• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

dadan
ଛୋଟ ଛୁଆକୁ ଭାରରେ ରଖି ୧୨୦ କିଲୋମିଟର ଚାଲିଲେ ବାପା

ବାରିପଦା: ପେଟରେ ଭୋକ, ହେଲେ ଆଖି ସାମ୍ନାରେ ଯମଦୂତ ପରି ଠିଆ ହୋଇଛି ରୋଗ। ଏମିତି ଅବସ୍ଥାରେ ଜୀବନ ବଞ୍ଚାଇବା ପାଇଁ ଘରକୁ ଫେରିବା ପାଇଁ ସବୁ ପ୍ରକାର ବିପଦକୁ ସାମ୍ନା କରିବାକୁ ପ୍ରସ୍ତୁତ ଅଛନ୍ତି ଶ୍ରମିକମାନେ।  ସେଥିପାଇଁ ତ ଶହ ଶହ କିଲୋମିଟର୍ ଦୂର ଘରକୁ ପାଦରେ ଚାଲି ଚାଲି ଫେରୁଛନ୍ତି । ଜଣେ କି ଦୁଇ ଜଣ ନୁହେଁ ହଜାର ହଜାର ଲୋକ ନିଜ ଜୀବନକୁ ବିପଦରେ ପକାଇ ଚାଲୁଛନ୍ତି। ଟ୍ରଲି ଓ କାଠପଟାରେ […]

  • Wednesday, 14 July 2021
police-attack
ସୁରତରୁ ଫେରିଥାନ୍ତେ, 'ଆଖି ଆଗରେ ପୋଲିସ ପିଟି ପିଟି ମାରିଦେଲା'

ବ୍ରହ୍ମପୁର: ପୋଲିସ୍ ମାଡ଼ରେ ସୁରତରେ ଥିବା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଅଭିଯୋଗ। ସୁରତର ଏକ ଘରୋଇ କମ୍ପାନିରେ କାମ କରୁଥିଲେ ଗଞ୍ଜାମ ବାରୁଡ଼ା ଗାଁର ସତ୍ୟବ୍ରତ ସ୍ୱାଇଁ। ଗତକାଲି କିଛି ସହକର୍ମୀଙ୍କ ସହ ସୁରତର ଆମରୋଲି ନିକଟ କମ୍ପାନି ପାଖରେ ବସିଥିଲେ। ରାସ୍ତାକଡ଼ରେ ବସିଥିବା ସମୟରେ ପୋଲିସ୍ ଭିଡ଼ ନିୟନ୍ତ୍ରଣ ପାଇଁ ଲାଠି ଚାର୍ଜ କରିଥିଲା। ହେଲେ ଏହି ସମୟରେ ସତ୍ୟବ୍ରତ ଓ ତାଙ୍କ ସହକର୍ମୀ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ। ନିଜ ରୁମରେ କବାଟ ବନ୍ଦ କରି […]

  • Wednesday, 14 July 2021
nirgundi
ଦିଲ୍ଲୀରୁ ସ୍ୱତନ୍ତ୍ର ଟ୍ରେନରେ ଆସୁଛନ୍ତି ପ୍ରବାସୀ, ନିର୍ଗୁଣ୍ଡି ଷ୍ଟେସନରେ ୧୪୪ ଧାରା

ଭୁବନେଶ୍ୱର: ବିଭିନ୍ନ ସ୍ଥାନରେ ରହିଯାଇଥିବା ଯାତ୍ରୀଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ଜାରି ରହିଥିବା ଟ୍ରେନ୍ ସେବା କ୍ରମରେ ଦିଲ୍ଲୀରୁ ବାହାରିଥିବା ସ୍ୱତନ୍ତ୍ର ଟ୍ରେନ୍ ଆଜି ଭୁବନେଶ୍ୱରରେ ପହଞ୍ଚୁଛି। ପ୍ରାଥମିକ ପର୍ଯ୍ୟାୟରେ ଦିଲ୍ଲୀ-ଭୁବନେଶ୍ୱର ମଧ୍ୟରେ ଏହି ଟ୍ରେନ ସେବା ଆରମ୍ଭ ହୋଇଛି। ସେପଟେ ହାଇଦ୍ରାବାଦରୁ ପ୍ରବାସୀ ଶ୍ରମିକଙ୍କୁ ଧରି ଓଡ଼ିଶା ଆସୁଛି ଆଉ ଏକ ଶ୍ରମିକ ସ୍ପେଶାଲ୍ ଟ୍ରେନ। ୬ ଘଣ୍ଟା ବିଳମ୍ବରେ ଆସୁଥିବା ଏହି ଟ୍ରେନରେ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଗଂଜାମ ଆଦି ୪ଟି ଜିଲ୍ଲାର […]

