday, 22 July 2021
odisha
୬୦ ଘଣ୍ଟାର ଯାତ୍ରା, ଓଡ଼ିଶା ମାଟି ଛୁଇଁଲେ ପ୍ରବାସୀ ଓଡ଼ିଆ

ଆସିକା: ଲକ୍‌ଡାଉନ୍‌ ବେଳେ ଦୀର୍ଘ ୬୦ ଘଣ୍ଟାରୁ ଅଧିକ ସମୟ ଯାତ୍ରା ପରେ ୨୧୭ଜଣ ପ୍ରବାସୀ ଓଡ଼ିଆ ଗଞ୍ଜାମରେ ପହଞ୍ଚିଛନ୍ତି। ଗୁଜରାଟ ସୁରତରୁ ବାହାରିଥିବା ୪ଟି ବସ୍ ଗତକାଲି ବିଳମ୍ବିତ ରାତିରେ ଶେରଗଡ ଓ ଧରାକୋଟରେ ପହଞ୍ଚିଥିଲା। ପୂର୍ବ ବ୍ୟବସ୍ଥା ଅନୁଯାୟୀ, ସେମାନଙ୍କୁ ସିଧାସଳଖ ଧରାକୋଟ ଆଦର୍ଶ ବିଦ୍ୟାଳୟ ଓ ଶେରଗଡ ଆଦର୍ଶ ବିଦ୍ୟାଳୟରେ ହୋଇଥିବା ସରକାରୀ କ୍ୱାରେଣ୍ଟିନ ସେଣ୍ଟରରେ ରଖାଯାଇଛି। ସେମାନଙ୍କୁ ଘରକୁ ଛଡାଯିବ ନାହିଁ, କି ସେମାନଙ୍କୁ ଭେଟିବାକୁ କାହାକୁ ଅନୁମତି ମିଳିବ ନାହିଁ। […]

  • Thursday, 22 July 2021
whatsapp 1
ମେ’ ୪ରୁ ହ୍ୱାଟ୍ସଆପ୍‌ରେ ପାଠ ପଢ଼ିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଲକ୍‌ଡାଉନ୍‌ ଯୋଗୁ ହ୍ୱାଟ୍ସଆପ୍‌ ମାଧ୍ୟମରେ ପାଠ ପଢ଼ିବେ ସ୍କୁଲ ଛାତ୍ରଛାତ୍ରୀ। “ଶିକ୍ଷା ସଂଯୋଗ” ନାମକ ଏକ ହ୍ୱାଟ୍ସଆପ୍‌ ଗ୍ରୁପ୍ ମାଧ୍ୟମରେ ଦ୍ୱିତୀୟ ଶ୍ରେଣୀରୁ ମାଟ୍ରିକ୍ ଯାଏ ସମସ୍ତ ଛାତ୍ରଛାତ୍ରୀ ପାଠ ପଢ଼ିବେ। ବିଭିନ୍ନ ବିଷୟର ପ୍ରତ୍ୟେକ ଅଧ୍ୟାୟର PDF ଫାଇଲ୍‌ ଛାତ୍ରଛାତ୍ରୀଙ୍କୁ ଗ୍ରୁପ୍ ମାଧ୍ୟମରେ ପଠାଯିବ। ଏହି କାର୍ଯ୍ୟକ୍ରମ ମେ’ ୪ରୁ ଜୁନ୍ ୧୩ ପର୍ଯ୍ୟନ୍ତ ମୋଟ ୬ ସପ୍ତାହ ଚାଲିବ। ପ୍ରତିଦିନ ୪୫ ମିନିଟ୍‌ରୁ ୧ ଘଣ୍ଟା ଅବଧିର ୪ଟି କ୍ଲାସ୍‌ ରହିବ। ଏନେଇ […]

  • Thursday, 22 July 2021
corona
ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୩ ନୂଆ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି। ଫଳରେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ୍‌ କରୋନା […]

  • Thursday, 22 July 2021
cm
ସାବଧାନ ରହିଲେ ବିପଦକୁ ଏଡାଇ ପାରିବା-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ଭିଡିଓ ବାର୍ତ୍ତା ଆଜି ଜାରି ହୋଇଛି।  ଭିଡିଓ ବାର୍ତ୍ତା  ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘୧୦ ଦିନ ତଳେ କଥା ହୋଇଥିଲି, ଆକ୍ରାନ୍ତ ସଂଖ୍ୟା ୬୧ ଥିଲା। ଏବେ ତାହା ଦୁଇ ଗୁଣ ବଢ଼ି ଗଲାଣି। ଡରିବାର କିଛି ନାହିଁ। ଆମେ ସାବଧାନ ରହିଲେ, ବିପଦକୁ ଏଡାଇ ପାରିବା। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ‘ବିଦେଶରୁ ଫେରୁଥିବା ଓଡ଼ିଆଙ୍କ ଯତ୍ନନେବା ଆମ ପାଇଁ ଚ୍ୟାଲେଞ୍ଜ ଥିଲା।  ଓଡ଼ିଶା ପ୍ରଥମ […]

