/odishatv-khabar/media/post_attachments/uploadimage/library/16_9/16_9_0/covid-test_1625294028.jpg)
covid test
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୯୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୯୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୦୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୬୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Advertisment
ଖୋର୍ଦ୍ଧାରୁ ସର୍ବାଧିକ ୮୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୯,୩୭୪ରେ ପହଞ୍ଚିଛି।
Advertisment
/odishatv-khabar/media/post_attachments/wp-content/uploads/2020/09/Capture-38.jpg)
/odishatv-khabar/media/post_attachments/wp-content/uploads/2020/09/Capture-1-17.jpg)
/odishatv-khabar/media/post_attachments/wp-content/uploads/2020/09/Capture-2-16.jpg)
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)