ସ୍ବାମୀଙ୍କ ସହ ଭିଜିଲାନ୍ସ ଜାଲରେ ପଡ଼ିଲେ ସରପଞ୍ଚ । ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସୁସୁବା ସରପଞ୍ଚ ମାମାଲି ସାମଲ ଓ ସ୍ୱାମୀ ଶିଶିର ସାମଲ ଭିଜିଲାନସ ହାବୁଡ଼ରେ ପଡ଼ିଛନ୍ତି।
ଅନାସ୍ଥାରେ ହାରିଲେ ଫୁଲବାଣୀ ବିଜେପି ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି । ଅନାସ୍ଥା ସପକ୍ଷରେ ୧୧ଜଣ କାଉନସିଲର ଭୋଟ୍ ଦେଇଛନ୍ତି।
କଟକ ଚୌଦ୍ବାର ଅଞ୍ଚଳରେ କିଣୁଛନ୍ତି କି ଜମି ? ସାବଧାନ୍ । ମାତିଛନ୍ତି ଜମି ମାଫିଆ । ପ୍ରତି ପାଦରେ ଛକି ରହିଛନ୍ତି ଜମି ଦଲାଲ ।
ଆହୁରି ୩ ଦିନ ଏପରି ବର୍ଷା ଜାରି ରହିବ। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ।
ବଜେଟ୍ ଅଧିବେଶନରେ ଗଲା ଦୁଇ ଦିନ ଧରି ହୁଲୁସ ତୁଲୁସ ଚାଲିଛି ଗୃହ। ଆଜି ତୃତୀୟ ଦିନରେ ବି ସମାନ ଧରଣରେ ସରଗରମ ରହିପାରେ ଗୃହ କାର୍ଯ୍ୟ।
ବିଜେଡି ବିଧାୟକ, ମନ୍ତ୍ରୀ ଟେଣ୍ଟ ବାନ୍ଧୁଥିଲେ। ସେତେବେଳେ କୁଆଡ଼େ ଯାଇଥିଲା ଆପଣ ମାନଙ୍କ ଓଡ଼ିଆ ଅସ୍ମିତା ? ବିଧାନସଭାରେ କିଛି ଏଭଳି ପ୍ରଶ୍ନ ଉଠାଇ ବିରୋଧୀ ବିଜେଡିକୁ ବର୍ଷିଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ।
ସଡ଼କ ସୁରକ୍ଷା ନିୟମକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ କହିଛନ୍ତି, ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକୁ କେବଳ ଜରିମାନା ନୁହେଁ, ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରାଯିବ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କିଛି ଦାୟିତ୍ୱ ନପାଇ ଅଭିମାନ କରିଛନ୍ତି ତାରା ବାହିନୀପତି । ନୂଆ ପିସିସି ସଭାପତିଙ୍କ ଆଗରେ ଅନେକ ଚ୍ୟାଲେଞ୍ଜ- ରାଜନୀତି ସମୀକ୍ଷକ ।
ଟମାଟୋ କେଜି କେଉଁଠି ୮୦ ତ କେଉଁଠି ସେଞ୍ଚୁରୀ ପାର୍ । କିଲେ ସ୍ଥାନରେ ଅଢ଼େଇ ଶହ କିଣି କାମ ଚଳାଉଛନ୍ତି ଖାଉଟି ।
ଚାଲୁରହିଥିବା ରେଳ ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦିଆଯାଉଛି । ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ ହେବା ପାଇଁ ଉଭୟ ପାର୍ଶ୍ୱରୁ ଟନେଲ୍ କାର୍ଯ୍ୟ ନିର୍ମାଣ କରାଯାଉଅଛି ।
ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ। ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଚିଠି ଲେଖିଛନ୍ତି ବୈଜୟନ୍ତ।
ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଭବାନୀ । ଭବାନୀଙ୍କ ନାମ ଘୋଷଣା କରିଥିଲା ଭାରତୀୟ ଜନତା ପାର୍ଟି ।
ସନ୍ଥନଗୋପାଲନଙ୍କ ନିଯୁକ୍ତି ନେଇ ଇସିଆଇ ଅଫିସରୁ ବିଜ୍ଞପ୍ତି ହୋଇଛି।
ରାଜନୀତିର ସେ ସାଇଲେଣ୍ଟ କିଲର୍ । ମୁହଁ ନଖୋଲି, ତାଙ୍କର ଅନେକ ରାଜନୀତିର ଶତ୍ରୁଙ୍କୁ ସେ ଗୋଟିଏ ଗୋଟିଏ ଧାଡ଼ିକିଆ ଚିଠିରେ ତଳିତଳାନ୍ତ କରିଦେଇଛନ୍ତି ।
କିଚିରିମିଚିରି ଶବ୍ଦରେ ଫାଟିପଡ଼ୁଛି ପୂରା ପରିବେଶ । ଗଛସାରା ବସା ବାନ୍ଧିଛନ୍ତି ଧଳାଧଳା ପକ୍ଷୀ ।
ଘଟଣା ଘଟିବା ଆଗରୁ ଯିଏ ଘଟଣା ଘଟାଇପାରେ ସେ ହିଁ ଭଲ ନାଟ୍ୟକାର। ମୁହଁରେ ରଙ୍ଗ ବୋଳିବାଠାରୁ ଦୁନିଆରେ ରଙ୍ଗ ବୋଳିବା ଯାଏ ପରିବ୍ୟାପ୍ତ ଜଣେ ନାଟ୍ୟକାରର ଦାୟିତ୍ଵ।
ଆସନ୍ତା ୪ ଦିନରେ ବର୍ଷାରେ ଭିଜିବ ସାରା ଓଡ଼ିଶା। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସରୋଜ ପ୍ରଧାନ ହେଲେ ସରକାରୀ ଦଳ ମୁଖ୍ୟ ସଚେତକ । ସେହିପରି ଗୋବିନ୍ଦ ଚନ୍ଦ୍ର ଦାସ ହେଲେ ସରକାରୀ ଦଳ ଉପମୁଖ୍ୟ ସଚେତକ ।
ବଜେଟ୍ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ । ୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବି । ଶିକ୍ଷା ମାନବୃଦ୍ଧି ଉଦ୍ଦେଶ୍ୟରେ ପ୍ରଣୟନ ହେବ ରାଜ୍ୟ ଶିକ୍ଷାନୀତି ।
କମିଶନରେଟ୍ ପୋଲିସ ହାବୁଡ଼ରେ ଏବେ ପଡ଼ିଛନ୍ତି ୩ ଜଣିଆ ଶଳା-ଭିଣୋଇ ଗ୍ୟାଙ୍ଗ। ଆଜିକୁ ପ୍ରାୟ ୩ ବର୍ଷ ହୋଇଗଲା, ଟ୍ବିନସିଟି ସମେତ ରାଜ୍ୟବ୍ୟାପି ସକ୍ରିୟ ରହି ଲୁଟପାଟ୍ ଚଳାଇଥିଲା ଏହି ଗ୍ୟାଙ୍ଗ।
ପୁଣି ପାଣ୍ଡିଆନଙ୍କ ସୁରକ୍ଷାରେ ବାହାରିଲେ ନବୀନ। ପୂର୍ବରୁ କ୍ଲିନଚିଟ୍ ଦେଇଥିଲେ । ଆଉ ଆଜି ଢାଲ ହୋଇ ଛିଡ଼ା ହେଲେ। ଖାଲି ସେତିକି ନୁହେଁ ପାଣ୍ଡିଆନଙ୍କ ଗୁଣ ଗାନ ବି କଲେ।
ରେଢ଼ାଖୋଲ ଥାନା ପୋଡ଼ାବଲଣ୍ଡା ଗାଁରେ ଡବଲ ମର୍ଡର । ଶାଶୁ ଓ ସ୍ତ୍ରୀକୁ ଶାବଳରେ ଭୂସି ହତ୍ୟା କଲା ଜ୍ବାଇଁ ।
ବିଜେଡିରେ ପୁଣି ପାଣ୍ଡିଆନ ଝଡ଼ । ବିଜେଡି ଭାଙ୍ଗିବାକୁ ଦିଲ୍ଲୀରେ ଡେରା ପକାଇଥିଲେ ପାଣ୍ଡିଆନ । ଏକ ଜାତୀୟ ଗଣମାଧ୍ୟମରେ ପାଣ୍ଡିଆନଙ୍କୁ ନେଇ ବିସ୍ପୋରକ ଖବର ପ୍ରକାଶ ପାଇବା ପରେ ରାଜ୍ୟ ରାଜନୀତିରେ ହଟଚମଟ ।