  • Wednesday, 14 July 2021
class
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସବୁ ପିଲାଙ୍କୁ ପାସ୍

ଭୁବନେଶ୍ୱର: କରୋନା ସଂକ୍ରମଣ ଓ ଲକଡାଉନ ସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲାଙ୍କୁ ପାସ୍ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ସ୍କୁଲରେ ପଢୁଥିବା ଅଷ୍ଟମ ଯାଏଁ ସବୁ ପିଲା ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ପାସ୍ ହେବେ ଓ ପରବର୍ତ୍ତୀ କ୍ଲାସ୍‌କୁ ଉତ୍ତୀର୍ଣ୍ଣ ହେବେ। ତେବେ ନବମରୁ ଦଶମ ଶ୍ରେଣୀ ଯିବାକୁ ଥିବା ପିଲାଙ୍କୁ ସର୍ତ୍ତମୂଳକ ପାସ୍ କରାଯିବ। ବାର୍ଷିକ […]

  • Wednesday, 14 July 2021
mig
ଚାଲି ଚାଲି ଯାଉଥିବା ପ୍ରବାସୀଙ୍କ କଥା ବୁଝିବ ଓଡ଼ିଶା ପୋଲିସ୍

ଭୁବନେଶ୍ୱର: ଓଡ଼ିଶା ଦେଇ କୌଣସି ପ୍ରବାସୀ ଚାଲି ଚାଲି ଯିବେନି। ଓଡ଼ିଶା ସୀମାରେ ପହଞ୍ଚିବା ପରେ ଶ୍ରମିକଙ୍କ ପାଇଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା। ଆଜି ଏନେଇ ସୂଚନା ଦେଇଛନ୍ତି ପୋଲିସ୍ ଡିଜି ଅଭୟ। ଓଡ଼ିଶା ଆସନ୍ତୁ କିମ୍ବା ଓଡ଼ିଶା ଦେଇ ଯାଆନ୍ତୁ, ସମସ୍ତ ଶ୍ରମିକଙ୍କ ପାଇଁ ବ୍ୟବସ୍ଥା କରାଯିବ। ଏଥିପାଇଁ ଶ୍ରମିକମାନେ ଚାଲନ୍ତୁ ନାହିଁ ବରଂ ପାଖ ଥାନାକୁ ଯାଆନ୍ତୁ, ସେମାନଙ୍କ ଗନ୍ତବ୍ୟସ୍ଥଳକୁ ଯିବା ପାଇଁ ଓଡ଼ିଶା ପୋଲିସ୍ ବ୍ୟବସ୍ଥା କରିବ। ରାଜ୍ୟ ସୀମାରେ ନେଇ ସେମାନଙ୍କୁ […]

  • Wednesday, 14 July 2021
pari
ପରୀ ଅପହରଣ ଘଟଣାକୁ ପୂରିଲା ବର୍ଷେ: କେବେ ଦଣ୍ଡ ପାଇବ ପ୍ରକୃତ ଦୋଷୀ?

