• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

cot-2-up[
ପୁଣି ଖଟିଅାରେ ବୁହା ହେଲେ ପ୍ରସୂତୀ

ଉମରକୋଟ : ଉମରକୋଟରେ ପୁଣି ଖଟିଅାରେ ବୁହା ହେଲେ ପ୍ରସୂତୀ। ଗାଁକୁ ରାସ୍ତା ନ ଥିବାରୁ ୧୦୨ ଅାମ୍ବୁଲାନ୍ସ ଯାଇ ପାରିଲା ନାହିଁ । ଫଳରେ ୨ କି.ମି ଖଟିଅାରେ ଅାଣିବା ବେଳେ ବାଟରେ ପ୍ରସବ କଲେ ପ୍ରସୂତି। ଗତକାଲି ସନ୍ଧ୍ୟାରେ ଝରିଗାଁ ବ୍ଲକ୍ ଫୁପୁଗାଁ ପଞ୍ଚାୟତ ତରାଯୋଡ଼ି ଗାଁର ମନସାଏ ସାନ୍ତାଙ୍କ ସ୍ତ୍ରୀ କୌଶଲ୍ୟାଙ୍କ ପ୍ରସବ ବେଦନା ହୋଇଥିଲା । ବର୍ଷା ସାଙ୍ଗକୁ କାଦୁଅ ରାସ୍ତା ଲାଗି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ପାରିନଥିଲେ । ଖରାପ […]

  • Tuesday, 20 July 2021
dog
ପାଗଳା କୁକୁର କାମୁଡ଼ାରେ ୧୨ ଆହତ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ଇସ୍ପାତ ନଗରୀ ରାଉରକେଲାରେ ପାଗଳା କୁକୁର ଆତଙ୍କ। ଷ୍ଟିଲ ପ୍ଲାଣ୍ଟ ପରିସରରେ କୁକୁର କାମୁଡ଼ାରେ ୧୨ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଇସ୍ପାତ ଜେନେରାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଷ୍ଟିଲ୍‌ ପ୍ଲାଣ୍ଟ ପରିସରରେ ବ୍ଲାଷ୍ଟ ଫର୍ଣ୍ଣେସ ଓ କୋକୋଭେନ୍ ବିଭାଗ ପାଖରେ ୨ଟି ପାଗଳା କୁକୁର କିଛିଦିନ ହେଲା ଆତଙ୍କ ଖେଳାଇଛନ୍ତି। ଯାହାକୁ ନେଇ ପ୍ଲାଣ୍ଟ କର୍ମଚାରୀ ଭୟଭୀତ ହୋଇପଡ଼ିଛନ୍ତି।    

  • Tuesday, 20 July 2021
baliguda
ମୋବାଇଲ୍‌ ବ୍ୟାଟେରୀ ଫାଟି ଛୋଟ ଛୁଆର ଅବସ୍ଥା ଏମିତି

ବାଲିଗୁଡ଼ା: ମୋବାଇଲ୍‌ ବ୍ୟାଟେରୀ କେତେ ଯେ ସାଂଘାତିକ ହୋଇପାରେ ତାହାର ଜ୍ୱଳନ୍ତ ଉଦାହରଣ କନ୍ଧମାଳ ଜିଲ୍ଲାରେ ଦେଖିବାକୁ ମିଳିଛି। ମୋବାଇଲ ବ୍ୟାଟେରୀ ଫାଟି ବାଲିଗୁଡ଼ା ବାଲିସୁଗା ଗାଁରେ ଜଣେ ୮ ବର୍ଷର ଶିଶୁ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ସଞ୍ଜୟ ମଲ୍ଲିକ। ବିସ୍ଫୋରଣରେ ଶିଶୁଟିର ହାତ, ଗୋଡ ଓ ମୁହଁର ବିଭିନ୍ନ ଅଂଶରେ କ୍ଷତ ହେବା ସହ ପାପୁଲିର ୪ଟି ଆଙ୍ଗୁଠି ନଷ୍ଟ ହୋଇଯାଇଛି। ସୂଚନା ଅନୁସାରେ, ମୋବାଇଲ ବ୍ୟାଟେରୀ ସହ ଖେଳୁଥିବା ବେଳେ ତାହା […]

