• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

car1
ବୈଜୟନ୍ତଙ୍କ ରୋଡ୍‌ ଶୋ ବେଳେ ଆକ୍ରମଣ

ଆଳି(ବନମାଳି ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳରେ  ଆଜି ବିଜେପିର ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ରୋଡ୍ ଶୋ ବେଳେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ ସ୍ଥାନୀୟ ଅଞ୍ଚଳର ଜୁଆଣିଆ ଛକଠାରେ ବିଜେଡ଼ିର କିଛି କର୍ମୀ ଦୁଇ ବିଜେପି କର୍ମୀଙ୍କୁ ମାଡ଼ ମାରିବା ସହ ସେମାନଙ୍କ ଗାଡ଼ି ଭଙ୍ଗାରୁଜା କରିଛନ୍ତି।

  • Wednesday, 21 July 2021
10
ଯୁକ୍ତ ଦୁଇ ଖାତା ଦେଖାରେ ଚରମ ଅବ୍ୟବସ୍ଥା

ବାଲେଶ୍ୱର/ ଜୟପୁର: ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନରେ ଦେଖାଦେଇଛି ଚରମ ଅବ୍ୟବସ୍ଥା। ଫଳରେ ନିର୍ଦ୍ଧାରିତ ସମୟରେ ଫଳ ପ୍ରକାଶ ହୋଇ ପାରିବ କି ନାହିଁ ତାହାକୁ ନେଇ ସନ୍ଦେହ ଉପୁଜିଛି। ସୂଚନା ଅନୁସାରେ ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଗତ ୮ ତାରିଖରୁ ଆରମ୍ଭ ହୋଇ ୧୮ରେ ଶେଷ ହେବା କଥା। ମାତ୍ର କେତୋଟି ମୂଲ୍ୟାୟନ କେନ୍ଦ୍ରରେ ଆନୁସଙ୍ଗିକ ସୁବିଧାର ଅଭାବ ପାଇଁ ଖାତା ଦେଖାରେ […]

  • Wednesday, 21 July 2021
9
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୭୨% ମତଦାନ

ଭୁବନେଶ୍ୱର: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୭୨ ପ୍ରତିଶତ ମତଦାନ ହୋଇଛି। ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାଯର୍ୟାଳୟ ସୂତ୍ରରୁ ଏହି ସୂଚନା ଦିଆଯାଇଛି। ଗତକାଲି ଅନୁଷ୍ଠିତ ୫ ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହା ଅନ୍ତର୍ଗତ ୩୫ ବିଧାନସଭା କ୍ଷେତ୍ରରେ ଭୋଟିଂ ହୋଇଥିଲା। ଏହି ୫ ଲୋକସଭା କ୍ଷେତ୍ର ମଧ୍ୟରୁ ବରଗଡ଼ରେ ସର୍ବାଧିକ ୭୭.୫୭, କନ୍ଧମାଳରେ ୭୨.୮୮, ବଲାଙ୍ଗିରରେ ୭୨.୪୨, ସୁନ୍ଦରଗଡ଼ରେ ୭୧.୪୪ ଏବଂ ଆସ୍କାରେ ସର୍ବନିମ୍ନ ୬୬.୩୦ ପ୍ରତିଶତ ମତଦାନ ହୋଇଛି। ଏହା ପୂର୍ବରୁ […]

  • Wednesday, 21 July 2021
8
ଘଞ୍ଚ ଜଙ୍ଗଲ ପାର ହୋଇ ସୁରକ୍ଷିତ ଫେରିଲେ ପୋଲିଂ କର୍ମଚାରୀ

କନ୍ଧମାଳ(ତ୍ରିନାଥ ସାହୁ): ଘଞ୍ଚ ଜଙ୍ଗଲ, ଅନ୍ଧାର ରାତି ଓ ଢୁଉଢୁଉ ବର୍ଷା ସାଙ୍ଗକୁ ମାଓବାଦୀଙ୍କ ଭୟ। ଏ ସବୁକୁ ଅତିକ୍ରମ କରି ନିର୍ଦ୍ଧାରିତ ସ୍ଥଳକୁ ସୁରକ୍ଷିତ ଭାବେ ଫେରିଛନ୍ତି ପୋଲିଂ କର୍ମଚାରୀ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ବାରହଲା ଗ୍ରାମରେ ନିର୍ବାଚନ ଦାୟିତ୍ୱରେ ଥିବା ପୋଲିଂ ପାର୍ଟି ଫୁଲବାଣୀ ସ୍ଥିତ ଡିସ୍‌ପର୍ସାଲ୍ ସେଣ୍ଟରକୁ ସୁରକ୍ଷିତ ଫେରିପାରିଛନ୍ତି। ସୂଚନା ଅନୁସାରେ ପୋଲିଂ କର୍ମଚାରୀଙ୍କୁ ଅସୁବିଧାରେ ପକାଇବା ପାଇଁ ମାଓବାଦୀ ମାନେ ବିଭିନ୍ନ ହିଂସାକାଣ୍ଡ ଘଟାଇବାକୁ ଉଦ୍ୟମ […]

  • Wednesday, 21 July 2021
5
୧୫ କିମି ଚାଲି ଚାଲି ଫେରିଲେ ପୋଲିଂ ପାର୍ଟି

କନ୍ଧମାଳ: ଛାତିରେ ମାଓ ଆକ୍ରମଣର ଛାତିଏ ଛନକା ଥିଲା। କିନ୍ତୁ ତଥାପି ଇଭିଏମ୍‌ ମେସିନ୍‌କୁ ଧରି ଜଙ୍ଗଲ ଭିତରେ ୧୫ କିମି ଚାଲି ଚାଲି ଆସିଲେ ପୁଲିଂ ପାର୍ଟି। ଏହି ଘଟଣା ଘଟିଛି କନ୍ଧମାଳ ଜିଲ୍ଲାରେ। ବାଲିଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସିର୍ଲା ପଞ୍ଚାୟତର ୧୩୭ ଏବଂ ୧୩୮ ନମ୍ବର ବୁଥ୍‌ରେ ନିୟୋଜିତ ପୋଲିଂ ପାର୍ଟି ୧୫ କିମି ଚାଲି ଚାଲି ଆସି ବାଲିଗୁଢ଼ାରେ ପହଞ୍ଚିଛନ୍ତି। ନିର୍ବାଚନରେ ନିୟୋଜିତ ଏହି କର୍ମଚାରୀମାନେ ମତଦାନ ପରେ ମାଓ ଅଧ୍ୟୁଷିତ ଅଞ୍ଚଳରେ […]

  • Wednesday, 21 July 2021
3
ହାରିବା ଭୟରେ ରକ୍ତମୁଖା ହୋଇଛି ବିଜେଡି: ଲେଖାଶ୍ରୀ

ଭୁବନେଶ୍ୱର: ହାରିବା ଭୟରେ ରକ୍ତମୁଖା ହୋଇଛି ବିଜେଡି। ରାଜ୍ୟରେ ଦିନକୁ ଦିନ ବଢୁଥିବା ରାଜନୈତିକ ହିଂସା ଉପରେ ମତ ରଖି ଏହିପରି ଭାବରେ ବିଜେଡି ସରକାର ଉପରେ ବର୍ଷିଛନ୍ତି ବିଜେପି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର। ଗତ ପଞ୍ଚାୟତ ନିର୍ବାଚନ ବେଳେ ୧୭ରୁ ୨୦ ଜଣଙ୍କୁ ହତ୍ୟା କରାଯାଇଥିଲା। ଏବେ ବିଜେଡି ସେହି ଧାରା ବଜାୟ ରଖିବାକୁ ଚାହୁଁଛି ବୋଲି ଲେଖାଶ୍ରୀ ସିଧାସଳଖ ଅଭିଯୋଗ କରିଛନ୍ତି। ମନ୍ତ୍ରୀ ବିକ୍ରମ ଆରୁଖଙ୍କ ଗାଁରେ ବିଜେପି କର୍ମୀଙ୍କୁ ହତ୍ୟା କରାଗଲା ବିଭିନ୍ନ […]