ମାତ୍ର ପୋଲିସ ଏକ ମିସିଙ୍ଗ କେସ କରି ଚୁପ ବସି ଯାଇଥିଲା। ତେବେ ନୟାଗଡ଼ ଏସପି ଏବଂ ଜିଲ୍ଲାପାଳଙ୍କୁ ଭେଟି ଅଭିଯୋଗ ଜଣାଇଥିଲେ ଅଶୋକ । ହେଲେ ଅପହରଣର ୭ ଦିନ ପରେ ଗାଁ କୁ ପୋଲିସର ଡଗ ସ୍କ୍ୱାର୍ଡ ଆସିଥିଲା ସତ କିନ୍ତୁ କୌଣସି ସନ୍ଧାନ ପାଇ ନଥିଲା । ତେବେ ଡଗ ସ୍କ୍ୱାର୍ଡ ଯିବାର ପର ଦିନ ପରୀର ଗଳିତ , ଖଣ୍ଡବିଖଣ୍ଡିତ ମୃତ ଦେହ ଏକ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଅଶୋକଙ୍କ ବାଡ଼ି ସଂଲଗ୍ନ ପୋଖରୀ କୂଳରୁ ମିଳିଥିଲା।

cyclone
ମାଡ଼ି ଆସୁଛି ବାତ୍ୟା! ୪ ଜିଲ୍ଲାକୁ ଅଧିକ ବିପଦ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାରେ ୪ ଜିଲ୍ଲାକୁ ବିପଦ। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକକୁ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ପଡ଼ିପାରେ। ଆଜି ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଡିପ୍ରେସନର ରୂପ ନେବ। ଆସନ୍ତାକାଲି ଏହା ବାତ୍ୟାର ରୂପ ନେଇପାରେ। ବଙ୍ଗୋପସାଗରରୁ ଉତ୍ତର-ପୂର୍ବ ଆଡ଼କୁ ଗତି କରିବ। ଯାହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ଦେଖିବାକୁ ମିଳିପାରେ ବୋଲି ଏସଆରସି କହିଛନ୍ତି। ଏନେଇ ରାଜ୍ୟ […]

  • Wednesday, 14 July 2021
cyclone
ସାମୁଦ୍ରିକ ଝଡ଼ର ରୂପ ନେବ ଲଘୁଚାପ: ୧୮ରୁ ଆରମ୍ଭ ହୋଇଯିବ ପ୍ରବଳ ବର୍ଷା ପବନ!

ଭୁବନେଶ୍ୱର: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୧୬ ତାରିଖ ସଂଧ୍ୟାରେ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ୧୮ ତାରିଖରୁ  ସ୍ୱଳ୍ପରୁ ମଧ୍ୟମ ଏବଂ ୧୯ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ୧୭ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବୌଦ୍ଧ ଜିଲ୍ଲାରେ ସ୍ୱଳ୍ପରୁ […]

  • Wednesday, 14 July 2021
plane
ସ୍ୱତନ୍ତ୍ର ବିମାନରେ ଓଡ଼ିଶା ବାହୁଡ଼ିଲେ ଦୁବାଇରେ ଥିବା ପ୍ରବାସୀ

ଭୁବନେଶ୍ୱର: ଦୁବାଇରୁ ଆସିଲେ ପ୍ରବାସୀ। ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର ବିମାନରେ ଦୁବାଇରୁ ପ୍ରାୟ ୧୫୦ ଯାତ୍ରୀ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ୧୨ଟି ଜିଲ୍ଲାର ୧୫୦ ଜଣ ଯାତ୍ରୀ ଆସିଥିବା ସୂଚନା ମିଳିଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ସ୍କ୍ରିନିଂ କରାଯାଉଛି। ସ୍କ୍ରିନିଂ ପରେ ସମସ୍ତଙ୍କୁ କ୍ୱାରେଣ୍ଟିନରେ ପଠାଯିବାର ବ୍ୟବସ୍ଥା କରାଯାଉଛି। ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ୱଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଛି। ତେବେ ବିମାନ ଭୁବନେଶ୍ୱରରେ ପହଞ୍ଚିବା ପୂର୍ବରୁ […]

  • Wednesday, 14 July 2021
MAIN-MANTRI
'କରୋନା' ବେଳେ ଆଗରେ ଅମଲା, ମନ୍ତ୍ରୀ ଗଲେ କୁଆଡେ?