  • Thursday, 22 July 2021
odisha
ସରକାରୀ କ୍ୱାରେଣ୍ଟିନ୍ ହୋମ୍‌ରେ ଫିନାଇଲ୍ ପିଇ ଅନ୍ତେବାସୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା: କ୍ୱାରେଣ୍ଟିନ୍‌ ହୋମ୍‌ରେ ଅଘଟଣ। ସରକାରୀ କ୍ୱାରେଣ୍ଟିନ୍ ହୋମ୍‌ରେ ଫିନାଇଲ୍ ପିଇ ଜଣେ ଅନ୍ତେବାସୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଘଟଣା ସାମ୍ନାକୁ ଆସିଛି। ରାୟଗଡ଼ା ଜିଲ୍ଲା ଅଶୋକ କଲ୍ୟାଣ ମଣ୍ଡପ ସ୍ଥିତ ସରକାରୀ କ୍ୱାରେଣ୍ଟିନ୍ ହୋମ୍‌ରେ ଏହି ଅଭାବନୀୟ ଘଟଣା ଘଟିଛି। ଫିନାଇଲ୍ ପିଇବା ପରେ ଅନ୍ତେବାସୀଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ସୂଚନାଥାଉ କି, ଗତ […]

  • Thursday, 22 July 2021
odisha
ମନ୍ତ୍ରୀଙ୍କ ସୂଚନା-‌ ଲକ୍‌ଡାଉନ୍‌ ହଟିବା ପରେ ହେବ ଯୁକ୍ତ ୨ ବାକି ପରୀକ୍ଷା

ଭୁବନେଶ୍ୱର: ଲକ୍‌ଡାଉନ୍‌ ହଟିବା ପରେ ଯୁକ୍ତ ୨ ପରୀକ୍ଷାର ବାକି ଥିବା ବିଷୟ ପରୀକ୍ଷା କରିବାକୁ ଗଣଶିକ୍ଷା ବିଭାଗ ପ୍ରସ୍ତୁତ ଅଛି। ତେବେ ଏନେଇ ସରକାରଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରାଯାଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଲକ୍‌ଡାଉନ୍‌ ଯୋଗୁ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କର ପରୀକ୍ଷା ଅଧାରୁ ସ୍ଥଗିତ ରହିଥିଲା। ତେବେ ଲକ୍‌ଡାଉନ୍‌ ହଟିବା ପରେ ସରକାରଙ୍କ ନିର୍ଦ୍ଦେଶ ମିଳିଲେ ବାକି ଥିବା ବିଷୟର ପରୀକ୍ଷା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। […]

  • Thursday, 22 July 2021
corona
ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ାରେ ଏହି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ପରେ ପୁଣି ୩ ଜିଲ୍ଲାକୁ ବ୍ୟାପିଛି କରୋନା। ଚିହ୍ନଟ ୩ ଜଣଙ୍କ ସମ୍ପର୍କର ସୂଚନା ଦେଇଛି […]

  • Thursday, 22 July 2021
bridge
ଭୁଶୁଡ଼ିଲା ବ୍ରିଜ୍‌, ୨ ମୃତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ୍‌ ଅନ୍ତର୍ଗତ ସୁକତେଲ ନଦୀ ଉପରେ ଥିବା ବ୍ରିଜ୍ ଭୁଶୁଡ଼ି ଯାଇଛି। ଦବି ଯାଇଥିବା ଗୋଟିଏ ପିଲରର ମରାମତି ବେଳେ ବ୍ରିଜ୍‌ଟି ଭୁଶୁଡ଼ି ପଡିଥିବା ସୂଚନା ମିଳିଛି। ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ୨ଜଣ ପୋଲ ତଳେ ଦବି ରହିଥିବା ସନ୍ଦେହ କରାଯାଉଛି। ଏହି ବ୍ରିଜ ନିର୍ମାଣ ଲାଗି ୭ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା। ୨୦୧୪ ମସିହା, ଜାନୁଆରୀ ମାସରେ ୧୮୨ ମିଟର ଦୀର୍ଘ ବିଶିଷ୍ଟ ଏହି ବ୍ରିଜ୍‌ର  […]

  • Thursday, 22 July 2021
bhadrak
ଲକ୍‌ଡାଉନ୍‌ କଟକଣା: ନୂଆ ନିର୍ଦ୍ଦେଶନାମା ଜାରି କଲା ଭଦ୍ରକ ଜିଲ୍ଲା ପ୍ରଶାସନ