  • Wednesday, 21 July 2021
sdint
ଭଦ୍ରକ ଜିତିବାକୁ କଂଗ୍ରେସର ଜୋର୍‌ଦାର୍‌ ପ୍ରୟାସ

ଭଦ୍ରକ(ତପନ ସ୍ୱାଇଁ): ଚତୁର୍ଥ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ଭଦ୍ରକ ଭଣ୍ଡାରିପୋଖରୀ ବିଧାନସଭା ର୍ନିବାଚନ ମଣ୍ଡଳୀରେ ଜୋର୍‌ଦାର୍‌ ପ୍ରଚାର ଚଳାଇଛି କଂଗ୍ରେସ। ଚଳିତଥର ଏହି ଆସନରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିର୍ବାଚନ ଲଢୁଛନ୍ତି। ସେ ଆଜି ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଚନ୍ଦ୍ରଭାନୁପୂର ପଡ଼ିଆରେ ଏକ ସାଧାରଣ ସଭାରେ ଯୋଗ ଦେଇ ତାଙ୍କୁ ଜିତାଇବାକୁ ଭୋଟର୍‌ଙ୍କୁ ନିବେଦନ କରିଛନ୍ତି। ଏଥିସହିତ ଭଦ୍ରକରୁ କଂଗ୍ରେସ ସାଂସଦ ପ୍ରାର୍ଥୀ ମଧୁସ୍ମିତା ସେଠୀଙ୍କୁ ବିଜୟୀ କରାଇବାକୁ ନିରଞ୍ଜନ ନିବେଦନ କରିଛନ୍ତି। […]

  • Wednesday, 21 July 2021
1
ସତ ପଚାରିବାରୁ ଚିହିଁକି ଉଠିଲେ ଅନୁଭବ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ନିର୍ବାଚନୀ ପ୍ରଚାରବେଳେ ସାମ୍ବାଦିକଙ୍କ ଉପରେ ଚିହିଙ୍କି ଉଠିଛନ୍ତି କେନ୍ଦ୍ରାପଡ଼ାର ବିଜେଡ଼ି ସାଂସଦ ପ୍ରାର୍ଥୀ ଅନୁଭବ ମହାନ୍ତି। ଗତକାଲି କେନ୍ଦ୍ରାପଡ଼ା ପାଟକୁରା ନିର୍ବାଚନମଣ୍ଡଳୀରେ ଅନୁଭବ ରାଲି କରୁଥିବା ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ଅତିମାତ୍ରାରେ କ୍ଷୁବ୍ଧ ହୋଇପଡ଼ିଛନ୍ତି। କେନ୍ଦ୍ରାପଡ଼ାରେ ନେତା, ଅଭିନେତା ଓ ଆଇନଜୀବୀଙ୍କ ମଧ୍ୟରେ ଲଢ଼େଇ ହେଉଛି କି ବୋଲି ପ୍ରଶ୍ନରେ ଅନୁଭବ ଭିଷଣ ମାତ୍ରାରେ ରାଗିଯାଇ କହିଛନ୍ତି, ଏହି ପ୍ରଶ୍ନ ଗଣମାଧ୍ୟମ ଦ୍ୱାରା ତିଆରି ହୋଇଥିବା ପ୍ରଶ୍ନ। ସେହିପରି ଗତ ୫ ବର୍ଷ […]

  • Wednesday, 21 July 2021
corona virus
ଚିହ୍ନଟ ହେଲେ  ୧,୯୨୭ କରୋନା ରୋଗୀ, ଆଖି ବୁଜିଲେ ୬୯

ଆଜି ରାଜ୍ୟରୁ ୧,୯୨୭ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ପୁଣି ୬୯ ଜଣ ଆଖି ବୁଜିଥିବା କୁହାଯାଇଛି। ମୃତ ଓ ଆକ୍ରାନ୍ତଙ୍କ ତାଲିକାରେ ଖୋର୍ଦ୍ଧା ଜିଲ୍ଲା ଉପରେ ରହିଛି। ଏଠାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସର୍ବାଧିକ ରୋଗୀ ଆଖି ବୁଜିଛନ୍ତି।

heavy rain fall in bbsr
ଆଜି ଏଇ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଗତକାଲି ଟ୍ୱିନ ସିଟିରେ ପ୍ରବଳ ବର୍ଷା ହୋଇଯାଇଛି। କାଲିର ବର୍ଷା ପ୍ରବଳ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଇଥିବାବେଳେ ଆଜି ମଧ୍ୟ ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ex mla
ପୂର୍ବତନ ବିଧାୟକଙ୍କ ନିରାଡମ୍ବର ଜୀବନ : ଖଦି ପୋଷାକ ପିନ୍ଧୁଛନ୍ତି, ଚାଳଘରେ ରହୁଛନ୍ତି