  • Tuesday, 20 July 2021
bam
ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ

ବ୍ରହ୍ମପୁର:(ଜଗନ୍ନାଥ ସାହୁ): ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କୁ ଅସ୍ଥାୟୀ ମନ୍ଦିରରେ ପୂଜାର୍ଚ୍ଚନା କରାଯାଉଛି। ଲମ୍ବା ଧାଡ଼ିରେ ଆସି ଲୋକେ ମା’ଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରୁଛନ୍ତି। ପରମ୍ପରା ଅନୁଯାୟୀ ଗତକାଲି ବାପା ଅର୍ଥାତ ଦେଶୀ ବେହେରା ମା’ଙ୍କ ମନ୍ଦିରକୁ ଯାଇ ଡାକରା ଦେଇଥିଲେ। ଏହାପରେ ରାତିରେ ବାଜା ବାଜଣା, ଢ଼ୋଲ, ତୁରୀ ପଟୁଆର ସହ ଖତ୍ରୀ, ପୀଠା, ପଣା ସହ ଭକ୍ତଗଣ ମା’ଙ୍କୁ ପୂଜା କରିଥିଲେ। ତେବେ […]

  • Tuesday, 20 July 2021
bbsr
ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଘର ଭିତରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଚିତ୍ରଲେଖା ପାତ୍ର। ଭୁବନେଶ୍ୱର ସହିଦ ନଗର ଅଞ୍ଚଳରେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, ଚିତ୍ରଲେଖାଙ୍କ ସ୍ୱାମୀ ନିରଞ୍ଜନ ପାତ୍ର ଆଜି ସକାଳେ ମର୍ଣ୍ଣିଂ ଓ୍ୱାକ୍‌ରୁ ଫେରି ଦେଖିଥିଲେ ଯେ, ସେ ପୋଡ଼ି ଯାଇଛନ୍ତି। ତେବେ ଚିତ୍ରଲେଖା ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛନ୍ତି, ତାହା ସ୍ପଷ୍ଟ ଭାବେ ଜଣାପଡ଼ିନି। ଆଗରୁ ଘର ମାଲିକଙ୍କ ସହିତ ଗଣ୍ଡଗୋଳ ହୋଇଥିବା କୁହାଯାଉଥିବା […]

  • Tuesday, 20 July 2021
dhenkanal
କାଠ ଫାଳିଆରେ ପିଟିପିଟି ମାରି ଦେଲେ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ଗତକାଲି ରାତିରେ ଘରେ ପଶି ଜଣଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକ ହେଲେ ସେହି ଗାଁର  ପ୍ରଦୀପ ମଲ୍ଲିକ। ସୂଚନା ଅନୁସାରେ, ଏକ କାଠ ଫାଳିଆରେ ପ୍ରଦୀପଙ୍କ ମୁଣ୍ଡକୁ ଜୋର୍‌ରେ ଆଘାତ କରାଯାଇଛି। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ରକ୍ତ ଲଗା କାଠ ଫାଳିଆ ଉଦ୍ଧାର କରାଯାଇଛି। ଗତ ୨ ଦିନ ହେବ ପ୍ରଦୀପଙ୍କ ସ୍ତ୍ରୀ ଘରେ […]

  • Tuesday, 20 July 2021
accident
ଅଜଣା ଗାଡ଼ି ଧକ୍କାରେ ଶଗଡ଼ିଆଙ୍କ ମୃତ୍ୟୁ

ଦେବଗଡ଼(ସିଦ୍ଧାର୍ଥ ଗୁରୁ): ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ଛତାବର ପାଖରେ ଅଜଣା ଗାଡ଼ି ଧକ୍କାରେ ଜଣେ ଶଗଡ଼ିଆଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁଗ୍ରୀବ ସାହୁ (୫୩)। ଆଜି ଭୋର ସାଢ଼େ ୫ଟାବେଳେ ସୁଗ୍ରୀବ ଶଗଡ଼ ନେଇ ନିଜ ଚାଷ ଜମିକୁ ଯାଉଥିଲେ। ଏହି ସମୟରେ ଜାତୀୟ ରାଜପଥରେ ଯାଉଥିବା ଅଜଣା ଗାଡ଼ି ତାଙ୍କ ଶଗଡ଼କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରେ ଗୋଟିଏ ବଳଦର ମୃତ୍ୟୁ ହୋଇଥିବାବେଳେ ଅନ୍ୟଟି ଆହତ […]