ଭଦ୍ରକ: ଲକ୍‌ଡାଉନ୍‌ କଟକଣାକୁ ନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି। ଲକ୍‌ଡାଉନ୍‌ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସେବା ଉପଲବ୍ଧ କରାଇବା ପାଇଁ ପ୍ରଶାସନ ପକ୍ଷରୁ କଟକଣାକୁ କୋହଳ କରାଯାଇଛି। କଟକଣା ଅବଧି ସମୟରେ ଇଲେକ୍ଟ୍ରିକ୍‌ସିଆନ୍‌, ଆଇଟି ରିପାୟାର, ପ୍ଲମ୍ବର, ମୋଟର ମେକାନିକ୍ ମାନଙ୍କୁ ହୋମ୍ ସର୍ଭିସ ସେବା ପ୍ରଦାନ ପାଇଁ ଅନୁମତି ପ୍ରଦାନ କରାଯାଇଛି। ସାମାଜିକ ଦୂରତା, ମାସ୍କ ପରିଧାନ ଓ ସ୍ୱଚ୍ଛତା ଅବଲମ୍ବନ କରିବାକୁ ନିର୍ଦ୍ଦେଶନାମାରେ ସ୍ପଷ୍ଟ କରାଯାଇଛି। ନିର୍ମାଣ […]

  • Thursday, 22 July 2021
corona
ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୧୧୯ ନଂ ଆକ୍ରାନ୍ତଙ୍କ ସମ୍ପର୍କରେ ରାଜ୍ୟ ସରକାର ତଥ୍ୟ ପ୍ରଦାନ କରିଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ପ୍ରଦାନ କରାଯାଇଛି। ଆକ୍ରାନ୍ତ ଜଣଙ୍କ […]

  • Thursday, 22 July 2021
orissa high court
ଲକ୍‌ଡାଉନ୍ ନ ବଢ଼ିଲେ ବାତିଲ ହେବ କୋର୍ଟ ଖରାଛୁଟି

କଟକ: ମେ’ ୩ ପରେ ଯଦି ଲକ୍‌ଡାଉନ୍ ନ ବଢ଼େ ତେବେ ଉଭୟ ଓଡ଼ିଶା ହାଇକୋର୍ଟ ଓ ତଳକୋର୍ଟରେ ଖରାଛୁଟି ବାତିଲ ହେବ। ଏନେଇ ଓଡିଶା ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡିଶା ହାଇକୋର୍ଟ ବାର୍‌ ଆସୋସିଏସନର ସଭାପତି, ଉପସଭାପତି, ସମ୍ପାଦକ ଓ ଅାଡଭୋକେଟ ଜେନେରାଲଙ୍କ ସହ ବିଚାରବିମର୍ଶ ପରେ ହାଇକୋର୍ଟଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଲକ୍‌ଡାଉନ୍‌ରେ କୋର୍ଟ ବନ୍ଦ ଥିବାରୁ ଖରାଛୁଟିରେ କୋର୍ଟ କାର୍ଯ୍ୟ ଚାଲିବ ବୋଲି ସୂଚନା ମିଳିଛି। ସୂଚନାଥାଉ […]

  • Thursday, 22 July 2021
corona
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୪୨୧ଟି ସାମ୍ପଲ୍‌ ଟେଷ୍ଟ ହୋଇଛି। ଏଯାବତ୍‌ ମୋଟ୍ ୨୯ ହଜାର ୧୦୮ଟି ସାମ୍ପଲ୍‌ ଟେଷ୍ଟ ହେଲାଣି। ୧୧୯ ଜଣ […]

  • Thursday, 22 July 2021
dhaba
ଲକ୍‌ଡାଉନ୍‌ କୋହଳ କଲେ ରାଜ୍ୟ ସରକାର: ଖୋଲିବ ୧୪୦ ଢାବା ଓ ୨୨୩ ଗ୍ୟାରେଜ

ଭୁବନେଶ୍ୱର: ଲକ୍ ଡାଉନ୍ ଯୋଗୁ ହଇରାଣ ହେଉଥିବା ଟ୍ରକ୍ ଚାଳକଙ୍କ ପାଇଁ ଆଶ୍ୱସ୍ତିକର ଖବର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ୧୪୦ଟି ଢାବା ଓ ୨୨୩ଟି ଗାଡ଼ି ମରାମତି ଦୋକାନ ଖୋଲିବ।  କେଉଁ କେଉଁ ଢାବା ଓ ଗାଡ଼ି ମରାମତି ଦୋକାନ ଖୋଲିବ ସେନେଇ ଅନୁମତି ପ୍ରଦାନ କରାଯାଇଛି।ରାସ୍ତା କଡ଼ରେ ଅଟକୁଥିବା ଟ୍ରକ୍ ଚାଳକଙ୍କ ସୁବିଧା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ସୂଚନାଥାଉ କି, ଏହାପୂର୍ବରୁ ଲକ୍‌ଡାଉନ୍‌ ବେଳେ ରାଜ୍ୟରେ ଦୋକାନ ଖୋଲିବା ନେଇ ରାଜ୍ୟ ସରକାରଙ୍କ […]

  • Thursday, 22 July 2021