• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

corona
ଚିନ୍ତା ବଢାଇଲା କରୋନା, ଦିନକରେ ୧୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଯାଜପୁରରେ ଆଉ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪ ଜଣ ଚିହ୍ନଟ ପରେ କେବଳ ଯାଜପୁରରେ ସଂଖ୍ୟା ସଂଖ୍ୟା ୩୬କୁ ବୃଦ୍ଧି ପାଇଛି।   ଆଜି ସକାଳେ ଏଠାରେ ୩ ଜଣ ଚିହ୍ନଟ ହୋଇଥିଲେ ଏହାକୁ ମିଶାଇ ରାଜ୍ୟରେ ୧୪୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି। ଆଜିର ଏହି ୧୪ ଜଣ ଏମାନେ […]

  • Wednesday, 14 July 2021
kota2
କୋଟାରୁ ବାହୁଡ଼ିଲେ ଓଡ଼ିଆ ଛାତ୍ରଛାତ୍ରୀ, ଏବେ ରହିବେ କେଉଁଠି?

ଭୁବନେଶ୍ୱର: ଓଡ଼ିଶା ଫେରୁଛନ୍ତି ରାଜସ୍ଥାନ କୋଟାରେ ଫସିଥିବା ୧୧୬ ଓଡ଼ିଆ ଛାତ୍ରଛାତ୍ରୀ। ନିଜ ନିଜ ବ୍ୟବସ୍ଥାରେ ସେମାନେ କୋଟାରୁ ବସ୍‌ରେ ଫେରୁଛନ୍ତି। କୋଟାର ଲ୍ୟାଣ୍ଡ ମାର୍କ ସିଟି ଏବଂ ମହାବୀର ନଗରରୁ ଚାରୋଟି ବସ୍‌ରେ ଛାତ୍ରଛାତ୍ରୀମାନେ ଆସୁଥିବା ସୂଚନା ମିଳିଛି। ଯାତ୍ରା ଆରମ୍ଭ କରିବା ପୂର୍ବରୁ ସମସ୍ତ ଛାତ୍ରଛାତ୍ରୀଙ୍କ ସ୍କ୍ରିନିଂ କରାଯାଇଥିଲା। ବସ୍‌କୁ ମଧ୍ୟ ବିଶୋଧନ କରାଯାଇଥିଲା। ଏହି ବସ୍  ମଧ୍ୟପ୍ରଦେଶ, ଛତିଶଗଡ଼, ସମ୍ବଲପୁର, ଝାରସୁଗୁଡା ଦେଇ ରାଉରକେଲାରେ ପହଞ୍ଚିବ। ରାଉରକେଲାରେ ପହଁଚିବା ପରେ ପୁଣି ଥରେ […]

  • Wednesday, 14 July 2021
light
ଭୁବନେଶ୍ୱରରେ ଲକ୍‌ଡାଉନ୍‌ କଟକଣା କୋହଳ, ଖୋଲିବ ଏସବୁ ଦୋକାନ ଓ ପ୍ରତିଷ୍ଠାନ

ଭୁବନେଶ୍ୱର: ରାଜଧାନୀବାସୀଙ୍କ ପାଇଁ ଆଉ ଟିକେ କୋହଳ ହେଲା ଲକଡାଉନ୍ କଟକଣା। ଭୁବନେଶ୍ୱରରୁ କଣ୍ଟେନମେଣ୍ଟ ହଟିବା ପରେ ଆଉ ଥରେ ସ୍ଥିତି ଅନୁଧ୍ୟାନ କରି ସହରରେ କେଉଁ ଦୋକାନ ଖୋଲିବ ଏବଂ କେଉଁ ଦୋକାନ ଖୋଲିବନି ତାର ବିସ୍ତୁତ ତାଲିକା ପ୍ରସ୍ତୁତ କରିଛି ବିଏମସି। ପୂର୍ବରୁ କୋହଳ ଥିବା ଅତ୍ୟାବଶ୍ୟକ ସେବା ସାଙ୍ଗକୁ କୋହଳ ତାଲିକା ଭିତରେ ଯୋଡ଼ି ହୋଇଛି ଆଉ କିଛି ସେବା।  ଭୁବନେଶ୍ୱରରେ ଗତ ୧୪ଦିନ ଧରି କୌଣସି ନୂଆ ସଂକ୍ରମିତ ରୋଗୀ ଚିହ୍ନଟ […]

