ରୁଙ୍ଗଟା ମାଇନ୍ସ କାରାଖାନା ମୁଖ୍ୟ ଗେଟରେ ପଡ଼ିଲା ତାଲା । କାରଖାନା ଦ୍ୱାରା ଜମି ହରାଇଥିବା ଲୋକେ ଓ ସେହି ଅଞ୍ଚଳର ଟ୍ରକ୍ ମାଲିକଙ୍କ ଧାରଣା ।
ଆଜି ଶୂନ୍ୟକାଳ ଆରମ୍ଭରେ କଂଗ୍ରେସ ସଦସ୍ୟ ସଂରକ୍ଷଣକୁ ନେଇ ପ୍ରବଳ ହଟ୍ଟଗୋଳ କରିଥିଲେ । ଗୃହ ଭିତରେ ଲିଫ୍ଲେଟ୍ ଫିଙ୍ଗି ପ୍ରତିବାଦ କରିଥିଲା କଂଗ୍ରେସ ।
ସବୁଠାରୁ ବଡ଼ କଥା ହେଉଛି ଏହି ଦେଶୀ ମଦ କାରଖାନାରେ ରେଡ୍ ବେଳେ ଘର ଭିତରୁ ମିଳିଥିଲା ସିକ୍ରେଟ ଚାମ୍ବର । ଘର କାନ୍ଥ ଖୋଳି ଅଣ୍ଡରଗ୍ରାଉଣ୍ଡ କରାଯାଇଥିଲା । ଆଉ ତା’ ଭିତରେ ଚାଲିଥିଲା ଦେଶୀ ମଦ କାରବାର ।
ବେଦବ୍ୟାସରେ ଝୁଲାପୋଲ କେଉଁ ସ୍ଥାନରେ ହେବ ସେନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ ।
ଢେଙ୍କାନାଳ ସହର ହାଟ ରୋଡରେ ରହୁଥିବା ମୁରଲୀ ସାହୁ । ଜନ୍ମରୁ ସେ ଜଣେ ଦିବ୍ୟାଙ୍ଗ । ରାତି ହେଲେ ନିଜର ତିନି ଚକିଆ ସାଇକେଲ ଯୋଗେ ବାହାରିପଡ଼ନ୍ତି ବାହାରକୁ ।
ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୩ ଶ୍ରମିକଙ୍କ ଜୀବନ। ସମ୍ୱଲପୁର ଯମନକିରା ଥାନା ପୁକୁଡ଼ା ଗାଁରେ ଘଟିଛି ଏଭଳି ଅଘଟଣ।
ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ ୨୦୨୮ରେ କ୍ରିକେଟ୍ ଟି-୨୦ ଫର୍ମାଟ୍ କ୍ରୀଡ଼ା ମହାକୁମ୍ଭକୁ ପ୍ରତ୍ୟାବର୍ତ୍ତନ କରିବ। ଅଲିମ୍ପିକ୍ କ୍ରୀଡ଼ାରେ କେବଳ ଥରେ ୧୨୪ ବର୍ଷ ପୂର୍ବେ କ୍ରିକେଟ୍ ପ୍ରତିଯୋଗିତା ହୋଇଥିଲା। ଏଥିରେ ମାତ୍ର ଦୁଇ ଟିମ୍ ଭାଗ ନେଇଥିଲେ ଏବଂ ଆୟୋଜକ ଫ୍ରାନ୍ସକୁ ହରାଇ ଗ୍ରେଟ୍ ବ୍ରିଟେନ୍ ଚାମ୍ପିଅନ୍ ହୋଇଥିଲା।
ଲଗାତାର ଘଣ୍ଟା ଘଣ୍ଟା ଧରି ଡେସ୍କ ୱାର୍କ କରିବା କିମ୍ବା କମ୍ପ୍ୟୁଟର ଆଗରେ ବସିବା ଦ୍ୱାରା ବେକ ଏବଂ ପିଠିର ଯନ୍ତ୍ରଣା ବୃଦ୍ଧି ପାଇଥାଏ। ସର୍ଭାଇକାଲ୍ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଯୋଗାସନ ଏକ ଲାଭଦାୟକ ସମାଧାନ। କିଛି ଯୋଗାସନର ନିୟମିତ ଅଭ୍ୟାସ ଦ୍ୱାରା ସର୍ଭାଇକାଲ୍ ସମସ୍ୟାକୁ ହ୍ରାସ କରାଯାଇପାରିବ।
ସମ୍ବଲପୁର ଚାଉଁରପୁର ବ୍ରିଜରୁ ମହାନଦୀକୁ ଡେଇଁ ପଡିଥିବା ସୂଚନା। ଛାତ୍ରୀଜଣକ ହାଇସ୍କୁଲରେ ପଢୁଥିବା ସୂଚନା ମିଳିଛି।
କଟକ ବୋର୍ଡ ଅଫିସ ଆଗରେ ଧାରଣାରେ ବସିଲେ OTET ପରୀକ୍ଷାର୍ଥୀ। ଚଳିତ ବର୍ଷ OTET ପରୀକ୍ଷାରେ ଉପୁଜିଥିବା ସମସ୍ୟାକୁ ନେଇ ବିକ୍ଷୋଭ ଓ ନାରାବାଜି କରିଛନ୍ତି।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରାଜ୍ୟର ଆର୍ଥିକ ଅନଗ୍ରସର ପରିବାରର ମହିଳାଙ୍କ ପାଇଁ ଆସିଲା ଖୁସି ଖବର । ଚଳିତ ଆର୍ଥିକ ବର୍ଷରୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ବହୁ ପ୍ରତିକ୍ଷୀତ ତଥା ବହୁ ଚର୍ଚ୍ଚିତ 'ସୁଭଦ୍ରା' ଯୋଜନା ।
