Advertisment

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୦୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪,୨୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୪୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୧,୦୯୬ରେ ପହଞ୍ଚିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

corona test

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୦୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪,୨୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୪୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଖୋର୍ଦ୍ଧାରୁ ସର୍ବାଧିକ ୭୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୧,୦୯୬ରେ ପହଞ୍ଚିଛି।

Advertisment

publive-image

publive-image

publive-image

Advertisment
Advertisment