• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

juallllll
ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କୁ କରୋନା

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କୁ କରୋନା। କରୋନା ପଜିଟିଭ ହୋଇଥିବା ଟୁଇଟ୍ କଲେ ଜୁଏଲ ଓରାମ। ତେବେ ନିକଟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରିବାକୁ ଓ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। I underwent #Covid-19 test today & it has turned out positive. Those who have came in contact with me in last few days are advised […]

  • Thursday, 15 July 2021
vaccaine
ଠିକ୍‌ ସମୟରେ ଟିକାନେଲେ କମିବ କରୋନା ସଂକ୍ରମଣ: ACS

ଭୁବନେଶ୍ୱର:  ମେ ୧ରୁ ଘରୋଇ ହସ୍ପିଟାଲକୁ ଦିଆଯାଉଥିବା ୨୫୦ ଟଙ୍କିଆ ଟିକା ବନ୍ଦ। ଏପ୍ରିଲ ୩୦ରୁ ସବୁ ଘରୋଇ CVCକୁ ଟିକା ବନ୍ଦ ନେଇ ACS ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କର୍ପୋରେସନକୁ ACS ଚିଠି କରିଛନ୍ତି। ଘରୋଇ ହସ୍ପିଟାଲ ସିଧାସଳଖ ଫାର୍ମା କମ୍ପାନୀ ଠାରୁ ଟିକା କିଣିବେ। ବ୍ୟବସ୍ଥା ଅନୁସାରେ ୫୦% କୋଟାରୁ ଘରୋଇ ହସ୍ପିଟାଲ ଟିକା କିଣିବେ। ଠିକ୍ ସମୟରେ ଦ୍ୱିତୀୟ ଡୋଜ୍ ଟିକା ନେବାକୁ ACS ପରାମର୍ଶ ପରାମର୍ଶ ଦେଇଛନ୍ତି। […]

triple-mutant
କେଉଁଠୁ ଆସିଲା କରୋନା ଭୂତାଣୁର ଟ୍ରିପଲ୍ ମ୍ୟୁଟାଣ୍ଟ୍ ଭାରିଆଣ୍ଟ୍?

ଭୁବନେଶ୍ୱର:  କରୋନାର ଦ୍ୱିତୀୟ ଲହର, ଭୂତାଣୁର ଡବଲ୍ ମ୍ୟୁଟେସନ୍, ୩ ଲକ୍ଷ ପାର୍ ଦୈନିକ ସଂକ୍ରମଣ, ତା ସାଙ୍ଗକୁ ୨୪ ଘଣ୍ଟାରେ ୨ହଜାରରୁ ଅଧିକ ମୃତ୍ୟୁ ଏତିକି ଯଥେଷ୍ଟ ନଥିଲା ଯେ, ଦେଶକୁ ଘାରିଲାଣି ଆଉ ଏକ ନୂଆ ଚିନ୍ତା। କିଛି ସଂକ୍ରମିତଙ୍କ ଠାରେ ଠାବ ହୋଇଛି କରୋନା ଭୂତାଣୁର ଟ୍ରିପଲ୍ ମ୍ୟୁଟାଣ୍ଟ୍ ଭାରିଆଣ୍ଟ୍। ୪ଟି ରାଜ୍ୟ- ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ଦିଲ୍ଲୀ ଓ ଛତିଶଗଡ଼ରେ। ଏହା ଠାବ ହୋଇଥିଲେ ବି ପଶ୍ଚିମବଙ୍ଗକୁ ଏହାର ହଟ୍‌ଷ୍ପଟ୍ ବୋଲି ଅନୁମାନ […]