ବିଶୃଙ୍ଖଳାର ସବୁ ସୀମା ଟପିଲେ ବିରୋଧୀ । ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ କରିବା ଉଦ୍ଦେଶ୍ୟରେ ପୋଡ଼ିୟମ୍ ଦଖଲ ପାଇଁ ବିଜେଡି ବିଧାୟକଙ୍କ ଉଦ୍ୟମ।
ଆଜିର ଦିନରେ ୧୬ ବର୍ଷ ତଳେ କନ୍ଧମାଳରେ ବେଦାନ୍ତକେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା ।
ଦିନେ କି ଅଧେ ନୁହେଁ, ମାସେ କି ବର୍ଷେ ବି ନୁହେଁ । ବର୍ଷ ବର୍ଷ ଧରି ବେଆଇନ ମଦର ପସରା ବସାଇ ଲୋକଙ୍କ ଜୀବନ ସହ ଖେଳୁଛନ୍ତି ମାଫିଆ ।
କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ କଲା ଗୃହବିଭାଗ । ୩୦ ଦିନ ଭିତରେ ଉତ୍ତର ଦେବାକୁ ଉଭୟଙ୍କୁ ବିଭାଗୀୟ ନିର୍ଦ୍ଦେଶ ହୋଇଛି ।
ମଦ ଚୋରା କାରବାର ରୋକିବାକୁ ଚାଲେଞ୍ଜ ଭାବେ ନେଲେ ନୂଆ ସରକାର । ବିଧାନସଭାରେ ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା ।
ଶ୍ରୀମନ୍ଦିରରେ ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା । ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର କରାଯାଉଛି ।
ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ ଶହ ଟପିଲା । ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ରୋଗୀଙ୍କ ସଂଖ୍ୟା ଅଧିକ ରହିଛି ।
୨୧ରୁ ୬୦ ବର୍ଷର ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା । ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯିବ ।
ସ୍କୁଲ, କଲେଜ, ମନ୍ଦିର ପାଖରେ ରହିବନି ମଦ ଦୋକାନ । ରାଜ୍ୟରେ ସଂପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍ ।
ସବୁଠାରୁ ବଡ଼ କଥା ହେଲା, ଏହି ସ୍କୁଲ ପାଇଁ ମାତ୍ର ଜଣେ ହିଁ ଶିକ୍ଷକ । ଆଉ ସେ ହେଉଛନ୍ତି ସେଇ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ । ଯାହାଙ୍କ ନାଁ ରବୀନ୍ଦ୍ରନାଥ ମୁର୍ମୁ । ସ୍ଥାନୀୟ ଲୋକଙ୍କ କହିବା କଥା ସ୍କୁଲକୁ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଖୋଲା ମଦ ଦୋକାନ କରିଦେଇଛନ୍ତି । ଯାହାକୁ ଖୋଦ୍ ସେହି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଧରିଛନ୍ତି ।
ବିଜେଡିର ୨ ବିଧାୟକ ବାଚସ୍ପତିଙ୍କ ପୋଡ଼ିୟମ ଉପରେ ଚଢ଼ିଯାଇଥିଲେ। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଯାଇଥିଲେ।
NHAI ଓଡ଼ିଶା ଆଞ୍ଚଳିକ ଅଧିକାରୀ ବୀରେନ୍ଦ୍ର ସିଂହଙ୍କ ସୂଚନା । ଡିସେମ୍ବର ସୁଦ୍ଧା ସରିବ କଟକ-ସମ୍ବଲପୁର NH-55 କାମ ।