• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

driems
ରାଜ୍ୟରେ ଖୋଲିବ ଆଉ ଏକ କୋଭିଡ୍ ହସ୍ପିଟାଲ

ଭୁବନେଶ୍ୱର: ରାଜ୍ୟରେ ‘କୋଭିଡ-୧୯’ ଭୂତାଣୁ ଏବେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିବାର ଆଶଙ୍କା କରାଯାଉଛି । କରୋନା ସଂକ୍ରମଣର ସ୍ଥିତି ମୁକାବିଲା କରିବା ଲାଗି ସ୍ୱତନ୍ତ୍ର କୋଭିଡ୍-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ସ୍ଥିତିର ମୁକାବିଲା ପାଇଁ ସରକାର ଆଜି ଆଉ ୬୦୦ ବେଡ୍ ବିଶିଷ୍ଟ କୋଭିଡ୍ ହସ୍ପିଟାଲ ସ୍ଥାପନ ନିମନ୍ତେ ନିଷ୍ପତ୍ତି ନେଇଛନ୍ତି। ଡ୍ରିମ୍ସ କ୍ୟାମ୍ପସରେ ଯୁଦ୍ଧକାଳୀନ ଭିତ୍ତିରେ ଏହି କୋଭିଡ୍ ହସ୍ପିଟାଲ ପ୍ରସ୍ତୁତ କରାଯିବ। ତେବେ ରାଜ୍ୟ ସରକାର ୯୭୦ ବେଡ୍ ବିଶିଷ୍ଟ ୨ଟି ସ୍ୱତନ୍ତ୍ର କୋଭିଡ୍ […]

  • Wednesday, 14 July 2021
beggar
ମାଗଣାରେ ରନ୍ଧା ଖାଦ୍ୟ ଖାଇବେ ବାସହରା ଓ ଭିକାରୀ

ଭୁବନେଶ୍ୱର: ସହରରେ ଥିବା ଭିକାରୀ, ବେସାହାରା, ବାସହରା ଓ ଖାଇବାକୁ ପାଉନଥିବା ଲୋକଙ୍କୁ ମାଗଣା ରନ୍ଧା ଖାଦ୍ୟ ଯୋଗାଇବେ ରାଜ୍ୟ ସରକାର। ଆଜି ଏନେଇ ଆଜି ରାଜ୍ୟ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସଂଗ୍ରାମଜିତ୍ ନାୟକ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ଆହାର କେନ୍ଦ୍ର ବନ୍ଦ ହୋଇଯିବା ପରେ ଏମାନଙ୍କ  ଦୁଇ ମୁଠା ଖାଇବା ବି କଷ୍ଟକର ହୋଇପଡ଼ିଥିଲା। ଚିଠିରେ ଜଣାଯାଇଛି ଯେ ‘କୋଭିଡ-୧୯’ ଯୋଗୁଁ ସମଗ୍ର ରାଜ୍ୟବ୍ୟାପୀ ଲକଡାଉନ୍ ଓ ସାମାଜିକ ଦୂରତ୍ୱ […]

  • Wednesday, 14 July 2021
doctor
କରୋନା ସଂକ୍ରମିତଙ୍କ ତଥ୍ୟ ଲୁଚାଇବା ଡାକ୍ତରଙ୍କୁ ମହଙ୍ଗା ପଡ଼ିଲା

ଭୁବନେଶ୍ୱର: କରୋନା ସମ୍ପର୍କିତ ତଥ୍ୟ ଲୁଚାଇବା ଅଭିଯୋଗରେ ଭୁବନେଶ୍ୱରର ଜଣେ ଡାକ୍ତରଙ୍କୁ ନିଲମ୍ବିତ କରାଯାଇଛି। ବିଧାନସଭା ଡିସପେନସାରୀର ମୁଖ୍ୟ ମେଡିକାଲ ଅଫିସର ଡାକ୍ତର ଲଳିତ ବେହେରାଙ୍କୁ ଆଜି ସରକାରୀ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟରେ କରୋନା ସଂକ୍ରମଣର ଶିକାର ହୋଇଥିବା ତୃତୀୟ ରୋଗୀଙ୍କ ସଂସ୍ପର୍ଶରେ ଆସି ସେ ତଥ୍ୟ ଲୁଚାଇଥିଲେ। ବିଧାନସଭା ସଚିବାଳୟ ପକ୍ଷରୁ ଏନେଇ ସୂଚନା ଦିଆଯିବା ପରେ ସ୍ୱାସ୍ଥ୍ୟ ବିଭାଗ ଆଜି ଶ୍ରୀ ବେହେରାଙ୍କୁ ତତ୍କାଳ ସସପେଣ୍ଡ କରିଛି। ଏହାସହିତ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ […]

