Advertisment

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୯୨୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୯୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୮୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୯,୩୭୪ରେ ପହଞ୍ଚିଛି।

ଅଦ୍ୟତନ ହୋଇଛି
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

covid test

Advertisment

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୯୨୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୯୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଖୋର୍ଦ୍ଧାରୁ ସର୍ବାଧିକ ୮୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୯,୩୭୪ରେ ପହଞ୍ଚିଛି।

Advertisment

publive-image

publive-image

publive-image

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