  • Tuesday, 20 July 2021
fire
ଜଳିଗଲା ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ପଞ୍ଚମହଲା ନିକଟରେ ଏକ ଟ୍ରକ୍ ଜଳି ଯାଇଛି। ସମ୍ବଲପୁରରୁ ଅନୁଗୋଳ ଆସୁଥିବା ବେଳେ ଆଜି ଭୋର୍‌ ପ୍ରାୟ ୫ଟା ବେଳେ ଟ୍ରକ୍‌ରେ ନିଆଁ ଲାଗି ଯାଇଥିଲା। ଏଥିରେ ଥିବା ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅନ୍ୟ ଏକ ଟ୍ରକ ସହ ଧକ୍କା ହେବା ଫଳରେ ଟ୍ରକ୍‌ରେ ନିଆଁ ଲାଗିଯାଇଥିବା ଅନୁମାନ କରାଯାଉଛି। ତେବେ ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁ ଲିଭାଇଥିଲେ। […]

  • Tuesday, 20 July 2021
monsoon
ବର୍ଷା ସହ ଝଡ଼ତୋଫାନ ସମ୍ଭାବନା; ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏହାର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଆସନ୍ତା ୨୮ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଝଡ଼ତୋଫାନ, ବଜ୍ରପାତ ଓ ମଧ୍ୟମ ଧରଣର ବର୍ଷା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ଝାରସୁଗୁଡ଼ା, […]

  • Tuesday, 20 July 2021
BJD
ବିଜେଡିରେ ମିଶିଲେ ଭାଗିରଥୀ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରର ପୂର୍ବତନ ବିଧାୟକ ଭାଗିରଥୀ ସେଠୀ ଆଜି ବିଜେଡିରେ ଯୋଗଦେଇଛନ୍ତି। ନବୀନ ନିବାସ ଆସି ସେ ବିଜେଡିରେ ମିଶିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଭାଗିରଥୀଙ୍କୁ ବିଜେପି ଆନନ୍ଦପୁରରୁ ପ୍ରାର୍ଥୀ ଘୋଷଣା କରିଛି। ତେବେ ସେ ବିଜେପିରୁ ଟିକେଟ୍‌ ନେଇ ବିଜେଡିରେ ଯୋଗଦେବାକୁ ନେଇ ଚର୍ଚ୍ଚା ଜୋର ଧରିଛି।

  • Tuesday, 20 July 2021
police station
ଥାନାରୁ ଚମ୍ପଟ୍ ମାରି ଆତ୍ମହତ୍ୟା କଲା ଅଭିଯୁକ୍ତ!

ପାଟକୁରା: ଥାନାରୁ ଚମ୍ପଟ୍‌ ମାରି ଜଣେ ଅଭିଯୁକ୍ତ ଆତ୍ମହତ୍ୟା କରିଥିବା କୁହାଯାଉଛି। ତାଙ୍କ ନାଁ ଅବିନାଶ। କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ଥାନା ନିକଟରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ଗତକାଲି ଦିନ ପ୍ରାୟ ୧୧ଟା ବେଳେ ପୁଲିସ୍ ମୋବାଇଲ୍‌ ଚୋରି ଅଭିଯୋଗରେ ମାର୍ଶାଘାଇ ଅଞ୍ଚଳର ଅବିନାଶ ନାମକ ଜଣେ ଯୁବକଙ୍କୁ ଗିରଫ କରି ଥାନାକୁ ଆଣିଥିଲା। ରାତି ପ୍ରାୟ ୧୦ଟା ବେଳେ ସେ ଶୌଚ ଯିବାକୁ କହି ଖସି ପଳାଇ ଯାଇଥିଲେ। ପୁଲିସ୍‌ ତାଙ୍କୁ […]

  • Tuesday, 20 July 2021
kalahandi
ଖାଁ ଖାଁ ଲାଗୁଛି ଗାଁ: ଡେଙ୍ଗୁ ଭୟରେ ସ୍କୁଲ ଆସୁ ନାହାନ୍ତି ଛାତ୍ରଛାତ୍ରୀ

