/odishatv-khabar/media/post_attachments/uploadimage/library/16_9/16_9_0/burnt_1625063238.jpg)
burnt
ସୋର: ରୋଷେଇ କରୁଥିବା ବେଳେ ଗ୍ୟାସ୍ ଲିକ୍ ହୋଇ ଜଳିଗଲା ୪ ବଖରା। ଏଥିରେ ୨ଜଣ ପୋଡ଼ି ହୋଇ ଗୁରୁତର ଆହତ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲା ସୋର ଥାନା ନିଶ୍ଚିନ୍ତପୁର ପଞ୍ଚାୟତର କୁଡ଼େଇ ବିରିବଧା ଗାଁରେ ଏହି ଦୁର୍ଘଟଣା ଘଟିଛି।
Advertisment
ତେବେ ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିନପାରି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ୨ ଗୁରୁତରଙ୍କୁ ପ୍ରଥମେ ସୋର ଓ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)