Advertisment

୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୫୪୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୫୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୩୮୨ ରହିଛି। ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ବି ଖୋର୍ଦ୍ଧାରୁ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

corona test 11

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୫୪୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

Corona Updates In Odisha:

ଚିହ୍ନଟ ନୂଆ ୩,୫୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୩୮୨ ରହିଛି।

ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ୮୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚିଛି।

Coronavirus Odisha News Corona Updates In Odisha
Advertisment
Advertisment