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲାରେ ଆତଙ୍କ ଖେଳାଇଛି ଡେଙ୍ଗୁ। ଗୋଟିଏ ଗାଁରୁ ଅନ୍ୟ ଏକ ଗାଁକୁ ଡେଇଁବାରେ ଲାଗିଛି ଡେଙ୍ଗୁ। କେବଳ ଲଡୁଗାଁରେ ସରକାରୀ ଭାବେ ୧୨୦ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ବେସରକାରୀ ଭାବରେ ଏହି ସଂଖ୍ୟା ୨୦୦ ବୋଲି କୁହାଯାଉଛି। ଡେଙ୍ଗୁ ଭୟରେ ଗତ ୧୫ ଦିନ ହେବ ଛାତ୍ରଛାତ୍ରୀମାନେ ସ୍କୁଲ୍‌ ଆସୁ ନାହାନ୍ତି।  ଲଡୁଗାଁ ହାଇସ୍କୁଲରେ ଷଷ୍ଠରୁ ଦଶମ ଶ୍ରେଣୀ ଯାଏ ପ୍ରାୟ ୫୦୦ ଛାତ୍ରଛାତ୍ରୀ ପାଠ ପଢୁଥିବା ବେଳେ ଗତ […]

  • Tuesday, 20 July 2021
modi
ରାଜ୍ୟ ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କଲେ ମୋଦି

ଜୟପୁର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଜୟପୁର ଗସ୍ତରେ ଆସି ନିର୍ବାଚନୀ ସଭାରେ ନାଁ ନନେଇ ନବୀନ ସରକାରଙ୍କ ଉପରେ ବର୍ଷିଛନ୍ତି। ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଏଥର  ବେଶ୍‌ ଶାଣିତ ଥିଲା ମୋଦିଙ୍କ ସ୍ୱର। ଚିଟ୍‌ଫଣ୍ଡ ଦୁର୍ନୀତି, ନାରୀ ନିର୍ଯାତନା, ଆୟୁଷ୍ମାନ ଭାରତ ଯୋଜନାକୁ ରାଜ୍ୟ ସରକାର କାର୍ଯ୍ୟକାରୀ ନକରିବା, କାଳିଆ ଯୋଜନା, ଖଣି ଦୁର୍ନୀତି ଭଳି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ମୋଦି କଡ଼ା ଭାଷାରେ ସମାଲୋଚନା କରିଛନ୍ତି। ସେହିପରି ପିଏମ୍ କିଷାନ ଯୋଜନାର […]

  • Tuesday, 20 July 2021
tito
ରିମାଣ୍ଡରେ ଗଲା ଗ୍ୟାଙ୍ଗଷ୍ଟର ଟିଟୋ

କଟକ: ଗ୍ୟାଙ୍ଗଷ୍ଟର ଟିଟୋକୁ ରିମାଣ୍ଡରେ ନେଲା କଟକ କମିଶନରେଟ୍‌ ପୁଲିସ୍‌। ତାହିର୍‌ ଅଲ୍ଲୀ ଗୁଳିକାଣ୍ଡ ମାମଲାରେ ଟିଟୋକୁ ଗତକାଲିଠୁ ୨ ଦିନିଆ ରିମାଣ୍ଡରେ ଅଣାଯାଇଛି। କାଲି ଟିଟୋକୁ ସାଲେପୁର JMFC କୋର୍ଟରେ ହାଜର କରାଯାଇଥିଲା। ପରେ ୨ଦିନିଆ ରିମାଣ୍ଡରେ ନେବା ପାଇଁ କୋର୍ଟ ଜଗତପୁର ପୁଲିସ୍‌କୁ ଅନୁମତି ପ୍ରଦାନ କରିଥିଲା। ଗତ ମାର୍ଚ୍ଚ ୨୮ ତାରିଖରେ ଏକ ଟେଣ୍ଡର ବିବାଦକୁ ନେଇ ଜଗତପୁର ନିକଟରେ ଥିବା ଗୋଲେଇ ଛକରେ ତାହିର୍‌ ଉପରକୁ ଗୁଳିମାଡ ହୋଇଥିଲା। ଏହି ଘଟଣାରେ […]

