କୋରାପୁଟରେ ରାଜ୍ୟର ପ୍ରଥମ ଟନେଲ ରାସ୍ତାକୁ ନେଇ ଉତ୍ସାହ । ଆରବର୍ଷ ଟନେଲ୍ କାମ ସାରିବାକୁ ଟାର୍ଗେଟ୍ ।
୭୮ତମ ସ୍ୱାଧୀନତା ଦିବସ ପାଇଁ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପରେଡ୍ ରିହର୍ସାଲ୍ । ଅଂଶଗ୍ରହଣ କରିବେ ୫୮ ଟି ଟ୍ରୁପ ।
ଚୋର ଜଗିବା ଭଳି ଆଳୁ ଗାଡ଼ି ଉପରେ ପଶ୍ଚିମବଙ୍ଗ ସରକାରଙ୍କ ତୀକ୍ଷ୍ଣ ନଜର ଗୋଟିଏ ବି ଗାଡ଼ି ଖସିନଯିବାକୁ ସୀମାନ୍ତ ଗାଁରେ ଲାଗିଛି ସିସିଟିଭି କ୍ୟାମେରା ।
ଦେଶ ପାଳିବ ୭୮ ତମ ସ୍ୱାଧୀନତା ଦିବସ । ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ୧୦ ଡିସିମିଲ୍ ଲେଖାଏଁ ଜମି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଘୋଷଣା । ପୂରଣ ହେବ ଦୀର୍ଘ ବର୍ଷର ଦାବି ।
ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ହତ୍ୟାରେ ବ୍ୟବହୃତ ଛୁରୀକୁ ପାଞ୍ଚଗାଁ ଗାଙ୍ଗୁଆ କୂଳରେ ଫିଙ୍ଗିଥିଲେ ଅଭିଯୁକ୍ତ । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିଛନ୍ତି ।
ଖୁବଶୀଘ୍ର ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଯାଞ୍ଚ । ଭାରତରେ ରହିବା ପାଇଁ ବୈଧ ପ୍ରମାଣ ପତ୍ର ନଥିଲେ ନିଜ ଦେଶକୁ ଫେରିବାକୁ ପଡ଼ିବ ।
ସୁନାବେଡାରୁ ଡୁମୁରିପୁଟ ଦେଇ କୋରାପୁଟ ମାତ୍ର ୧୨ କିମି, ହେଲେ ଏହି ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଛି ।
ଦିଲ୍ଲୀର ଲାଲକିଲ୍ଲା ଠାରେ ଆୟୋଜିତ ହେବାକୁ ଥିବା ୭୮ ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବେ ଦିଦି ଲିଲି ପୁଷ୍ପିକା ଏକ୍କା ।
ପାଣ୍ଡିଆନଙ୍କ ଉପରେ ତଦନ୍ତକୁ ନେଇ ପୁଣି ଦୋହରାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଭିକେ ପାଣ୍ଡିଆନ ହେଲିକପ୍ଟର ପିଛା କେତେ ଖର୍ଚ୍ଚ ହୋଇଛି ସେନେଇ ସମ୍ପୂର୍ଣ୍ଣ ତଦନ୍ତ ହେବ ।
ଓଡ଼ିଶା-ପଶ୍ଚିମବଙ୍ଗ ସୀମା ନୀଳଦା ଗାଁର ରାସ୍ତା କଡ଼ରେ ପଶ୍ଚିମବଙ୍ଗ ପୋଲିସ୍ ସିସିଟିଭି ଲଗାଇ ଆଳୁ ଗାଡ଼ି ରୋକିବାକୁ ଯୋଜନା କରିଛନ୍ତି ।
