ପରାଜିତ ପ୍ରାର୍ଥୀଙ୍କ ୩୦ଟି ମିଥ୍ୟା ସତ୍ୟପାଠ ମାମଲା । ଭୁଲ୍ ତଥ୍ୟ, ଶିକ୍ଷାଗତ ଯୋଗ୍ୟତା ଓ ଜାତି ପ୍ରମାଣପତ୍ରକୁ ନେଇ କେଶ୍ ।
ସଂସାର ଆଶାରେ ଘର ଛାଡ଼ି ପ୍ରେମିକ ସହ ଥିବା ପ୍ରେମିକାର ପ୍ରାଣହାନୀ । ଖଣ୍ଡଗିରି ଅଞ୍ଚଳରେ ପ୍ରେମିକାର ଶବକୁ ଛାଡ଼ି ପ୍ରେମିକ ଗାୟବ ।
ରାଜଧାନୀବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରରେ ଖୋଲିବ ଓମଫେଡର ଭେଣ୍ଡିଂ ମେସିନ୍ ।
ତୀବ୍ର ନିନ୍ଦା କଲା ହେରିଟେଜ୍ ଫୋରମ୍ । ନାଁ ପରିବର୍ତ୍ତନ ସପକ୍ଷରେ ଯୁକ୍ତି ବାଢ଼ିଲେ ସାଂସଦ ଭର୍ତ୍ତୃହରି ।
କୌଣସି ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର ପରିଧିରେ ବି କଟକଣା । ସ୍ପଷ୍ଟ କଲେ ଅବକାରୀ ମନ୍ତ୍ରୀ, ବିଜ୍ଞପ୍ତି ଜାରି ।
ଆଲର୍ଟ ସତ୍ତ୍ୱେ କ୍ୱାର୍ଟର ନପାଇ ଗେଷ୍ଟ ହାଉସରେ ରହୁଛନ୍ତି ବହୁ ମନ୍ତ୍ରୀ-MLA । ତୁରନ୍ତ କ୍ବାର୍ଟର ଖାଲି କରିବାକୁ ପୂର୍ବତନ ବିଧାୟକଙ୍କୁ ଜିଏ ନୋଟିସ୍ ।
ଶ୍ରୀମନ୍ଦିରରେ ଲୁହା କଡ଼େଇରେ ରୋଷେଇ ହେବା ପ୍ରସଙ୍ଗ । କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ନିର୍ଦ୍ଦେଶ ।
ଅତି ଶୋଚନୀୟ ହୋଇ ପଡ଼ିଛି ସ୍ମାର୍ଟ ସିଟି ଭୁବନେଶ୍ୱରର ରାଜରାସ୍ତା । ବ୍ୟସ୍ତ ବହୁଳ ଇଲାକାରେ ତ ବାଇକ୍, କାର୍ ଚଳାଇବା ଅର୍ଥ ଦୁର୍ଘଟଣାକୁ ହାତ ଠାରି ଡାକିବା ।
ମାତିଛି ରସିକିଆ ଠକ । ମାଟ୍ରିମୋନିଆଲ୍ ସାଇଟ୍ ରେ ଫେକ୍ ଆଇଡି କରି ମହିଳାଙ୍କୁ ଟାଗେର୍ଟ କରୁଥିଲା ।
କଟକ ବିଜୁ ପଟ୍ଟନାୟକ ଛକରେ ୨ ଜଣଙ୍କୁ ଧକ୍କା ଦେଇ ନାଳରେ ପଶିଲା ପୋଲିସ ଗାଡ଼ି । ଜଣେ ଜୋତା ମରାମତି ଦୋକାନୀ ଓ ଜଣେ ସାଇକେଲ ଆରୋହୀ ଆହତ ।
ଭାଇର ଶୁଦ୍ଧି ପାଇଁ ଭିକ ମାଗୁଛି ଭଉଣୀ । ୟା ଦୁଆରେ ତା’ ଦୁଆରେ ଛିଡ଼ା ହୋଇ ଲୁହ ଗଡ଼ାଉଛି । କ’ଣ କହିବ... କେମିତି କହି ଭିକ ମାଗିବ... ପାଟିରେ ଭାଷା ନାହିଁ ତା’ର ।
କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମାଆ ମାଣିକେଶ୍ବରୀଙ୍କ ନିକଟରେ ଲାଗିହେଲା ନବାନ୍ନ । ଉତ୍ସବମୁଖର ଗଡଜାତ ଅଞ୍ଚଳ । ନୁଆ ଖାଇଲେ କଳାହାଣ୍ଡିର ଗଡଜାତ ଅଞ୍ଚଳବାସୀ ।
ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନରେ ଏକ ଘର ଭିତରେ ଜଣେ ଯୁବତୀଙ୍କ ମୃତଦେହ ସନ୍ଦେହଜନକ ଭାବେ ଉଦ୍ଧାର କରାଯାଇଛି । ଏହି ଘଟଣାପରେ ଲିଭ-ଇନରେ ରହୁଥିବା ପୁରୁଷ ବନ୍ଧୁ ଫେରାର ହୋଇଯାଇଛି ।
ରେଭେନ୍ସାର ନାଁ ପରିବର୍ତ୍ତନ ହେବା ଆବଶ୍ୟକ । ନାମ ପରିବର୍ତ୍ତନ ପାଇଁ ଏବେ ମୁଁ ନୁହେଁ ୧୯୪୯ ମସିହାରୁ ଦାବି ହୋଇ ଆସୁଛି । ଏହା କହିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ ।