  • Wednesday, 14 July 2021
qurar
ଘରମାଲିକଙ୍କୁ କରୋନା, ଭଡ଼ାଟିଆଙ୍କ ସହ କ୍ୱାରେଣ୍ଟାଇନ୍‌ରେ ଗଲେ ୧୧ ଜଣ ବ୍ୟାଙ୍କ କର୍ମଚାରୀ

ସୋର: ବାଲେଶ୍ୱର ସୋରରେ ଥିବା ୟୁକୋ ବ୍ୟାଙ୍କର ୧୧ଜଣ କର୍ମଚାରୀଙ୍କୁ କ୍ୱାରେଣ୍ଟିନ ପାଇଁ ପଠାଇଲା ପ୍ରଶାସନ।  ୟୁକୋ ବ୍ୟାଙ୍କ ଓ ବଜାରରେ ଥିବା ଏକ ଲଜ୍‌କୁ ସିଲ୍ କରିଛି ଜିଲ୍ଲା ପ୍ରଶାସନ। ସୋର ୟୁକୋ ବ୍ୟାଙ୍କର ଜଣେ କର୍ମଚାରୀ ନିଳିଆବାଗ କଣ୍ଟେନମେଣ୍ଟ ଜୋନରେ କରୋନା ଆକ୍ରାନ୍ତଙ୍କ ଘରେ ଭଡା ନେଇ ରହୁଥିଲେ। ସେହି କର୍ମଚାରୀ ସୋର ୟୁକୋ ବ୍ୟାଙ୍କରେ କାର୍ଯ୍ୟ କରୁଥିବା ଯୋଗୁ ବ୍ୟାଙ୍କର ସମସ୍ତ ୧୧ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌ ସେଣ୍ଟରକୁ ନେଇଛି ସ୍ଥାନୀୟ ପ୍ରଶାସନ। ସେହିପରି […]

  • Wednesday, 14 July 2021
marriage
ଜୁଲାଇ ୧୫ ପରେ ଶୁଭ କାର୍ଯ୍ୟ ମନା, ବିବାହକୁ ନେଇ ଚିନ୍ତାରେ ବର-କନ୍ୟା

ଭୁବନେଶ୍ୱର: ବାହାଲଗ୍ନକୁ ଅକସ୍ମାତ୍ ରୋକିଦେଲା ଲକଡାଉନ୍। ଗଲା ଦେଢ଼ ମାସ ଭିତରେ ହଠାତ୍ ବନ୍ଦ ହୋଇଛି ରାଜ୍ୟରେ ହଜାର ହଜାର ବାହାଘର। କେଉଁଠି ବର ବାହାର ରାଜ୍ୟରେ ଫସିଛି ତ ଆଉ କେଉଁଠି କନ୍ୟା ଘରକୁ ଫେରି ପାରୁନି। ତାସହ ସାମାଜିକ ଦୂରତ୍ୱ ନିୟମ ମାନି ବି ଅନେକ ବାହାଘର ତାରିଖ ଘୁଞ୍ଚାଇବାକୁ ବାଧ୍ୟ ହୋଇଛନ୍ତି। ତେବେ ଆସନ୍ତା ଜୁଲାଇ ୧୫ ପରଠାରୁ ନଭେମ୍ବର ୨୫ ମଧ୍ୟରେ ଆଉ ମାଙ୍ଗଳିକ କାର୍ଯ୍ୟ ଯୋଗ ନାହିଁ। ତେଣୁ ଲକଡାଉନ୍ […]