ଭୁବନେଶ୍ୱର: ଦୁଇମାସ ହେବ ରାଜ୍ୟରେ କାୟା ମେଲାଇ ଚାଲିଛି କରୋନା। ଅମଲାଙ୍କୁ ଆଗରେ ରଖି ଏବେ କରୋନା ସହ ଯୁଦ୍ଧ ଲଢୁଛନ୍ତି ସରକାର କିନ୍ତୁ ମଇଦାନରେ ଦେଖିବାକୁ ମିଳୁନାହାନ୍ତି ଅସଲ ସେନାପତି। ଆମେ କହୁଛୁ ବିଭିନ୍ନ ବିଭାଗର ଦାୟିତ୍ୱ ମୁଣ୍ଡାଇଥିବା ଆମ ରାଜ୍ୟର ମନ୍ତ୍ରୀମାନଙ୍କ କଥା ୨-୩ ଜଣଙ୍କୁ ଛାଡ଼ିଦେଲେ ଅନେକ ଦିନ ହେବ ମନ୍ତ୍ରୀଙ୍କ ଚେହେରା ଦେଖିନାହାନ୍ତି ରାଜ୍ୟବାସୀ। ତେଣୁ ସାଧାରଣରେ ପ୍ରଶ୍ନ ଅଫିସରଙ୍କ ଭିଡ଼ ଭିତରେ ମନ୍ତ୍ରୀ ଓ ଜନପ୍ରତିନିଧିଙ୍କୁ ପାସୋରି ଗଲେ କି […]

  • Wednesday, 14 July 2021
temple
ମନ୍ଦିରରେ ଖାଇବେ ପ୍ରବାସୀ ଶ୍ରମିକ!

ଭୁବନେଶ୍ୱର: ଲକ୍‌ଡାଉନ୍‌ ଯୋଗୁଁ ସବୁ କିଛି ଠପ୍ ହୋଇଯାଇଥିବାରୁ ପ୍ରବାସୀ ଶ୍ରମିକମାନେ ଏବେ ଘରକୁ ମୁହାଁଇଛନ୍ତି। ଏମାନେ ଏମିତି ଅସହାୟ ହୋଇପଡିଛନ୍ତି ଯେ, ଖାଇବା ତ ଦୂରର କଥା, କେବେ ପହଞ୍ଚିବେ ସେକଥା ଜାଣିନାହାନ୍ତି। ଶ୍ରମିକଙ୍କ ସମସ୍ୟା ଦିନକୁ ଦିନ ଉତ୍କଟ ଧାରଣ କରୁଥିବାରୁ ଏନେଇ ଚିନ୍ତା ପ୍ରକଟ କରିଛନ୍ତି ଦେବୋତ୍ତର କମିଶନର। ରାସ୍ତାରେ ଯାଉଥିବା ଶ୍ରମିକଙ୍କ ପାଇଁ ରାଜ୍ୟ ଦେବୋତ୍ତର କମିଶନରଙ୍କ ଚିନ୍ତା। ରାସ୍ତାରେ ଅସହାୟ ଅବସ୍ଥାରେ ଯାଉଥିବା ଶ୍ରମିକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦେବା […]

  • Wednesday, 14 July 2021
bdo
ମହିଳା ପ୍ରବାସୀଙ୍କୁ ବିଡିଓଙ୍କ ଦୁର୍ବ୍ୟବହାର: କହିଲେ, ଯେଉଁଠି ରଖାଯାଉଛି ସେଠି ରୁହ ନହେଲେ ଚାଲିଯାଅ

ଛେଣ୍ଡିପଦା: ପୁଣି ଥରେ ଆଉ ଜଣେ ବିଡିଓଙ୍କ ନାଁରେ ଆସିଛି ଦୁର୍ବବ୍ୟହାର ଅଭିଯୋଗ। ପ୍ରବାସୀ ଓଡ଼ିଆଙ୍କୁ ଫୋନରେ ଦୁର୍ବ୍ୟବହାର କରିଛନ୍ତି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବିଡିଓ ସୁନୀଲ କୁମାର କେର୍କେଟା। ଖୋଲାଖୋଲି ଫୋନରେ ମହିଳା ଶ୍ରମିକଙ୍କୁ ଦୁର୍ବବ୍ୟହାର କରିଥିବା ନେଇ ଅଭିଯୋଗ ହୋଇଛି। ବଅଁରପାଲ ଓ ତାଲଚେର ବ୍ଲକର କିଛି ପ୍ରବାସୀ ଶ୍ରମିକଙ୍କୁ ଛେଣ୍ଡିପଦା ବ୍ଲକର ବରପଦା ବିଦ୍ୟାଳୟରେ ରଖିବାକୁ ବନ୍ଦୋବସ୍ତ କରାଯାଇଥିଲା। ହେଲେ ପ୍ରବାସୀ ଶ୍ରମିକ ମାନେ ଏନେଇ ମନା କରିବା ସହ ସେଠି ନରଖିବାକୁ […]

  • Wednesday, 14 July 2021
testing
ବେସରକାରୀ ହସ୍ପିଟାଲରେ କରୋନା ଟେଷ୍ଟକୁ ଅନୁମତି, କଡ଼ାକଡ଼ି ହେବ ଟବାକୋ ଆଇନ୍

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି।  ‘କରୋନା’ ରୋଗୀଙ୍କ ପାଇଁ ଆବଶ୍ୟକୀୟ ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦେବା ପାଇଁ କୋଭିଡ୍ ବେଡ୍ ଆବଶ୍ୟକ। ଏନେଇ ରାଜ୍ୟରେ କୋଭିଡ୍ ଟେଷ୍ଟ ବଢାଯିବା ସହ କୋଭିଡ୍ ବେଡ୍ ସଂଖ୍ୟା ବଢାଯିବ। ବେସରକାରୀ ହସ୍ପିଟାଲରେ କୋଭିଡ ପରୀକ୍ଷାକୁ ଅନୁମତି ସହ ରାଜ୍ୟରେ ଦିନକୁ ୧୫ ହଜାର ଟେଷ୍ଟ କରାଯିବା ନେଇ ରାଜ୍ୟ ଆନ୍ତଃ ମନ୍ତ୍ରିସ୍ତରୀୟ ବୈଠକରେ ଆଲୋଚନା ହୋଇଥିବା ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ସୂଚନା। ତାସହ ବଲାଙ୍ଗିରରେ […]

  • Wednesday, 14 July 2021
corona
ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୧୫ ଜଣ କରୋନା ଆକ୍ରାନ୍ତ। ଏମାନେ ସମସ୍ତେ ଯାଜପୁର ଜିଲ୍ଲାର। ଏହାକୁ ମିଶାଇ ରାଜ୍ୟରେ ୧୫୮ଜଣ ଆରୋଗ୍ୟ ହେଲେଣି। ଯାଜପୁର ଜିଲ୍ଲାରେ ସମୁଦାୟ ୮୮ଜଣ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୮ ଜଣ ସୁସ୍ଥ ହୋଇଛନ୍ତି। ଏବେବି ଜିଲ୍ଲାରେ ୪୦ ଆକ୍ଟିଭ କେଶ ରହିଛି। ତେବେ ଯାଜପୁର ରେଡ୍ ଜୋନ୍ ହୋଇଥିବାରୁ ଏତେ ମାତ୍ରାରେ ଆରୋଗ୍ୟ ହେବା ଜିଲ୍ଲାବାସୀଙ୍କୁ ଆଶ୍ୱସ୍ତି ମିଳିଛି। ଆଜି ସକାଳେ ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ […]

  • Wednesday, 14 July 2021
positive
ଚିହ୍ନଟ ହେଲେ ଆଉ ୨ କରୋନା ପଜିଟିଭ

ଭୁବନେଶ୍ୱର: ଆଉ ୨ କରୋନା ପଜିଟିଭ ଚିହ୍ନଟ। ଏମାନେ ଉଭୟ କେନ୍ଦୁଝର ଜିଲ୍ଲାର। ହାଟଡିହି ବ୍ଲକ୍‌ର ଢେଙ୍କା ପଞ୍ଚାୟତ ଓ ଧନୁର୍ଜୟପୁର ପଞ୍ଚାୟତରେ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଉଭୟ ଆକ୍ରାନ୍ତ ସୁରତରୁ ଫେରି କ୍ୱାରେଣ୍ଟିନ୍‌ରେ ଥିଲେ। ଜଣଙ୍କର ଳକ୍ଷଣ ନଥିଲା ବୋଲି କେନ୍ଦୁଝର ଜିଲ୍ଲାପାଳ ଜିଲ୍ଲାପାଳ ଆଶିଷ ଠାକରେ କହିଛନ୍ତି। ତେବେ କେନ୍ଦୁଝରରେ ସଂକ୍ରମିତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ସମସ୍ତ ଆକ୍ଟିଭ କେଶ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।  ସକାଳେ ଆଜି ୨୩ […]

  • Wednesday, 14 July 2021
recover
ସୁସ୍ଥ ହେଲେ ଆଉ ୩୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର:  ସୁସ୍ଥ ହେଲେ ଆଉ ୩୧ ଜଣ କରୋନା ଆକ୍ରାନ୍ତ। ଏମାନେ ସମସ୍ତେ ଯାଜପୁର ଜିଲ୍ଲାର। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ପ୍ରକାଶଥାଉକି, ଯାଜପୁରରେ ୬୪ ଜଣ କରୋନାରେ ସଂକ୍ରମିତ ହୋଇଥିଲେ। ଆଗରୁ ୨ ଜଣ ସୁସ୍ଥ ହୋଇଥିବାବେଳେ ଆଜି ୩୧କୁ ମିଶାଇ ଜିଲ୍ଲାରେ କରୋନାରେ ଆରୋଗ୍ୟ ହେବା ୩୩ରେ ପହଞ୍ଚିଛି। ଏବେ ବି ୩୧ଟି ଆକ୍ଟିଭ କେଶ ରହିଛି। ଏମାନେ […]

  • Wednesday, 14 July 2021
nabina
୬ ଜିଲ୍ଲାରେ ବଢ଼ିବ କୋଭିଡ କେୟାର ଶଯ୍ୟା

ଭୁବନେଶ୍ୱର: ୬ ଜିଲ୍ଲାରେ ବଢ଼ିବ କୋଭିଡ କେୟାର ଶଯ୍ୟା। ରାଜ୍ୟର ୬ଟି ଜିଲ୍ଲାରେ କୋଭିଡ କେୟାର ସେଣ୍ଟର ଶଯ୍ୟା ବଢାଯିବ ଗଂଜାମ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବଲାଙ୍ଗିରରେ ଏହି ଶଯ୍ୟା ବଢ଼ିବ। ଶଯ୍ୟା ସଂଖ୍ୟା ବଢ଼ାଇବାକୁ ନେଇ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଆଗାମୀ ସପ୍ତାହକ ମଧ୍ୟରେ ୬ ଜିଲ୍ଲାରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ।ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନିଆଯାଉଛି।  ବିଭିନ୍ନ ଅଞ୍ଚଳରେ ନିର୍ମିତ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର […]

  • Wednesday, 14 July 2021
vijay
'ପ୍ରବାସୀଙ୍କ ପ୍ରକୃତ ହିସାବ ସରକାରଙ୍କ ପାଖରେ ନାହିଁ'

ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର। ସେ ଅଭିଯୋଗ କରିଛନ୍ତି, ପ୍ରବାସୀଙ୍କ ପ୍ରକୃତ ହିସାବ ସରକାରଙ୍କ ପାଖରେ ନାହିଁ। କେଉଁ ରାଜ୍ୟରେ କେତେ ପ୍ରବାସୀ ଓଡ଼ିଆ ଅଛନ୍ତି, ତାର ତାଲିକା ହୋଇପାରିନି। ସରକାର ବୋଧହୁଏ କରୋନା ଭୟାବହତାକୁ ଅନୁଭବ କରିପାରିନାହାନ୍ତି। କେବଳ କ୍ୱାରେଣ୍ଟିନ୍ ସେଣ୍ଟର ପାଇଁ କଣ କିଣା ହେବ ସେଥିରେ ବ୍ୟସ୍ତ  ଅଛନ୍ତି। ସରକାର ଅହମିକା ଓ ଅହଙ୍କାର ଛାଡ଼ନ୍ତୁ।ଅଫିସରମାନେ […]

  • Wednesday, 14 July 2021
air
୧୪ରେ ଉଡ଼ିବ ଦୁବାଇରୁ ଭୁବନେଶ୍ୱରକୁ ପ୍ରଥମ ଫ୍ଲାଇଟ୍, ଆସିବେ ପ୍ରବାସୀ

ଭୁବନେଶ୍ୱର: ଆସନ୍ତା ୧୪ ତାରିଖରେ ଦୁବାଇରୁ ୧୭୯ ଯାତ୍ରୀଙ୍କୁ ନେଇ ସିଧା ଭୁବନେଶ୍ୱର ଆସିବ ଏକ ସ୍ୱତନ୍ତ୍ର ବିମାନ। ପ୍ରବାସୀ ଭାରତୀୟ ଓ UAEରେ ଥିବା ଓଡ଼ିଶା ସମାଜର ପ୍ରୟାସରେ ଏହି ବିମାନ ୧୭୯ ଯାତ୍ରୀଙ୍କୁ ଦୁବାଇରୁ ଫେରାଇ ଆଣିବାକୁ ବ୍ୟବସ୍ଥା ହୋଇଥିବା UAEର ଏକ ଗଣମାଧ୍ୟମ ସଂସ୍ଥା ଖଲିଜ ଟାଇମର ୱେବସାଇଟରେ ଖବର ପ୍ରକାଶ ପାଇଛି। ବନ୍ଦେ ଭାରତ ମିଶନରେ ଭାରତ ସରକାର ବିଭିନ୍ନ କରୋନା ସଂକ୍ରମିତ ଦେଶରୁ ଭାରତୀୟଙ୍କୁ ସ୍ୱତନ୍ତ୍ର ବିମାନରେ ଫେରାଇ ଆଣୁଛନ୍ତି। […]

  • Wednesday, 14 July 2021
ticjket
ଘଣ୍ଟାଏ ଭିତରେ ସରିଗଲା ଭୁବନେଶ୍ୱର-ଦିଲ୍ଲୀ ଟ୍ରେନ ଟିକେଟ

ଭୁବନେଶ୍ୱର: ଭୁବନେଶ୍ୱର-ଦିଲ୍ଲୀ ଟ୍ରେନ ଟିକେଟ ଘଣ୍ଟାଏ ଭିତରେ ଶେଷ। ୧୩ ତାରିଖରେ ଦିଲ୍ଲୀ ଯିବାକୁ ଥିବା ଟ୍ରେନ ଟିକେଟ ବୁକିଂ ସରିଯାଇଛି। ଘଣ୍ଟାଏରୁ କମ ସମୟରେ ଟିକେଟ ସରିଯାଇଥିବା ନେଇ ରେଲେୱେ ପକ୍ଷରୁ ସୂଚନା ଦିଆଯାଇଛି। ୧୪ ତାରିଖ ପାଇଁ ମଧ୍ୟ ୯୦% ଟିକେଟ ବିକ୍ରି ସରିଥିବା ସୂଚନା ମିଳିଛି। କେବଳ ଏସି ବଗିରେ ୫୬ଟି ଟିକେଟ ବାକି ଥିବା ରେଲେଓ୍ୱ ସୂଚନା ଦେଇଛି। ୧୭ ପର୍ଯ୍ୟନ୍ତ ପ୍ରଥମ ଶ୍ରେଣୀ ଏସି ଟିକେଟ ଆଉ ନଥିବା ପୂର୍ବତଟ […]

  • Wednesday, 14 July 2021