Advertisment

Corona Updates In Odisha: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୬୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି । ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୨୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୩୦୬ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ଆକ୍ରାନ୍ତ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Corona Updates In Odisha: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

corona updates in odisha

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୬୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି । ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

Corona Updates In Odisha:

ଚିହ୍ନଟ ନୂଆ ୩,୨୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୩୦୬ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଦିନକରେ ୧୦୯୬ ମୃତ, ୩୯ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୬୭୮ରେ ପହଞ୍ଚିଛି।

Advertisment
Coronavirus Odisha News Corona Updates In Odisha
Advertisment
Advertisment