corona
Advertisment
ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୦୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ବିଏମ୍ସି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୮୩, ଲୋକାଲ କଣ୍ଟାକ୍ଟ କେସ୍ ୨୨୬ ରହିଥିବା ବିଏମ୍ସୁ ଟ୍ୱିଟ୍ କରିଛି।
Advertisment
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ନୟାପଲ୍ଲୀ- ୨୧, ଓଲଡ୍ ଟାଉନ ଓ ପଟିଆ ଅଞ୍ଚଳରୁ ୧୦ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଶୈଳଶ୍ରୀବିହାର ଓ ରସୁଲଗଡ଼ରୁ ୮ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଳ୍ପନା ଓ ଭିଏସ୍ଏସ୍ ନଗରରୁ ୭ ଲେଖାଏଁ, ପୋଖରୀପୁଟରୁ ୫ ଚିହ୍ନଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୩୧୭ ଜଣ କାରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-5_1625252853.jpg)