  • Wednesday, 14 July 2021
main
କରୋନା ବାଣ୍ଟୁଛନ୍ତି କି ସୁପର୍ ସ୍ପ୍ରେଡର? ୬୧ ନମ୍ବର ଆକ୍ରାନ୍ତଙ୍କୁ ନେଇ ବଢ଼ିଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାକୁ ଏବେ ସୁପର୍ ସ୍ପ୍ରେଡର ଚିନ୍ତା। ସପ୍ତାହକ ଭିତରେ ରାଜ୍ୟରେ ପ୍ରାୟ ଏକ ତୃତୀୟାଂଶ କେଶ୍‌ ବଢ଼ିବା ପଛରେ ରହିଛି ସୁପର ସ୍ପ୍ରେଡରଙ୍କ ବଡ଼ ଭୂମିକା। ରାଜଧାନୀର ବମିଖାଲ ଓ ସୂର୍ଯ୍ୟନଗର ପରେ ଏବେ ବାଲେଶ୍ୱର ଓ ସୁନ୍ଦରଗଡ଼ରେ ବି ସଂକ୍ରମଣ ବ୍ୟାପିବା ପଛରେ କେହି ନା କେହି ସୁପର୍ ସ୍ପ୍ରେଡର ଥିବା ଜଣାପଡ଼ିବା ପରେ ଏହା ଏବେ ପୂରା ରାଜ୍ୟ ପାଇଁ ଏବେ ଚିନ୍ତାର କାରଣ ହୋଇଛି। ଦକ୍ଷିଣ କୋରିଆର କରୋନା କେଶ୍ ନମ୍ବର […]

  • Wednesday, 14 July 2021
stone
ପଥର ତଳେ ଚାପି ହୋଇ ଚାଲିଗଲା ୩ ଜୀବନ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ଅଘଟଣ। ପୁରୁଷୋତ୍ତମପୁରସ୍ଥିତ ଭାତକୁମରଡ଼ା ପଥର ଖଣିରେ ଏହି ଅଘଟଣ ଘଟିଛି। ପଥର କାଟିବା ବେଳେ ଅତଡ଼ା ଧସିବାରୁ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ତିନି ଶ୍ରମିକଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାପଡିଛି। ମୃତକମାନେ ହେଲେ ଟାଙ୍ଗନାପାଲ୍ଲି ଗାଁର ପଙ୍କଜ ଦାସ ଓ ମିନତୀ ନାୟକ ଏବଂ ଖଲ୍ଲିକୋଟ ବ୍ଲକ ବିକ୍ରମପୁର ଗାଁର ଭକତ ପରିଡ଼ା। ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ଓ ପୋଲିସ ପହଞ୍ଚି ତନାଘନା […]

  • Wednesday, 14 July 2021
ration
ରାଜ୍ୟ ଫେରନ୍ତାଙ୍କୁ ମିଳିବ ରାସନ

ଭୁବନେଶ୍ୱର: ବାହାର ରାଜ୍ୟରୁ ଫେରୁଥିବା ଶ୍ରମିକଙ୍କୁ ମିଳିବ ରାସନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଯୋଗେ ବୈଠକ କରି କରୋନା ମୁକାବିଲା ନେଇ ନିଯୁକ୍ତ ଜିଲ୍ଲା ପର୍ଯ୍ୟବେକ୍ଷକମାନଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ଫେରୁଥିବା ସବୁ ଯୋଗ୍ୟ ଶ୍ରମିକ, ରାସନ କାର୍ଡ ଥାଉ ବା ନଥାଉ ସମସ୍ତଙ୍କୁ ଯେପରି ରାସନ ସାମଗ୍ରୀ ମିଳିବ, ଶ୍ରମିକମାନେ ଯେମିତି ଅସୁବିଧା ନଭୋଗନ୍ତି ତା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ୮ରୁ ୧୦ ଦିନକୁ ଦୃଷ୍ଟିରେ ରଖି […]