ନିରାଡମ୍ବର ଜୀବନ ବିତାଉଛନ୍ତି ପୂର୍ବତନ ବିଧାୟକ । ନିଜର ସରଳ, ଅମାୟିକ, ନିଷ୍କପଟ ଓ ସରଳ ଜୀବନ ଶୈଳୀ ପାଇଁ ସେ ଚର୍ଚ୍ଚାରେ । ସାଇକେଲରେ ଯିବାଆସିବା କରିବା ସହ ବୟସର ଅପରାହ୍ନରେ ନିଜ ଗାଁରେ ଚାଳଛପର ଘରେ ଜୀବନ ଅତିବାହିତ କରୁଛନ୍ତି ।

acf death
ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ : ବଢୁଛି ରହସ୍ୟ

ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଂଜନଙ୍କ ମୃତ୍ୟୁ ଘଟଣାକୁ ୮ ଦିନରୁ ଅଧିକ ସମୟ ବିତିଲାଣି ତଥାପି ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହୋଇପାରିନି ।

suna besa
ଶ୍ରୀକ୍ଷେତ୍ରରେ ଆଜି ଶ୍ରୀଜିଉଙ୍କ ସୁନାବେଶ : ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର

ଶ୍ରୀକ୍ଷେତ୍ରରେ ଆଜି ରଥ ଉପରେ ଶ୍ରୀଜୀଉଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର । ଶ୍ରୀଜିଉଙ୍କ ଏହି ଅପରୂପ ବେଶ ଦେଖିବାକୁ ଶ୍ରଦ୍ଧାଳୁ ଅପେକ୍ଷା କରିଛନ୍ତି ।

Barsha Anubhab
ହାଇକୋର୍ଟର ଦ୍ୱାରସ୍ତ ହେଲେ ଅନୁଭବ ମହାନ୍ତି

ବର୍ଷା-ଅନୁଭବ ବିବାଦ ସମାଧାନର ନା ଧରୁନି। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଆଜି ହାଇକୋର୍ଟ ଯାଇଛନ୍ତି ଅନୁଭବ ମହାନ୍ତି ।

cm
ସୁରୁଖୁରୁରେ ବାହୁଡ଼ା ଯାତ୍ରା ପାଇଁ ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ଅଗ୍ନିଶମ ସେବା, ପୁରୀ ମ୍ୟୁନିସିପାଲଟିକୁ ସମନ୍ୱୟ ନେଇ ପ୍ରଶଂସା । ପୁରୀର ଜନସାଧାରଣଙ୍କ ସହଯୋଗ ଓ ସଂଯମତା ଅତୁଳନୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Puri
ଗରମ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଉଥିଲେ ସେବାୟତ, ଆକାଶରୁ ଝରିଲା ଉଶ୍ୱାସର ବର୍ଷା

ଭକ୍ତଶୂନ୍ୟ ଘୋଷଯାତ୍ରା ଭଳି କ୍ରମାଗତ ଦ୍ୱିତୀୟ ଥର ପାଇଁ ସୁରୁଖୁରୁରେ ସରିଲା ବିନା ଭକ୍ତରେ ବାହୁଡ଼ାଯାତ୍ରା । ଜନ୍ମବେଦୀରେ ସବୁ ଲୀଳାଖେଳା ସାରି ଆଜି ନୀଳକନ୍ଦର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଛନ୍ତି ମହାବାହୁ ।

BJD BJP
ଦୁଇ ବର୍ଷ ପରେ ଶୁଭିଲା BJDର କେନ୍ଦ୍ର ଅବହେଳା ନାରା; ନିର୍ବାଚନ ପାଖେଇଲା ଆନ୍ଦୋଳନ ଆରମ୍ଭ ହେଲା

