• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Odisha Teacher
ଶିକ୍ଷକ ହେବ ତ ଏମିତି; ସ୍କୁଲକୁ କରିଦେଲେ ଷ୍ଟାର୍ ହୋଟେଲ !

ସୁନ୍ଦର ପ୍ରୟାସ କରି ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ଶିକ୍ଷକ ବିଭୀଷଣ ବାରିକ । ପିଲାଦିନୁ ଇଚ୍ଛା ଥିଲା ଯେଉଁଠି କର୍ମମୟ ଜୀବନ ଆରମ୍ଭ କରିବେ ସେଠି କିଛି ନୂଆକରି ଦେଖାଇବେ । ଆଉ ଆଜି ତାହା ବାସ୍ତବ ରୂପ ନେଇଛି । 

Vigilance raids
ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ; ରେଡ୍ ବେଳେ ମିଳିଲା ବିପୁଳ ସମ୍ପତ୍ତି

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । 

Panchanga
Panchang Today 12th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Weather Update
କାଲିଠୁ ପୁଣି ବଢ଼ିବ ବର୍ଷା; ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଆଜି ଶୁଖିଲା ରହିବ ପାଗ, ତେବେ କାଲି ପୁଣି ବଢ଼ିବ ବର୍ଷା। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। 

breaking news
ସଂକ୍ଷେପରେ ଆଜିର ତାଜା ଖବର - Monday, 12 August 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Monday, 12 August 2024
Sujeet Kumar
କେନ୍ଦ୍ରକୁ ସୁଜିତ କୁମାରଙ୍କ ପ୍ରଶଂସା, ବିଜେପି ଆଡକୁ ଢଳୁଛନ୍ତି କି ବିଜେଡି ସାଂସଦ ?

ମମତା ମହାନ୍ତଙ୍କ ରାସ୍ତାରେ କି ସୁଜିତ୍ କୁମାର ? ରାଜ୍ୟକୁ ମିଳିଥିବା ନୂଆ ରେଳପ୍ରକଳ୍ପ ପାଇଁ କେନ୍ଦ୍ରକୁ ସୁଜିତଙ୍କ ପ୍ରଶଂସା ।

Ratnabhandar
କେବେଠୁ ରତ୍ନଭଣ୍ଡାର ମରାମତି ? ସରକାରଙ୍କ ଗ୍ରୀନ୍ ସିଗନାଲ ଅପେକ୍ଷାରେ ASI

ଆଗେଇ ପାରିନି ଭଣ୍ଡାର ଗୃହ ମରାମତି କି ଅଳଙ୍କାର ଗଣତି ପ୍ରକ୍ରିୟା । ରତ୍ନଭଣ୍ଡାର ଖୋଲାଯାଇ ଦୁଇଟି ପର୍ଯ୍ୟାୟରେ ଅଳଙ୍କାର ସ୍ଥାନାନ୍ତରଣକୁ କିଛିଦିନ ପରେ ମାସେ ପୂରିଯିବ ।

VK Pandian Chopper Rides
ସାମ୍ନାକୁ ଆସିଲା ନୂଆ ତଥ୍ୟ; ପାଣ୍ଡିଆନଙ୍କ ପାଇଁ ବଢିଲା ଅଡୁଆ !

କଟକ ଓ ଖୋର୍ଦ୍ଧାକୁ ବି ହେଲିକପଟରରେ ଉଡିଥିଲେ ପାଣ୍ଡିଆନ୍ । RTI ତଥ୍ୟରେ ୩ ନିର୍ବାଚନ ମଣ୍ଡଳୀରେ ହେଲିପ୍ୟାଡ୍ ଖର୍ଚ୍ଚ ୭୫ ଲକ୍ଷ । ପ୍ରାବଧାନ ନଥାଇ କିଏ ଦେଇଥିଲା ଅନୁମତି ?