  • Wednesday, 14 July 2021
commissioner
ପୁଲିସ କମିଶନର କହିଲେ, ଲକ୍‌ଡାଉନ୍‌ରେ ଜରୁରୀ କାମ ପାଇଁ ଯିବେ କେମିତି

ଭୁବନେଶ୍ୱର: ଲକଡାଉନ୍ ସମୟରେ ବାହାରକୁ ଆସିଲେ ଯଦି ସମସ୍ୟାରେ ପଡନ୍ତି, ତେବେ ୧୦୦କୁ ଡାଏଲ କରି ପୋଲିସଙ୍କ ଠାରୁ ସାହାଯ୍ୟ ନିଅନ୍ତୁ। ଲକ୍‌ଡାଉନ୍‌ ବେଳେ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଥିବାରୁ ଲୋକେ ନାନା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ସାଧାରଣ ଲୋକ ଭୋଗୁଥିବା ସମସ୍ୟା ସମାଧାନ ପାଇଁ ବାଟ ବତାଇଛନ୍ତି କଟକ-ଭୁବନେଶ୍ୱର ପୁଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ। ସେ କହିଛନ୍ତି, “କେହି ରୋଗୀକୁ ଡାକ୍ତରଖାନା ନେଇ ଯାଉଥିଲେ ପୁଲିସ ଅଟକାଇବନି। ଯଦି କେହି ପୁଲିସ କର୍ମଚାରୀ ଅଟକାଉଛନ୍ତି, […]

  • Wednesday, 14 July 2021
nagchi
ସଚେତନ ରୁହ, ସୁପର ସ୍ପ୍ରେଡର୍ ପରି ଲଜ୍ଜିତ ହୁଅନାହିଁ

ଭୁବନେଶ୍ୱର: ସଚେତନ ହୁଅନ୍ତୁ କିନ୍ତୁ ଅପମାନିତ ହୁଅନ୍ତୁ ନାହିଁ। ଜଣେ କରୋନା ଆକ୍ରାନ୍ତ ମହିଳା ନିଜ ଦାୟିତ୍ୱହୀନତା ପାଇଁ କିପରି ଅପଖ୍ୟାତି ଅର୍ଜନ କରିଛନ୍ତି, ସେବିଷୟରେ ଉଦାହରଣ ଦେଇ ଜନସାଧାରଣଙ୍କୁ ସଚେତନ କରିଛନ୍ତି ରାଜ୍ୟ କୋଭିଡ୍-୧୯ ମୁଖପାତ୍ର ସୁବ୍ରତ ବାଗଚୀ। କରୋନା ସଂକ୍ରମଣ ବ୍ୟାପିବାକୁ ନେଇ ସେ ଦକ୍ଷିଣ କୋରିଆର ପେସେଣ୍ଟ ଥାର୍ଟି ୱାନ କଥା ଜନସାଧାରଣଙ୍କୁ କହିଛନ୍ତି। ଦକ୍ଷିଣ କୋରିଆର ପେସେଣ୍ଟ ଥାର୍ଟି ୱାନ୍ ନାମରେ ପରିଚିତ ହେଇଛନ୍ତି। ସେଠାକାର କରୋନା ଆକ୍ରାନ୍ତ ମହିଳା କିଭଳି […]