  • Thursday, 15 July 2021
migrants
ପଶ୍ଚିମବଙ୍ଗରୁ ଫେରିଲେ ହୋମ୍‌ ଆଇସୋଲେସନ ମନା

ଭୁବନେଶ୍ୱର: କରୋନା କଟକଣା ନେଇ ମୁଖ୍ୟ ଶାସନ ସଚିବ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗରୁ ଯେକେହି ଆସିଲେ ୧୪ ଦିନ କ୍ୱାରେଣ୍ଟିନ ରହିବେ। ପ.ବଙ୍ଗରେ କରୋନା ଉଗ୍ର ରୂପ ନେଇଥିବାରୁ ସରକାର କଟକଣା ଜାରି କରିଛନ୍ତି। ପଶ୍ଚିମବଙ୍ଗ ସହ ଲାଗିଥିବା ସବୁ ରାସ୍ତାରେ ଚେକିଂ କଡ଼ାକଡ଼ି ହେବ। ଚେକିଂ କଡ଼ାକଡ଼ି କରିବାକୁ ବାଲେଶ୍ୱର, ମୟୂରଭଂଜ ଏସ୍ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପଶ୍ଚିମବଙ୍ଗରୁ ଆସୁଥିବା ସମସ୍ତ ଲୋକଙ୍କୁ ଚେକିଂ କରାଯିବ। ନେଗେଟିଭ ରିପୋର୍ଟ, ଟିକା ୨ ଡୋଜ୍ ନେଇନଥିଲେ କ୍ୱାରେଣ୍ଟିନରେ ରହିବେ। […]

  • Thursday, 15 July 2021
nabin-modi
ବର୍ତ୍ତମାନ କୋଭିଡ୍ ସ୍ଥିତି ଯୁଦ୍ଧ ସ୍ଥିତି ସହ ସମାନ: ନବୀନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶର କୋଭିଡ ସ୍ଥିତି ନେଇ ମୋଦିଙ୍କ ସହ କଥା ହୋଇଛନ୍ତି। ବର୍ତ୍ତମାନ କୋଭିଡ୍ ସ୍ଥିତି ଯୁଦ୍ଧ ସ୍ଥିତି ସହ ସମାନ ବୋଲି ନବୀନ କହିଛନ୍ତି ଜାତୀୟସ୍ତରରେ କୋଭିଡ ମୁକାବିଲା ପାଇଁ ଓଡ଼ିଶା ସହଯୋଗ କରିବ। ଦେଶରେ ଅକ୍ସିିଜେନ ଅଭାବ ପୂରଣ କ୍ଷେତ୍ରରେ ଓଡ଼ିଶା ସହଯୋଗ କରିବ ବୋଲି ନବୀନ କହିଛନ୍ତି।

  • Thursday, 15 July 2021
vaccanation
୧୮ବର୍ଷ ବୟସରୁ ଅଧିକ ସେବାୟତଙ୍କୁ ଦିଆଯିବ କରୋନା ଟିକା

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ନୀଳାଚଳ ଭକ୍ତ ନିବାସ ପରିସରରେ କୋଭିଡ୍ କେୟାର ସେଣ୍ଟର ଉଦଘାଟିତ ହୋଇଛି। ଏଠାରେ ୧୨୦ ବେଡ୍ ବ୍ୟବସ୍ଥା ଅଛି। ପଜିଟିିଭ ଚିହ୍ନଟ ୫୦ରୁ ଅଧିକ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ ଏଠାରେ ରଖାଯାଇଛି। ନୀଳାଚଳ ଭକ୍ତ ନିବାସ କୋଭିଡ କେୟାର ସେଣ୍ଟରରେ ସବୁ ବେଡ୍‌ରେ ଅକ୍ସିଜେନ ରହିବ। ଆଜି ପୁରୀ ଭକ୍ତନିବାସରେ ବୈଠକ ପରେ ଏହା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। ଆସନ୍ତା ୧ତାରିଖରୁ ୧୮ବର୍ଷ ବୟସରୁ […]

  • Thursday, 15 July 2021
main-chori
କମିଶନରେଟ ପୋଲିସ୍‌ର ସଫଳତା: ୧୨ ବର୍ଷ ପରେ ଫେରିପାଇଲେ ଚୋରି ହୋଇଥିବା ଗାଡ଼ି

କଟକ: ଚୋରି ଓ ଲୁଟ ହୋଇଯାଇଥିବା ସାମଗ୍ରୀ ଜବତ କରି ମାଲିକମାନଙ୍କୁ ଫେରାଇଲା କମିଶନରେଟ ପୋଲିସ। କଟକ ସହରର ବିଭିନ୍ନ ଥାନା ଅଞ୍ଚଳରୁ ଚୋରି ହୋଇଥିବା ସାମଗ୍ରୀକୁ କଟକ ଡିସିପିଙ୍କ କାର୍ଯ୍ୟାଳୟରେ ତାଙ୍କ ମାଲିକମାନଙ୍କୁ ହସ୍ତାନ୍ତର କରାଯାଇଛି। ମୋବାଇଲ ଫୋନ, ଲାପଟପ, ବାଇକ, ଟିଭି ଠାରୁ ଆରମ୍ଭ କରି ସ୍ମାର୍ଟ ୱାଚ୍‌ ଭଳି ଜବତ ସାମଗ୍ରୀ ଆଜି ଦିଆଯାଇଥିଲା। ଜବତ ହୋଇଥିବା ୬୯ଟି ମୋବାଇଲ ଫୋନ, ୨ ଟି ଲାପଟପ, ୧୮ ଟି ବାଇକ, ୩ ଟି […]

  • Thursday, 15 July 2021
corona
ରାଜ୍ୟରେ ଆଉ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ, ୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରେ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ଦିନରେ ୪ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ନୂଆପଡ଼ାରୁ ସର୍ବାଧିକ ୨ ଜଣ ଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧ ହଜାର ୯୫୮କୁ ବୃଦ୍ଧି ପାଇଛି। ଏପେଟ ଗୋଟିଏ ଦିନରେ ରାଜ୍ୟରେ ଚିହ୍ନଟ ନୂଆ କରୋନା ପଜିଟିଭ ମଧ୍ୟରୁ କ୍ୱାରେଣ୍ଟିନରୁ ୨ ହଜାର ୮୧୪ ଥିବା […]

  • Thursday, 15 July 2021
corona
ରକେଟ୍ ବେଗରେ କରୋନା ସଂକ୍ରମଣ ପଛର କାରଣ କଣ?

ଭୁବନେଶ୍ୱର: ରାଜ୍ୟରେ କରୋନାର ପୁଣି କରାଳ ରୂପ। ଏପ୍ରିଲ୍ ପହିଲାରେ ଚିହ୍ନଟ ହୋଇଥିଲେ ୩୯୪ ପଜିଟିଭ୍। ଆଉ ଆଜି ବାହାରିଛନ୍ତି ୪ ହଜାର ୭୬୧ ମାତ୍ର ୨୦ ଦିନରେ ଦୈନିକ ସଂକ୍ରମଣ ପ୍ରାୟ ୧୨ ଗୁଣା ବଢ଼ିଛି। ରେଡ୍‌ଜୋନ୍‌ର ରାଜ୍ୟର ୧୦ ଜିଲ୍ଲା ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ ଓ ପୁରୀ ସମେତ ପଶ୍ଚିମ ଓଡ଼ିଶାର ୭ ଜିଲ୍ଲାରେ ସ୍ଥିତି ଉଦ୍‌ବେଗଜନକ। ଖାଲି ସେତିକି ନୁୁହେଁ, କେବଳ ଏପ୍ରିଲ୍‌ରେ କରୋନା ନେଲାଣି ୩୨ ଜୀବନ। ତେବେ ରକେଟ୍ […]

  • Thursday, 15 July 2021
cm-naveen
କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ସୂତ୍ରୀ ଫର୍ମୁଲା

ଭୁବନେଶ୍ୱର: ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ସୂତ୍ରୀ ଫର୍ମୁଲା। ଆଜି ପରିସ୍ଥିତିର ସମୀକ୍ଷା କରି ଅକ୍ସିଜେନ ବ୍ୟବସ୍ଥା ଥାଇ କୋଭିଡ ଶଯ୍ୟା ସଂଖ୍ୟା ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ଯଦିଓ ଏବେ ଅକ୍ସିଜେନ କି ଶଯ୍ୟାର ଅଭାବ ଦେଖା ଦେଇ ନାହିଁ, ତେବେ ଏଥିପାଇଁ ପ୍ରସ୍ତୁତ ରହିବାକୁ ପଡ଼ିବ। ମୂଲ୍ୟବାନ ଜୀବନ ରକ୍ଷା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଅଧିକାଂଶ ବେଡ୍ ପାଇଁ ଅକ୍ସିଜେନ ବ୍ୟବସ୍ଥା କରାଯାଉ। ରାଜ୍ୟରେ […]

  • Thursday, 15 July 2021
migrants
ପ୍ରବାସୀ ଫେରିପାରନ୍ତି, ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରବାସୀମାନେ ଫେରିବା ସମ୍ଭାବନା ଥିବାରୁ ପ୍ରସ୍ତୁତ ରୁହ। କୋଭିଡ଼ ସମୀକ୍ଷା ବୈଠକରେ  ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଭିନ୍ନ ରାଜ୍ୟରେ ଲକଡାଉନ ଲାଗୁ ହେଲାଣି, ପ୍ରବାସୀ ଫେରିପାରନ୍ତି। ଡାଟାବେସ୍ ସହ ପୂର୍ବ ପ୍ରୋଟୋକଲ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଫେରନ୍ତା ସମସ୍ତ ପ୍ରବାସୀଙ୍କ କ୍ୱାରେଣ୍ଟିନ ଓ ଟେଷ୍ଟିଂ ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି। କୋଭିଡ଼ ଶଯ୍ୟା ସଂଖ୍ୟା ବୃଦ୍ଧି ସହ ଅକ୍ଦିଜେନ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆମ ପ୍ରସ୍ତୁତି ଅତି […]

  • Thursday, 15 July 2021
dl
ରାଜ୍ୟରେ ସମସ୍ତ ଡିଏଲ୍, ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟ ସ୍ଥଗିତ

ଭୁବନେଶ୍ୱର: ରାଜ୍ୟରେ ବେକାବୁ କରୋନା। ଏଥିପାଇଁ ଗୋଟିଏ ପରେ ଗୋଟିଏ କଟକଣା ଜାରି ହେଉଛି। ଆସନ୍ତା ୨୨ ତାରିଖରୁ ସମସ୍ତ ଡ୍ରାଇଭିଂ ଲାଇସେନ୍ସ ଏବଂ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟ ସ୍ଥଗିତ କରାଯାଇଛି। କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଟେଷ୍ଟ ସ୍ଥଗିତ ରଖିଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶନାମା ବଳବତ୍ତର ନେଇ ସୂଚନା ଦିଆଯାଇଛି। ସମସ୍ତ RTOଙ୍କୁ ଏନେଇ ଫେସବୁକ୍ ଓ ଟ୍ୱିଟରରେ ସୂଚନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। https://twitter.com/STAOdisha/status/1384423199639699462?s=20 ଲର୍ଣ୍ଣର୍ସ […]

  • Thursday, 15 July 2021
medical
ହସ୍ପିଟାଲ ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ୱର: କରୋନା ସଂକ୍ରମଣ ବଢୁଥିବାରୁ ହସ୍ପିଟାଲ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ଗାଇଡଲାଇନ ସରକାର ଜାରି କରିଛନ୍ତି। ମେଡିକାଲ ଯେମିତି ହଟସ୍ପଟ ନପାଲଟିବ, ସେଥିପାଇଁ କଡ଼ା ତାଗିଦ କରାଯାଇଛି। ପ୍ରତ୍ୟେକ ହସ୍ପିଟାଲ ଅଲଗା ଜ୍ୱର ଓ ଆଇସୋଲେସନ କ୍ଲିନିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲ ଆସୁଥିବା ସବୁ ଲୋକଙ୍କ ସ୍କ୍ରିନିଂ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ପର୍ଯ୍ୟାପ୍ତ ହାତଧୁଆ ବ୍ୟବସ୍ଥା ଓ ସାନିଟାଇଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। In view […]

hyder
ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ କନଷ୍ଟେବଲ, ୱାଡର ଗିରଫ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ୨ ଜଣ ଗିରଫ। କନଷ୍ଟେବଲ ମହମ୍ମଦ ମୌସିମଙ୍କ ସମେତ ୨ ଜଣଙ୍କୁ ଗିରଫ କରାଯାଇଛି। ସମ୍ବଲପୁର ଜେଲ୍‌ର ଜଣେ ୱାର୍ଡରଙ୍କୁ ମଧ୍ୟ ଗିରଫ କରାଯାଇଛି। ଉଭୟଙ୍କୁ ମଙ୍ଗଳାବାଗ ଥାନା ପୋଲିସ ଗିରଫ କରିଛି। ହାଇଦର ଫେରାର ଦିନ ଡ୍ୟୁଟିରେ ଥିଲେ କନଷ୍ଟେବଲ ମୌସିମ। ପୂର୍ବରୁ ମୌସିମ ସହ ୬ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ହାଇଦରକୁ ଜଗିବା ଦାୟିତ୍ୱରେ ଥିବା ୬ ପୋଲିସ ନିଲମ୍ବିତ ହୋଇଛନ୍ତି। କଟକ ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର […]

symptom
କେଉଁ ଲକ୍ଷଣ ଦେଖାଦେଲେ କରୋନା ପରୀକ୍ଷା କରାଇବେ?

ଭୁବନେଶ୍ୱର: କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ଏମିତି କେଉଁ ଲକ୍ଷଣ ଦେଖାଗଲେ, ଆପଣ ଜାଣିପାରିବେ ଯେ ଏହା କରୋନା ହୋଇଥାଇପାରେ। ଶୁଖିଲା କାଶ, ତଣ୍ଟି ଦରଜ, ଜ୍ୱର, ଗଣ୍ଠି ବ୍ୟଥା, ଦେହ ହାତ ଘୋଳାବିନ୍ଧା, ବାନ୍ତି ଓ ପତଳା ଝାଡ଼ା, ସ୍ୱାଦ ଓ ଗନ୍ଧ ବାରି ନପାରିବା ଏବଂ ଶ୍ୱାସକ୍ରିୟାରେ କଷ୍ଟ। ଗତବର୍ଷ କରୋନାର ପ୍ରଥମ ଲହର ବେଳେ ଦେଖା ଦେଉଥିଲା ଏହି ସବୁ ଲକ୍ଷଣ। ତେବେ ଦ୍ୱିତୀୟ ଲହରରେ କେବଳ ସଂକ୍ରମଣର ବେଗ […]

  • Thursday, 15 July 2021
vaccine
ଟିକା ନେଲେ ବି କରୋନା ହୋଇପାରେ

ଭୁବନେଶ୍ୱର: ଟିକା ନେଲେ ବି କୋଭିଡ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ନିୟମ ମାନି ଲୋକ କାମ କରନ୍ତୁ। ଏହି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ଟିକା ନେଲେ ମୃତ୍ୟୁହାର କମିବ, ତଥାପି ଲୋକେ କୋଭିଡ ନିୟମ ମାନି ଚଳିଲେ କୋଭିଡ ଚେନରେ ବ୍ରେକ୍ ଲାଗିବ। ସେପଟେ କିଛି ଜିଲ୍ଲାରେ TMC ଖୋଲିଛି।  ଆଉ ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ଆବଶ୍ୟକତା ଅନୁସାରେ TMC ଖୋଲିବାକୁ ନିର୍ଦେଶ ଦିଆଯାଇଛି। ଆଗକୁ ଦୈନିକ ୫୦ ହଜାର […]

  • Thursday, 15 July 2021
rukuna-ratha
ରୁକୁଣା ରଥ ପାଇଁ ୧୪୪ ଜାରି

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଜାରି ହେଲା କଟକଣା। କାଲି ଦିନ ୧୨ଟାରୁ ସଂଧ୍ୟା ପର୍ଯ୍ୟନ୍ତ ୧୪୪ ଜାରି ହେବ। ଏନେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଥଦାଣ୍ଡକୁ ଭକ୍ତଶୂନ୍ୟ କରିବା ପାଇଁ ୧୪୪ ଲାଗିବ। କେବଳ କୋଭିଡ଼ ନେଗେଟିଭ ଥିବା ସେବାୟତଙ୍କୁ ଅନୁମତି ମିଳିବ। ରଥଦାଣ୍ଡର ଦୁଇ ପାର୍ଶ୍ୱରେ ଥିବା କୋଠାରେ ବି ଲୋକ ରହିବାକୁ ମନା କରାଯାଇଛି। ରଥଯାତ୍ରା ପାଇଁ ୧୫ ପ୍ଲାଟୁନ୍ ଫୋର୍ସ, […]

  • Thursday, 15 July 2021
hyder-act
ହାଇଦର ଲିଙ୍କ୍‌ ଅଭିଯୋଗରେ ଆଲବମ୍ ହିରୋଇନ୍ ଗିରଫ

ଭୁବନେଶ୍ୱର: ହାଇଦର ଲିଙ୍କ୍‌ରେ ଆଲବମ୍‌ ହିରୋଇନ। ଗ୍ୟାଙ୍ଗଷ୍ଟର୍ କ୍ରାଇମ ସିଣ୍ଡିକେଟ୍‌ରେ ଯୁବତୀା କେବେ ତା ଅପରାଧ ଦୁନିଆରେ ରହୁଥିଲେ ଛାଇ ଭଳି ତ ଆଉ କେବେ ଗ୍ଲାମର ଗାର୍ଲ ସାଜି ଦର୍ଶକଙ୍କୁ କରୁଥିଲେ ମତୁଆଲା। ବାଲେଶ୍ୱର ଭୋଗରାଇ ଅଞ୍ଚଳର ଅର୍ଚ୍ଚନା ପରିଡ଼ା ଓରଫ୍ ଗେଲ୍ଲୀ। ବୟସ ୧୮। ଯାହାଙ୍କୁ ଗିରଫ କରିଛି ମଙ୍ଗଳାବାଗ ପୋଲିସ। କାରଣ ଚିକିତ୍ସାର ଆଳ କରି ଏସ୍‌ସିବିରେ ଥିବାବେଳେ ହାଇଦରକୁ ଅର୍ଚ୍ଚନା ଆସି ଦେଖାକରିଛନ୍ତି। ଏକାଧିକବାରା କେବଳ ସେ ନୁହଁନ୍ତି, ପଟ୍ଟାମୁଣ୍ଡାଇ ଓ […]

lingaraj
ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ

ଭୁବନେଶ୍ୱର: ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କିଛି ସେବାୟତ କରୋନା ସଂକ୍ରମିତ ହେବାରୁ ଦର୍ଶନ ବନ୍ଦ ନିଷ୍ପତ୍ତି ନିଆଯାଇଛି। କେବଳ ସେବାୟତଙ୍କ ଦ୍ୱାରା ନୀତିକାନ୍ତି କରିବାକୁ ନିଷ୍ପତ୍ତି ହୋଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ଯାଏଁ କଟକଣା ଜାରି ରହିବ। ସେହିଭଳି ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା କୋଭିଡ୍ ଗାଇଡ୍ ଲାଇନ ଭିତରେ ହେବ। ଏ ନେଇ ବିଏମସି ପକ୍ଷରୁ ଗତ ୯ ତାରିଖରେ ନିର୍ଦ୍ଦେଶନାମା ପ୍ରକାଶ […]

