Advertisment

ଓଡ଼ିଶାରେ ଦିନକରେ ୩,୬୮୨ କରୋନା ଆକ୍ରାନ୍ତ‌ ଚିହ୍ନଟ, ଚିନ୍ତା ବଢ଼ାଇଲା ଖୋର୍ଦ୍ଧା

ଭୁବନେଶ୍ୱର: ଓଡ଼ିଶାରେ ୩,୬୮୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୬୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୪୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୪୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୭୭୫ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪, […]

ଅଦ୍ୟତନ ହୋଇଛି
ଓଡ଼ିଶାରେ ଦିନକରେ ୩,୬୮୨ କରୋନା ଆକ୍ରାନ୍ତ‌ ଚିହ୍ନଟ, ଚିନ୍ତା ବଢ଼ାଇଲା ଖୋର୍ଦ୍ଧା

corona

Advertisment

ଭୁବନେଶ୍ୱର: ଓଡ଼ିଶାରେ ୩,୬୮୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୩,୬୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୪୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୪୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୭୭୫ ଜଣ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪, ୬୬୮ରେ ପହଞ୍ଚିଛି।

Advertisment
Coronavirus Odisha News Corona Updates In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