  • Wednesday, 14 July 2021
surya
କ୍ୱାରେଣ୍ଟାଇନରେ ରହିବେ ବିଧାନସଭାର ସବୁ କର୍ମଚାରୀ

ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପଜିଟିଭଙ୍କ ସଂସ୍ପର୍ଶରେ ବିଧାନସଭାର ଜଣେ କର୍ମଚାରୀ ଆସିଛନ୍ତି। ତେଣୁ ବିଧାନସଭାର ସମସ୍ତ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନରେ ରଖାଯିବ ବୋଲି କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ଲୋକସେବା ଭବନ କନଭେନସନ୍ ହଲରେ ଏବେ ବିଧାନସଭା କାର୍ଯ୍ୟ ହେବ। ବଜେଟ ଅଧିବେଶନର ବାକି କାର୍ଯ୍ୟ ଦିବସ କନଭେନସନ ହଲରେ ହେବ ବୋଲି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। କରୋନା ସଂକ୍ରମଣ ଆଶଙ୍କାରେ ବିଧାନସଭା କାର୍ଯ୍ୟ ସ୍ଥାନାନ୍ତର କରାଯାଇଛି। ଏଥିସହ ବିଧାନସଭା କୋଠାକୁ ସଂକ୍ରମଣମୁକ୍ତ […]

  • Wednesday, 14 July 2021
naveen
ଗରିବ, ଖଟିଖିଆ ଓ ଶ୍ରମିକଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର: ରାଜ୍ୟର ୯୪ ଲକ୍ଷ ପରିବାରକୁ  ମିଳିବ ୧ ହଜାର ଟଙ୍କା ସହାୟତା। ବୃଦ୍ଧବୃଦ୍ଧା, ବିଧବା ଓ ଭିନ୍ନକ୍ଷମଙ୍କୁ ମିଳିବ ୪ ମାସର ଭତ୍ତା। ନିର୍ମାଣ ଶ୍ରମିକଙ୍କୁ  ୧୫ ଶହ ଟଙ୍କା ଲେଖାଏଁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ‘କରୋନା’ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨୨୦୦ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି। ଗରିବ, ଖଟିଖିଆ, ଶ୍ରମିକଙ୍କ ପାଇଁ ଏହି ପ୍ୟାକେଜ ଘୋଷଣା ହୋଇଛି। ଭିଡିଓ ଜରିଆରେ ପ୍ୟାକେଜ ଘୋଷଣା କରି […]

  • Wednesday, 14 July 2021
odisha
'ଓଡ଼ିଶାରେ ଷ୍ଟେଜ-ଥ୍ରୀର ଆଶଙ୍କା, ବେଳହୁଁ ସତର୍କ ରୁହ'

ଭୁବନେଶ୍ୱର: ଓଡ଼ିଶାରେ ତୃତୀୟ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହି ମହାମାରୀର ଷ୍ଟେଜ- ଥ୍ରୀର ଆଶଙ୍କା ଦେଖାଦେଇଛି। ଏଭଳି କଥା କହିଛନ୍ତି ରାଜ୍ୟସରକାରଙ୍କ କୋଭିଡ୍-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ। ସେ କହିଛନ୍ତି ପୂର୍ବରୁ ବିଦେଶରୁ ଆସୁଥିବା ବ୍ୟକ୍ତି ସଂକ୍ରମଣର ଶିକାର ହେଉଥିଲେ। ବିଦେଶରୁ ଆସୁଥିବା ବ୍ୟକ୍ତିଙ୍କ ସଂକ୍ରମଣ ସମ୍ଭାବନା ଅଧିକ କୁହାଯାଉଥିଲା ଏବେ ଦିଲ୍ଲୀ, ହରିୟାଣାରୁ ଫେରି ସଂକ୍ରମଣର ଶିକାର ହୋଇଛନ୍ତି। ଫଳରେ ସାମାଜିକ ସଂକ୍ରମଣ ହେବା ଆଶଙ୍କା ଦେଖାଦେଇଥିବା ବାଗଚୀ କହିଛନ୍ତି ତେଣୁ […]

  • Wednesday, 14 July 2021
chhtra
ବାଦାମବାଡ଼ି-ମଧୁପାଟଣା ରାସ୍ତାକୁ ଉଠି ଆସିଲା ଛତ୍ରବଜାର ଖୁଚୁରା ହାଟ

