ଗାଁ ଦାଣ୍ଡରେ ସୁଅ କାଟି ଚାଲିଛି ବେକେ ଉଚ୍ଚର ପାଣି। ବାଲେଶ୍ବର ବନ୍ୟା ପ୍ରଭାବିତ ଅଞ୍ଚଳରେ ସାଂଘାତିକ ସ୍ଥିତି । କୁମ୍ଭୀରଗଡ଼ି ପଞ୍ଚାୟତର ୫ ଗାଁର ୩ ଶହ ପରିବାର ନଦୀ ବନ୍ଧରେ ଆଶ୍ରୟ ନେଇଛନ୍ତି ।
ମୋହନ ସରକାରକୁ ପୂରିଲା ୧୦୦ ଦିନ । ଏଥିପାଇଁ ପୁରୀରେ ବିଜେପି ପକ୍ଷରୁ ଭବ୍ୟ କାର୍ଯ୍ୟକ୍ରମ କରାଯାଇଛି । ଲୋକଙ୍କ ପାଖରେ ଉପଲବ୍ଧି ପହଞ୍ଚାଇବାକୁ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । ଜିଲ୍ଲା, ନିର୍ବାଚନ ମଣ୍ଡଳୀରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର। ଚନ୍ଦ୍ର- ମୀନ ନିଶାନ୍ତ ୦୫.୧୫ ଗତେ ମେଷ । ତିଥି- ୨ୟା ରାତ୍ରି ୧୨.୪୦ ଗତେ ୩ୟା ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସେହିପରି ପୁରୁଷ ଓ ମହିଳା ଡାକ୍ତରଙ୍କ ପାଇଁ ଡ୍ୟୁଟି ଓ ରେଷ୍ଟ ରୁମ୍ ରହିବ । ସବୁ ସରକାରୀ ମେଡିକାଲ କଲେଜରେ ଫାଣ୍ଡି ବାଧ୍ୟତାମୂଳକ ।
ମା’ ଜାଗୁଳେଇଙ୍କ ପ୍ରସିଦ୍ଧ କାଠିଯାତ୍ରା ପାଳିତ, ଆଗାମୀ ବର୍ଷ ପର୍ଯ୍ୟନ୍ତ ବିରିଜାବରେ ମା’ଙ୍କ ମୁହଁ ବନ୍ଦ ରୁହେ କାହିଁକି ?
ପୁଣି ଫାଇଭ୍-ଟି ସ୍କୁଲ ନାଁରେ କେଳେଙ୍କାରୀର କଳା ଫର୍ଦ୍ଦ ! ୯୦ ବର୍ଷୀୟ ବୃଦ୍ଧଙ୍କୁ ନାଁରେ ଉଠିଛି ମନରେଗା ଟଙ୍କା ! ବାଲେଶ୍ବର ଜିଲ୍ଲାରେ ୫ କୋଟିର ଦୁର୍ନୀତି ଅଭିଯୋଗ ହୋଇଛି ।
ବାଲେଶ୍ବର ବନ୍ୟାସ୍ଥିତି ଗମ୍ଭୀର। ପାଣି ଘେରରେ ବାଲିଆପାଳ, ଭୋଗରାଇ, ବସ୍ତା, ଜଳେଶ୍ବର ଓ ସଦର ବ୍ଲକର ଶହ ଶହ ଗାଁ, ଲୋକଙ୍କ ଜୀବନ ଦୁର୍ବିଃସହ ହୋଇ ପଡିଛି। ପୂର୍ଣ୍ଣମୀ ପାଇଁ ପାଣି ଛାଡୁନଥିବାରୁ ବଢ଼ିଛି ବିପନ୍ନଙ୍କ ସମସ୍ୟା।
ମୋବାଇଲ ନେଟୱର୍କ ସମସ୍ୟା ଯୋଗୁଁ ଉପାନ୍ତ ଅଞ୍ଚଳର ବହୁ ମହିଳା ଏବେବି ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଆବେଦନ କେନ୍ଦ୍ରରେ ଅପେକ୍ଷା କରୁଛନ୍ତି ।
ଦେଶରେ ଦୁଇଟି ପର୍ଯ୍ୟାୟରେ ହେଉ ନିର୍ବାଚନ। ପ୍ରଥମେ ଏକକାଳୀନ ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ତାର ଶହେ ଦିନ ଭିତରେ ସମସ୍ତ ପୌରାଞ୍ଚଳ ଏବଂ ପଂଚାୟତ ନିର୍ବାଚନ କରାଯାଉ।
୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ କାର୍ଯ୍ୟକାଳକୁ ବଢ଼ାଇଛନ୍ତି ରାଜ୍ୟ ସରକାର ।
ରାଜଧାନୀରେ ଭିଆଇଥିଲେ ମୁଣ୍ଡନୁଆଁଇ ଦେଲା ଭଳି କାଣ୍ଡ । ବୋଳି ଦେଇଥିଲେ ସାରା ପୋଲିସ ବିଭାଗରେ କଳଙ୍କ । ଆର୍ମି ମେଜର୍ ଓ ବାନ୍ଧବୀଙ୍କୁ ସାଂଘାତିକ ନିର୍ଯାତନା ଦେଇ ଶେଷରେ ଭୋଗିଲେ ଦଶା।
ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି।
ଆଜି ହେଉଛି ଭାଗବତ ଜନ୍ମ। ଆସନ୍ତୁ ଜାଣିବା କିଛି ରୋଚକ କଥା…
ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି।
ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଲେ ପ୍ରଭାତୀ ।
କୋଣାର୍କ ସୂର୍ଯ୍ୟମନ୍ଦିରରେ ASI ଟିମର ଅନୁଧ୍ୟାନ। ଏଡିଜି ଜାହ୍ନବୀ ଶର୍ମାଙ୍କ ନେତୃତ୍ବରେ ୬ ଜଣିଆ ଟିମ୍ ଅନୁଧ୍ୟାନ ଚଳାଇଛନ୍ତି। ସୂର୍ଯ୍ୟମନ୍ଦିରର ସଂରକ୍ଷଣ ଓ ଗର୍ଭଗୃହରୁ ବାଲିକଢ଼ା ସ୍ଥିତି ନେଇ ଅନୁଧ୍ୟାନ କରିଥିବା ସୂଚନା ମିଳିଛି।
ଖୁବ୍ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍ ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା । ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଲେ ମନମୋହନ ।
ବାଲେଶ୍ୱର ଜିଲ୍ଲାରେ ବନ୍ୟାସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମୀକ୍ଷା ପରେ ସ୍ଥିତି ଉଦବେଗଜନକ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଟ୍ରେନ୍ରେ ବିଷ ପିଇଲେ ବାପା ମାଆ ଝିଅ ! କଣାସ ରୋଡ୍ ଷ୍ଟେସନରୁ ଗୁରୁତର ଅବସ୍ଥାରେ ୩ ଉଦ୍ଧାର ।
ଉତ୍କଳ ବିଶ୍ୱବିଦ୍ୟାଳୟର କମ୍ପ୍ୟୁଟର ସାଇନ୍ସ ବିଭାଗର ପୁରାତନ ଛାତ୍ରଛାତ୍ରୀ ସଙ୍ଘ, ଉମା (UMAA-Utkal MCA Alumni Association)ର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।
ଭୁବନେଶ୍ବର ଭରତପୁର ଥାନାରେ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ କାର୍ଯ୍ୟାନୁଷ୍ଠାନ । ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କଲେ ପୋଲିସ ଡିଜି ।
ଖୋଲିବ କି ଶ୍ରୀମନ୍ଦିର ଗୁପ୍ତ ରତ୍ନଭଣ୍ଡାର ରହସ୍ୟ ? ରତ୍ନଭଣ୍ଡାର ମରାମତି ନେଇ ତ୍ୱରାନ୍ବିତ ହେବ ପ୍ରକ୍ରିୟା । ନିରୀକ୍ଷଣ ପ୍ରକ୍ରିୟା ପାଇଁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ।
ଆକାଶ ମାର୍ଗରୁ ବାଲେଶ୍ୱର ବନ୍ୟା ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପରେ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ ବୈଠକ ।
ସ୍କୁଲ୍ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଠାବ । ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ ।