ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହେବ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ରାତ୍ରି ୦୭.୫୪ ଗତେ ମେଷ। ତିଥି-୪ର୍ଥୀ ଦିବା ୧୦.୩୯ ଗତେ ୫ମୀ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଯାଜପୁର ପାଇଁ ଭଣ୍ଡାର ଖୋଲି ଦେଇଥିଲେ କି ନବୀନ ?
ମୁକୁଳା ଡ୍ରେନ୍ ରେ ପଡ଼ି ଚାଲିଗଲା ୧୧ ବର୍ଷୀୟ ସାଇରାମର ଜୀବନ । ସାଇକେଲ ଚଳାଇ ଘରକୁ ଫେରୁଥିବାଳେ ରାସ୍ତା କଡ଼ରେ ଥିବା ମୁକୁଳା ଡ୍ରେନ୍ କୁ ଜାଣିନପାରି ଭାସି ଯାଇଥିଲା।
ଗୃହରେ ପରିବହନ ମନ୍ତ୍ରୀଙ୍କ ତଥ୍ୟ ଖୋଲିଲା ଯୋଜନାର ପୋଲ୍ । ନିର୍ବାଚନ ପୂର୍ବରୁ ବିଜେଡି ସରକାରଙ୍କ ବାହାସ୍ଫୋଟିଆ ଯୋଜନା ।
ରେଡ୍ ବେଳେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ବିପୁଳ ସଂପତ୍ତି ଦେଖି ତାଜୁବ ଭିଜିଲାନ୍ସ ।
କଟକ SCBରେ ଦୁଇ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ ଘଟଣା। ସଂପୃକ୍ତ ଡାକ୍ତରଙ୍କୁ ବହିଷ୍କାର ପାଇଁ ନିର୍ଦ୍ଦେଶ ।
ଚିକିଟି ମଦ ବିଭୀଷିକାକୁ ନେଇ ହୁଲସ୍ତୁଲ୍ ବିଧାନସଭା । ଆକ୍ସନ ମୋଡ୍ ରେ ରାଜ୍ୟ ସରକାର । ରାଜ୍ୟବ୍ୟାପି ଜୋରଦାର ହେଲା ବେଆଇନ ମଦ ବିରୋଧୀ ଅପରେସନ୍ ।
୫ ଦିନ ଯାଏଁ ଲଗାଣ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ବଙ୍ଗଳାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ ।
ବାଂଲାଦେଶରେ ରିମୋଟ୍, ଭୁବନେଶ୍ୱର ଓ ରାଞ୍ଚିରେ କଣ୍ଟ୍ରୋଲ । ସ୍ମାର୍ଟ ସୁଇଚ ଧରି ସିମ୍ ବକ୍ସ ଚଳାଉଥିଲା ଅସାଦ୍ଦୁର । NIA ସହ CBI ଓ ଇଣ୍ଟରପୋଲ କରିବ ତଦନ୍ତ ।
ଗାଁରେ ପହଞ୍ଚିବା ପରେ ଗ୍ରାମବାସୀଙ୍କ ସ୍ଵାଗତ ଦେଖି ଭାବବିହ୍ବଳ ହୋଇପଡ଼ିଥିଲେ ଅମିତ ।
ବେଆଇନ ମଦ କାରବାର ରୋକିବା ପାଇଁ ସାରା ରାଜ୍ୟରେ ରେଡ୍ ଚାଲିଛି। ୨୧୭ଟି ବେଆଇନ ମଦ ଭାଟି ଚିହ୍ନଟ ହୋଇଛି ।
ନିଶାକୁ ଆଜି ପେଶାରେ ପରିଣତ କରି ବେଶ୍ ଚର୍ଚ୍ଚାରେ ଅଛନ୍ତି ଚାଷୀ ହରିହର । ନିଜ ବାଡ଼ିରେ ମହୁ ଚାଷ କରି ବାର୍ଷିକ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ।
ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି ।
ବସ୍ ଚଳାଚଳ ବାବଦରେ ରାଜ୍ୟ ସରକାର ୩୯୯ କୋଟି ୧୨ ଲକ୍ଷ ୪୪ ହଜାର ୬୪୦ ଟଙ୍କା ଖର୍ଚ୍ଚ କରିଥିବା ବେଳେ ଆୟ ହୋଇଛି ମାତ୍ର ୨୫ କୋଟି ୩ ଲକ୍ଷ ୮୬ ହଜାର ୫୮୫ ଟଙ୍କା ।
ବେଆଇନ ଭାବରେ କାଠ ମାଫିଆ ମାନେ ନିକଟରେ ଥିବା ଜଙ୍ଗଲ କାଟି ସଫା କରିଦେଉଛନ୍ତି । ଆଉ ବନବିଭାଗ କାଠ ମାଫିଆମାନଙ୍କୁ ସୁରକ୍ଷା ଯୋଗାଉଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ ।
ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘର ସମେତ ୮ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ଚାଲିଛି।
ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ। ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀଙ୍କୁ ଅପସାରଣ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ। ନିର୍ଦ୍ଦେଶ ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି-୩ୟା ଦିବା ୦୧.୪୬ ଗତେ ୪ର୍ଥୀ। ଘାତଚନ୍ଦ୍ର-ଧନୁ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।
ବ୍ରହ୍ମପୁର ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଯାତ୍ରୀବାହୀ ବସ ଓ ତେଲ ଟ୍ୟାଙ୍କର ମଧ୍ୟରେ ଧକ୍କା ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସାଇକେଲଟି ସ୍ଥାନୀୟ ଲୋକେ ଉଦ୍ଧାର କରିଥିବାବେଳେ ଏଯାଏଁ ସାଇରାମର କୌଣସି ପତ୍ତା ମିଳିନି। ବ୍ରହ୍ମପୁରରେ ପ୍ରବଳ ବର୍ଷା ଯୋଗୁଁ ମୁକୁଳା ଡ୍ରେନରେ ପାଣିର ସୁଅ ଚାଲୁଥିଲା। ଏହି ସୁଅରେ ସାଇରାମ୍ ଭାସିଯାଇଥିବା ଆଶଙ୍କା କରାଯାଉଛି। ଖବର ପାଇ ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଜାରି ରଖିଛି।
ଉଷା ପାଢୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଦାୟିତ୍ୱ ମିଳିଛି।
୩ ଲକ୍ଷରୁ ଅଧିକ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସଂଯୁକ୍ତ ଘର ଏବଂ ପରିସରକୁ ସର୍ବଭାରତୀୟ ସ୍ତରର ଘରୋଇ ମନୋରଞ୍ଜନ, ଅସୀମିତ ୱାଇଫାଇ ଏବଂ ନିରବଛିନ୍ନ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ସେବା ।