• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Bharatpur Police Station Sees Major Reshuffle
ବଦଳିଲେ ଭରତପୁର IIC, ଥାନାରେ ପୋଲିସର ବର୍ବରତା ଅଭିଯୋଗର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ

ବଦଳିଲେ ଭରତପୁର ଥାନା ଅଧିକାରୀ । ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ଅଭିଯୋଗ ଓ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ପରେ ବଦଳି ।

Panchang Today
Panchang Today 18th September 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୪୪ ଗତେ ମୀନ ତିଥି- ପୂର୍ଣ୍ଣିମା ଦିବା ୦୮.୦୪ ଗତେ ପ୍ରତିପଦ ରାତ୍ରି ୦୪.୧୯ ଗତେ ୨ୟା । 

breaking news
ସଂକ୍ଷେପରେ ଆଜିର ତାଜା ଖବର - Wednesday, 18 September 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Wednesday, 18 September 2024
Flood
ବନ୍ୟାରେ ବେହାଲ୍ ଉତ୍ତର ଓଡ଼ିଶା, ଜଳବନ୍ଦୀ ଗାଁକୁ ଜଳମଗ୍ନ ଚାଷଜମି !

ବୁଢ଼ାବଳଙ୍ଗ ଓ ଜଳକା ବି ଫୁଲିବା ପରେ ଆତଙ୍କିତ ଲୋକେ । ମୟୂରଭଂଜ ବଡ଼ସାହିରେ ଚିନ୍ତା ବଢ଼ାଇଲା ୨୫ ଫୁଟର ଘାଇ ।

Narendra Modi
ଓଡ଼ିଶାକୁ କ’ଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ? ସଫଳତା ବଖାଣିଲେ ଅଶ୍ୱିନୀ

ପ୍ୟାନେଲ ଡାଇରେକ୍ଟ ଡ୍ରାଇଭ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ, ସେଥିରେ ପ୍ୟାନେଲ ରହିବ ନାହିଁ । ତେଣୁ ସେଥିରେ କିଛି ଗଡ଼ବଡ଼ି କରାଯାଇ ପାରିବନି ।

Water Problem
ରାଜପଥ ସମ୍ପ୍ରସାରଣ କାମରେ ଫାଟିଲା ପାଇପଲାଇନ୍, ୪ଦିନ ହେଲା ସହରକୁ ଆସୁନି ପାଣି

୪ ଦିନ ହେଲା ଜଳକଷ୍ଟ ଭୋଗୁଛନ୍ତି କେନ୍ଦ୍ରାପଡା ସହର ବାସିନ୍ଦା। ରାଜପଥ ସମ୍ପ୍ରସାରଣ କାମରେ ଫାଟିଲା ପାଇପ ।

Subhadra Scheme
ପ୍ରତୀକ୍ଷାର ଅନ୍ତ, ଖାତାକୁ ଗଲା ସୁଭଦ୍ରା ଟଙ୍କା ! ପ୍ରଥମ କିସ୍ତି ପାଇ ୨୫ଲକ୍ଷ ହିତାଧିକାରୀ ଖୁସି

ମୁଖ୍ୟମନ୍ତ୍ରୀ କହିଲେ ସ୍ୱାବଲମ୍ବୀ ହେବେ ରାଜ୍ୟର ମହିଳା । ସବୁ ଯୋଗ୍ୟ ଯେପରି ପାଇବେ, ତାକୁ ଗୁରୁତ୍ବ ଦିଆଯିବ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Subhadra Scheme
ପୂରା ହେଲା ପ୍ରତିଶ୍ରୁତି, ଆରମ୍ଭ ହେଲା ସୁଭଦ୍ରା ! ଲାଭବାନ ହେବେ କୋଟିଏରୁ ଅଧିକ ମହିଳା

ଜନତା ମୈଦାନରେ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ । ଆବାସ ସହରୀ 2.0 ସହ ବହୁ ପ୍ରକଳ୍ପର କଲେ ଶୁଭାରମ୍ଭ ଓ ଶିଳାନ୍ୟାସ ।

PM Modi
ମୋଦି ମାନିଆରେ ବୁଡ଼ିଲା ରାଜଧାନୀ; ଜଗନ୍ନାଥଙ୍କୁ ପୂଜା କଲେ, କ୍ଷୀରି ଖାଇଲେ

ଗାଡ଼କଣରେ ପିଏମ୍ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇଲେ ମୋଦି । କହିଲେ ଆଦିବାସୀ ମାଆଙ୍କ ହାତରୁ କ୍ଷୀରି ଖାଇ ମନେ ପଡ଼ିଲେ ମୋ ମାଆ ।

Crime Branch
ପୋଲିସର ବର୍ବରତା: ସେନାର ଉଦବେଗ, ଥାନାରେ କ୍ରାଇମବ୍ରାଞ୍ଚ ଟିମର ଖୋଳତାଡ଼

ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ରାତି ଅଧରେ ଏବଂ ରାଜରାସ୍ତାରେ ପ୍ରଥମେ ରୋଡ୍ ରୋମିଓଙ୍କ ଛେଡ଼ଛାଡ଼୍ । ଆଉ ସେହି ଅଭିଯୋଗ ନେଇ ଭରତପୁର ଥାନାକୁ ଯାଇଥିବାବେଳେ ପୋଲିସର ସାଂଘାତିକ କାଣ୍ଡ କାରନାମା ।

Ratna Bhandar
ଆସନ୍ତାକାଲି ରତ୍ନଭଣ୍ଡାର ଯାଞ୍ଚ କରିବ ASI, ଖୋଲିବ କି ସୁଡଙ୍ଗ ରହସ୍ୟ ?