  • Tuesday, 20 July 2021
died
ସଡ଼କ ଦୁର୍ଘଟଣାରେ କୋମନା ତହସିଲଦାରଙ୍କ ମୃତ୍ୟୁ

ନୂଆପଡ଼ା(ମାୟାଧର ସରାଫ୍):ନୂଆପଡ଼ା ଜିଲ୍ଲା କୋମନା ତହସିଲଦାର ସୁରେଶ କୁମାର ନନ୍ଦଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ନିର୍ବାଚନ କାମରେ ଭୁବନେଶ୍ୱର ଆସୁଥିବା ବେଳେ ନୟାଗଡ଼ ଜିଲ୍ଲା ନୂଆଗାଁ ଓ ସୋରଡ଼ା ମଝିରେ ତାଙ୍କ କାର୍‌ ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତହସିଲଦାରଙ୍କ ମୃତ୍ୟୁ ହୋଇଥିଲା। ଏଥିରେ କାର୍ ଡ୍ରାଇଭର ଆହତ ହୋଇଛନ୍ତି। ମୃତ ତହସିଲଦାର ସୁରେଶ କୁମାର ନନ୍ଦଙ୍କ ଘର ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ରେ ବୋଲି ଜଣାପଡ଼ିଛି।

  • Tuesday, 20 July 2021
raksha bandhan
ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା: ଭାଇ ହାତରେ ରାକ୍ଷୀ ବାନ୍ଧି ଶୁଭ ମନାସୁଛି ଭଉଣୀ

ଭୁବନେଶ୍ୱର: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଭାଇ ଭଉଣୀ ମଧ୍ୟରେ ଥିବା ଅତୁଟ ବନ୍ଧନକୁ ଚିରନ୍ତନ କରିବା ପାଇଁ ସାରା ରାଜ୍ୟରେ ପାଳିତ ହେଉଛି ରକ୍ଷା ବନ୍ଧନ। ଆଜିର ଏହି ଦିନରେ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ଲୋଡିଥାଏ। କେବଳ ଭାଇ ଭଉଣୀ ନୁହଁନ୍ତି, ଅନେକ ସମ୍ପର୍କକୁ ଏକ ସୂତା ଖିଅ ମାଧ୍ୟମରେ ଯୋଡିଥାଏ ରାକ୍ଷୀ। ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନ ଚଳଞ୍ଚଳ ହୋଇଉଠିଛି। ରକ୍ଷା ବନ୍ଧନ ପାଳନ ଦ୍ୱାରା ଭାଇ […]

  • Tuesday, 20 July 2021
Congress-Bhawan
୨୦ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ଆଜି କଂଗ୍ରେସ ୭ ଲୋକସଭା ଓ ୨୦ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଧାନସଭା ଆସନ ପାଇଁ ଘୋଷଣା ହୋଇଥିବା ପ୍ରାର୍ଥୀମାନେ ହେଲେ ତେଲକୋଇରୁ ମୋହନ ହେମ୍ବ୍ରମ୍,ପାଟନାରୁ ଗୋପେଶ୍ୱର ନାଏକ, ଯଶୀପୁରରୁ ମହେନ୍ଦ୍ର ନାଏକ,ଉଦଳାରୁ ବେଣୁଧର ମହାପାତ୍ର,ବାରିପଦାରୁ ଦଶରଥ ସିଂ,ଭୋଗରାଇରୁ ସତ୍ୟଶିବ ଦାସ, ବସ୍ତାରୁ ବିଜନ ନାୟକ, ରେମୁଣାରୁ ପ୍ରତାପ ସେଠୀ, ବାସୁଦେବପୁରରୁ ଅଶୋକ କୁମାର ଦାସ, ଧାମନଗରରୁ ବିଦ୍ୟାଧର ଜେନା, ବିଞ୍ଝାରପୁରରୁ ମନୋରଞ୍ଜନ ଦାସ, ବରୀରୁ ଉମେଶ ଜେନା,ସୁକିନ୍ଦାରୁ ଶରତ […]

  • Tuesday, 20 July 2021
satya
ପୁରୀରୁ ସତ୍ୟପ୍ରକାଶ, ଢେଙ୍କାନାଳରୁ କାମାକ୍ଷା ପ୍ରସାଦ

ଭୁବନେଶ୍ୱର: ଓଡ଼ିଶାର ଆଉ ୭ଟି ଲୋକସଭା ଆସନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ପୁରୀରୁ ଲୋକସଭା ପ୍ରାର୍ଥୀ ହେବେ ପିସିସି ମିଡିଆ ସେଲ୍  ମୁଖ୍ୟ ସତ୍ୟପ୍ରକାଶ ନାୟକ। ସେହିପରି ଢେଙ୍କାନାଳରୁ ପ୍ରାର୍ଥୀ ହେବେ ଦଳର ବରିଷ୍ଠ ନେତା କାମାକ୍ଷା ପ୍ରସାଦ ସିଂଦେଓ। କେନ୍ଦ୍ରାପଡାରୁ ପୁଣି ଥରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବରିଷ୍ଠ କଂଗ୍ରେସ ନେତା ଧରଣୀଧର ନାୟକ। ବାଲେଶ୍ୱରରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ, କେନ୍ଦୁଝରରୁ ଫକୀର ମୋହନ ନାୟକ, ଭଦ୍ରକରୁ […]

  • Tuesday, 20 July 2021
123
ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ଗୁରୁତର

ଅନୁଗୁଳ(ବିରଜା ପ୍ରସାଦ ଦାସ): ଅନୁଗୁଳ କିଶୋରନଗର ଥାନା କଳାବେଡା ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା। ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ଆହତ ହୋଇଛନ୍ତି। ସେ ଏବେବି ଦୁଇ ଗାଡି ମଝିରେ ଫଶି ରହିଛନ୍ତି। ସକାଳେ ସମ୍ବଲପୁରରୁ ଅନୁଗୋଳ ଅଭିମୁଖେ ଆସୁଥିବା ଏକ ଟ୍ରକ ସହ ବିପରୀତ ଦିଗରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ପରେ କୋଇଲା ବୋଝେଇ ଟ୍ରକର ଚାଳକ ଓ ସହଯୋଗୀ […]

  • Tuesday, 20 July 2021
death
ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଥାନା ଅନ୍ତର୍ଗତ ଜରାସିଂହା ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଜୟନ୍ତ କୁମାର ସାହୁ(୩୧)। ଦୁର୍ଘଟଣା ପରେ ଗାଁ ଲୋକେ ମୃତକଙ୍କ ପରିବାରକୁ  କ୍ଷତିପୂରଣ ପ୍ରଦାନ ଦାବିରେ ରାସ୍ତାରୋକ କରିଥିଲେ। ଫଳରେ ଅନୁଗୋଳ- ଛେଣ୍ଡିପଦା ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା

  • Tuesday, 20 July 2021
arrest
ରାମଚନ୍ଦ୍ର ବେହେରା ହତ୍ୟା ମାମଲାରେ ଆଉ ୨ ଗିରଫ

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଘଷିପୁରାର ପୂର୍ବତନ ବିଧାୟକ ପ୍ରାର୍ଥୀ ରାମଚନ୍ଦ୍ର ବେହେରା ହତ୍ୟା ମାମଲାରେ ଆଉ ୨ ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ପ୍ରମୋଦ ଦାସ ଏବଂ ଅରୂପ ପୃଷ୍ଟି। ଏହାକୁ ମିଶାଇ ଏହି ଘଟଣାରେ ଗିରଫଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ହତ୍ୟାରେ ବ୍ୟବହୃତ ମାରଣାସ୍ତ୍ରକୁ ପୁଲିସ୍‌ ଜବତ କରିଛି। ଗତ ମଙ୍ଗଳାବାର ରାତିରେ ରାମଚନ୍ଦ୍ରଙ୍କୁ କିଛି ଲୋକ ଘରୁ ଡାକି ନେଇ ଅତି ନୃଶଂସ ଭାବେ ହତ୍ୟା କରିଥିଲେ। ହତ୍ୟାକାରୀମାନେ ରାମଚନ୍ଦ୍ରଙ୍କ ଦୁଇଟି […]

