4
Advertisment
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ୨୦୧୩ ମସିହାରେ ହୋଇଥିବା ଏକ ଦୁଷ୍କର୍ମ ମାମଲାରେ ଜଣେ ଅଟୋ ଚାଳକଙ୍କ ସମେତ ୪ ଜଣଙ୍କୁ କାରାଦଣ୍ଡ ହୋଇଛି।
Advertisment
ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଛତ୍ରପୁର ଅତିରିକ୍ତ ଜିଲ୍ଲା ଜଜ୍ ଶିଖାରାଣୀ ରଥ ୪ ଜଣଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡ ସହ ୩୦ ହଜାର ଟଙ୍କା ଲେଖାଏ ଜରିମାନା ଆଦେଶ ଦେଇଛନ୍ତି।
୨୦୧୩ ମସିହାରେ ପୁରୁଷୋତ୍ତମପୁରର ଜଣେ ବିଧବା ମହିଳାଙ୍କୁ ତାରାତାରିଣୀ ମନ୍ଦିର ନେବା ବାହାନାରେ ଅଟୋ ଚାଳକ ଜଣକ ଡାକିଥିଲା। ସେଠାରେ ଥିବା ତାର ୩ ଜଣ ସାଙ୍ଗ ମହିଳାଙ୍କ ସହ ଦୁଷ୍କର୍ମ କରିଥିଲେ। ତେବେ ଅଟୋ ଚାଳକ ଜଣକ ନିଜେ ଦୁଷ୍କର୍ମ କରିନଥିଲେ ବି ଏହି ଯୋଜନାରେ ସଂପୃକ୍ତ ଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/4-2_1626428967.jpg)