କେବେ ‘କଞ୍ଚା ଇଲିସି ମାଛ ବେସର ବନାଇ ଖାଇଛନ୍ତି? ଆସନ୍ତୁ ଜାଣିବା ଏହାକୁ କିପରି ପ୍ରସ୍ତୁତ କରାଯାଏ
ସାଉଦି ଆରବରୁ ଫେରିଲେ ଫସିଥିବା ୬ ଓଡ଼ିଆ । କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲେ । କେନ୍ଦ୍ରାପଡ଼ା, ଗଞ୍ଜାମ ଓ ଖୋର୍ଦ୍ଧାରୁ ୬ ଜଣ ଓଡ଼ିଆ ଫେରିଛନ୍ତି ।
ନିଯୁକ୍ତି ପତ୍ର ମିଳିଲା ହେଲେ ହେଉନି ପୋଷ୍ଟିଂ । କଟକ ଅଗ୍ନିଶମ ଡିଜିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ । ଫାୟାର ମ୍ୟାନ ଓ ଫାୟାର ମ୍ୟାନ ଡ୍ରାଇଭର ଆଶାୟୀଙ୍କ ଆନ୍ଦୋଳନ । ନିଯୁକ୍ତି ପତ୍ର ମିଳିଥିଲେ ବି ପୋଷ୍ଟିଂ ମିଳୁନଥିବା ଅଭିଯୋଗ ।
ଶ୍ରୀମନ୍ଦିରରେ ଲୁହା କଡ଼େଇରେ ରୋଷେଇ ହେବା ପ୍ରସଙ୍ଗ । କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ନିର୍ଦ୍ଦେଶ' । ଲୁହା କଡ଼େଇ ଜବତ ସହ ୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ ଦେବାକୁ ସୁଆର ମହାସୁଆର, ରୋଷପାଇକ ନିଯୋଗ, ରୋଷ ଅମିନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ସେହିପରି ରାଜ୍ୟର ଅନ୍ୟ ଧର୍ମାନୁଷ୍ଠାନ ଅଞ୍ଚଳରେ ମଧ୍ୟ ମଦ ଦୋକାନ ଖୋଲିବନି । ଧାର୍ମିକ ଅନୁଷ୍ଠାନର ୫ କିମି ପରିଧି ମଧ୍ୟରେ ମଦ ଦୋକାନ ଖୋଲିବନି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।
ଆମେରିକା ରାଜନୀତିରେ ଓଡ଼ିଆ ପୁଅ ସମୟ ସାହୁ । କମଳା ହାରିସଙ୍କ ପାଇଁ ନିର୍ବାଚନୀ ପ୍ରଚାର କରୁଛନ୍ତି ସମୟ । ରାୟଗଡ଼ା ବାସିନ୍ଦା ମାନସ ସାହୁଙ୍କ ପୁଅ ସମୟ ।
ବର୍ତ୍ତମାନ ସମୟରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡି ନୀଳ ରକ୍ତ କଙ୍କଡ଼ାଙ୍କ ମୃତ୍ୟୁ ହେଉଛି । ତେଣୁ ଏହି ପ୍ରଜାତି ଧୀରେ ଧୀରେ କମିଗଲେଣି ।
ସଂକ୍ରମିତ ଅଞ୍ଚଳର ୧ କିଲୋମିଟର ଭିତରେ କୁକୁଡ଼ା ଚାଷ ହେବନି । ୧ରୁ ୧୦ କିମି ବ୍ୟାସାର୍ଦ୍ଧରେ କୁକୁଡ଼ା ବାହାରକୁ ପଠାଯିବନି ।
ସକାଳ ହେଲେ ଦୃଷ୍ଟିହୀନ ବାପାଙ୍କ ହାତ ଧରି ବଜାରରୁ ପାଉଁରୁଟି କିଣି ଗାଁ ଗାଁ ବୁଲି ବିକ୍ରି କରୁଛି । ସେଥିରୁ ଯାହା ରୋଜଗାର ହେଉଛି, ସେତିକିରେ ଚଳି ଯାଉଛି ପରିବାର ।
ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ବର୍ଷା ସମ୍ଭାବନା ରହିଛି ।
ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ରାତ୍ରି ୦୩.୨୨ ଗତେ ମକର । ତିଥି- ୧୦ମୀ ରାତ୍ରି ୧୦.୩୦ ଗତେ ୧୧ଶୀ ।