  • Thursday, 15 July 2021
Tempul-5pm
ପୁରୀ ଶ୍ରୀମନ୍ଦିରରେ ପଡ଼ିଲା ରକ୍ତର ଛିଟା

ପୁରୀ: ଶ୍ରୀମନ୍ଦିରରେ ଅଭାବନୀୟ ସ୍ଥିତି ଭିତରକାଠ ନିକଟରେ ରକ୍ତ ଛିଟା ପଡ଼ିବାରୁ ଶ୍ରୀଜିଉଙ୍କର ହୋଇଛି ବଡ଼ ମହାସ୍ନାନ। ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସର ଦୁଇ କର୍ମଚାରୀ ଗଙ୍ଗା ପ୍ରଧାନ ଓ ମନୋଜ ପାଣିଗ୍ରାହୀଙ୍କ ଭିତରେ କଥା କଟାକଟି ଓ ଥଟ୍ଟା ମଜା ବେଳେ ଏହି ଗଣ୍ଡଗୋଳ ହୋଇଥିଲା। ମାରପିଟ୍ ବେଳେ ମନୋଜ ପାଣିଗ୍ରାହୀଙ୍କ ମୁଣ୍ଡ ଫାଟିଯିବାରୁ ଭିତରକାଠ ସମ୍ମୁଖରେ ରକ୍ତ ଛିଟା ପଡ଼ିଥିଲା। ଆଜି ମଧ୍ୟାହ୍ନ ଧୂପ ପରେ ଏହି ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ଆହତ ମନୋଜଙ୍କୁ […]

  • Thursday, 15 July 2021
kumbha-mela
କୁମ୍ଭମେଳାକୁ ଯାଇଥିଲେ ଓଡ଼ିଶାର ୪୦୦ରୁ ଅଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର: ଓଡ଼ିଶାରୁ ୧୫୦ ପରିବାର ଉତ୍ତରାଖଣ୍ଡର କୁମ୍ଭମେଳା ଯାଇଛନ୍ତି।୧୫୦ଟି ପରିବାରରୁ ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଯାଇଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ପଞ୍ଜୀକରଣ ରିପୋର୍ଟରୁ ଏହି ତଥ୍ୟ ମିଳିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମରୁ ୨୫, ଖୋର୍ଦ୍ଧାରୁ ୧୦, ନବରଙ୍ଗପୁରରୁ ୨୦, ପୁରୀରୁ ୨୦ ଓ କଟକରୁ ୯ ପରିବାର କୁମ୍ଭମେଳା ଯାଇଥିବା ସୂଚନା ମିଳିଛି। କୁମ୍ଭମେଳା ଫେରନ୍ତାଙ୍କ ପାଇଁ SRC ଶନିବାର ନୂଆ ଗାଇଡ୍‌ଲାଇନ୍‌ ଜାରି କରିଥିଲେ। ସମସ୍ତ କୁମ୍ଭମେଳା ଫେରନ୍ତାଙ୍କ RTPCR ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ବିମାନ […]

  • Thursday, 15 July 2021
corona-peak
ମେ ମାସରେ ପିକ୍‌କୁ ଯିବ କରୋନା !

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ହସ୍ପିଟାଲରେ ବେଡ ବୃଦ୍ଧି କରିବାକୁ ପ୍ରସ୍ତୁତି ଚାଲିଛି। ଏଥିପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ ବର୍ଷ ଅପେକ୍ଷା ୪ରୁ ୫ ଗୁଣ ଅଧିକ ବେଡ଼ ବୃଦ୍ଧି କରାଯିବ। ପ୍ରାୟ ୨ ଗୁଣ ଆଇସିୟୁ ବେଡ଼ ବୃଦ୍ଧି କରାଯିବ ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ସଂକ୍ରମିତଙ୍କ ଚିକିତ୍ସା ପାଇଁ ୪ଟି କାଟାଗୋରୀର ବେଡ଼ ଦରକାର। ସାଧାରଣ ବେଡ଼, ଅକ୍ସିଜେନ ସପୋର୍ଟ ବେଡ଼, ଆଇସିୟୁ […]

  • Thursday, 15 July 2021
kumbha-mela
କୁମ୍ଭମେଳା ଫେରନ୍ତାଙ୍କ ପାଇଁ ୧୪ ଦିନିଆ କ୍ୱାରେଣ୍ଟାଇନ୍‌ ବାଧ୍ୟତାମୂଳକ

