Advertisment

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୧୮୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । Corona Updates In Odisha: ଚିହ୍ନଟ ନୂଆ ୪,୧୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୧୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ […]

ଅଦ୍ୟତନ ହୋଇଛି
ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

corona updates in odisha

Advertisment

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୧୮୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Advertisment

Corona Updates In Odisha:

ଚିହ୍ନଟ ନୂଆ ୪,୧୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୧୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ରେ ପହଞ୍ଚିଛି।

Advertisment

publive-image

publive-image

publive-imageFor More Corona Updates in Odisha Stay Updated With Us.

Corona Updates In Odisha Coronavirus Odisha News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: