• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

deadbody on cycle
କରୋନାର କରୁଣ ଚିତ୍ର: ପିପିଇ କିଟ୍ ପିନ୍ଧି ସାଇକେଲରେ ବାପାଙ୍କ ମୃତଦେହ ବୋହିଲା ପୁଅ

ବଲାଙ୍ଗିର: କରୋନା ପାଇଁ ଧୀରେ ଧୀରେ ହଜିଯାଉଛି ମାନବିକତା। କେଉଁଠି ନିଜ ଲୋକ ପର କରିଦେଉଛନ୍ତି ତ ଆଉ କେଉଁଠି ମୃତଦେହକୁ ଚାରି କାନ୍ଧ ଦେବାକୁ କେହି ନାହାନ୍ତି। ସତେ ଯେମିତି ସଂକ୍ରମଣର ଭୟ ଲୋକଙ୍କ ମଧ୍ୟରେ ବାଡ଼ ସୃଷ୍ଟି କରିଛି। ରାଜ୍ୟରେ ମଧ୍ୟ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। କିଛିଦିନ ଧରି ଲଗାତାର ଭାବେ ୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୮ ହଜାରରୁ ଅଧିକ […]

  • Tuesday, 13 July 2021
railway track
ଟ୍ରେନ୍‌ ଲାଇନ୍‌ ଉଡ଼ାଇଲେ ମାଓବାଦୀ

ବିସ୍ଫୋରଣ କରି ଟ୍ରେନ୍‌ ଲାଇନ୍‌ ଉଡ଼ାଇଲେ ମାଓବାଦୀ ବିସ୍ଫୋରଣରେ ୨ ମିଟର ପର୍ଯ୍ୟନ୍ତ ଟ୍ରେନ୍ ଲାଇନ୍ ବିସ୍ଫୋରଣରେ ନଷ୍ଟ ହୋଇଯାଇଛି ବିସ୍ଫୋରଣ ଯୋଗୁ ମୁମ୍ବାଇ-ହାୱଡା ଲାଇନରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ଘଟଣା ପରେ ଆରପିଏଫ, ଝାଡ଼ଖଣ୍ଡ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ ରାଉରକେଲା: ବିସ୍ଫୋରଣ କରି ଟ୍ରେନ୍‌ ଲାଇନ୍‌ ଉଡ଼ାଇଲେ ମାଓବାଦୀ। ଗତକାଲି ବିଳମ୍ବିତ ରାତିରେ ମାଓବାଦୀମାନେ ଝାଡ଼ଖଣ୍ଡ ସୀମା ଚକ୍ରଧରପୁର ଲୋଟା ପାହାଡ଼ ନିକଟରେ ବିସ୍ଫୋରଣ ଘଟାଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୨ ମିଟର ପର୍ଯ୍ୟନ୍ତ […]

  • Tuesday, 13 July 2021
AOPMEF Secretary
‘ଟିକା ଦର ଅଧିକ ରହିଛି, ଦର ସମାନ ହେବା ଉଚିତ୍‌’

ଭୁବନେଶ୍ୱର: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ନୂଆ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ରହୁଛି। ଏହାକୁ ଦୃଷ୍ଟି ରଖି କେନ୍ଦ୍ର ସରକାର ମେ’ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବର୍ଗର ଲୋକଙ୍କ ପାଇଁ କରୋନା ଟିକାକରଣ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ପରେ ମେ’ ୧ ତାରିଖରୁ ଏବେ ଘରୋଇ ହସ୍ପିଟାଲ ଗୁଡ଼ିକରେ ଟିକାକରଣ ଆରମ୍ଭ ହେବାକୁ […]

  • Tuesday, 13 July 2021
odisha
୧୩ ଘଣ୍ଟା ଧରି ପଡ଼ି ରହିଲା ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତଦେହ

ବୌଦ୍ଧ: କରୋନା ପାଇଁ ଧୀରେ ଧୀରେ ମରି ଯାଉଛି ମାନବିକତା। ବାଡ଼ ସୃଷ୍ଟି କରିଛି ସଂକ୍ରମଣର ଭୟ। ୧୩ ଘଣ୍ଟାରୁ ଅଧିକ ସମୟ ହେବ ଶବ ସେମିତି ପଡ଼ି ରହିଥିବା ବେଳେ କରୋନା ଭୟରେ କେହିବି ପାଖ ମାଡ଼ୁ ନଥିଲେ। ଏଭଳି ସମୟରେ ଏମିତି ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କୁମ୍ଭମେଳା ଫେରନ୍ତା ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ପରେ କେହିବି ମୃତଦେହ ପାଖ ମାଡ଼ୁ ନଥିବା ଦେଖିବାକୁ ମିଳିଥିଲା। ଖବର ପାଇ ହରଭଙ୍ଗା ବିଡିଓ, […]

  • Tuesday, 13 July 2021
man died
ସ୍ତ୍ରୀ ଓ ପୁଅ ସହ ଟ୍ରେନ୍‌ରେ ସୁରତରୁ ଫେରୁଥିଲେ, ଅଧା ବାଟରେ ଚାଲିଗଲା ପ୍ରବାସୀଙ୍କ ଜୀବନ

ଖଲ୍ଲିକୋଟ: ସ୍ତ୍ରୀ ଓ ପୁଅ ସହ ଟ୍ରେନ୍‌ରେ ସୁରତରୁ ଗାଁକୁ ଫେରୁଥିଲେ। ହେଲେ ଜାଣିନଥିଲେ ସେ ଆଉ ଘରେ ପହଞ୍ଚି ପାରିବେ ନାହିଁ ଓ ଅଧା ବାଟରେ ଚାଲିଯିବ ଜୀବନ। କିଛିଦିନ ତଳେ ସୁରତରୁ ଗାଁକୁ ଫେରିବା ବାଟରେ ଟ୍ରେନ୍‌ରେ ଜଣେ ପ୍ରବାସୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ଏମିତି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଓଖା-ପୁରୀ ଟ୍ରେନ ଭିତରେ ଜଣେ ପ୍ରବାସୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବେଗୁନିଆପଡ଼ା ବ୍ଲକ୍‌ […]

  • Tuesday, 13 July 2021
shutdown
ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌, ଅମାନିଆଙ୍କ ଉପରେ କଡ଼ା ନଜର

ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଲାଗୁ ସବୁଠି କଡ଼ାକଡ଼ି ଚେକିଂ ଓ ବ୍ଲକିଂ ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ୬୮ଟି ପଏଣ୍ଟରେ ଚେକିଂ କଟକରେ ୧୨ ପ୍ଲାଟୁନ୍‌ ଫୋର୍ସ ଓ ୧୦୦ ଅଫିସର ନିୟୋଜିତ ଭୁବନେଶ୍ୱରରେ ୨୦ ପ୍ଲାଟୁନ ଫୋର୍ସ, ୧୫୦ ଅଫିସର ନିୟୋଜିତ ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ୬,୬୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଲାଗୁ ହୋଇଛି। କରୋନା […]

  • Tuesday, 13 July 2021
corona test
ଓଡ଼ିଶାରେ ବଢ଼ୁଛି କରୋନା ସଂକ୍ରମଣ: ଚିନ୍ତା ବଢ଼ାଇଲା ଖୋର୍ଦ୍ଧା; ଦିନକରେ ବାହାରିଲେ ୧,୧୮୯

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ୬,୬୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ଖୋର୍ଦ୍ଧାରୁ କେବଳ ୧,୧୮୯ ଚିହ୍ନଟ ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଲାଗୁ ସବୁଠି କଡ଼ାକଡ଼ି ଚେକିଂ ଓ ବ୍ଲକିଂ ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ୬୮ଟି ପଏଣ୍ଟରେ ଚେକିଂ ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ। କିଛିଦିନ ହେବ ଲଗାତାର ଭାବେ ରାଜ୍ୟରେ ୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଯାହାକୁ ନେଇ ଚିନ୍ତା ବଢ଼ିଛି। ବେଶୀ ଚିନ୍ତା […]

  • Tuesday, 13 July 2021
police si
ମାଓବାଦୀଙ୍କ ବର୍ବର କାଣ୍ଡ: ପୋଲିସ୍‌ SIଙ୍କୁ ଅପହରଣ ପରେ ହତ୍ୟା

ପୁଣିଥରେ ମାଓବାଦୀଙ୍କ ବର୍ବର କାଣ୍ଡ ପ୍ରଥମେ ପୋଲିସ୍‌ SIଙ୍କୁ ଅପହରଣ ଓ ପରେ ହତ୍ୟା ମେଳା ଦେଖିବାକୁ ଯାଇଥିବା ବେଳେ ମାଓବାଦୀମାନେ SIଙ୍କୁ ଅପହରଣ କରି ନେଇଥିଲେ SIଙ୍କୁ ହତ୍ୟା ପରେ ମାଓବାଦୀମାନେ ମୃତଦେହ ଛାଡ଼ି ଚାଲି ଯାଇଥିଲେ ଗତ ୩ ତାରିଖରେ ବିଜାପୁରରେ ମାଓବାଦୀମାନେ ଯବାନ ରାକେଶ୍ୱର ସିଂ ମାନହାସ୍‌ଙ୍କୁ  ଅପହରଣ କରି ନେଇଥିଲେ ମାଲକାନଗିରି/ବିଜାପୁର: ପୁଣିଥରେ ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ପ୍ରଥମେ ପୋଲିସ୍‌ SIଙ୍କୁ ଅପହରଣ ଓ ପରେ ମାଓବାଦୀମାନେ ତାଙ୍କୁ […]

  • Tuesday, 13 July 2021
vaccination
ଏଣିକି ରାଜ୍ୟରେ ଶନିବାର ଓ ରବିବାର ଟିକାକରଣ ବନ୍ଦ

ଶନି ଓ ରବିବାର ସଟ୍‌ଡାଉନ୍‌ ଥିବାରୁ ଏଣିକି ସପ୍ତାହରେ ୫ ଦିନ ଟିକାକରଣ କରାଯିବ ଶନି ଓ ରବିବାର ଦିନ ଟିକାକରଣ ବନ୍ଦ ରହିବ ଓ ଏହି ସମୟରେ ଟିକାକରଣ କେନ୍ଦ୍ରକୁ ସାନିଟାଇଜ କରାଯିବ ମେ’ ୧ରୁ ଘରୋଇ ହସ୍ପିଟାଲ ଗୁଡିକ କମ୍ପାନୀଠାରୁ ସିଧାସଳଖ ଟିକା ଆଣିବେ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ, ଟିକାର ଦର ଧାର୍ଯ୍ୟ ହେବ ଭୁବନେଶ୍ୱର: ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ୫୪ ଲକ୍ଷ ୪୧ ହଜାର ୪୭୮ ଜଣଙ୍କୁ ଟିକାକରଣ କରାଯାଇଛି। ଆଜି […]

  • Tuesday, 13 July 2021
shutdown
‌ଶନିବାର, ରବିବାର ସଟ୍‌ଡାଉନ୍‌: ୧ ଘଣ୍ଟା ପାଇଁ କୋହଳ ହେବ କଟକଣା

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟର ସବୁ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଆରମ୍ଭ ହେବ। ଶନିବାର ଓ ରବିବାର ଏହି ସପ୍ତାହାନ୍ତ ସଟ୍‌ଡାଉନ୍ ବେଳେ ସକାଳେ ଘଣ୍ଟାଏ ପାଇଁ କଟକଣା କୋହଳ କରାଯିବ। ମର୍ଣ୍ଣିଂ ଓ୍ବାକ୍ ଓ ସାଇକ୍ଲିଂ ପାଇଁ ସକାଳ ୫ଟାରୁ ୬ଟା ଯାଏ କଟକଣା କୋହଳ ହେବ। ଏନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନର(SRC) ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ସପ୍ତାହାନ୍ତ ସଟ୍‌ଡାଉନ୍ ନେଇ SRC କହିଛନ୍ତି, ଶନିବାର ସକାଳୁ ହିଁ ସପ୍ତାହାନ୍ତ […]