କଟକ: ରାଜଧାନୀର ଏକ ନମ୍ବର ହାଟ ପରେ କଟକ ଛତ୍ରବଜାର ଖୁଚୁରା ହାଟକୁ ସ୍ଥାନାନ୍ତର କରିବା ପାଇଁ ନିଷ୍ପତ୍ତି ହୋଇଛି। କରୋନା ଯୋଗୁଁ ସାମାଜିକ ଦୂରତ୍ୱ ରକ୍ଷା ତଥା ହାଟରେ ଅତ୍ୟଧିକ ଭିଡ଼କୁ ଏଡାଇବା ପାଇଁ  ଏପରି ନିଷ୍ପତ୍ତି ନିଆଯାଇଛି। କଟକ ଛତ୍ରବଜାର ଖୁଚୁରା ହାଟକୁ ବାଦାମବାଡ଼ି-ମଧୁପାଟଣା ରାସ୍ତାର ଉଭୟ ପାର୍ଶ୍ୱକୁ ସ୍ଥାନାନ୍ତର କରାଯିବ। ରାସ୍ତାର ଦୁଇ ପାଖରେ ବସିବେ ପରିବା ଦୋକାନୀ। ପ୍ରତି ପରିବା ଦୋକାନ ମଧ୍ୟରେ ୬ ଫୁଟର ଦୂରତା ରହିବ। ଦୋକାନୀ ଓ […]

  • Wednesday, 14 July 2021
90961871_3091143144308943_485503743089967104_n
ରାଜ୍ୟରେ ଚିହ୍ନଟ ହେଲେ ତୃତୀୟ କରୋନା ପଜିଟିଭ୍

ଭୁବନେଶ୍ୱର: ଓଡିଶାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନିଜର ଟ୍ୱିଟର ହ୍ୟାଣ୍ଡେଲରେ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଏହି କରୋନା ଚିହ୍ନଟ ହେବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ତେବେ ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରରେ ହୋଇଥିବା ସୂଚନା ମିଳିଛି। ଏଯାବତ ସମସ୍ତ ଆକ୍ରାନ୍ତ ଭୁବନେଶ୍ୱର ହୋଇଥିବା ଜଣାପଡିଛି। ତେବେ ସେ ଅନ୍ୟ ଦେଶରୁ ଆସିଛନ୍ତି ନା ଅନ୍ୟ […]

  • Wednesday, 14 July 2021
amania
ନିୟମକୁ ବେଖାତିର, ୪୦୪ଜଣଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର: କରୋନାକୁ ନେଇ ଆଜିବି ଅନେକ ଲୋକ ଲକଡାଉନ ନିୟମକୁ ଉଲ୍ଲଂଘନ କରିଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୪୦୪ଟି ମାମଲା ରୁଜୁ ହୋଇଛି। ଲକ୍ ଡାଉନ ଉଲ୍ଲଂଘନରେ ୩୮୦, ହୋମ୍ କ୍ୱାରେଣ୍ଟାଇନ୍ ନିୟମ ଭାଙ୍ଗି ୧୦ଟି ଏବଂ କୋଭିଡ୍-୧୯ ନିୟମ ଉଲ୍ଲଂଘନରେ ୧୪ଟି ମାମଲା ରୁଜୁ ହୋଇଥିବା ବାଗଚୀ ସୂଚନା ଦେଇଛନ୍ତି। ପ୍ରକାଶଥାଉକି, ଅନେକ ସ୍ଥାନରେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି। କେଉଁଠି ଲାଠି […]

  • Wednesday, 14 July 2021
cm
ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ନିବେଦନ-ଓଡିଆଙ୍କୁ ସହାୟତା ଯୋଗାଅ

ଭୁବନେଶ୍ୱର: କରୋନା ପାଇଁ ଲକଡାଉନ ଲାଗୁ ହୋଇଥିବାରୁ ରାଜ୍ୟ ବାହାରେ ଫସି ରହିଥିବା ଓଡ଼ିଆଙ୍କୁ ସହାୟତା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ କରିଛନ୍ତି। ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏକି ଚିଠି ଲେଖି ଫସି ରହିଥିବା ଓଡ଼ିଆଙ୍କୁ ସହାୟତା ଯୋଗାଇ ଦେବାକୁ ସେ ଅନୁରୋଧ କରିଛନ୍ତି। ଚିଠିରେ ନବୀନ ଅପିଲ୍ କରିଛନ୍ତି ଯେ, ତାଙ୍କ ରାଜ୍ୟରେ ଫସିଥିବା ଓଡ଼ିଆ ଲୋକଙ୍କୁ ସମ୍ପୃକ୍ତ ରାଜ୍ୟ ସହାୟତାର ହାତ ବଢାଉ । ଏଥିପାଇଁ ଯାହା ଖର୍ଚ୍ଚ ହେବ ତାହା […]