  • Wednesday, 14 July 2021
patient
ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ। ସମ୍ପୃକ୍ତ ସୁସ୍ଥ ବ୍ୟକ୍ତି ଜଣକ ଭୁବନେଶ୍ୱର ଅଞ୍ଚଳର ହୋଇଥିବା ସୂଚନା। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତକାଲି ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ଏମାନେ ଭୁବନେଶ୍ୱରର ବୋଲି ସୂଚନା ଦେଇଥିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ।ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେଶ ୭୯ ଓ କେବଳ ଭୁବନେଶ୍ୱରରେ ଆକ୍ଟିଭ କେଶ […]

  • Wednesday, 14 July 2021
dog
ନିଷ୍ଠୁର ସାଜିଲା ମଣିଷ, ଭୋକିଲା ପେଟରେ ମାଡ଼ ସହିପାରିଲାନି ଗର୍ଭବତୀ କୁକୁର

ଭୁବନେଶ୍ୱର: ଲକ୍‌ଡାଉନ୍ ସମୟରେ ଦୁଇ ମୁଠା ଖାଇବା ପାଇଁ ପଶୁ ଜନ୍ତୁମାନେ ଡ଼ହଳବିକଳରେ ଆଉଟୁପାଉଟୁ ହେଉଛନ୍ତି। ଏପରି ସଙ୍କଟ ସମୟରେ ତାଙ୍କ ପ୍ରତି ଦୟା ମନୋଭାବ ନ ଦେଖାଇ ମଣିଷ ସାଜିଲା ଘାତକ।  କରୋନା ସମୟରେ ଜଣେ ଅନ୍ୟ ଜଣକୁ ସାହାଯ୍ୟ କରୁଥିବା ବେଳେ ନିଷ୍ଠୁର ମଣିଷ ଗର୍ଭବତୀ କୁକୁରକୁ ପିଟିପିଟି ହତ୍ୟା କରିଛି। ଏଭଳି ଅଭାବନୀୟ ଘଟଣା ଘଟିଛି, ଭୁବନେଶ୍ୱର ସାମନ୍ତରାପୁରସ୍ଥିତ ଶ୍ରୀରାମ ନଗର ୧୦ ନମ୍ବର ଲେନ୍‌ରେ। ଗର୍ଭବତୀ କୁକୁରକୁ ଆକ୍ରମଣ ପରେ କୁକୁରର […]

  • Wednesday, 14 July 2021
liquor
ବାହାର ବନ୍ଦ ଭିତରେ ବେପାର, ଧରିଲା ପୋଲିସ୍

ଦିଗପହଣ୍ଡି: ବାହାର ପଟେ ସିଲ, ହେଲେ ପଛ ପଟେ ଚାଲିଥିଲା ଚୋରା ମଦ ଭାଟି। ପୋଲିସର ଚଢ଼ାଉ କରି ବିପୁଳ ପରିମାଣର ମଦ ଓ ପୋଚ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମ ନିକଟରେ ଏକ ଦେଶୀମଦ ଭାଟିକୁ କିଛି ଦିନ ତଳେ ଅବକାରୀ ବିଭାଗ ପକ୍ଷରୁ ସିଲ  କରାଯାଇଥିଲା। ହେଲେ ଆଗ ପାଖେ ସିଲ ଥିବା ବେଳେ ମଦ ଭାଟି ପଛପଟୁ […]

  • Wednesday, 14 July 2021
3-districts
କରୋନା ସଂକ୍ରମିତ ଅଞ୍ଚଳରେ ଚାଲିଛି ସ୍ୱାବ ସଂଗ୍ରହ, ଆହୁରି ଅଛନ୍ତି ପଶ୍ଚିମବଙ୍ଗ ଫେରନ୍ତା