  • Tuesday, 13 July 2021
wear mask
ଚିନ୍ତା ବଢ଼ାଉଛି ଖୋର୍ଦ୍ଧା, ୨୪ ଘଣ୍ଟାରେ ବାହାରିଲେ ୯୫୦ କରୋନା ପଜିଟିଭ୍‌

୨୪ ଘଣ୍ଟାରେ ରାଜ୍ୟରେ ୬,୨୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ଖୋର୍ଦ୍ଧାରୁ କେବଳ ୯୫୦ ଜଣ ଆକ୍ରାନ୍ତ ଚିହ୍ନଟ ସୁନ୍ଦରଗଡ଼ରୁ ୬୮୪ ଓ କଳାହାଣ୍ଡିରୁ ୬୮୨ ଆକ୍ରାନ୍ତ ଚିହ୍ନଟ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତରେ ୮ ଜଣଙ୍କ ମୃତ୍ୟୁ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୪,୬୯୪ରେ ପହଞ୍ଚିଛି ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଖୋର୍ଦ୍ଧାରୁ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ […]

villagers detain medical team
କୋଭିଡ୍ ଟେଷ୍ଟ ପାଇଁ ଯାଇଥିବା ମେଡିକାଲ୍‌ ଟିମ୍‌କୁ ବନ୍ଧକ ରଖିଲେ ଲୋକେ

ବଲାଙ୍ଗିର: କୋଭିଡ୍ ଟେଷ୍ଟ ପାଇଁ ଗାଁକୁ ଯାଇଥିବା ମେଡିକାଲ୍‌ ଟିମ୍‌କୁ ବନ୍ଧକ ରଖିଲେ ଗାଁ ଲୋକେ। କୋଭିଡ୍‌ ପରୀକ୍ଷା ପରେ ପଜିଟିଭ ରିପୋର୍ଟ ଉପରେ ସନ୍ଦେହ ପ୍ରକାଶ କରି ମେଡିକାଲ୍‌ ଟିମ୍‌କୁ ଗ୍ରାମବାସୀମାନେ ୫ ଘଣ୍ଟା ପର୍ଯ୍ୟନ୍ତ ଅଟକ ରଖି ଦେଇଥିଲେ। ବଲାଙ୍ଗିର ଜିଲ୍ଲା ସଦର ବ୍ଲକ୍‌ ଅନ୍ତର୍ଗତ ବରଗାଁରେ ଏଭଳି କିଛି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ଗତ ୧୮ ତାରିଖ ଦିନ ବୈଦିପାଲି ଗାଁର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ […]

Mahanadi girl
ମହାନଦୀର ପ୍ରଖର ସୁଅରେ ଭାସି ଆସିଥିଲେ, ପୁଣି ଜୀବନରେ ଆସିଲା ନୂଆ ମୋଡ଼

ଝାରସୁଗୁଡ଼ା: ଯୁଗ ଆସି କେଉଁଠି ପହଞ୍ଚିଲାଣି, ହେଲେ ଆଜି ବି ଏମିତି ଅନେକ ପରିବାର କନ୍ୟା ସନ୍ତାନ ପାଇଁ କୁଣ୍ଠିତ ପ୍ରକାଶ କରୁଛନ୍ତି। ହେଲେ ରକ୍ତ ସମ୍ପର୍କ ନଥାଇ ବି, ମନର ସମ୍ପର୍କ ଓ ମମତାର ସମ୍ପର୍କ କେତେ ଯେ ନିବିଡ଼ ହୋଇପାରେ, ତାହା ପ୍ରମାଣ କରି ଦେଖାଇଛନ୍ତି ଝାରସୁଗୁଡ଼ା ଜିଲ୍ଲା ଲଖନପୁରର କାଲୋ ଦମ୍ପତି। ୫ ବର୍ଷ ତଳେ ଛତିଶଗଡ଼ରୁ ମହାନଦୀରେ ଭାସି ଆସିଥିବା ଜଣେ ଝିଅକୁ ସେମାନେ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ। […]

  • Tuesday, 13 July 2021
Cloudy sky
ଝଡ଼ବର୍ଷା ଓ ବଜ୍ରପାତ ଆଶଙ୍କା ନେଇ ୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ୧୨ ଜିଲ୍ଲାରେ ଆଜି ଝଡ଼ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩ ଘଣ୍ଟା ପାଇଁ ଏହି ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ଏହି ୧୨ ଜିଲ୍ଲା ହେଲା-ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର,ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ବାଲେଶ୍ୱର। କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଆଜି ସକାଳେ […]

man died
ଦିଲ୍ଲୀରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଦିଲ୍ଲୀରେ ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଗିରିବନ୍ଧ ଗାଁର ୩୮ ବର୍ଷୀୟ ଗୌରୀଶଙ୍କର ପରିଡ଼ା। ଗତ ସପ୍ତାହେ ହେଲା ତାଙ୍କୁ ଜ୍ୱର ହେଉଥିଲା। କରୋନା ଟେଷ୍ଟ ପରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହାପରେ ଗୌରୀଶଙ୍କରଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରିବା ପାଇଁ ପରିବାର ଲୋକ ବିଭିନ୍ନ ହସ୍ପିଟାଲ୍‌ ଯାଇଥିଲେ। ହେଲେ କୌଣସି ହସ୍ପିଟାଲ୍‌ରେ ବେଡ୍‌ ମିଳିନଥିଲା। ଶେଷରେ ପରିବାର ଲୋକ ନିରାଶ ହୋଇ ନୋଇଡାର […]

newborn baby
ଜନ୍ମ ନେଲା ବିରଳ ଶିଶୁକନ୍ୟା, ଅଦ୍ଭୁତ ଦିଶୁଛି ମୁହଁ

ବ୍ରହ୍ମପୁର: କିଛିଦିନ ତଳେ କେନ୍ଦ୍ରାପଡ଼ା ଜିଲ୍ଲାରେ ଏକ ଅଦ୍ଭୁତ ଶିଶୁ କନ୍ୟା ଜନ୍ମ ହୋଇଥିବା ଖବର ସାମ୍ନାକୁ ଆସିଥିବା ବେଳେ ଏବେ ଗଞ୍ଜାମ ଜିଲ୍ଲାରେ ଏଭଳି ଏକ ବିରଳ ଓ ବିଚିତ୍ର ଶିଶୁୁକନ୍ୟା ଜନ୍ମ ନେଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତି ୨ଟା ୪୦ ମିନିଟ୍‌ରେ ଶିଶୁ କନ୍ୟାଟି ବ୍ରହ୍ମପୁର ମେଡିକାଲରେ ଜନ୍ମ ନେଇଛି। ଶିଶୁଟିର ମୁହଁ ଅଦ୍ଭୁତ ଦିଶୁଥିବା ଦେଖିବାକୁ ମିଳିଛି। କୁହାଯାଉଛି ଯେ, ପ୍ରାୟ ୫ରୁ ୧୦ ଲକ୍ଷ ଶିଶୁଙ୍କ ମଧ୍ୟରୁ ଏଭଳି ଜଣେ […]

  • Tuesday, 13 July 2021
man died
ସୁରତରୁ ଟ୍ରେନ୍‌ରେ ଫେରୁଥିବା ବେଳେ ଅଧାବାଟରେ ଚାଲିଗଲା ଜୀବନ

