• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Balle Balle Dhaba
ଭଙ୍ଗା ଯିବନି ବିବାଦୀୟ ବଲ୍ଲେ ବଲ୍ଲେ ଢାବା

ସରକାରୀ ଅର୍ଥରେ ଧର୍ମଶାଳା ଭବନ ଓ ଫୁଡ୍ କୋର୍ଟ ନିର୍ମାଣ କରାଯାଇଛି। ତେଣୁ ଏହାକୁ ଭଙ୍ଗାଯିବନି ବୋଲି ବିଡିଓ ସୂଚନା ଦେଇଛନ୍ତି।

Ratna Bhandar
'ଚାବି ହଜିଯିବା ଓ ଡୁପ୍ଲିକେଟ୍ ଚାବି ମିଳିବା ଅତ୍ୟନ୍ତ ଲଜ୍ଜାଜନକ'

ଚାବି ହଜିବାକୁ ନେଇ ବିସ୍ଫୋରକ ବୟାନ ରଖିଛନ୍ତି ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର । ଚାବି ହଜିବା ଓ ମିଳିବାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି ।

Gas Deliver
ମନ୍ତ୍ରୀଙ୍କ ଧମକ; ଅର୍ଡରର ୪୮ ଘଣ୍ଟାରେ ପହଞ୍ଚାଅ ଗ୍ୟାସ୍, ନହେଲେ ...

ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ବିତରଣକାରୀ ସଂସ୍ଥା ବା ଡିଲରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ ।

JP Nadda
ବିଜେପିର ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେବେ ଜେପି ନଡ୍ଡା

ପୁରୀ ବଳିଆପଣ୍ଡାରେ ବୈଠକକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ।

Drowning Case
ମହାନଦୀକୁ ଡେଇଁ ପଡ଼ିଲେ ଯୁବକ ! ଖୋଜାଖାଜି ଜାରି..ମିଳୁନି ପତ୍ତା..

ଅଗ୍ନିଶମ ବାହିନୀ ନିଖୋଜ ପ୍ରଶାନ୍ତଙ୍କୁ ଖୋଜାଖୋଜି ବି କରିଛନ୍ତି। ନଦୀ ନିକଟରୁ ତାଙ୍କ ଚପଲ ଓ କ୍ୟାପ୍ ମିଳିଥିବାରୁ ସେ ମହାନଦୀକୁ ଡେଇଁଥିବା ସନ୍ଦେହ କରାଯାଉଛି।

Bus Worker
ବୁକିଂ ବାହାନାରେ ଚା'ରେ ନିଶା ଦେଇ ବସ୍ କର୍ମଚାରୀଙ୍କୁ ଅଚେତ କଲେ ଦୁର୍ବୃତ୍ତ

ନିଶା ଦେଇ ବସ୍ କର୍ମଚାରୀଙ୍କୁ ଦୁର୍ବୃତ୍ତ ଅଚେତ କରିଦେଇଥିବା ଚର୍ଚ୍ଚା ହେଉଛି।

Ratna Bhandar
ଗୁରୁବାର ଦିନ ଖୋଲିବ ରତ୍ନଭଣ୍ତାର, ଭକ୍ତଙ୍କ ପାଇଁ କଣ ରହିବ ଶ୍ରୀମନ୍ଦିର କଟକଣା

ଗୁରୁବାର ଦିନ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶରେ କଣ ରହିବ କଟକଣା । ଅଧ୍ୟକ୍ଷ ଜଷ୍ଟିସ ରଥ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ସୂଚନା ଦେଇଛନ୍ତି ।

Delicious 'Jeera Chena Masala'
ଘରେ ପ୍ରସ୍ତୁତ କରନ୍ତୁ ସୁଆଦିଆ 'ଜିରା ଛେନା ମସଲା'

ଆଜି ଆମେ ଆପଣଙ୍କ ପାଇଁ ପନିରର ଏକ ନୂଆ ରେସିପି ନେଇ ଆସିଛୁ । ଏହି ରେସିପିର ନାଁ ହେଉଛି 'ଜିରା ଛେନା ମସଲା' । ଏହି ରେସିପିଟିକୁ ଅତି ସହଜରେ ଘରେ ଆପଣ ବନେଇ ପାରିବେ ।

Ratna Bhandar
‘ଗୁରୁବାର ଖୋଲିବ ରତ୍ନଭଣ୍ତାର, ସମସ୍ତ ପ୍ରକ୍ରିୟାର ହେବ ଭିଡିଓଗ୍ରାଫି’

ପୁଣି କେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ପ୍ରଶ୍ନ ଉଠୁଥିଲା। ଏନେଇ ପୁରୀ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ତଦାରଖ କମିଟିର ବୈଠକରେ ବିଚାରବିମର୍ଶ ପରେ ଗୁରୁବାର ଖୋଲାଯିବା ନେଇ ନିଷ୍ପତ୍ତି ନିଆଗଲା।

What Does It Mean If You Dream About Fish?
ସ୍ୱପ୍ନରେ ମାଛ ଦେଖୁଛନ୍ତି କି ? ମିଳିଥାଏ ଏହି ସଂକେତ

