/odishatv-khabar/media/post_attachments/uploadimage/library/16_9/16_9_0/corona-18_1625320143.jpg)
corona updates in odisha
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୧୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
Advertisment
Corona Updates In Odisha:
ଚିହ୍ନଟ ନୂଆ ୪,୧୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୧୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ରେ ପହଞ୍ଚିଛି।
Advertisment
/odishatv-khabar/media/post_attachments/wp-content/uploads/2020/09/Capture-12-3.jpg)
/odishatv-khabar/media/post_attachments/wp-content/uploads/2020/09/Capture-13-2.jpg)
For More Corona Updates in Odisha Stay Updated With Us.
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)