Advertisment

୨୪ ଘଣ୍ଟାରେ ଓଡ଼ିଶାରେ ୩,୯୧୩ କରୋନା ପଜିଟିଭ୍‌ ଚିହ୍ନଟ, ଦେଢ଼ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୧୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ ଲକ୍ଷ ପାର୍‌ କରିଛି।  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୭୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୪୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୫୬୫ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୫୬ ଆକ୍ରାନ୍ତ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ଓଡ଼ିଶାରେ ୩,୯୧୩ କରୋନା ପଜିଟିଭ୍‌ ଚିହ୍ନଟ, ଦେଢ଼ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

corona

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୧୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ ଲକ୍ଷ ପାର୍‌ କରିଛି।  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

Corona Updates In Odisha:

ଚିହ୍ନଟ ନୂଆ ୩,୭୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୪୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୫୬୫ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୫୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭ରେ ପହଞ୍ଚିଛି।

Advertisment
Advertisment
Advertisment