Tunnel Highway
ରାଜ୍ୟର ପ୍ରଥମ ସୁଡ଼ଙ୍ଗ ରାସ୍ତାକୁ ନେଇ ଉତ୍ସାହ, ସମୁଦ୍ର ପତ୍ତନଠାରୁ ୩ ହଜାର ଫୁଟ୍ ଉଚ୍ଚତା

କୋରାପୁଟରେ ରାଜ୍ୟର ପ୍ରଥମ ଟନେଲ ରାସ୍ତାକୁ ନେଇ ଉତ୍ସାହ । ଆରବର୍ଷ ଟନେଲ୍ କାମ ସାରିବାକୁ ଟାର୍ଗେଟ୍ ।

Parade Rehearsal
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଇଁ ପରେଡ୍ ରିହର୍ସାଲ୍

୭୮ତମ ସ୍ୱାଧୀନତା ଦିବସ ପାଇଁ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପରେଡ୍ ରିହର୍ସାଲ୍ । ଅଂଶଗ୍ରହଣ କରିବେ ୫୮ ଟି ଟ୍ରୁପ ।

Potato Price
କେବେ ଦୂର ହେବ ଆଳୁ ସଙ୍କଟ ? ଲୁଚାଛପାରେ ଆସୁଥିବା ଗାଡ଼ିକୁ ରୋକୁଛି ପଶ୍ଚିମବଙ୍ଗ ପୋଲିସ୍

ଚୋର ଜଗିବା ଭଳି ଆଳୁ ଗାଡ଼ି ଉପରେ ପଶ୍ଚିମବଙ୍ଗ ସରକାରଙ୍କ ତୀକ୍ଷ୍ଣ ନଜର ଗୋଟିଏ ବି ଗାଡ଼ି ଖସିନଯିବାକୁ ସୀମାନ୍ତ ଗାଁରେ ଲାଗିଛି ସିସିଟିଭି କ୍ୟାମେରା । 

Independence day celebration
ଦେଶ ପାଳିବ ୭୮ତମ ସ୍ୱାଧୀନତା ଦିବସ, କିଏ କେଉଁଠି ପତ୍ତାକା ଉତ୍ତୋଳନ କରିବେ ଜାଣନ୍ତୁ

ଦେଶ ପାଳିବ ୭୮ ତମ ସ୍ୱାଧୀନତା ଦିବସ । ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Suresh Pujari
ହୀରାକୁଦ ବିସ୍ଥାପିତଙ୍କୁ ଜମି ପଟ୍ଟା ଦେବେ ସରକାର, ଘୋଷଣା ହେଲା ତାରିଖ

ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ୧୦ ଡିସିମିଲ୍ ଲେଖାଏଁ ଜମି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଘୋଷଣା । ପୂରଣ ହେବ ଦୀର୍ଘ ବର୍ଷର ଦାବି ।

Chief Minister Mohan Majhi
ମମତାଙ୍କ ସହ କଥା ହେଲେ ମୋହନ; ଆଳୁ ଯୋଗାଣ ସ୍ବାଭାବିକ କରିବାକୁ କଲେ ଅନୁରୋଧ

ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Bhubaneswar Murder
ରାଜଧାନୀରେ ଡବଲ ମର୍ଡର ଘଟଣା: କ୍ରାଇମ୍‌ସିନ୍‌ ରିକ୍ରିଏଟ କଲା ପୋଲିସ

ହତ୍ୟାରେ ବ୍ୟବହୃତ ଛୁରୀକୁ ପାଞ୍ଚଗାଁ ଗାଙ୍ଗୁଆ କୂଳରେ ଫିଙ୍ଗିଥିଲେ ଅଭିଯୁକ୍ତ । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିଛନ୍ତି ।

Prithviraj Harichandan
ଖୁବଶୀଘ୍ର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଯାଞ୍ଚ, ବୈଧ ପ୍ରମାଣପତ୍ର ନଥିଲେ ଛାଡ଼ିବେ ଓଡ଼ିଶା

ଖୁବଶୀଘ୍ର ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଯାଞ୍ଚ । ଭାରତରେ ରହିବା ପାଇଁ ବୈଧ ପ୍ରମାଣ ପତ୍ର ନଥିଲେ ନିଜ ଦେଶକୁ ଫେରିବାକୁ ପଡ଼ିବ ।

Road Problem
ରାସ୍ତା ପାଲଟିଛି ମରଣଯନ୍ତା, ଲୋକେ ଭୋଗୁଛନ୍ତି ଯମ ଯନ୍ତ୍ରଣା

ସୁନାବେଡାରୁ ଡୁମୁରିପୁଟ ଦେଇ କୋରାପୁଟ ମାତ୍ର ୧୨ କିମି, ହେଲେ ଏହି ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଛି ।