ରତ୍ନଭଣ୍ଡାର ଭିତରେ ଅଛି କି ସୁଡଙ୍ଗ ବା ଅଧିକ କୋଠରୀ ? ଅତ୍ୟାଧୁନିକ ଜ୍ଞାନ କୌଶଳ ପ୍ରୟୋଗରେ ୩ ଦିନ ଯାଞ୍ଚ କରିବ ASI।

Vishwakarma Idol Immersion Turns Fatal
ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ, ଡ୍ୟାମରେ ବୁଡ଼ି ୨ ଛାତ୍ର ମୃତ

ବାରିପଦାରେ ଡ୍ୟାମରେ ବୁଡ଼ି ୨ ଛାତ୍ର ମୃତ । ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ୨ ଛାତ୍ର ।

Cause of increasing trend of suicide and divorce
କାହିଁକି ବଢୁଛି ବିବାହ ବିଚ୍ଛେଦ, କ’ଣ ଏହା ପଛର କାରଣ....

ନାରୀର ସିନ୍ଦୁରରେ ପୁରୁଷର ଭାଗ୍ୟ ରହିଛି। ଭାରତୀୟ ସଂସ୍କୃତିର ନୀତି ନୀୟମରେ ଦୁଇଟି ଅଜଣା ଆତ୍ମା ଗୋଟିଏ ହେବାର ପ୍ରଥାର ନାମ ହେଉଛି ବିବାହ। ବିବାହ ହେଉଛି ଏକ ସାମାଜିକ ସ୍ୱୀକୃତି। ବିବାହ ପୁରୁଷକୁ ପରିପକ୍ୱ କରାଏ ଆଉ ନାରୀକୁ ପୂର୍ଣ୍ଣତା ଦିଏ।

  • Tuesday, 17 September 2024
PM Narendra Modi
‘ଯେଉଁ ପ୍ରତିଶ୍ରୁତି ମୁଁ ଦେଇଥିଲି, ତାହା ପୂରଣ ହେଉଛି ’

ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ ମିଳିଲା । ଯେଉଁ ପ୍ରତିଶ୍ରୁତି ମୁଁ ଦେଇଥିଲି, ତାହା ପୂରଣ ହେଉଛି । 

PM Modi
ମହିଳାଙ୍କ ପାଇଁ ଖୁସି ଖବର; ଖାତାକୁ ଗଲା ସୁଭଦ୍ରା ଟଙ୍କା

ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ଟଙ୍କା । ଆଜି ନିଜ ଜନ୍ମଦିନରେ ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

PM Modi
ଗାଡ଼କଣରେ ଖିରୀ ଖାଇଲେ ମୋଦି; ପିଏମ୍ ଆବାସ ହିତାଧୀକାରୀଙ୍କ ସହ କଲେ ଆଲୋଚନା

ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇଲେ ପ୍ରଧାନମନ୍ତ୍ରୀ । ପରେ ପରେ ଗାଡ଼କଣରେ ଖିରୀ ଖାଇଲେ ମୋଦି । 

Delhi Minister Atishi
ବଡ଼ ଖବର: ଆତିଶି ମର୍ଲେନା ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ 

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା । ଆପ୍ ବିଧାୟକ ଦଳ ବୈଠକରେ ଆତିଶିଙ୍କ ନାଁକୁ ମୋହର ଲାଗିଛି ।

Odisha DGP Orders Crime Branch Probe into Alleged Assault on Army Officer
ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ମାଡ଼ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭରତପୁର ଥାନାରେ ଆର୍ମି ମେଜର ଗୁରବଂଶ ସିଂ ଏବଂ ବାନ୍ଧବୀଙ୍କୁ ମାଡ଼ ଓ ଗିରଫ ମାମଲା । ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି।

PM Modi
ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି; କରିବେ ସୁଭଦ୍ରା ଯୋଜନାର ଶୁଭାରମ୍ଭ

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି। ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଲେ ମୋଦି । ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

Baitarani River
ଉପରମୁଣ୍ଡରେ ପ୍ରବଳ ବର୍ଷା, ଫୁଲୁଛି ବୈତରଣୀ; ବଢ଼ୁଛି ନଦୀକୂଳ ଲୋକଙ୍କ ଚିନ୍ତା

ପ୍ରବଳ ବର୍ଷା ପରେ ଫୁଲିବାରେ ଲାଗିଛି ବୈତରଣୀ। ବୈତରଣୀ ନଦୀର ଆଖୁଆପଦା ଆନିକଟଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ।

Heavy rainfall
ସୁନ୍ଦରଗଡ଼, କେନ୍ଦୁଝରରେ ପ୍ରବଳ ବର୍ଷିବ, ହୋଇପାରେ ଭୂସ୍ଖଳନ ! ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ । ବର୍ଷାରେ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ।

Panchang
Panchang Today 17th September 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ଭୂମି ପୂଜା କରନ୍ତୁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

PM Modi
ଗାଡ଼କଣ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ; ପିଏମ୍ ଆବାସ ହିତାଧିକାରୀଙ୍କ ସହ କରିବେ ଆଲୋଚନା

ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି।

Traffic curbs
ମୋଦିଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା; ଜାଣନ୍ତୁ କେମିତି ଓ କେଉଁ ପଟେ ଯିବେ....

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା।