Advertisment

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୩,୬୪୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୪୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୬୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୫୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୯୪ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚିଛି।

ଅଦ୍ୟତନ ହୋଇଛି
ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୩,୬୪୫ ପଜିଟିଭ୍‌ ଚିହ୍ନଟ

corona testing

Advertisment

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୪୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

Corona Updates In Odisha:

ଚିହ୍ନଟ ନୂଆ ୩,୬୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୫୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୯୪ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୫୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