  • Tuesday, 20 July 2021
JAYPANDA
ନବୀନଙ୍କୁ ଜବାବ ଦେଲେ ବୈଜୟନ୍ତ

ଭୁବନେଶ୍ୱର: ଗତକାଲି ଆଉ ୯ ଲୋକସଭା ଆସନ ପାଇଁ ଦଳୀୟ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ସାଂସଦ ତଥା ବିଜେପିର ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡାଙ୍କୁ କଟାକ୍ଷ କରିଥିଲେ। କେନ୍ଦ୍ରାପଡ଼ା ଲୋକସଭା ଆସନ ପାଇଁ ରାଜ୍ୟସଭା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାଁ ଘୋଷଣା କଲା ବେଳେ ନବୀନ କହିଥିଲେ ଯେ ତାଙ୍କ (ଅନୁଭବ ମହାନ୍ତି) ପାଖରେ ସତ୍ୟପାଠରେ ଲୁଚାଇବା ଭଳି କିଛି ନାହିଁ, ଯେମିତିକି ଦୁଇ ଦୁଇଟି […]

  • Tuesday, 20 July 2021
salapur
ଟ୍ରକ୍‌ ଧକ୍କାରେ ଦୁଇ ମୃତ, ଜଣେ ଆହତ

ସାଲେପୁର(ମନୋଜ ଆଚାର୍ଯ୍ୟ): କଟକ ଜିଲ୍ଲା ନେମାଳ ଥାନା ଅନ୍ତର୍ଗତ ତାରିତୋ-କୋଟିଲୋ ଠାରେ ଟ୍ରକ୍‌ ଧକ୍କାରେ  ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ଏଥିସହ ଜଣେ ଆହତ ହୋଇଛନ୍ତି। ମୃତକଦ୍ୱୟ ହେଲେ ଦାଇଲୋର ଗାଁର ଜ୍ୟୋତି ରଞ୍ଜନ ଦାସ ଓ ଦିଲ୍ଲୀପ ଦାସ। ଜ୍ୟୋତି ଓ ଦିଲ୍ଲୀପ ଏକ ବାଇକ୍‌ରେ ବୀଲହାଟକୁ ଯାଉଥିବା ବେଳେ ସାମ୍ନାରୁ ଆସୁଥିବା ଏକ ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ତେବେ ଆହତ ଶ୍ରୀକାନ୍ତ ଅନ୍ୟ […]

  • Tuesday, 20 July 2021
JP-NADDA-UP
ଅାୟୁଷ୍ମାନ ଭାରତ ଯୋଜନାରୁ ବଞ୍ଚିତ ନହୁଅନ୍ତୁ ଓଡ଼ିଶାବାସୀ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ବାଲେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ ହେବାକୁ ଯାଉଥିବା ବିଶ୍ୱର ସର୍ବବୃହତ ସ୍ୱାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତରୁ ଓଡ଼ିଶାବାସୀଙ୍କୁ ବଞ୍ଚିତ କରିବା ଠିକ୍ ନୁହେଁ। ଏହି ଯୋଜନାକୁ ରାଜନୈତିକ ଦୃଷ୍ଟିକୋଣରୁ ବିଚାର କରାନଯାଉ ବୋଲି କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା। ଆଜି ବାଲେଶ୍ୱରରେ ଭୁବନେଶ୍ୱର ଏମ୍‌ସ୍‌ର ସାଟେଲାଇଟ ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ ବେଳେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଯୋଜନାରେ ହିତାଧିକାରୀ ଆନ୍ତଃରାଜ୍ୟ ସ୍ତରରେ ଚିକିତ୍ସା ସୁବିଧା ପାଇପାରିବେ। ଅର୍ଥାତ ଗୋଟିଏ ରାଜ୍ୟର ରୋଗୀ ଅନ୍ୟ […]

  • Tuesday, 20 July 2021
puri
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ଶୈଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଏବଂ କଳା ଆଦି ପାରମ୍ପରିକ ରଙ୍ଗରେ ଶୃଙ୍ଗାର ହୋଇସାରିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଝଲସି ଉଠିବ। ଶ୍ରୀଜଗନ୍ନାଥଙ୍କ ଏହି ବେଶ ଶ୍ରେଷ୍ଠ ନୀତି ମଧ୍ୟରେ […]

  • Tuesday, 20 July 2021