  • Wednesday, 14 July 2021
jioo
ଘରେ ରହି ଜାଣନ୍ତୁ, କେତେ ଦୂରରେ ଅଛି 'କରୋନା'

ଭୁବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କିନ୍ତୁ ଆମ ପାଇଁ ସଂକ୍ରମଣର ବିପଦ କେତେ ରହିଛି ତାହା ଜାଣିବା ମୁସ୍କିଲ ହୋଇପଡିଛି। କିନ୍ତୁ ଏପରି ଏକ ଆପ୍ସ ଯାହା ଭାଇରସ୍ ସମ୍ପର୍କିତ ସବିଶେଷ ତଥ୍ୟ ଆପଣଙ୍କୁ ଦେବ। ରିଲାଏନ୍ସ ଜିଓ ପକ୍ଷରୁ ମାଇଁ ଜିଓ ଆପ୍ସରେ କରୋନା ଭାଇରସ୍ ସୂଚନା ଓ ଟୁଲ୍ସ ଆରମ୍ଭ କରାଯାଇଛି। ଏହା ମଧ୍ୟରେ ରହିଛି କରୋନା ଭାଇରସ୍ ସିମ୍ପଟମ୍ ଚେକର୍ । ଯାହା ଆମକୁ ସାରା ଭାରତରେ ରହିଥିବା […]

  • Wednesday, 14 July 2021
medical
ଦୁଇ ଘରୋଇ ହସ୍ପିଟାଲରେ ଖୋଲିବ କୋଭିଡ୍ ୱାର୍ଡ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟର ୨ ଘରୋଇ ହସ୍ପିଟାଲରେ ନିର୍ମାଣ ହେବ ୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ ୱାର୍ଡ। ଏନେଇ ୨ ଘରୋଇ ମେଡିକାଲ ସହ ଏମ୍‌ଓୟୁ ସ୍ୱାକ୍ଷର କଲେ ରାଜ୍ୟ ସରକାର। ଏଥିପାଇଁ ଭୁବନେଶ୍ୱରରେ ଥିବା କିମ୍‌ସ ଓ ସମ୍‌ ହସ୍ପିଟାଲ ସହ ଏମ୍‌ଓୟୁ ସ୍ୱାକ୍ଷର ହୋଇଛି। ‘କରୋନା’ ମୁକାବିଲା ପାଇଁ ସମ୍‌ରେ ୫୦୦ ଶଯ୍ୟା ଓ ୨୦ ICU ବ୍ୟବସ୍ଥା କରାଯିବ। ସେହିପରି କିମ୍‌ସରେ ୪୫୦ ଶଯ୍ୟାର କୋଭିଡ୍‌ ୱାର୍ଡ ପାଇଁ ଏମ୍‌ଓୟୁ […]

  • Wednesday, 14 July 2021
control-room
କରୋନା ମୁକାବିଲା: ୨୪ ଘଣ୍ଟିଆ ସେବା ଯୋଗାଇବ କଣ୍ଟ୍ରୋଲ ରୁମ୍

ଭୁବନେଶ୍ୱର:  କରୋନା ମୁକାବିଲା ପାଇଁ ଗୃହ ବିଭାଗ ଏକ କଣ୍ଟ୍ରୋଲ ରୁମ୍‌ ଖୋଲିଛି। ଏହି କଣ୍ଟ୍ରୋଲ୍ ରୁମ୍ ନଂ: ୦୬୭୪-୨୩୯୨୧୧୫/୯୪୩୮୯୧୫୯୮୬ ରହିଛି। ଗୃହ ବିଭାଗ ଅଧୀନରେ ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ପରିଚାଳନା କରାଯିବ। ଆଜିଠାରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ କାର୍ଯ୍ୟ କରିବ। ଏହି କଣ୍ଟ୍ରୋଲ୍ ରୁମ୍ ଦାୟିତ୍ୱରେ ରହିବେ IG ଅପରେସନ୍ ଅମିତାଭ ଠାକୁର। ଲକ୍ ଡାଉନ୍ ଓ ବାହାରେ ଥିବା ଓଡ଼ିଆଙ୍କ କଥା ବୁଝିବ ଏହି କଣ୍ଟ୍ରୋଲ୍ ରୁମ୍।