ବ୍ରହ୍ମପୁର: ସୁରତରୁ ଗାଁକୁ ଫେରିବା ରାସ୍ତାରେ ଟ୍ରେନ୍‌ରେ ଉଡିଗଲା ପ୍ରାଣବାୟୁ। ପୁରୀ-ଅହମଦାବାଦ ଟ୍ରେନ୍‌ରେ ଏଭଳି ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଖଣ୍ଡଦେଉଳି ଗାଁର ବିଶ୍ୱନାଥ ଜେନା। ଗତକାଲି ବିଶ୍ୱନାଥ ସୁରତରୁ ସମ୍ପର୍କୀୟଙ୍କ ସହ ପୁରୀ-ଅହମଦାବାଦ ଟ୍ରେନ୍‌ରେ ଖଲ୍ଲିକୋଟ ଷ୍ଟେସନ ଫେରୁଥିଲେ। ରାତି ୧୧ଟା ସମୟରେ ଟ୍ରେନରେ ହିଁ ବିଶ୍ୱନାଥଙ୍କ ମୃତ୍ୟୁ ହୋଇଥିଲା। ପରେ ଗାଡି ବ୍ରହ୍ମପୁର ଷ୍ଟେସନରେ ପହଞ୍ଚିବା ପରେ ଶବକୁ ବାହାର କରାଯାଇଥିଲା। ଏନେଇ ଜିଆର୍‌ପି ପାଖରେ ଖବର […]

  • Tuesday, 13 July 2021
temple
ବଢ଼ୁଛି କରୋନା ସଂକ୍ରମଣ, BMC ନେଲା ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପର ମୁହାଁ ଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଏକ ବଡ଼ ନିଷ୍ପତ୍ତି ନେଇଛି। ରାଜଧାନୀରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ଗୁଡ଼ିକୁ ଭକ୍ତଙ୍କ ପ୍ରବେଶ ଉପରେ ବ୍ୟାନ୍‌ ଲଗାଯାଇଛି। ଫଳରେ ଧାର୍ମିକ ଅନୁଷ୍ଠାନକୁ ଆଉ ଶ୍ରଦ୍ଧାଳୁମାନେ ପ୍ରବେଶ କରିପାରିବେ ନାହିଁ। ଆସନ୍ତାକାଲିଠୁ ଏହି ନିୟମ ଲାଗୁ ହେବ। ତେବେ ଧର୍ମାନୁଷ୍ଠାନରେ କେବଳ ନୀତିକାନ୍ତିକୁ ଅନୁମତି […]

odisha
କୁମ୍ଭମେଳାରୁ କଟକ ଫେରିଥିବା ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ

କୁମ୍ଭମେଳା ଫେରନ୍ତାଙ୍କୁ ନେଇ ବଢ଼ିଲା ଚିନ୍ତା କଟକ ରେଲ୍‌ୱେ ଷ୍ଟେସନରେ କୁମ୍ଭମେଳାରୁ ଫେରିଥିବା ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ୩୦ ଜଣଙ୍କ RTPCR ଟେଷ୍ଟ କରାଯାଇଥିଲା  ଆଜି ୨ଟି ଟ୍ରେନ୍‌ରେ କୁମ୍ଭମେଳା ଫେରନ୍ତା ଆସିବେ କୁମ୍ଭମେଳା ଫେରନ୍ତାଙ୍କ RTPCR ଟେଷ୍ଟ ବାଧ୍ୟତାମୂଳକ ୨୪ ଘଣ୍ଟାରେ ରାଜ୍ୟରେ ୪,୭୬୧ ନୂଆ କରୋନା ପଜିଟିଭ୍ ଚିହ୍ନଟ କଟକ: କୁମ୍ଭମେଳା ଫେରନ୍ତାଙ୍କୁ ନେଇ ବଢ଼ିଲା ଚିନ୍ତା। ଗତକାଲି କଟକ ରେଲ୍‌ୱେ ଷ୍ଟେସନରେ କୁମ୍ଭମେଳାରୁ ଫେରିଥିବା ୧୩ ଜଣ କରୋନା ପଜିଟିଭ୍ […]

