ଅନ୍ଲାଇନ ଟ୍ରେଡିଙ୍ଗରେ କ୍ଷତି ସହିବା ପରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।
ମାଟି ତଳୁ ଚାଲିଛି ମଣିଷ ଖୋଜା । ଉଦ୍ଧାରକାରୀ ଟିମ୍ ସକାଳୁ ରାତି ଯାଏଁ ରେସ୍କ୍ୟୁ ଅପରେସନ୍ ଜାରି ରଖିଛନ୍ତି । କେରଳ ମୁଖ୍ୟମନ୍ତ୍ରୀ ପି. ବିଜୟନ୍ ଘନ ଘନ ବୈଠକ କରି ପରିସ୍ଥିତିର ସମୀକ୍ଷା କରୁଛନ୍ତି ।
ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏଣିକି ଉତ୍ତରପ୍ରଦେଶରୁ ଆସିବ ଆଳୁ। ଯାହାର କ୍ୱାଲିଟି ମଧ୍ୟ ଭଲ ରହିଛି। ଦୀର୍ଘ ଦିନ ଧରି ରାଜ୍ୟରେ ଆଳୁ ସମସ୍ୟା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ରାଜ୍ୟ ଯୋଗାଣ ମନ୍ତ୍ରୀ।
ଖୋଲିବ ସମବାୟ ଦୁର୍ନୀତି ପେଡି ! ବନ୍ଧା ହେବେ ଅଧିକାରୀ ! ସରକାରୀ ତହବିଲକୁ ଫେରିବ ଆତ୍ମସାତ ହୋଇଥିବା ଟଙ୍କା ! ଗତକାଲି ବିଧାନସଭାରେ ଆସିଛି ଅଖିତରାଟି ଦେଲା ଭଳି ତଥ୍ୟ।
ଫାଟୁଛି ବିଜେଡି। ଫୁଲୁଛି ବିଜେପି । ବିଜେଡି ନେତୃତ୍ବ ଉପରେ ଆସ୍ଥା ହରାଉଛନ୍ତି କି ଜନ ପ୍ରତିନିଧି ? ଓଡ଼ିଶାରେ ଲୋକସଭା ନିର୍ବାଚନରେ ଖାତା ଖୋଲି ପାରିନଥିବା ବିଜେଡିର,ଏବେ ରାଜ୍ୟସଭା ସାଂସଦ ସଂଖ୍ୟା ଛିଡିବା ଆରମ୍ଭ ହେଲାଣି।
ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
କଥାରେ ଅଛି, ଯାହାକୁ ରଖିବେ ଅନନ୍ତ, କି କରିପାରେ ବଳବନ୍ତ । ଏହି ଉକ୍ତିଟି ବାସ୍ତବରେ ପରିଣତ ହୋଇଛି, ଛତିଶଗଡ଼ର ଜଣେ ମାନସିକ ଅନଗ୍ରସର ମହିଳାଙ୍କ କ୍ଷେତ୍ରରେ ।
ପୋଲିସ ହାତରେ ମଧୁମିତାର ସୁଇସାଇଡାଲ ନୋଟ । ମୃତ୍ୟୁ ପୂର୍ବରୁ ଛାଡ଼ି ଯାଇଛନ୍ତି ସ୍ୱାମୀ ଶ୍ରୀଧରର ଜୀବନ ପଞ୍ଜିକା l
ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ମମତା ।
ଗତକାଲି କାଲି ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ ।
ସ୍ତ୍ରୀକୁ ବୀଭତ୍ସ ଭାବେ ହତ୍ୟା କରିଥିଲା ସଂଜୀତ । ଏହି ମାମଲାର ବିଚାର କରିକୋର୍ଟ ସଂଜୀତକୁ ଫାଶି ଦଣ୍ଡାଦେଶ ଶୁଣାଇଛନ୍ତି ।
ଗଜପତି ଜିଲ୍ଲା ମୋହନା ବ୍ଲକ କୋର୍ଚବାଡ଼ି ପଂଚାୟତ ଢେପାନାଜୁ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାବୁଲା ଗୌଡ଼ l ପିଲାଟି ଦିନରୁ ସେ ଦିବ୍ୟାଙ୍ଗ l
ପର୍ଯ୍ୟଟକଙ୍କୁ ଭିତରକନିକାରେ ଏହି ସବୁର ମଜା ଦେବାକୁ ଅଗଷ୍ଟ ୧ରୁ ଆରମ୍ଭ ହେଉଛି କ୍ରୁଜ୍ ସେବା । ଯେଉଁଠି ବିଳାସପୂର୍ଣ୍ଣ ନୌଯାତ୍ରା ସହିତ ବୋଟରେ ରାତ୍ରିଯାପନ ପାଇଁ ବ୍ୟବସ୍ଥା ରହିବ ।
ଭେଜ୍ ହେଉ କି ନନ୍ ଭେଜ୍ ,ଖାଦ୍ୟ ଯଦି ଚଟପଟା ଓ ସୁଆଦିଆ ହୁଏ ଖାଇବାର ମଜା ଦୁଇ ଗୁଣ ହୋଇଯାଏ । ଆଜି ବନେଇବା ‘ତାୱା ପନିର’
ଜନବସତି ଆଡକୁ ମାଡ଼ି ଆସୁଛି ସମୁଦ୍ର । ଭୟଭୀତ ଅବସ୍ଥାରେ ଏରସମା ଶିଆଳି ବେଳାଭୂମି ନିକଟସ୍ଥ ଗ୍ରାମବାସୀ । ସ୍ଥାୟୀ ପ୍ରତିକାର ପାଇଁ ପ୍ରଶାସନର ନିଘା ନଥିବା ଅଭିଯୋଗ ହେଉଛି।
ଆଜିଠୁ ଖୋଲୁଛି ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ପରେ ଆଜିଠୁ ଖୋଲୁଛି ଭିତରକନିକା । ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ କାରଣରୁ ବନ୍ଦ ଥିଲା ।
ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରାସ୍ତା କଡ଼, ବିଲବାଡ଼ିରେ ଗଦା ହୋଇଛି ପାଉଁଶ । ନିର୍ଦ୍ଧାରିତ ଡମ୍ପିଂ ସ୍ଥାନରେ ପାଉଁଶ ପଡୁନଥିବା ଅଭିଯୋଗ ।
ନବୀନ ସରକାରରେ ୨୦୧୮ ଅଗଷ୍ଟ ୧୫ରେ ଆରମ୍ଭ ହୋଇଥିବା BSKY ବଦଳରେ କିଭଳି ଲାଗୁହେବ ଦୁଇ ଦୁଇଟି ଯୋଜନା ? କେଉଁ ହିତାଧିକାରୀ କେଉଁ ଯୋଜନାରେ ଅନ୍ତର୍ଭୁକ୍ତ ହେବେ? ଉଭୟ ଯୋଜନାର ହିତାଧିକାରୀଙ୍କୁ ମିଳିବ ତ’ ସମାନ ଫାଇଦା ? ଏବେ ଲୋକଙ୍କ ମନରେ ଏହି ପ୍ରଶ୍ନ।
ଯଦି ଏବେ ସେମିତି କେହି ଦୁର୍ନୀତି କରନ୍ତି ସେମାନଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ। ଯାହାକୁ ନେଇ ରାଜନୈତିକ ବୟାନ ବାଜି ଜୋର୍ ଧରିଛି।