 Anganwadi Teacher
ଆସିଛି ଡକରା, ଦିଲ୍ଲୀ ଯିବେ ଅଙ୍ଗନବାଡ଼ି ଦିଦି

ଦିଲ୍ଲୀର ଲାଲକିଲ୍ଲା ଠାରେ ଆୟୋଜିତ ହେବାକୁ ଥିବା ୭୮ ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବେ ଦିଦି ଲିଲି ପୁଷ୍ପିକା ଏକ୍କା ।

VK Pandian
ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ; କହିଲେ, ପାଣ୍ଡିଆନଙ୍କ ହେଲିକେପ୍ଟର୍ ଖର୍ଚ୍ଚର ହେବ ତଦନ୍ତ

ପାଣ୍ଡିଆନଙ୍କ ଉପରେ ତଦନ୍ତକୁ ନେଇ ପୁଣି ଦୋହରାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଭିକେ ପାଣ୍ଡିଆନ ହେଲିକପ୍ଟର ପିଛା କେତେ ଖର୍ଚ୍ଚ ହୋଇଛି ସେନେଇ ସମ୍ପୂର୍ଣ୍ଣ ତଦନ୍ତ ହେବ ।

CCTV
ପଶ୍ଚିମବଙ୍ଗ ସରକାରଙ୍କ ନୂଆ ଚାଲ୍, ଆଳୁ ଟ୍ରକ୍‌ ଜଗିବାକୁ ଲଗାଇଲେ ସିସିଟିଭି

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ନୀଳଦା ଗାଁର ରାସ୍ତା କଡ଼ରେ ପଶ୍ଚିମବଙ୍ଗ ପୋଲିସ୍ ସିସିଟିଭି ଲଗାଇ ଆଳୁ ଗାଡ଼ି ରୋକିବାକୁ ଯୋଜନା କରିଛନ୍ତି ।

Man Beats His Mothe
ଏମିତି ପୁଅ କାହାକୁ ନମିଳୁ, ସମ୍ପତ୍ତି ପାଇଁ ମାଆକୁ ମାରୁଛି ପୁଅ

ତିନି ତିନିଟା ପୁଅ ଜନ୍ମକରି ଏ ମା’ଟା ବୃଦ୍ଧା କାଳରେ ଟିକେ ଖୁସିରେ ରହିବ ବୋଲି ଭାବିଥିଲା । ହେଲେ ସବୁ ଇଚ୍ଛା ଯେମିତି ଏବେ ମରିଯାଇଛି ।

Heavy Rainfall
ରାଜ୍ୟରେ ଆଜିଠୁ କମିବ ବର୍ଷାର ପରିମାଣ, ୧୪ରୁ ପୁଣି ବର୍ଷିବ

୧୪ରୁ ପୁଣି ବର୍ଷାର ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Panchanga
Panchang Today 11th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ। 

breaking news
ସଂକ୍ଷେପରେ ଆଜିର ତାଜା ଖବର - Sunday, 11 August 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Sunday, 11 August 2024
VK Pandian
ପାଣ୍ଡିଆନ୍‌ଙ୍କ ହେଲିପ୍ୟାଡ୍ ପାଇଁ କେମିତି ଉଡ଼ିଛି ଆଖିବୁଜା ଅର୍ଥ ? RTIରୁ ମିଳିଲା ଆଖି ଖୋସା ତଥ୍ୟ

ତତ୍କାଳୀନ 5T ସଚିବ ଭି.କେ. ପାଣ୍ଡିଆନଙ୍କ ହେଲିକପଟରରେ ଉଡିବା ପାଇଁ ନା କେବଳ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି, ବରଂ ହେଲପ୍ୟାଡ୍, ବ୍ୟାରିକେଡ୍ ଓ ସଭାସ୍ଥଳ ନିର୍ମାଣରେ ବି ରାଜକୋଷରୁ ଖର୍ଚ୍ଚ ହୋଇଛି ପାଣି ଭଳି ଟଙ୍କା।