  • Tuesday, 13 July 2021
Lingaraj
ବିନା ଭକ୍ତରେ ହେବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ଭୁବନେଶ୍ୱର: ଆଜି ଅଶୋକାଷ୍ଟମୀ ତଥା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏନେଇ ୧୪୪ ଧାରା ଜାରି ହୋଇଛି। କରୋନା ସଂକ୍ରମଣ ଦୃଷ୍ଟିରୁ ଏଥର ରୁକୁଣା ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି। ରଥଖଳାରୁ ମାଉସୀ ମା’ ମନ୍ଦିର ପର୍ଯ୍ୟନ୍ତ କମିଶନରେଟ୍ ପୋଲିସ ପକ୍ଷରୁ ୧୪୪ ଧାରା ଜାରି ହେବ। ଆଜି ଦିନ ୧୨ଟାରୁ ସଂଧ୍ୟା ପର୍ଯ୍ୟନ୍ତ ୧୪୪ ଧାରା ଜାରି ହେବ। ଏପ୍ରିଲ ୨୦ ଓ ୨୪ ତାରିଖରେ ୧୪୪ ଧାରା ବଳବତ୍ତର ରହିବ ବୋଲି ପୋଲିସ କମିଶନର […]

  • Tuesday, 13 July 2021
wear mask
ଓଡ଼ିଶାରେ ବଢ଼ୁଛି କରୋନା ସଂକ୍ରମଣ, ଦିନକରେ ଖୋର୍ଦ୍ଧାରୁ ବାହାରିଲେ ୮୨୦ ପଜିଟିଭ୍‌

ଚିନ୍ତା ବଢ଼ାଇଲା ଖୋର୍ଦ୍ଧା ଦିନକରେ ଖୋର୍ଦ୍ଧାରୁ ସର୍ବାଧିକ ୮୨୦ ଆକ୍ରାନ୍ତ ଚିହ୍ନଟ ୨୪ ଘଣ୍ଟାରେ ରାଜ୍ୟରେ ୪,୭୬୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ଓ ୫ ଜଣଙ୍କ ମୃତ୍ୟୁ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨,୭୮୫ ଓ ଲୋକାଲ୍‌ କଣ୍ଟାକ୍ଟସ୍ ୧,୯୭୬ ରହିଛି ୧,୯୫୩ରେ ପହଞ୍ଚିଲା କରୋନା ଜନିତ ମୃତ୍ୟୁ ସଂଖ୍ୟା ଭୁବନେଶ୍ୱର: ଚିନ୍ତା ବଢ଼ାଇଲା ଖୋର୍ଦ୍ଧା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଖୋର୍ଦ୍ଧାରୁ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ […]

  • Tuesday, 13 July 2021
dmet cbk mohanty
ଆଗକୁ ବଢ଼ିପାରେ କରୋନା ସଂକ୍ରମଣ: DMET

ରାଜ୍ୟରେ ଆଗକୁ ଆହୁରି ବଢ଼ିପାରେ କରୋନା ସଂକ୍ରମଣ ହେଲେ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି: DMET ସମସ୍ତ ଜିଲ୍ଲାର ଟୋଲ ଫ୍ରି ନମ୍ବର ଆକ୍ଟିଭ୍ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଲୋକାଲ ସ୍ତରରେ ସଂକ୍ରମିତ ଥିଲେ ଆଶା ଦିଦି ଓ ଅଙ୍ଗନବାଡି କର୍ମୀଙ୍କୁ ଯୋଗାଯୋଗ କରନ୍ତୁ ଭୁବନେଶ୍ୱର: ଓଡ଼ିଶାରେ କରୋନା ଗ୍ରାଫ ଉପର ମୁହାଁ। ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରାଜ୍ୟରେ କରୋନା ସ୍ଥିତିକୁ ନେଇ ଡିଏମ୍ଇଟି ସିବିକେ […]

  • Tuesday, 13 July 2021
truck
ଆପଣ ପୁରୁଣା ଗାଡ଼ି ଚଲାଉଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଏହି ଜିନିଷ...