ସ୍ୱପ୍ନ ଶାସ୍ତ୍ର ଅନୁଯାୟୀ ସ୍ୱପ୍ନରେ ଦେଖାଯାଉଥିବା ପ୍ରତ୍ୟେକ ଜିନିଷର କିଛି ନା କିଛି ଅର୍ଥ ରହିଛି । ଏଥିମଧ୍ୟରୁ କିଛି ଅତୀତର ହୋଇଥାଏ ଏବଂ କିଛି ଭବିଷ୍ୟତର ଆଇନା ଦେଖାଇଥାନ୍ତି । ଏହା ଜୀବନରେ ଶୁଭ ଏବଂ ଅଶୁଭ ପରିଣାମ ନେଇ ଆସିଥାଏ ।

weather
ବର୍ଷାରେ ଭିଜିବ ଓଡ଼ିଶା,ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ଲଘୁଚାପ ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷାର ପୂର୍ବାନୁମାନ । ଆସନ୍ତା ୧୯ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

Bahuda Yatra
ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତ୍ତି,ସିଂହଦ୍ବାର ସାମ୍ନାରେ ତିନି ରଥ

ଭକ୍ତି ଓ ଭାବରେ ବୁଡ଼ିଲା ଶ୍ରୀକ୍ଷେତ୍ର । ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାର ସାମ୍ନାରେ ତାଳଧ୍ବଜ ଓ ଦେବଦଳନ । ଶ୍ରୀନଅର ସମ୍ମୁଖରେ ହେଲା ଲକ୍ଷ୍ମୀ ନାରାୟଣ ଭେଟ

Can India win Olympic gold in hockey after 44 years
Sports: ୪୪ ବର୍ଷ ପରେ ହକିରେ ଅଲିମ୍ପିକ୍ ସ୍ୱର୍ଣ୍ଣ ଜିତିପାରିବ କି ଭାରତ

ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ଜୁଲାଇ ୨୭ରୁ ଆରମ୍ଭ ହେବ ପୁରୁଷ ହକି ପ୍ରତିଯୋଗିତା। କ୍ରେଗ୍ ଫୁଲ୍‌ଟନ୍‌ଙ୍କ ପ୍ରଶିକ୍ଷଣ ଓ ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ ଏଥର ସ୍ୱର୍ଣ୍ଣ ପଦକ ଜିତିପାରିବ କି ଭାରତ? ୪୪ ବର୍ଷର ଦୀର୍ଘ ପ୍ରତୀକ୍ଷାର ଘଟିବ କି ଅନ୍ତ?

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 16 July 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Tuesday, 16 July 2024
Watco Engineer
ଅବସରର ପରେ ୱାଟକୋର ଗାଦି ମାଡ଼ି ବସିଛନ୍ତି ବହୁ ଇଞ୍ଜିନିୟର ବାବୁ

ଅଫିସରଙ୍କ ରାଜ୍ ପାଇଁ ବନ୍ଦ ହୋଇଛି ନୂଆ ନିଯୁକ୍ତି ବାଟ । ପ୍ରମୋଶନ୍ ପାଇଥିବା ଅନେକଙ୍କୁ ମିଳୁନି ନୂଆ ପୋଷ୍ଟିଂ ।

Ratha Yatra 2024
ଭକ୍ତି ଓ ଭାବରେ ବୁଡ଼ିଛି ଶ୍ରୀକ୍ଷେତ୍ର; ସିଂହଦ୍ବାରରେ ଲାଗିଲା ୩ ରଥ...

ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ୁଲେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାର ସାମ୍ନାରେ ତାଳଧ୍ବଜ , ଦେବଦଳନ ଓ ନନ୍ଦିଘୋଷ । ଲକ୍ଷ୍ମୀନାରାୟଣ ଭେଟ ସାରି ପଛେ ପଛେ ପହଞ୍ଚିଲେ ନନ୍ଦିଘୋଷ । 

Vegetables Price Hike
ଖାଉଟି ବଜାରରେ ନିଆଁ, କେମିତି ନିୟନ୍ତ୍ରଣ ହେବ ପରିବା ଦର; କମିବ ମିଡିଲ୍ ମ୍ୟାନଙ୍କ ପ୍ରାଦୁର୍ଭାବ

ଯଦିଓ ଟିକେ କମିଛି, ହେଲେ ଜୁଲାଇରେ ଯେତିକି ରହିବା କଥା ତାଠୁ ଅଧିକ ରହିଛି ପରିବା ଓ ଗ୍ରୋସରୀ ଦର ।

Bahuda Jatra
ବାହୁଡ଼ାରେ ସୁଧାରିଲେ ଗୁଣ୍ଡିଚା ତ୍ରୁଟି ! ଆଗୁଆ ପହଣ୍ଡି, ଧାର୍ଯ୍ୟ ସମୟ ପୂର୍ବରୁ ରଥଟଣା 

ବିନା ବଡ଼ ବିଲକ୍ଷଣ ଓ ବିଶୃଙ୍ଖଳାରେ ରଥଟଣା । ରଥରୁ ଅଣସେବାୟତଙ୍କୁ ଓହ୍ଲାଇ ଆଣିଲେ ଶ୍ରୀମନ୍ଦିର ପ୍ରଶାସକ ।

Ratna Bhandar
ଘନଉଛି ରତ୍ନଭଣ୍ତାର ଚାବି ବିବାଦ; ଡୁପ୍ଲିକେଟ୍ ଚାବିରେ ଖୋଲିଲାନି ତାଲା! କାହିଁକି ନଥିଲା ଜଉମୁଦ?