ଭଦ୍ରକ: ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଆଜି ବାସୁଦେବପୁରରୁ ୨ ଓ ବନ୍ତ ବ୍ଲକର ଜଣକଠାରେ ପଜିଟିଭ୍ ରିପୋର୍ଟ ଆସିଛି। ଏହି ୩ ଜଣ ଅଲଗା ଅଲଗା ପଞ୍ଚାୟତର ଓ ସେହି ପଞ୍ଚାୟତକୁ ତତକ୍ଷଣାତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ବୋଲି ଜିଲ୍ଲାପାଳ ଜ୍ଞାନ ରଞ୍ଜନ ଦାସ କହିଛନ୍ତି। ଏମାନେ ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା କରୋନା। ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ୩୨ଟି ପଞ୍ଚାୟତକୁ ଇଣ୍ଟେନସିଭ୍ ସର୍ଭେଇଲାନ୍ସ ଜୋନ୍ କରାଯାଇଛି। ଏହି ଅଞ୍ଚଳରେ ୧୦ […]

  • Wednesday, 14 July 2021
police
ପୋଲିସ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ପୋଲିସ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟରେ କୋଭିଡ୍ ସହ ଲଢେଇ କରୁଥିବା ପୋଲିସ୍‌ କର୍ମଚାରୀଙ୍କ ଏହି ସମୟରେ ସେମାନଙ୍କ ମୃତ୍ୟୁ ହେଲେ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏନେଇ ପୋଲିସ ଡିଜି ଅଭୟ ଟ୍ୱିଟ୍ ଜରିଆରେ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଅନ୍ୟମାନଙ୍କ ଭଳି ରାଜ୍ୟର ପୋଲିସ କର୍ମଚାରୀମାନେ ବି କୋଭିଡ ସହ ଲଢେଇ କରିବାରେ ଆଗଧାଡ଼ିରେ ରହୁଥିବାରୁ ଏହି ଘୋଷଣା କରିଛନ୍ତି ରାଜ୍ୟ ସରକାର।

  • Wednesday, 14 July 2021
bus
ସୁରତରୁ ଗଡ଼ିଲା ବସ୍‌, ଫେରିଲେ ଓଡ଼ିଆ

ସୁରତ:  ଗୁଜୁରାଟ ସୁରତରୁ ଗଂଜାମ ବାହାରିଲା ୪ ବସ୍। ଗୁଜରାଟ ସୁରତରୁ ୪ଟି ବସ୍ ଓଡ଼ିଶା ବାହାରିଛି। ସୁରତରେ ଫସିଥିବା ଓଡ଼ିଆ ଲୋକଙ୍କୁ ଧରି ବାହାରିଲା ବସ୍। ପ୍ରତି ବସ୍‌ରେ ୫୦ରୁ ଅଧିକ ଯାତ୍ରୀଙ୍କୁ ଧରି ଗାଡ଼ି ଛାଡ଼ିଲା। ଯାତ୍ରୀ ଓ ବସ୍‌କୁ ଯିବାକୁ ସ୍ଥାନୀୟ ପ୍ରଶାସନ ଅନୁମତି ଦେଇଛନ୍ତି। ଯାତ୍ରୀମାନେ ନିଜ ଖର୍ଚ୍ଚରେ ବସ୍ ରିଜର୍ଭ କରି ଆସୁଥିବା ଜଣାପଡିଛି। ସମସ୍ତ ଯାତ୍ରୀ ଗଂଜାମ ଜିଲ୍ଲାକୁ ଆସୁଛନ୍ତି। ତେବେ ଦୀର୍ଘ ଦିନ ପରେ ନିଜ ମାଟିକୁ […]

  • Wednesday, 14 July 2021
contement
ଷ୍ଟାଫନର୍ସ କରୋନା ଆକ୍ରାନ୍ତ ପରେ କୋରାପୁଟରେ କଣ୍ଟେନମେଣ୍ଟ

