Advertisment

ଗଞ୍ଜାମରେ ୪ କରୋନା ଯୋଦ୍ଧା ଆଖି ବୁଜିଲେ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ଆଖି ବୁଜିଲେ ୪ କରୋନା ଯଦ୍ଧା ।  ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ। ସୂଚନାଥାଉ କି, ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେଉଛି। ଆଜି ରାଜ୍ୟରେ ରାଜ୍ୟରେ ଅଜି ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୫୬ କରୋନା ପଜିଟିଭ।  ଗଜିଲ୍ଲାରେ ସର୍ବାଧିକ ୧୬୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ମିଶାଇ ରାଜ୍ୟରେ […]

ଗଞ୍ଜାମରେ ୪ କରୋନା ଯୋଦ୍ଧା ଆଖି ବୁଜିଲେ

corona

Advertisment

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ଆଖି ବୁଜିଲେ ୪ କରୋନା ଯଦ୍ଧା ।  ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ।

Advertisment

ସୂଚନାଥାଉ କି, ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେଉଛି। ଆଜି ରାଜ୍ୟରେ ରାଜ୍ୟରେ ଅଜି ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୫୬ କରୋନା ପଜିଟିଭ।  ଗଜିଲ୍ଲାରେ ସର୍ବାଧିକ ୧୬୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ମିଶାଇ ରାଜ୍ୟରେ ମାଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬କୁ ବୃଦ୍ଧି ପାଇଛି।

Advertisment
Corona Deaths In Odisha Corona Updates In Odisha Odisha Corona Updates Odisha Corona Updates Today Corona Cases In Ganjam Ganjam Corona Deaths
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