ଶ୍ରୀମନ୍ଦିର ରତ୍ନଭଣ୍ଡାର ନୁହେଁ ତ, ସତେ କି ଖୋଲୁଛି ରହସ୍ୟ ପେଡ଼ି । ପ୍ରାୟ ୫ ଦଶନ୍ଧି ପରେ ଗତକାଲି ଭିତର ଭଣ୍ଡାର ଖୋଲା ଯାଇଥିଲେ ବି, ବିବାଦ ଥମୁନି ।

DS Kuttey
IPS ଡିଏସ୍‌ କୁଟ୍ଟେ ଏବେ ଗୃହ ବିଭାଗ OSD, ନିଯୁକ୍ତି ଦେଲେ ସରକାର

ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ବେଳେ ନିଲମ୍ବିତ ହୋଇଥିଲେ । ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ ।

  • Monday, 15 July 2024
  • IPS
Rath Jatra
ଭାବ ଓ ଭକ୍ତିରେ ବୁଡ଼ିଲା ଶ୍ରୀକ୍ଷେତ୍ର; ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତ୍ତି, ଦିନକ ପରେ ସୁନାବେଶ

ଜନ୍ମବେଦିରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ । ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ପାଖାପାଖି ପହ଼ଞ୍ଚି ସାରିଥିଲା ବେଳେ ପଛେ ପଛେ ଆସୁଛନ୍ତି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ କାଳିଆ ସାଆଁନ୍ତଙ୍କ ନନ୍ଦିଘୋଷ ।

One Side Love, Crime
ଡବଲ ମର୍ଡର ! ମହିଳା ବନ୍ଧୁଙ୍କ ଘରେ ଥିଲା ଯୁବକ, ୱାନ୍‌ ସାଇଡ୍‌ ଲଭର ଆସି କଲା ହତ୍ୟା

ଅଚାନକ ରବିବାର ଦିନ ରାତିରେ ଡ୍ରାଇଭର ରାଜୁ ନାଗ, ଯୁବତୀଙ୍କ ଘରେ ପହଞ୍ଚିଥିଲା । ଆଉ ଯୁବତୀଙ୍କୁ ବାହାରକୁ ଯିବାକୁ ବାଧ୍ୟ କରିଥିଲା ।

CM Mohan Majhi
କାନ୍ଦି କାନ୍ଦି ନେହୁରା ହେଲେ ଭାଇ ଭଉଣୀ, ‘ସାର୍‌ ମୋତେ ଭଲ କରି ଦିଅନ୍ତୁ...’

ମାମାଲିକୁ ୩ ବର୍ଷ ଓ ଶାନ୍ତନୁକୁ ଦେଢ଼ ବର୍ଷ ହେବା ବେଳେ ଦୁରାରୋଗ୍ୟ ରୋଗରେ ପୀଡ଼ିତ ହେଲେ ଦୁଇଜଣ ।

  • Monday, 15 July 2024
Mission Shakti
ଅଡ଼ୁଆରେ ମିଶନ ଶକ୍ତି ମହିଳା; ଲୋନ୍ ଆଣି କିଣିଥିଲେ ସ୍କୁଟି, ଏବେ ଚିନ୍ତା ସୁଝିବେ କେମିତି...

ସାମ୍ନାକୁ ଆସିଲା ମିଶନ ଶକ୍ତିର ଆଉ ଏକ କଳା ସତ । ସ୍କୁଟି ନେଇ ଅଡ଼ୁଆରେ ପଡ଼ିଛନ୍ତି ମହିଳା ।

Sattwik Swain Dominates at the World Stage
କମାଲ୍‌ କଲେ ଲିଟିଲ୍‌ ଚେସ୍‌ ମାଷ୍ଟର; ଜିତିଲେ ଅନ୍ତର୍ଜାତୀୟ ମେଡାଲ

କମାଲ୍ କଲା ୮ବର୍ଷର ବିଚକ୍ଷଣ ନାବାଳକ। ଚେସ୍ ବିଶ୍ୱକପରେ ଅଂଶଗ୍ରହଣ କରି ଜିତିଲା ଅନ୍ତର୍ଜାତୀୟ ମେଡାଲ। ଭୁବନେଶ୍ବରର କୁନି ପୁଅ ରାଜ୍ୟ ତଥା ଦେଶ ପାଇଁ ଆଣିଦେଇଛି ଗୌରବ।

  • Monday, 15 July 2024
  • Chess