ପ୍ରାୟ ଦୁଇ ବର୍ଷ ପରେ ବିଜେଡିର ପ୍ରତିବାଦ ପଲିଟିକ୍ସ । କେନ୍ଦ୍ର ସରକାରଙ୍କ ବିରୋଧରେ ରାଜରାସ୍ତକୁ ଓହ୍ଲାଇଲା ଦଳ । ଆଜି ରାଜ୍ୟତମାମ ଏଫ୍‌ସିଆଇ ଦପ୍ତର ଓ ଗୋଦାମ ଆଗରେ ବିଜେଡି ଧାରଣା ଦେବା ସହ ଦିଲ୍ଲୀରେ ମଧ୍ୟ ଖାଉଟି ବ୍ୟାପାର ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି ।

Mo Cycle
‘ମୋ ସାଇକେଲ’ ପାଇଁ ୨୫ ହଜାର ନୁହେଁ ୫୦ ହଜାରର ହୋଇଥିଲା ଚୁକ୍ତି

ରାଜଧାନୀରେ ଖତ ଖାଉଥିବା ବିଏମ୍‌ସିର ମୋ’ ସାଇକେଲ ଯୋଜନାରେ ସାମ୍ନାକୁ ଆସିଛି ଆହୁରି ସାଂଘାତିକ ତଥ୍ୟ । କବାଡ଼ି ବାଲାକୁ ମାତ୍ର ୫୦୦ ଟଙ୍କାରେ ବିକ୍ରି ହୋଇଥିବା ସାଇକେଲ୍ ପିଛା ସରକାର ୨୫ ହଜାର ନୁହେଁ, ମୋଟ ୫୦ ହଜାରର ଚୁକ୍ତି କରିଥିଲେ ।

ACF Soumya Ranjan
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବାପ-ଝିଅଙ୍କ କଥାରେ ନାହିଁ ତାଳମେଳ, କଲ୍‌ ରେକର୍ଡିଂର ଉଦେଶ୍ୟ କ’ଣ ?

ଗତ ମଙ୍ଗଳବାରଠୁ ଏ ମଙ୍ଗଳବାର, ୮ ଦିନ ବିତିଗଲା । ତଥାପି ସାମ୍ନାକୁ ଆସିଲାନି ଯୁବ ACF ସୌମ୍ୟରଜଂନଙ୍କ ମୃତ୍ୟୁ ପଛର ସତ । କିନ୍ତୁ ସୌମ୍ୟଙ୍କ ପରିବାର ଓ ପତ୍ନୀ ବିଦ୍ୟାଭାରତୀଙ୍କ ବୟାନବାଜି ଭିତରେ ଟ୍ୱିଷ୍ଟ ପରେ ଟ୍ୱିଷ୍ଟ ଆସିଛି ।

rain
ଅସରାଏ ବର୍ଷାରେ ଉବୁଟୁବୁ ରାଜଧାନୀ : ଜାତୀୟ ରାଜପଥରେ ଆଣ୍ଠୁଏ ଉଚ୍ଚର ପାଣି

ଭୁବନେଶ୍ୱରରେ ଅବିଶ୍ରାନ୍ତ ବର୍ଷା । ମାତ୍ର କିଛି ସମୟର ବର୍ଷାରେ ଜଳାର୍ଣ୍ଣବ ରାଜଧାନୀ । ଆଜି ଅପରାହ୍ନରେ ହଠାତ ରାଜଧାନୀ ଭୁବନେଶ୍ୱର ‌ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା ।

puja
ପାରଳାଖେମୁଣ୍ଡିରେ ମା' କଦମଖଣ୍ଡିଙ୍କ ଗଜାମୁଆଁ ଯାତ୍ରା ପାଳିତ

ଗଜପତି(ଆଦର୍ଶ ଦାଶ): ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ମା’ କଦମଖଣ୍ଡିଙ୍କ ଗଜାମୁଆଁ ଯାତ୍ରା ମହାସମାରୋହରେ ପାଳିତ ହୋଇଛି। ପ୍ରତ୍ୟେକ ବର୍ଷ ଚୈତ୍ର ମାସରେ ପାରଳାଖେମୁଣ୍ଡିରେ ଏହି ଯାତ୍ରା ବେଶ୍ ଧୂମଧାମରେ ପାଳିତ ହୁଏ। ଚୈତ୍ର ମାସର ପ୍ରତ୍ୟେକ ମଙ୍ଗଳବାର ଏହି ଯାତ୍ରା ବାହାରିଥାଏ। ମୁଖ୍ୟତଃ ଶେଷ ମଙ୍ଗଳବାର ରାତିରେ ସହରର ପ୍ରତି ଗଳିକନ୍ଦିରେ ଗଜାମୁଆଁକୁ ଆକର୍ଷଣୀୟ ସାଜ ସଜା କରି ମୁଣ୍ଡରେ ଧରି ଲୋକେ ପ୍ରତ୍ୟେକ ସାହି ଭ୍ରମଣ କରିଛନ୍ତି। ରାତି ସାରା ଏହି ଉତ୍ସବକୁ ସହରବାସୀ ଭରପୁର […]