ଭୁବନେଶ୍ୱର: ଆପଣଙ୍କର ପୁରୁଣା ଗାଡ଼ି ପୁରା ଫିଟ୍ ଅଛି, ଏଣୁ ସ୍କ୍ରାପିଂ ପଲିସିରୁ ବାଦ୍ ପଡ଼ିଯିବେ ଭାବି ଖୁସି ହେଉଛନ୍ତି କି ? ହେଲେ ତାହା ଏତେଟା ସହଜ ନୁହେଁ। କାହିଁକି ନା ପୁରୁଣା ଗାଡ଼ି ଚଲାଇବାକୁ ହେଲେ, ଆପଣଙ୍କୁ ଗଣିବାକୁ ପଡ଼ିବ ମୋଟା ଅଙ୍କର ଗ୍ରୀନ୍‌ ଟ୍ୟାକ୍ସ। ରାଜ୍ୟ ଗୁଡ଼ିକୁ ଏମିତି ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି କେନ୍ଦ୍ର ସରକାର। ପୁରୁଣା ଓ ପ୍ରଦୂଷଣକାରୀ ଯାନବାହନ ଚଳାଚଳକୁ ନିରୁତ୍ସାହିତ କରିବା ଲାଗି କେନ୍ଦ୍ର ସରକାରଙ୍କ ଗ୍ରୀନ୍ ଟ୍ୟାକ୍ସ […]

  • Tuesday, 13 July 2021
OTV
୨୪ ବର୍ଷ ପୂର୍ବେ ଆଜିର ଦିନରେ ଲଞ୍ଚ୍‌ ହୋଇଥିଲା ଓଟିଭି

ଭୁବନେଶ୍ୱର: ଠିକ୍ ୨୪ ବର୍ଷ ପୂର୍ବେ ଆଜିର ଦିନ ଅର୍ଥାତ୍ ୧୯୯୭ ଏପ୍ରିଲ ୧୮ରେ ଲଞ୍ଚ୍ ହୋଇଥିଲା ଓଟିଭି। ସେଦିନ ପୁରୀ ସ୍ୱର୍ଗଦ୍ୱାରରୁ ବିଜୁ ବାବୁଙ୍କ ଅନ୍ତେଷ୍ଟି କ୍ରିୟାର ସିଧା ପ୍ରସାରଣ ସହ ଓଟିଭି ଆରମ୍ଭ କରିଥିଲା ଖବର ପ୍ରସାରଣ ଅଭିଯାନ। ସେବେଠୁ ଆଜି ଯାଏ ଦୀର୍ଘ ୨୪ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ ଓଟିଭି ଖବର ପରିବେଷଣ କରି ଆସୁଛି। ଅବାଧ, ସ୍ୱଚ୍ଛ ଓ ନିରପେକ୍ଷ ଭାବେ ଖବର ପରିବେଷଣ କରୁଥିବା ଓଟିଭି ଆଜି ଯାଏ ତା’ ଲକ୍ଷ୍ୟ […]

  • Tuesday, 13 July 2021
corona test
ଚିନ୍ତା ବଢ଼ାଇଲା ଖୋର୍ଦ୍ଧା, ଦିନକରେ ବାହାରିଲେ ୭୦୪ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଯେଉଁଭଳି ଭାବରେ ବୃଦ୍ଧି ପାଉଛି, ତାକୁ ନେଇ ଚିନ୍ତା ବଢ଼ିଛି। ସୁନ୍ଦରଗଡ଼ ପରେ ଏବେ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୩,୧୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୬୬୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୭୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୨୪ ଘଣ୍ଟାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। […]

  • Tuesday, 13 July 2021