ଭୁବନେଶ୍ୱର: କୁମ୍ଭମେଳା ଫେରନ୍ତାଙ୍କ ପାଇଁ SRCଙ୍କ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ନିକଟରେ ପଞ୍ଜୀକୃତ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଜାରି କରାଯାଇଛି। ସମସ୍ତ କୁମ୍ଭମେଳା ଫେରନ୍ତାଙ୍କ RTPCR ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ବିମାନ ବା ଟ୍ରେନରେ ଫେରିବା ପୂର୍ବରୁ RTPCR ଟେଷ୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସବୁ ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତ୍ତୃପକ୍ଷଙ୍କୁ SRC ଚିଠି କରିଛନ୍ତି। କୁମ୍ଭମେଳାରେ ସାମିଲ ଶ୍ରଦ୍ଧାଳୁଙ୍କ ଚିହ୍ନଟ ପାଇଁ SRC ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ବୁଲିଥିବା ସ୍ଥାନ, […]

  • Thursday, 15 July 2021
biju-ramanuj
ରାମାନନ୍ଦ ସାଗର ଓ ତାଙ୍କ ପୁରା ପରିବାରକୁ ଦିନେ ବଞ୍ଚାଇଥିଲେ ବିଜୁ ବାବୁ

ଭୁବନେଶ୍ୱର: ଓଡ଼ିଶା ରାଜନୀତିର ଦିଗ୍ଗଜ ନେତା ବିଜୁ ପଟ୍ଟନାୟକ ଆଉ ଭାରତୀୟ ସିନେ ଶିଳ୍ପ ତଥା ସିରିଏଲ ଜଗତର ଜଶସ୍ୱୀ ନାୟକ। ରାମାନନ୍ଦ ସାଗର ଜଣେ ରାଜନୀତି ଓ ଅନ୍ୟଜଣେ କଳା ସଂସ୍କୃତି କ୍ଷେତ୍ରରେ ବିଶ୍ୱରେ ବିିବିତ। ଦେଶର ଏ ଦୁଇ ମହାନ ବରପୁତ୍ରଙ୍କ ମଧ୍ୟରେ କିଛି ମୂହୁର୍ତ୍ତ ଏଭଳି ସମ୍ପର୍କ ସୃଷ୍ଟି ହୋଇଥିଲା ଯାହା ଆମ ସମସ୍ତଙ୍କ ପାଇଁ ଅଜଣା, ଅକୁହା। କଳିଙ୍ଗ ବୀର ବିଜୁ ପଟ୍ଟନାୟକଙ୍କ ବୀରତ୍ୱର ଗାଥା ଯେ ରାମାନନ୍ଦ ସାଗାରଙ୍କ ଜୀବନରେ […]

  • Thursday, 15 July 2021
pipili
ମେ ୧୩ରେ ହେବ ପିପିଲି ଉପନିର୍ବାଚନ

ପିପିଲି ଉପନିର୍ବାଚନ ପାଇଁ ସାନି ତାରିଖ ଘୋଷଣା ହୋଇଛି। ମେ ୧୩ରେ ହେବ ପିପିଲି ଉପନିର୍ବାଚନ ପାଇଁ ଭୋଟ। ମେ ୧୬ରେ ହେବ ଭୋଟ ଗଣତି ହେବ। ଏପ୍ରିଲ୍ ୧୯ରେ ବିଜ୍ଞପ୍ତି ପ୍ରକାଶ ସହ ମନୋନୟନପତ୍ର ଦାଖଲ ଆରମ୍ଭ ହେବ। ଏପ୍ରିଲ୍ ୨୬ ମନୋନୟନପତ୍ର ଦାଖଲର ଶେଷ ତାରିଖ। CEOଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ଦିଆଯାଇଛି। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ଯୋଗୁଁ ସ୍ଥଗିତ ହୋଇଥିଲା। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ଯୋଗୁଁ ଉପ-ନିର୍ବାଚନ […]

  • Thursday, 15 July 2021