Advertisment

ଆଜି ଓଡ଼ିଶାରେ ସର୍ବାଧିକ ୩,୯୯୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୮୭

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୯୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୭୬ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଆଜି ଓଡ଼ିଶାରେ ସର୍ବାଧିକ ୩,୯୯୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୮୭

corona test

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

Corona Updates In Odisha:

ଚିହ୍ନଟ ନୂଆ ୩,୯୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୭୬ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୬୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି।

Advertisment
Advertisment
Advertisment