କୋରାପୁଟ: ଷ୍ଟାଫନର୍ସ କରୋନା ଆକ୍ରାନ୍ତ ପରେ କୋରାପୁଟରେ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ଦଶମନ୍ତପୁର ବ୍ଲକ ପୋଡ଼ାଗଡ଼ ପଞ୍ଚାୟତକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରାଯାଇଛି। ପୋଡ଼ାଗଡ଼ର ୩ କିମି ପରିଧି ଅଞ୍ଚଳ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ସେହିପରି ୭ କିମି ପରିବ୍ୟାପ୍ତ ଅଞ୍ଚଳ ବଫର ଜୋନ୍ ଘୋଷଣା କରାଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ହେଉଥିବା କୋରାପୁଟ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ପ୍ରକାଶଥାଉକି,  ରାଜ୍ୟରେ ଆଜି ଗୋଟିଏ ଦିନରେ  ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗୁରୁତ୍ୱପୂଣ୍ଣ କଥା ହେଲା, […]

  • Wednesday, 14 July 2021
city
କଟକ ପାଇଁ କ'ଣ ରହିଛି କଟକଣା? CMC ଦେଲା ତାଲିକା

କଟକ: କରୋନା କଟକଣା ସମୟରେ କଟକ ସହରରେ ସକାଳ ୭ରୁ ୧୧ଟା ଯାଏ ଖୋଲିବ ହୋଲସେଲ୍ ଓ ରିଟେଲ ଦୋକାନ। ସେହିଭଳି ଗଳି ଦୋକାନ, ଗୋଟିକିଆ ଦୋକାନ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ଏନେଇ ସିଏମସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସବୁ ଦୋକାନ ୩ ଫୁଟର ସାମାଜିକ ଦୂରତ୍ୱ ବଜାୟ ରଖିବା ଜରୁରୀ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିଭଳି ଦୋକାନ ଖୋଲିବା ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ କୁହାଯାଇଛି। ଖିଲାପ କଲେ ଆଇନ ଅନୁଯାୟୀ […]

  • Wednesday, 14 July 2021
rain
ଦାନା ବାନ୍ଧୁଛି ଲଘୁଚାପ! ଉପକୂଳରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ଡିପ୍ରେସନ୍ ରୂପ ନେଇପାରେ। କାଳକ୍ରମେ ଘନୀଭୂତ ହୋଇ ଆଣ୍ଡାମାନରୁ ମିଆଁମାର ଆଡ଼କୁ ମୁହାଁଇପାରେ। ଏପ୍ରିଲ ୩୦ରୁ ମେ ୩ ମଧ୍ୟରେ ମିଆଁମାର ମୁହାଁ ହେବା ସମ୍ଭାବନା ରହିଛି। ଫଳରେ ଏପ୍ରିଲ ୩୦ରୁ ମେ ୩ ତାରିଖ ମଧ୍ୟରେ  ଆଣ୍ଡାମାନ […]

  • Wednesday, 14 July 2021
boat
ଜଳପଥରେ ଚେନ୍ନାଇରୁ ଚିକିଟି ଆସିଲେ ୩୯, ଅଧାବାଟରୁ ମତ୍ସ୍ୟଜୀବୀ ଗାଏବ!

ବ୍ରହ୍ଣପୁର: ପୁଣି ସମୁଦ୍ର ରାସ୍ତାରେ ଗଞ୍ଜାମକୁ ଫେରିଲେ ମତ୍ସ୍ୟଜୀବୀ। ଚେନ୍ନାଇରୁ ଡଙ୍ଗା ଯୋଗେ ଚିକିଟି ବ୍ଲକ ରାମେୟାପାଟଣା କୂଳରେ ପହଞ୍ଚିଛନ୍ତି ୧୦ରୁ ୧୨ ଜଣ ମତ୍ସ୍ୟଜୀବୀ। ତେବେ ବଡ଼ କଥା ହେଉଛି, ଡଙ୍ଗାରେ ୩୯ ଜଣ ଫେରୁଥିବା ବେଳେ ଅଧା ବାଟରେ ଅନ୍ୟମାନେ ଓହ୍ଲାଇପଡ଼ିଥିବା ସନ୍ଦେହ କରାଯାଉଛି। ସେମାନେ ଆନ୍ଧ୍ର ପ୍ରଦେଶ ଏବଂ ସୋନପୁର ଅଞ୍ଚଳରେ ଓହ୍ଲାଇଥିବା ସୂଚନା ମିଳିଛି। ପୂର୍ବରୁ ଲକଡାଉନ୍ ଭାଙ୍ଗି ଚେନ୍ନାଇରୁ ଗଞ୍ଜାମ ଆସିଥିଲେ ବହୁ ମତ୍ସ୍ୟଜୀବୀ। ସମୁଦ୍ର ପଥରେ ମତ୍ସ୍ୟଜୀବୀ ଏବଂ […]

