Advertisment

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ୩,୬୦୦ ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍ କେବଳ‌ ୧,୪୯୧

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୬୦୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୭୬୬ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୬୦୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୯୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ୩,୬୦୦ ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍ କେବଳ‌ ୧,୪୯୧

corona

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୬୦୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୭୬୬ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୩,୬୦୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୯୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଛି।

Advertisment
Advertisment
Advertisment