Advertisment

ରାଜ୍ୟରେ ଆଉ ୩୪୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪୯୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୯୪ କ୍ୱାରେଣ୍ଟିନ୍ ଏବଂ ୧୩୯୬ ଲୋକାଲ୍ କେସ୍ ବାହାରିଛି। ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୩୫ ଜଣ ନୂଆ ପଜିଟିଭ୍ ମାମଲା ସାମ୍ନାକୁ ଆସିଥିବା ବେଳେ କଟକରୁ ୩୭୬, ପୁରୀରୁ ୨୧୭, ମୟୂରଭଞ୍ଜରୁ ୨୦୭ ଏବଂ ରାୟଗଡ଼ାରୁ ୨୦୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛି। […]

ଅଦ୍ୟତନ ହୋଇଛି
ରାଜ୍ୟରେ ଆଉ ୩୪୯୦ କରୋନା ଆକ୍ରାନ୍ତ ଚିହ୍ନଟ

coronavirus-1

Advertisment

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪୯୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୯୪ କ୍ୱାରେଣ୍ଟିନ୍ ଏବଂ ୧୩୯୬ ଲୋକାଲ୍ କେସ୍ ବାହାରିଛି। ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି।

Advertisment

ଖୋର୍ଦ୍ଧାରୁ ସର୍ବାଧିକ ୫୩୫ ଜଣ ନୂଆ ପଜିଟିଭ୍ ମାମଲା ସାମ୍ନାକୁ ଆସିଥିବା ବେଳେ କଟକରୁ ୩୭୬, ପୁରୀରୁ ୨୧୭, ମୟୂରଭଞ୍ଜରୁ ୨୦୭ ଏବଂ ରାୟଗଡ଼ାରୁ ୨୦୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛି।

https://twitter.com/IPR_Odisha/status/1303206851257933825?s=20

ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୧,୩୮୨ରେ ପହଞ୍ଚିଥିବା ବେଳେ ସେଥିରୁ ୯୯,୩୯୮ ଜଣ ସୁସ୍ଥ ଏବଂ ୩୧,୩୬୨ ଜଣ ଆକ୍ଟିଭ୍ ଅଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