  • Tuesday, 20 July 2021
naveen
ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର : ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବିଜେଡି ପାର୍ଟି ଅଫିସ୍‌ରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ତାଙ୍କ ସହ ବହୁ ଦଳୀୟ ନେତା ଓ କର୍ମୀ ମଧ୍ୟ ବିଜେଡି କାର୍ଯ୍ୟାଳୟ ଯାଇ ବିଜୁ ବାବୁଙ୍କ ସ୍ମୃତିଚାରଣ କରିଛନ୍ତି। ସେପଟେ ପୁରୀ ସ୍ୱର୍ଗଦ୍ୱାରସ୍ଥିତ ବିଜୁବାବୁଙ୍କ ସମାଧୀପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏକ ନିରାଡମ୍ବର ଉତ୍ସବରରେ ପୁରୀ ସାଂସଦ ପିନାକି ମିଶ୍ର, ବିଧାୟକ […]

  • Tuesday, 20 July 2021
cmm
ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ୍

ରାଉରକେଲା: ନିର୍ବାଚନ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଯାଇଥିବା ହେଲିକପ୍ଟରର ଯାଞ୍ଚ ହୋଇଛି। ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କାଡ୍ ପକ୍ଷରୁ ଏହି ଯାଞ୍ଚ କରାଯାଇଛି। ମୁଖ୍ୟମନ୍ତ୍ରୀ ବସିଥିବା ହେଲିକପ୍ଟର ଯାଞ୍ଚ ବେଳର ଏକ ଭିଡିଓ ଏବେ ଭାଇରାଲ୍ ହେଉଛି। ଭିଡିଓଟି ଗତକାଲିର ବୋଲି ସୂଚନା ମିଳିଛି। ରାଉରକେଲାକୁ ମୁଖ୍ୟମନ୍ତ୍ରୀ ପ୍ରଚାର ପାଇଁ ଯିବାବେଳେ ରଘୁନାଥପାଲୀ ଆଇଡିଏଲ୍ ହେଲିପ୍ୟାଡରେ ହେଲିକପ୍ଟର ଯାଞ୍ଚ କରାଯାଇଥିବା ଜଣେ ବରିଷ୍ଠ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି।

  • Tuesday, 20 July 2021
cm
କାଳିଆ ଯୋଜନା ପ୍ରସଙ୍ଗ ଉଠାଇ କେନ୍ଦ୍ରକୁ ସମାଲୋଚନା କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜରେ ନିର୍ବାଚନ ପ୍ରଚାର କରିଛନ୍ତି। କେନ୍ଦୁଝର ଲୋକସଭା କ୍ଷେତ୍ରର କରଞ୍ଜିଆ ବିଧାନସଭା ନିର୍ବାଚନ ମଣ୍ଡଳୀର ଠାକୁରମୁଣ୍ଡାରେ ଆୟୋଜିତ ଏକ ସମାବେଶରେ ସେ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରକୁ ସମାଲୋଚନା କରିଛନ୍ତି। ପୁଣିଥରେ କାଳିଆ ଯୋଜନା ପ୍ରସଙ୍ଗ ଉଠାଇ ସେ କେନ୍ଦ୍ରକୁ ଟାର୍ଗେଟ୍‌ କରିଛନ୍ତି। କାଳିଆ ଯୋଜନାକୁ ବନ୍ଦ କରିଦେବାକୁ କେନ୍ଦ୍ର ଚକ୍ରାନ୍ତ କରୁଛି ବୋଲି ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି। ଏଥିସହ ବିଜେଡି ସରକାର ଆସିଲେ ୨ କିସ୍ତିରେ ଟଙ୍କା […]

  • Tuesday, 20 July 2021