  • Wednesday, 14 July 2021
nagchi
ସରକାରଙ୍କ ସତର୍କବାଣୀ, ବିସ୍ଫୋରକ ରୂପ ଧାରଣ କରିପାରେ କରୋନା

ଭୁବନେଶ୍ୱର: ବିଦେଶରୁ ଫେରି ଆଜିସୁଦ୍ଧା ପଞ୍ଜିକୃତ କରିଥିବା ମୋଟ ୩୮୬୧ଜଣ ଲୋକଙ୍କ ମଧ୍ୟରୁ ୧୦୦ଜଣଙ୍କ ଦେହରେ କୋଭିଡ-୧୯ ଭୂତାଣୁ ସଂକ୍ରମଣର ଲକ୍ଷଣ ରହିଥିବା ସରକାର ଆଶଙ୍କା କରୁଛନ୍ତି। ସ୍ଥିତି ଅଣାୟତ୍ତ ହେଲେ ମେ’ ୩୧ତାରିଖ ବେଳକୁ ଅତିକମରେ ଓଡ଼ିଶାରେ ୨୩୪୫ଜଣ ଆକ୍ରାନ୍ତ ହେବାର ଆଶଙ୍କା ରହିଛି। ଲୋକେ ସଚେତନ ନହେଲେ ଆଗାମୀ ଦିନରେ ସ୍ଥିତି ବିସ୍ଫୋରକ ରୂପ ଧାରଣ କରିପାରେ ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗଚୀ କହିଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ […]

  • Wednesday, 14 July 2021
central-govt
୫୦ ବର୍ଷରୁ ଅଧିକ ବୟସର କର୍ମଚାରୀଙ୍କୁ ଛୁଟି

ଭୁବନେଶ୍ୱର: ୫୦ବର୍ଷ ବୟସରୁ ଉର୍ଦ୍ଧ୍ୱ କର୍ମଚାରୀମାନେ ବିନା ଡାକ୍ତରୀ ପ୍ରମାଣପତ୍ରରେ ଏପ୍ରିଲ ୪ତାରିଖ ପର୍ଯ୍ୟନ୍ତ ପରିବର୍ତ୍ତିତ ଛୁଟି ନେଇପାରିବେ। ଏଥିପାଇଁ କୌଣସି ଡାକ୍ତରୀ ପ୍ରମାଣପତ୍ର ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଅସୁସ୍ଥ ଅନୁଭବ କରୁଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟସ୍ଥଳ ଛାଡ଼ି ୧୪ଦିନ ପାଇଁ ଘରୋଇ କ୍ୱାରେଣ୍ଟାଇନରେ ରହିବାକୁ  ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟବ୍ୟାପୀ ଲକଡାଉନ୍ ଘୋଷଣା ହୋଇଥିବାବେଳେ ସରକାରୀ କର୍ମଚାରୀମାନଙ୍କ ନିମନ୍ତେ ରାଜ୍ୟ ସରକାର ନିୟମକୁ କେତେକ କୋହଳ କରିଛନ୍ତି। ଏହାବ୍ୟତୀତ […]

  • Wednesday, 14 July 2021
naveen
'ଘରେ ରହିବା ପାଇଁ ଶପଥ କର, ବାହାରୁ ଆସିଲେ ହାତ ଧୁଅ'

ଭୁବନେଶ୍ୱର: ସାରା ରାଜ୍ୟରେ ଲକଡାଉନ୍ ଜାରି ହୋଇଥିଲେବି କେତେକ ବ୍ୟକ୍ତିବିଶେଷ ମାନୁନାହାଁନ୍ତି। ଏପରି ହେଲେ କରୋନା ବ୍ୟାପିବାର ଭୟ ସୃଷ୍ଟି ହୋଇଛି। ତେବେ କରୋନା ମୁକାବିଲା ଓ ସଚେତନ କରିବା ନେଇ ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିଛନ୍ତି। ପିଲାଛୁଆ ଓ ବାପାମାଆଙ୍କ ନାଁରେ ଶପଥ ନେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏପରିକି ‘କରୋନା’ ମୁକାବିଲା ପାଇଁ ‘ମୋ ଜୀବନ’ ଯୋଜନା ଘୋଷଣା କରିଛନ୍ତି। ରାଜ୍ୟବାସୀଙ୍କୁ ସମ୍ୱୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ଏବେ […]

  • Wednesday, 14 July 2021
aahar
ବନ୍ଦ ହେଲା ଆହାର କେନ୍ଦ୍ର

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ବନ୍ଦ ହେଲା ଆହାର କେନ୍ଦ୍ର। ଆସନ୍ତା ମାର୍ଚ୍ଚ ୨୯ ଯାଏଁ ସମସ୍ତ ଆହାର କେନ୍ଦ୍ର ବନ୍ଦ ରଖିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ହୋଇଛି। ତେବେ ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର ଖୋଲା ରହିବ। ରାଜ୍ୟରେ ଥିବା ସମସ୍ତ ସର୍ବସାଧାରଣ ପାର୍କ ମଧ୍ୟ ବନ୍ଦ କରିବାକୁ ଘୋଷଣା କରାଯାଇଛି। ଓଡ଼ିଶାରେ ଦ୍ୱିତୀୟ ‘କରୋନା’ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। କେବଳ ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡ଼ିଦେଲେ ସବୁଦୋକାନ […]

  • Wednesday, 14 July 2021
cp
ଏଣିକି ବାହାରେ ଗାଡ଼ି ଚଳାଇବା ପାଇଁ ପାସ୍ ଜରୁରୀ

ଭୁବନେଶ୍ୱର: ଲକଡାଉନ ସମୟରେ ରାସ୍ତାରେ ଚଳାଚଳ କରୁଥିବା ସମସ୍ତ ଗାଡ଼ି ପାଇଁ ପାସ୍ ଜରୁରୀ। ଅତ୍ୟାବଶ୍ୟକ କାମ ପାଇଁ ଯାଉଥିବା ଲୋକ ଜଣାଇଲେ ପୁଲିସ ପାସ୍ ଦେବ। ଅନ୍ୟ ସମସ୍ତ ଅନୁମତିପ୍ରାପ୍ତ ସଂସ୍ଥାର କର୍ମଚାରୀଙ୍କୁ ମଧ୍ୟ ପାସ୍ ଜରୁରୀ। ସମସ୍ତ ସରକାରୀ ଅଫିସ, ବ୍ୟାଙ୍କ, ହସ୍ପିଟାଲ, ଗଣମାଧ୍ୟମ ପାଇଁ ପାସ୍ ଲାଗୁ ବୋଲି ସୁଧାଂଶୁ ଷଡଙ୍ଗୀ କହିଛନ୍ତି। କରୋନା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ୍ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ କଟକଣା ଜାରି କରିଛନ୍ତି ରାଜ୍ୟ […]

  • Wednesday, 14 July 2021
naveen-babu
ନବୀନ ଦରମା ଦାନ କଲେ, ସହଯୋଗ ପାଇଁ ନିବେଦନ କଲେ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୩ ମାସର ଦରମାକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଅଧୀନ କୋଭିଡ୍-୧୯ ଫଣ୍ଡକୁ ଦାନ କରିଛନ୍ତି।। କେବଳ ସେତିକି ନୁହେଁ,  ବିପର୍ଯ୍ୟୟ ସମୟରେ ଅନ୍ୟମାନେ ସହଯୋଗର ହାତ ବଢାଇବା ପାଇଁ ନିବେଦନ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଅସାଧାରଣ ପରିସ୍ଥିତିରେ ଅସାଧାରଣ ପ୍ରତିକ୍ରିୟା ଜରୁରୀ। କୋଭିଡ୍ -୧୯ ସମଗ୍ର ବିଶ୍ୱ ପାଇଁ ଏକ ବିରାଟ […]

  • Wednesday, 14 July 2021
fine
ବିନା କାରଣରେ ବାହାରେ ବୁଲୁଥିଲେ, ଫାଇନ୍ ଆଦାୟ କଲା ପୋଲିସ୍

