• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

India-England ODI
India Vs England ODI: ବାରବାଟୀ ବ୍ୟାଟଲ: ଟସ୍ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି

ମ୍ୟାଚ୍ ଦେଖିବାକୁ ସକାଳୁ ସକାଳୁ ଷ୍ଟାଡିୟମ ଭିତରେ ଓ ବାହାରେ ଲାଗିଛି ଖଚାଖଚ ଭିଡ଼। ପ୍ରିୟ ଖେଳାଳିଙ୍କୁ ଚିୟର ଅପ୍ ପାଇଁ ଦର୍ଶକ ମୁହଁରେ ରଙ୍ଗ ଲଗାଇ ଏବ ଟିମ୍ ଇଣ୍ଡିର ଜର୍ସି ପିନ୍ଧି ପ୍ରସ୍ତୁତ ରହିଛନ୍ତି ଫ୍ୟାନ୍ ଓ ଦର୍ଶକ।

Murder
Murder: ଏଥର ମୋ ହାତରେ କିଏ ବାନ୍ଧିବ ଲୋ ରାକ୍ଷୀ; ଫେରିଆ ଲୋ ମୋ ସୁନା ଭଉଣୀ

ଭାଗ୍ୟଶାଳୀଙ୍କୁ ବିବାହ କରିଥିଲେ କିନ୍ତୁ ଭାଗ୍ୟବତୀ ହୋଇପାରିଲେନି ଆରତି । ଆରତି ୬ ବର୍ଷ ତଳେ ଖଲ୍ଲିକୋଟ ଥାନା ନୂତନ ଗୁରୁଣ୍ଠିରେ ଭାଗ୍ୟଶାଳୀ ସାହୁଙ୍କୁ ବିବାହ କରିଥିଲେ। ବିବାହ ପରେ କିଛି ଦିନ ଭଲରେ ଚାଲିଥିଲା ଆରତିଙ୍କ ସଂସାର। କିନ୍ତୁ...

Fire
Fire Mishap: ଏମିତି ଆସେ ମୃତ୍ୟୁ; ନିଜ ଦୋକାନରେ ଜୀବନ୍ତ ଦଗ୍ଧ

କମଳା ଜୀଅନ୍ତା ଜଳିଯାଇଥିଲେ। ସ୍ଥାନୀୟ ଲୋକେ ବିସ୍ଫୋରଣର ଶବ୍ଦ ଶୁଣି ଦୌଡ଼ି ଆସିଥିଲେ। ଏଥିସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

Barabati ODI Match
Barabati ODI Match: ବ୍ରିଟିଶ ବାହିନୀ ପାଇଁ ରୋହିତ ବାହିନୀ ପ୍ରସ୍ତୁତ, ବାରବାଟୀ ବାଜି ଜିତିବ କିଏ ?

ପ୍ରାୟ ୬ ବର୍ଷ ପରେ ବାରବାଟୀ ଷ୍ଟାଡିୟମରେ ଏକ ODI ମ୍ୟାଚ୍ ଖେଳିବ ଟିମ୍ ଇଣ୍ଡିଆ। ଏପରି ପରିସ୍ଥିତିରେ, ସମସ୍ତଙ୍କ ନଜର ବାରବାଟୀର ପିଚ୍ ଉପରେ ରହିଛି।

Road Accident
Road Accident: ନିର୍ଦ୍ଦୟ ଦଇବ; ୩ ସାଙ୍ଗକୁ ନେଇଗଲା

ଗତକାଲି ୩ସାଙ୍ଗ ସିଙ୍ଗଡ଼ା ଗାଁରେ ଚାଲିଥିବା ଭୀମ ମେଳା ଦେଖିବାକୁ ଯାଇଥିଲେ। ମେଳା ଦେଖି ଖୁସିରେ ଗୋଟିଏ ବାଇକ୍‌ରେ ଘରକୁ ଫେରୁଥିଲେ। ବାଟରେ ସେମାନଙ୍କ ବାଇକ୍‌ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା।

India Vs England
Barabati ODI Match: ସୁପର୍ ସଣ୍ଡେରେ ହେବ ସୁପର୍ ମୁକାବିଲା; ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ

ଆଜିର ମ୍ୟାଚ୍ ଦେଖିବାକୁ ଫ୍ୟାନ୍ସଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି। ଦିନ ୧୧ଟାରେ ଖୋଲିବ ବାରବାଟୀ ଷ୍ଟାଡ଼ିୟମ ଗେଟ୍। ଷ୍ଟାଡ଼ିୟମ ଭିତରକୁ ପାଣିବୋତଲ୍, ଫଳ, ଖାଦ୍ୟ ସାମଗ୍ରୀ, ହେଲମେଟ୍, ଲାଠି, ଲାଇଟର୍ କିମ୍ବା ଦିଆସିଲି ଭଳି ସାମଗ୍ରୀ କେହି ନେଇପାରିବେ ନାହିଁ।

Panchang
Today Panchang 9th Feb 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୁମି ଓ ଅନ୍ନଦାନ ସନ୍ଧ୍ୟା ୦୫.୫୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୭.୨୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ। 

breaking news
ସଂକ୍ଷେପରେ ଆଜିର ତାଜା ଖବର - Sunday, 09 February 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Sunday, 09 February 2025
India Cricketers
India Cricketers: ଓଡ଼ିଶାର ଯୁବ ଖେଳାଳିଙ୍କ ସହ ସେଲଫି ନେଲେ, ଅଭିଜ୍ଞତା ବାଣ୍ଟିଲେ...

ଓଡ଼ିଶାର ଯୁବ ଖେଳାଳିଙ୍କ ସହ ଫଟୋ ଉଠାଇବା ସହ କଥା ହୋଇଥିଲେ କ୍ରିକେଟର। ଟିମ୍ ଇଣ୍ଡିଆ କ୍ରିକେଟରଙ୍କ ଠାରୁ ବେଶ କିଛି ଶିଖିଥିବା କହିଛନ୍ତି ଯୁବ ଖେଳାଳି। 

Team India Vs England At Barabati
India Vs England In Barabati: ସୁପର୍ ସଣ୍ଡେରେ ହେବ ସୁପର୍ ମୁକାବିଲା,ବାରବାଟୀରେ ଇଣ୍ଡିଆ ବନାମ ଇଂଲଣ୍ଡ ମଧ୍ୟରେ ହେବ ମହାଟକ୍କର

ନେଟ୍ ପ୍ରାକ୍ଟିସ୍ ବେଳେ ଖେଳାଳିଙ୍କ ଟିକେ ଝଲକ ପାଇବା ପାଇଁ ନାହିଁନଥିବା କ୍ରେଜ୍ ଏବଂ ଅସମ୍ଭବ ଭିଡ଼ । ଆଉ ସେମାନଙ୍କ ଚିୟର ଅପ୍ କରିବାକୁ ଷ୍ଟାଡ଼ିୟମରେ ଖଚାଖଚ୍ ଭିଡ଼ । କାଲିର ମ୍ୟାଚ୍ ପୂର୍ବରୁ ମ୍ୟାଚ୍‌ର ଭ୍ରମ ସୃଷ୍ଟି କରିଛି ଆଜିର ଖଚାଖଚ୍ ଭରା ଷ୍ଟାଡ଼ିୟମ ।

Actor Uttam Mohnaty Air Lifted From Bhubaneswar
Actor Uttam Mohanty: ଏୟାରଲିଫ୍ଟ ହେଲେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି, ଏହି ରୋଗରେ ଅଛନ୍ତି ପୀଡିତ

ଓଡ଼ିଆ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଚିକିତ୍ସା ପାଇଁ ଏୟାର ଲିଫ୍ଟ କରାଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ତାଙ୍କୁ ଏୟାରପୋର୍ଟ ନିଆଯାଇଛି l ସେଠାରୁ ତାଙ୍କୁ ଦିଲ୍ଲୀ ନିଆଯିବ l

Excess Protein
Excess Protein: ଅତ୍ୟଧିକ ପ୍ରୋଟିନ୍‌ ସେବନ ଆଣିପାରେ ଏହି ସମସ୍ୟା

ଯଦି ଶରୀରରେ ପ୍ରୋଟିନ୍ ଠିକ୍‌ରେ ଉପଯୋଗ ନ ହୁଏ ତେବେ ଏହା ଫ୍ୟାଟ୍‌ରେ ରୂପାନ୍ତରିତ ହୋଇଯାଏ ଏବଂ ଶରୀରରେ ଜମି ରହେ। ଏଣୁ ଏହା ଓଜମ କମ୍ କରିବା ପରିବର୍ତ୍ତେ ଓଜନ ବଢ଼ାଇଦିଏ।

India-England ODI at Cuttack
India-England ODI at Cuttack: ବାରବାଟୀ ବ୍ୟାଟଲ: ବିରାଟଙ୍କୁ ନେଇ ବଡ଼ ସୂଚନା ଦେଲେ ବ୍ୟାଟିଂ କୋଚ୍; କହିଲେ....

ଟିମ୍‌ ଇଣ୍ଡିଆର ପ୍ରସ୍ତୁତି ନେଇ ବ୍ୟାଟିଂ କୋଚ୍ ସୀତାଂଶୁ କୋଟାକଙ୍କ ପ୍ରେସମିଟ୍ । ବିରାଟଙ୍କୁ ନେଇ ବଡ଼ ସୂଚନା ଦେଲେ ବ୍ୟାଟିଂ କୋଚ୍ ସୀତାଂଶୁ କୋଟାକ । କହିଲେ ବିରାଟ କୋହଲି ସଂପୂର୍ଣ୍ଣ ସୁସ୍ଥ ଅଛନ୍ତି । 

Team India At Cuttack Barabati
Team India In Barabati Stadium: ବାରବାଟୀରେ ପହଞ୍ଚିଲା ଟିମ୍ ଇଣ୍ଡିଆ, ନିଜର ପ୍ରିୟ ଖେଳାଳିଙ୍କୁ ଦେଖିବାକୁ ପ୍ରବଳ ଭିଡ଼

ବାରବାଟୀରେ ପହଞ୍ଚିଲା ଟିମ ଇଣ୍ଡିଆ । ଫ୍ୟାନ ନିଜର ପ୍ରିୟ ଖେଳାଳିଙ୍କୁ ଦେଖିବା ପାଇଁ ଉତ୍ସାହିତ ଅଛନ୍ତି । ଟିମ ଇଣ୍ଡିଆର ନେଟ ଅଭ୍ୟାସ ଦେଖିବା ପାଇଁ ବାରବାଟୀରେ ଖଚାଖଚ୍ ଭିଡ । ଆସନ୍ତା କାଲି ବାରବାଟୀ ବ୍ୟାଟଲ । କିନ୍ତୁ ଏହାର ଦିନକ ପୂର୍ବରୁ ଫ୍ୟାନଙ୍କ ସୁଅ ଛୁଟିଛି କଟକର ଐତିହାସିକ ବାରବାଟୀ ଷ୍ଟାଡ଼ିୟମକୁ ।

Delhi Assembly Election
Delhi Assembly Election: ‘ବୈଜୟନ୍ତ ସମସ୍ତଙ୍କୁ ଏକାଠି କଲେ, ନିର୍ବାଚନ ପରିଚାଳନା କରି ସଫଳତା ଆଣିଲେ’

ବିଜୟ ମୁକୁଟ ପିନ୍ଧିବା ପୂର୍ବରୁ ବିଜେପି ଶିବିରରେ ଉତ୍ସବର ମାହଲୋ ଦେଖିବାକୁ ମିଳିଛି। ବିଜେପି କର୍ମୀମାନେ ପରସ୍ପରକୁ ମିଠା ଖୁଆଇ ଖୁସି ମନାଉଛନ୍ତି। ଏପଟେ ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର କହିଲେ ସଭାପତି ମନମୋହନ ସାମଲ । 

Uttam Mohanty IN ICU
Actor Uttam Mohanty: ଦିଲ୍ଲୀ ଗୁରୁଗାଓଁକୁ ଏୟାରଲିଫ୍ଟ ହେବେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି, ଏହି ରୋଗରେ ଅଛନ୍ତି ପୀଡିତ

ଅଭିନେତା ଉତ୍ତମ ମହାନ୍ତି ଲିଭର ସିରୋସିସ ରୋଗରେ ପୀଡିତ ଥିବା ନେଇ ସୂଚନା ମିଳିଛି । ସେ ବର୍ତ୍ତମାନ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଇୟିୟୁରେ ଚିକିତ୍ସାଧୀନ ଅଛନ୍ତି । ଅଧିକ ଚିକିତ୍ସା ଲାଗି ତାଙ୍କୁ ଏୟାରଲିଫ୍ଟ କରାଯିବ ।

Mo Bus to be renamed as Ama Bus
Mo Bus: ‘ମୋ ବସ୍‌ ଏକ ଅହଙ୍କାର ଶବ୍ଦ, ଆମର କହିବା ଠିକ୍‌ ହେବ’

‘ମୋ ବସ୍‌’ର ନାଁ ପରିବର୍ତ୍ତନ ହୋଇ ହେବ ‘ଆମ ବସ୍‌’ । ଏନେଇ ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।

Subhadra Yojana
Subhadra Yojana: ମହିଳାଙ୍କ ପାଇଁ ଖୁସି ଖବର; ଖାତାକୁ ଗଲା ସୁଭଦ୍ରା ଟଙ୍କା

ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା ପ୍ରଦାନ କରାଯାଇଛି । ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଗଲା ଟଙ୍କା । 

Uttam Mohanty
Veteran Ollywood actor Uttam Mohanty: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର

ଉତ୍ତମ ମହାନ୍ତିଙ୍କ ନିକଟରେ ତାଙ୍କ ପରିବାର ଓ ସଂପର୍କୀୟ ଥିବାବେଳେ ତାଙ୍କ ପୁଅ ଅଭିନେତା ବାବୁସାନ ମହାନ୍ତି ଫିଲ୍ମ ସୁଟିଂ ପାଇଁ କେନ୍ଦୁଝରରେ ଥିବାର ଜଣାଯାଇଛି।

history of mythological vyasa sarovar mela
Vyasa Sarovar Mela: ଏଇଠି ଲେଖା ହୋଇଥିଲା ମହାଭାରତର ଶେଷପର୍ବ, ଦୁର୍ଯ୍ୟୋଧନଙ୍କ ଜାନୁ ଭାଙ୍ଗିଥିଲେ ଭୀମ

କୁହାଯାଏ, ଏଇଠି ଶେଷ ହୋଇଥିଲା ମହାଭାରତ ଲେଖା, ଏଇଠି ମଧ୍ୟ ଘଟିଥିଲା ଏହି ମହାଯୁଦ୍ଧର ଶେଷ ଘଟଣା। ଜାଗାଟି ଏବେ ଅଛି ଆମରି ରାଜ୍ୟର ଯାଜପୁର ଜିଲ୍ଲାର ଯାଜପୁର ରୋଡ଼ ନିକଟରେ। ପ୍ରତିବର୍ଷ ପରି ଆଜିଠାରୁ ଏଠାରେ ଆରମ୍ଭ ହୋଇଛି ପ୍ରସିଦ୍ଧ ବ୍ୟାସ ସରୋବର ମେଳା।

Puri
Barabati ODI Match: କାଲି ବାରବାଟୀ ମ୍ୟାଚ: ଲଢ଼େଇ ପୂର୍ବରୁ ଜଗା ଦର୍ଶନ କଲେ ଭାରତୀୟ ଖେଳାଳି

ମ୍ୟାଚ ପୂର୍ବରୁ  ଆଜି ସକାଳେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଟିମ୍ ଇଣ୍ଡିଆର ଖେଳାଳି। ବରୁଣ ଚକ୍ରବର୍ତ୍ତୀ, ୱାଶିଂଟନ୍ ସୁନ୍ଦର ଓ ଅକ୍ଷର ପଟେଲ୍ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି।

Dadana
Migrant Workers: ଦାନା ପାଇଁ ଯାଇଥିଲେ ଦାଦନ; ଆନ୍ଧ୍ରରୁ ଆସିଲା ନିର୍ଯାତନାର ଭିଡିଓ

ସରୁନି ଶ୍ରମିକର ଦୁଃଖ କାହାଣୀ କମୁନି। ବାହାର ରାଜ୍ୟରେ ଶ୍ରମିକଙ୍କୁ ନିର୍ଯାତନା ହେଉକି ଦାଦନ ଶ୍ରମିକ ମୃତ୍ୟୁ ନୂଆପଡ଼ା ପାଇଁ ନିତିଦିନିଆ କଥା ହୋଇଗଲାଣି। ଏହି କ୍ରମରେ ଏକାଧିକ ମାମଲା ସାମ୍ନାକୁ ଆସିଛି।

Subhadra
Subhadra Yojana: ଆଜି ମିଳିବ 'ସୁଭଦ୍ରା' ଟଙ୍କା; ଯାଜପୁରରେ କିସ୍ତି ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ

NPCIରେ ଅସୁବିଧା ନେଇ ୩ ଲକ୍ଷ ୩୮ ହଜାର ମହିଳାଙ୍କ ସୁଭଦ୍ରା ଟଙ୍କା ଅଟକିଥିଲା। ସରକାର ହିତାଧିକାରୀଙ୍କୁ ବ୍ୟାଙ୍କ ଯିବାକୁ କହିବା ପରେ ୬୮ ହଜାର ହିତାଧିକାରୀଙ୍କର ଡକ୍ୟୁମେଣ୍ଟ କ୍ଲିୟର ହୋଇଛି। ବାକି ହିତାଧିକାରୀ NPCI କ୍ଲିୟର କଲେ ଆସନ୍ତା ମାର୍ଚ୍ଚ ୮ରେ ଉଭୟ ପ୍ରଥମ ଓ ଦ୍ବିତୀୟ କିସ୍ତି ଟଙ୍କା ପାଇବେ ।

Today Panchang
Today Panchang 8th Feb 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Saturday, 08 February 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Saturday, 08 February 2025