ଅଦ୍ୟତନ ହୋଇଛି
corona test 11
Advertisment
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୫୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
Corona Updates In Odisha:
ଚିହ୍ନଟ ନୂଆ ୩,୫୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୬୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୩୮୨ ରହିଛି।
ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ୮୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Advertisment
/odishatv-khabar/media/post_attachments/wp-content/uploads/2020/09/Capture-11.jpg)
/odishatv-khabar/media/post_attachments/wp-content/uploads/2020/09/Capture-1-4.jpg)
/odishatv-khabar/media/post_attachments/wp-content/uploads/2020/09/Capture-2-3.jpg)
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-test-11_1625357087.jpg)