ତିନି ତିନିଟା ପୁଅ ଜନ୍ମକରି ଏ ମା’ଟା ବୃଦ୍ଧା କାଳରେ ଟିକେ ଖୁସିରେ ରହିବ ବୋଲି ଭାବିଥିଲା । ହେଲେ ସବୁ ଇଚ୍ଛା ଯେମିତି ଏବେ ମରିଯାଇଛି ।
୧୪ରୁ ପୁଣି ବର୍ଷାର ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ତତ୍କାଳୀନ 5T ସଚିବ ଭି.କେ. ପାଣ୍ଡିଆନଙ୍କ ହେଲିକପଟରରେ ଉଡିବା ପାଇଁ ନା କେବଳ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି, ବରଂ ହେଲପ୍ୟାଡ୍, ବ୍ୟାରିକେଡ୍ ଓ ସଭାସ୍ଥଳ ନିର୍ମାଣରେ ବି ରାଜକୋଷରୁ ଖର୍ଚ୍ଚ ହୋଇଛି ପାଣି ଭଳି ଟଙ୍କା।
ଅନାସ୍ଥା ପଲିଟିକ୍ସ ନେଇ ସରଗରମ ରାଜ୍ୟ ରାଜନୀତି। ସିଟ୍ ହରାଇବା ଭୟ ଘାରିଲାଣି ବିଜେଡିକୁ। ନିଜ ଗଡ଼ ବଞ୍ଚାଇବା ପାଇଁ ପୌର ପ୍ରତିନିଧିଙ୍କୁ ନେଇ ବୈଠକ କରିଛି ଦଳ।
ଅଗଷ୍ଟ ୧୫ ତାରିଖରେ ଆସିବ ସୁଭଦ୍ରା ଯୋଜନା SOP । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ।
ତିନି ସପ୍ତାହ ପରେ ଆଳୁ ଦରବୃଦ୍ଧିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି। ୪୦ ଟଙ୍କା ତଳକୁ ଖସିଛି ଦର। କାରଣ ରାଜ୍ୟର ବିଭିନ୍ନ ଆଳୁ ଗୋଦାମରେ ପହଞ୍ଚିଛି ୩୦୦ ଟ୍ରକ୍ ଆଳୁ।
କଟକ ତ୍ରିଶୁଳିଆ ବ୍ରିଜ୍ ଉପରୁ କାଠଯୋଡ଼ି ନଈକୁ ଡେଇଁବା ଘଟଣାରେ ଟୁଇଷ୍ଟ। ରାତିରେ ଭରାନଈକୁ ଡେଇଁଥିଲେ, ରାତି ପାହିଲାବେଳକୁ ପୁରୀ ଘାଟ ଥାନାରେ ହାଜର ହୋଇଗଲେ।
କୁଆଡ଼େ ଯିବେ ବିସ୍ଥାପିତ ? କିଏ ଶୁଣିବ ବିସ୍ଥାପିତଙ୍କ ଦୁଃଖ ? କଟକ ନରସିଂହପୁର ବ୍ଲକ ଓଲବ ପଞ୍ଚାୟତରେ ବଢ଼ିଚାଲିଛି ବିସ୍ଥାପିତଙ୍କର ଦୁଃଖ ।
ଆଦିବାସୀ ପରିବାରର ଭୋକ ମେଣ୍ଟାଇବାକୁ ଝରି ପୋକ ହିଁ ସାହାରା ହୋଇଛି । ବିକାଶ ଦେଖି ନଥିବା ନିରୀହ ଆଦିବାସୀମାନେ ନିଜର ପେଟ ପାଇଁ ଯେମିତି ଏ ବିକଳ୍ପକୁ ବାଛି ନେଇଛନ୍ତି ।
ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ଓଡ଼ିଶାର ବିକାଶ ଧାରାକୁ ଆଗକୁ ନେବ।
ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ NHAI ଆଞ୍ଚଳିକ ଅଫିସ୍ କୁ ଚିଠି । ଏ ସଂପର୍କରେ ଡିପିଆର୍ ପ୍ରସ୍ତୁତ କରି ମୁଖ୍ୟ ସଚିବଙ୍କୁ ଜଣାଇବାକୁ ନିର୍ଦ୍ଦେଶ ।