  • Wednesday, 14 July 2021
virys
ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ଦିନକରେ ହେଲେଣି ୮ ଆକ୍ରାନ୍ତ

ରାଜ୍ୟରେ ଆଉ ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଯାଜପୁର ଜିଲ୍ଲା ବାସୁଦେବପୁର ଅଞ୍ଚଳର ହୋଇଥିବା ନେଇ ଟ୍ୱିଟ୍‌ କରିଛି ସୂଚନା ଓ ଲୋକସମ୍ପର୍କ ବିଭାଗ। ସେ ୩୪ ବର୍ଷିୟ ଯୁବକ। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ଛୁଇଁଲା। ତାଙ୍କର ବେଙ୍ଗଲ ଲିଙ୍କ୍ ଥିବା ଜଣାପଡ଼ିଛି। ଆଜି ସକାଳେ ୫, ଅପରାହ୍ଣରେ ୨ ପରେ ଏବେ ଜଣଙ୍କୁ ମିଶାଇ ଗୋଟିଏ ଦିନରେ ଓଡ଼ିଶାରେ ୮ଜଣ ଚିହ୍ନଟ ହେଲେଣି। 4th Health Update, 27th April […]

  • Wednesday, 14 July 2021
migrans
ଲକ୍ଷ ଲକ୍ଷ ପ୍ରବାସୀଙ୍କୁ ଆଣିବା ପାଇଁ ଓଡ଼ିଶାରେ ନାହିଁ ଯଥେଷ୍ଟ ବସ୍‌

ଭୁବନେଶ୍ୱର: ରାଜ୍ୟକୁ କେମିତି ଫେରିବେ ୫ଲକ୍ଷରୁ ଅଧିକ ପ୍ରବାସୀ ଓଡ଼ିଆ ଶ୍ରମିକ। ଏନେଇ ଚିନ୍ତାରେ ରାଜ୍ୟ ସରକାର।  ପାଖରେ ମାତ୍ର ୧୪ରୁ ୧୫ ହଜାର ବସ୍ ଥିବାରୁ ଏତେ ସଂଖ୍ୟକ ଲୋକଙ୍କୁ କେମିତି ଅଣାଯିବ ସେନେଇ ପରିବହନ ମନ୍ତ୍ରୀ ଚିନ୍ତା ପ୍ରକଟ କରିଛନ୍ତି। ବିକଳ୍ପ ପାଇଁ ଅନ୍ୟ ରାଜ୍ୟ ସହ ଆଲୋଚନା ଚାଲିଥିବା ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି। ଲକଡାଉନ୍ ଚାଲିଥିବା ବେଳେ ରାଜ୍ୟ ବାହାରେ ଫସିଛନ୍ତି ଲକ୍ଷ ଲକ୍ଷ ଶ୍ରମିକ। ଟ୍ରେନ୍ ଓ ବିମାନ ସେବା […]

  • Wednesday, 14 July 2021
bmc
ଭୁବନେଶ୍ୱରକୁ ଫେରିବାକୁ ଚାହୁଁଥିବା ପ୍ରବାସୀଙ୍କ ପାଇଁ ଆସିଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର: ଆଗନ୍ତୁକଙ୍କ ତଥ୍ୟ ଦିଅ। ଘରକୁ ଫେରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଆସିଲା ଗାଇଡ୍‌ଲାଇନ୍। ରାଜଧାନୀ ଭୁବନେଶ୍ୱରେ ଘରକୁ ଫେରିବାକୁ ଚାହୁଁଥିବା ବ୍ୟକ୍ତିଙ୍କ ଲାଗି ଗାଇଡଲାଇଡ ଜାରି କରିଛି ବିଏମସି। ଏଥିଲାଗି ଭୁବନେଶ୍ୱରରେ ଘରକୁ ଘର ବୁଲି ଚାଲିଛି ସର୍ଭେ। ବାହାର ରାଜ୍ୟରେ ଥିବା ବ୍ୟକ୍ତି ଯଦି ଘରକୁ ଫେରିବାକୁ ଚାହୁଁଥିବେ ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ତଥ୍ୟ ପ୍ରଦାନ କରିବେ ପରିବାର ଲୋକେ। ବାହାର ରାଜ୍ୟରେ ରହୁଥିବା ବ୍ୟକ୍ତିଙ୍କ ନାମ, ଠିକଣା, ଆଧାର ନମ୍ବର ଏବଂ ମୋବାଇଲ […]

  • Wednesday, 14 July 2021
modi
ମୋଦିଙ୍କ ଆଗରେ ୩ଟି ଦାବି ରଖିଲେ ନବୀନ

କରୋନା ମୁକାବିଲା ନେଇ ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭିଡିଓ କନଫରେନସିଂରେ ଆଲୋଚନାବେଳେ ମୁଖ୍ୟତଃ ୩ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଗୁଡ଼ିକ ହେଲା ବିଭିନ୍ନ ରାଜ୍ୟରେ ଫସିଥିବା ଶ୍ରମିକମାନଙ୍କର ସେଠାରେ ଉଚିତ୍ ଯତ୍ନ ନିଆଯାଉ। ତାସହ  ଫସିଥିବା ଛାତ୍ର, ଶ୍ରମିକ, ତୀର୍ଥଯାତ୍ରୀ ଓ ରୋଗୀଙ୍କ ସହ କର୍ମଜୀବୀଙ୍କ ଫେରିବା ଲାଗି ଜାତୀୟସ୍ତରରେ SOP କରିବାକୁ ମଧ୍ୟ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଛଡ଼ା ନମୁନା ପରୀକ୍ଷଣ ବ୍ୟବସ୍ଥା ବଢ଼ାଇବାକୁ ମଧ୍ୟ ଦାବି କରିଛନ୍ତି […]

  • Wednesday, 14 July 2021
cov
ଆଉ ୨ କରୋନା ପଜିଟିଭ ଚିହ୍ନଟ, ସ୍ୱାସ୍ଥ୍ୟକର୍ମୀ ବି ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ। ଗୁରୁତ୍ୱପୂଣ୍ଣ କଥା ହେଲା ଏଥିରେ ଜଣେ ସ୍ୱାସ୍ଥ୍ୟକର୍ମୀ ରହିଛନ୍ତି। ଆକ୍ରାନ୍ତ ସ୍ୱାସ୍ଥ୍ୟକର୍ମୀଙ୍କ ବୟସ ୨୨ ବର୍ଷ ଏବଂ ତାଙ୍ଗ ଘର କୋରାପୁଟର ଦଶମନ୍ତପୁରର ବୋଲି ଜଣାପଡ଼ିଛି। କୋରାପୁଟର ଏହା ପ୍ରଥମ କରୋନା କେସ୍। ସେ କୋଲକାତାରୁ ଫେରି କୋରାପୁଟରେ କ୍ୱାରେଣ୍ଟାଇନ୍‌ରେ ରହିଥିଲେ। ତାଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଦେଇନଥିଲା କିନ୍ତୁ ରିପୋର୍ଟ ପଜିଟିଭ ଆସିଛି। 2nd Health Update, 27th April 02 New Positive cases. […]

  • Wednesday, 14 July 2021
cor
ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ। ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱରର ୨ ଆକ୍ରାନ୍ତ ସୁସ୍ଥ ହେବା ନେଇ ସୂଚନା ଦେଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଏମାନଙ୍କୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୩୭ରେ ପହଞ୍ଚିଛି।

  • Wednesday, 14 July 2021