Advertisment

Corona Updates In Odisha: ଦିନକରେ ଚିହ୍ନଟ ହେଲେ ୩,୨୧୯ କରୋନା ପଜିଟିଭ୍‌

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ଓଡ଼ିଶାରେ ୫୧ ହଜାର ୨୪୫ କରୋନା ଟେଷ୍ଟ। ଆଣ୍ଟିଜେନ୍, RTPCR ଓ ଟ୍ରୁନଟ୍ ଦ୍ୱାରା ଏହି ଟେଷ୍ଟ କରାଯାଇଛି।  ଆଣ୍ଟିଜେନ୍- ୪୩,୪୭୬ RTPCR- ୭,୬୮୫ ଟ୍ରୁନଟ୍- ୮୪ Corona Updates In Odisha: ଚିହ୍ନଟ ନୂଆ ୩,୨୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୩୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Corona Updates In Odisha: ଦିନକରେ ଚିହ୍ନଟ ହେଲେ ୩,୨୧୯ କରୋନା ପଜିଟିଭ୍‌

corona 33

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Advertisment

୨୪ ଘଣ୍ଟାରେ ଓଡ଼ିଶାରେ ୫୧ ହଜାର ୨୪୫ କରୋନା ଟେଷ୍ଟ। ଆଣ୍ଟିଜେନ୍, RTPCR ଓ ଟ୍ରୁନଟ୍ ଦ୍ୱାରା ଏହି ଟେଷ୍ଟ କରାଯାଇଛି।

 ଆଣ୍ଟିଜେନ୍- ୪୩,୪୭୬

RTPCR- ୭,୬୮୫

ଟ୍ରୁନଟ୍- ୮୪

Corona Updates In Odisha:

ଚିହ୍ନଟ ନୂଆ ୩,୨୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୩୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୨୮୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଖୋର୍ଦ୍ଧାରୁ ସର୍ବାଧିକ ୭୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଆଉ ଦୁଇ ବିଧାୟକଙ୍କୁ କରୋନା

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି।

Coronavirus Odisha News Corona Updates In Odisha
Advertisment
Advertisment