ଭୁବନେଶ୍ୱର: କରୋନା ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ଲକଡାଉନର ଆଜି ଥିଲା ଦ୍ୱିତୀୟ ଦିନ। ୫ ଜିଲ୍ଲା, ୮ ସହର ସମେତ ଜିଲ୍ଲା ସ୍ତରରେ ଆଉ କିଛି ସହରରେ କଡ଼ା କଟକଣା ଲାଗିଥିଲା। ହେଲେ କିଛି ସ୍ଥାନରେ ଢିଲା ମାରିଦେଲେ ଜନତା। ଯାହାର ଅତି ଆବଶ୍ୟକ ସିଏ ବାହାରିଲେ। ବିନା କାରଣରେ ନାନା ଆଳ ଦେଖାଇ କିଛି ଲୋକେ ରାସ୍ତାକୁ ବାହାରିଲେ। ଫଳରେ ରାସ୍ତା ଓ ବଜାର ଯୋଉ ଭିଡ଼କୁ ସେଇ ଭିଡ଼। ଯାହାକୁ ନେଇ […]

  • Wednesday, 14 July 2021
quarntine
ହୋମ୍ କ୍ୱାରେଣ୍ଟାଇନରେ ରହୁଥିବା ବ୍ୟକ୍ତିଙ୍କୁ ଚିହ୍ନିବେ କେମିତି?

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଦିନରାତି ଏକ କରିଦେଇଛନ୍ତି। ସଂକ୍ରମଣ କିପରି ନ ବ୍ୟାପିବ ସେନେଇ ସରକାରୀ ସ୍ତରରେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପରିପ୍ରେକ୍ଷୀରେ ହୋମ କ୍ୱାରେଣ୍ଟାଇନରେ ରହୁଥିବା ଲୋକଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଏମାନଙ୍କ ଘର ଆଗରେ ସ୍ୱତନ୍ତ୍ର ଷ୍ଟିକର ଲାଗିବା ନିଷ୍ପତ୍ତି ନିଆଯାଇଛି। ଯେକୌଣସି ବ୍ୟକ୍ତି ବିଦେଶରୁ ଫେରିଛନ୍ତି, ସେମାନଙ୍କୁ ୧୪ ଦିନ ପାଇଁ ହୋମ୍ କ୍ୱାରେଣ୍ଟାଇନ୍ ତଥା ଗୃହ ପୃଥକୀକରଣରେ ରଖାଯାଉଛି।  […]

  • Wednesday, 14 July 2021
lock-odisha
ଲକଡାଉନରେ ଆଉ ୯ ଜିଲ୍ଲା; ନିୟମ ଭାଙ୍ଗିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲକଡାଉନକୁ ସମ୍ପ୍ରସାରଣ କଲେ ରାଜ୍ୟସରକାର। ୫ ଜିଲ୍ଲାରୁ ୧୪ ଜିଲ୍ଲାକୁ ସରକାର ଲକଡାଉନ ସମ୍ପ୍ରସାରଣ କରିଛନ୍ତି। ସଂପ୍ରସାରଣ ହୋଇଥିବା ଲକଡାଉନ୍ ତାଲିକାରେ ସାମିଲ ହୋଇଥିବା ଜିଲ୍ଲାଗୁଡିକ ହେଲା ପୁରୀ, ନୟାଗଡ଼, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ସମ୍ବଲପୁର ଓ ଝାରସୁଗୁଡ଼ା। ପୂର୍ବରୁ ୫ଟି ଜିଲ୍ଲା ଗଂଜାମ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଅନୁଗୁଳ ଲାଗି ଲକଡାଉନ୍ ଘୋଷଣା ହୋଇଥିଲା। ଏହି ସମସ୍ତ ୧୪ଟି ଜିଲ୍ଲାରେ ଆସନ୍ତାକାଲି(ମଙ୍ଗଳବାର) ୭ଟାରୁ ୨୯ ମାର୍ଚ୍ଚ […]

  • Wednesday, 14 July 2021
thunder
ବର୍ଷା ଓ ଘଡ଼ଘଡ଼ି ନେଇ ଏସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଜି ଅପରାହ୍ଣରେ କୁଆପଥର ମାଡ଼ ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଅପରାହ୍ଣ ୪ଟାରୁ ଏହି ବର୍ଷା ପବନ ଆରମ୍ଭ ହେବ। ଏନେଇ ଅନେକ ଜିଲ୍ଲାକୁ ସତର୍କ କରାଯାଇଛି। ଅନେକ  ଅଞ୍ଚଳରେ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି। Dangerous Thunderstorm and Lightning alert for Marsaghai, Mahakalpada, Kendrapada, Pattamundai, Aul and Rajkanika blocks of Kendrapada dist; Binjharpur and Dasarathpur […]

  • Wednesday, 14 July 2021